Home Left

ନିଜ ମାଟ୍ରିକ ବ୍ୟାଚର ସାଙ୍ଗସାଥିଙ୍କ ସହ ବଣଭୋଜିର ମଜା ନେଲେ ଭାଜପା ନେତା, କହିଲେ ଦାରିଙ୍ଗବାଡିରେ ଏୟାରଷ୍ଟ୍ରିପ ପାଇଁ…

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି କୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଇକୋ ରିଟ୍ରିଟ ସମେତ ପର୍ଯ୍ୟଟନକ୍ଷେତ୍ର ରେ ଭିଡ଼ ଦେଖିବାକୁ ମିଳିଛି । ଏହି ଅବସରରେ ଭାଜପାର ବରିଷ୍ଠ ନେତା ତଥା ଲୋକପ୍ରିୟ ନେତା…

ଚମତ୍କାର କଲେ ବୈଭବ ସୂର୍ଯ୍ୟବଂଶୀ: ୫୬ ବଲ୍‌ରେ କଲେ କମାଲ୍‌, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୨।୧୨: ଯୁବ ଭାରତୀୟ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ଏସିଆ କପ୍‌ର ଉଦଘାଟନୀ ମ୍ୟାଚ୍‌ରେ ୟୁଏଇ ବିପକ୍ଷରେ ଏକ ଜ୍ୱଳନ୍ତ ଶତକ ହାସଲ କରି ତାଙ୍କର ପ୍ରଭାବଶାଳୀ କ୍ୟାରିଅର୍‌ ଜାରି ରଖିଛନ୍ତି। ୧୪ ବର୍ଷୀୟ ଖେଳାଳି ଡିସେମ୍ବର ୧୨…

ଇଣ୍ଡିଗୋ ସଙ୍କଟ ମଧ୍ୟରେ DGCAର ବଡ଼ ଆକ୍ସନ, ସସପେଣ୍ଡ ହେଲେ ୪ ଇନ୍ସପେକ୍ଟର

ନୂଆଦିଲ୍ଲୀ,୧୨।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଦ୍ୱାରା ସମ୍ମୁଖୀନ ହେଉଥିବା ପରିଚାଳନାଗତ ସମସ୍ୟାର ପ୍ରାରମ୍ଭିକ ତଦନ୍ତ ପରେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। କେତେଜଣ ଇନ୍ସପେକ୍ଟର ବା ନିରୀକ୍ଷକଙ୍କୁ ଦୋଷୀ ବୋଲି ପାଇବା ପରେ, DGCA ଇଣ୍ଡିଗୋର…

ଚାଉଳ ଚୋରି କରି ଧରାପଡ଼ିଲେ ପ୍ରଧାନଶିକ୍ଷୟିତ୍ରୀ

ଆଠଗଡ଼,୧୨।୧୨: କଟକ ଜିଲା ଆଠଗଡ଼ ଛଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଧ୍ୟାହ୍ନ ଭୋଜନ ଚାଉଳ ଚୋରି କରି ଗ୍ରାମବାସୀଙ୍କ ହାତରେ ଧରାପଡିଛନ୍ତି। ଗ୍ରାମବାସୀ ପ୍ରଧାନ ଶିକ୍ଷୟିତ୍ରୀଙ୍କ କାରକୁ…

ଫସିଗଲେ ଶିଳ୍ପା ସେଟ୍ଟୀ, ରାଜ କୁନ୍ଦ୍ରା! କୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

ମୁମ୍ବାଇ,୧୨ା୧୨: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଓ ତାଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ବିରୋଧରେ ଜାରି ହୋଇଥିବା ଲୁକ୍‌ଆଉଟ୍‌ ସର୍କୁଲାରକୁ ଉଠାଇବାକୁ ହେଲେ ସେମାନଙ୍କୁ ୬୦ କୋଟି ଟଙ୍କା ଜମା କରିବାକୁ କିମ୍ବା ଏକ ଜାତୀୟକରଣ ବ୍ୟାଙ୍କରୁ କ୍ରମାଗତ ବ୍ୟାଙ୍କ ଗ୍ୟାରେଣ୍ଟି…

ପୁଟିନଙ୍କ ବଡ଼ ଚାଲ୍‌: ନୂଆଦିଲ୍ଲୀରୁ ଫେରିବା ପରେ ଭାରତର ୨ ଶତ୍ରୁଙ୍କୁ ଭେଟିବେ

ମସ୍କୋ,୧୨।୧୨: ଭାରତ ଗସ୍ତର ୮ ଦିନ ପରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତୁର୍କମେନିସ୍ତାନ ଗସ୍ତ କରୁଛନ୍ତି। ଏହି ଦୁଇ ଦିନିଆ ଗସ୍ତ ସମୟରେ, ପୁଟିନ ତୁର୍କମେନିସ୍ତାନ ଏବଂ ତୁର୍କୀ ଉଭୟଙ୍କୁ ଆକର୍ଷିତ କରିବେ। ତୁର୍କୀ ଗଣମାଧ୍ୟମ ଅନୁଯାୟୀ, ରାଷ୍ଟ୍ରପତି ଏର୍ଡୋଗାନ…

ପାଠ ନପଢି ୩ବର୍ଷ ହେଲା କରୁଥିଲେ ହୃଦରୋଗ ଚିକିତ୍ସା, ପୋଲ୍ ଖୋଲିବା ପରେ ନକଲି ଡାକ୍ତର ଫେରାର

ନୂଆଦିଲ୍ଲୀ,୧୨।୧୨: ବର୍ତ୍ତମାନ ସାରା ଦେଶରେ ନକଲି ଡାକ୍ତରଙ୍କ ସଂଖ୍ୟା ବଢିବାରେ ଲାଗିଛି । ପାଠ ନପଢି ଡାକ୍ତର ହେବା ସହିତ ହସ୍ପିଟାଲରେ ରୋଗୀ ଚିକିତ୍ସା କରୁଛନ୍ତି । ବର୍ତ୍ତମାନ ଉତ୍ତରପ୍ରଦେଶରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି । ଉତ୍ତରପ୍ରଦେଶ ଲଲିତପୁର…

ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତା ହୋଇଛି ବୋଲି କଂଗ୍ରେସ ପକ୍ଷରୁ ଖବରଦାତା ସମ୍ମିଳନୀରେ…

୯ ବଲ୍‌ରେ ହରାଇଲା ୫ ଉଇକେଟ୍‌…ଟିମ୍‌ଇଣ୍ଡିଆ ନାଁରେ ଅଲୋଡା ରେକର୍ଡ

ଚଣ୍ଡିଗଡ଼,୧୨।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚରେ ଟିମ ଇଣ୍ଡିଆ ୫୧ ରନରେ…

ହଜିବ ପାକିସ୍ତାନର ନିଦ, ଭାରତକୁ ମିଳିବ R-37M ମିଶାଇଲ, ବ୍ରହ୍ମୋସଠାରୁ ବି ଶକ୍ତିଶାଳି

ନୂଆଦିଲ୍ଲୀ,୧୨।୧୨: ଭାରତର ବାୟୁ ଶକ୍ତିକୁ ଏକ ନୂଆ ଶକ୍ତି ମିଳିବାକୁ ଯାଉଛି। ଭାରତୀୟ ବାୟୁସେନା ଏବଂ ରୁଷିଆ ମଧ୍ୟରେ R-37M ଅଲ୍ଟ୍ରା-ଲମ୍ବା-ରେଞ୍ଜ ଏୟାର-ଟୁ-ଏୟାର ମିସାଇଲ ପାଇଁ ଚୁକ୍ତିନାମା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦି ୱିକରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ପ୍ରାୟ…

ଲଜ୍ଜାଜନକ ରେକର୍ଡ କଲେ ଅର୍ଶଦୀପ ସିଂ: କୌଣସି ବୋଲର୍‌…

ଚଣ୍ଡିଗଡ଼,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବିନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଦକ୍ଷିଣ ଆଫ୍ରିକା ଏହି ମ୍ୟାଚ ୫୧ ରନରେ…

ଗୌତମ ଗମ୍ଭୀରଙ୍କ ନିଷ୍ପତ୍ତି ଭାରତକୁ ଦ୍ୱିତୀୟ ଟି-୨୦ ମ୍ୟାଚ ପାଇଁ କ୍ଷତି ପହଞ୍ଚାଇଲା? ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୨।୧୨: ଡିସେମ୍ବର ୧୧ ତାରିଖ ରାତିରେ ମୁଲାନପୁରର ମହାରାଜା ଯାଦବିନ୍ଦ୍ର ଆନ୍ତର୍ଜାତୀୟ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚରେ ଟିମ ଇଣ୍ଡିଆ ୫୧ ରନରେ ଦମଦାର ପରାଜୟ ବରଣ କରିଥିଲା। ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?