ସମାନ କାମକୁ ସମାନ ଦରମା ଦିଆଯାଉ
ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ବେଲଗୁଣ୍ଠା ଟାଉନ ହଲଠାରେ ରବିବାର ଓଡ଼ିଶା ଆଉଟସୋର୍ସିଂ ପୌର କର୍ମଚାରୀ ସଂଘର ଜିଲା ସଭାପତି ପ୍ରଶାନ୍ତ ପରିଛାଙ୍କ ସଭାପତିତ୍ୱରେ ସଂଘର ଗଞ୍ଜାମ ଜିଲା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ସମ୍ମିଳନୀରେ କର୍ମଚାରୀମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯିବା…
ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ CAITର ବଡ଼ ନିଷ୍ପତ୍ତି: ପାକିସ୍ତାନ ସହ ସମସ୍ତ ବାଣିଜ୍ୟ ସମ୍ପର୍କ ବନ୍ଦ, ଇ-କମର୍ସ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି
ଭୁବନେଶ୍ୱର, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ, ଅଲ୍ ଇଣ୍ଡିଆ ଟ୍ରେଡର୍ସ (CAIT) ପାକିସ୍ତାନ ସହ ସମସ୍ତ ବାଣିଜ୍ୟ ସମ୍ପର୍କ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଏହାସହ, ଇ-କମର୍ସ କମ୍ପାନୀଗୁଡ଼ିକର ଅନିୟମିତ କାର୍ଯ୍ୟକଳାପ ଉପରେ…
ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର, ଅଗ୍ରାଧିକାର ଭିତ୍ତିରେ ଚାଷକୁ ମାଡ଼ିବ ପାଣି
ଯୋଡ଼ା,୨୭ା୪(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକଠାରେ ନିର୍ମାଣାଧୀନ ଓଡ଼ିଶାର ନଦୀବନ୍ଧ ଯୋଜନା କାନପୁର ପ୍ରକଳ୍ପର ନିର୍ମାଣ ସମୟରେ ଡିପ୍ଲିସନ ସୁଇଚ ନିର୍ମାଣ ହେଉଥିବା ବେଳେ ରେଙ୍ଗାଲି ଡ୍ୟାମରୁ ଜଳ ପ୍ରବାହକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରି ରଖାଯାଇଛି। ଫଳରେ ଯୋଡ଼ା…
ଧମକ ଦେଇ ଥରିଲେ ବିଲୱାଲ, ରାତି ଅଧରେ ପାକିସ୍ତାନ ଛାଡି କାନାଡା ପଳାଇଲେ…
ଇସଲାମବାଦ,୨୭।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ କରି ପାକିସ୍ତାନ ବିରୁଦ୍ଧରେ ଅନେକ ବଡ଼ ପଦକ୍ଷେପ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହାକୁ ନେଇ ପଡ଼ୋଶୀ ଦେଶରେ ଆତଙ୍କ ଦେଖାଦେଇଛି ଏବଂ ଲୋକମାନେ ଭୟରେ…
ବିନା ସୂଚନାଫଳକରେ ଚାଲିଛି ଉପ-ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ କାର୍ଯ୍ୟ, ନିମ୍ନମାନର ଅଭିଯୋଗ
କେସିଙ୍ଗା,୨୭ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଶିରୋଲସ୍ଥିତ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ପଛପଟରେ ସ୍ବାସ୍ଥ୍ୟ ବିଭାଗର ଏନ୍ଆର୍ଏଚ୍ଏମ୍ ଦ୍ୱାରା ୫୫ଲକ୍ଷ ବ୍ୟୟ ଅଟକଳରେ ଉପସ୍ବାସ୍ଥ୍ୟକେନ୍ଦ୍ର କେସିଙ୍ଗାର ଜନୈକ ଠିକାଦାରଙ୍କ ଦ୍ୱାରା ନିର୍ମାଣ ଚାଲିଛି। ଉକ୍ତ କେନ୍ଦ୍ରର ଫାଉଣ୍ଡେଶନଠାରୁ ଛାତର…
ଓଡ଼ିଶା ଛାଡିବେ ପାକିସ୍ତାନୀ ନାଗରିକ: ଯେଉଁମାନେ ଛାଡିବେନି ଭାରତ, ସେମାନଙ୍କ ସହ କ’ଣ କରିବେ ଭାରତ ସରକାର?
ନୂଆଦିଲ୍ଲୀ,୨୭।୪: ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ହୋଇଥିବା ବିଭତ୍ସ ହତ୍ୟାରେ ସାରା ଦେଶ ସ୍ତମ୍ଭୀଭୂତ ହୋଇଯାଇଛି। କାରଣ ହତ୍ୟା ସାଧାରଣ ନାଗରିକ ଯେଉଁମାନେ ପର୍ଯ୍ୟଟକଭାବେ ଛୁଟି କଟାଇବାକୁ ଯାଇଥିଲେ, ସେମାନଙ୍କୁ ହତ୍ୟା କରାଯାଇଛି। ଏହାପରେ ଭାରତ ସରକାର ଭାରତରେ ଥିବା…
ତାଣ୍ଡବ ରଚିଲା କାଳବୈଶାଖୀ: କୁଆପଥର ମାଡ଼ରେ ଧାନଫସଲ ନଷ୍ଟ, ବିଦ୍ୟୁତ୍ ସେବା ବନ୍ଦ
\ନୂଆପଡ଼ା,୨୭।୪(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଳକ ଅଧୀନ ବୁଦ୍ଧିକୋମନା ପଞ୍ଚାୟତର ପଣ୍ଡରାପଥର ଏବଂ ସ୍ଥାନୀୟ ଆଖପାଖ ଗ୍ରାମରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। କୁଆପଥର ମାଡ଼ ସହ ବର୍ଷା ପବନରେ ଚାଷୀଙ୍କ ଧାନ ଫସଲ ନଷ୍ଟ ହୋଇଛି। ଏପରିକି…
ଭେଣ୍ଡିଂ ଜୋନ୍ରେ ବସୁନାହାନ୍ତି ଉଠା ପରିବା ଦୋକାନୀ
ଗଞ୍ଜାମ,୨୭ା୪(ବିଦ୍ୟାଧର ସାହୁ): ଉଠା ପନିପରିବା ବେପାରୀମାନଙ୍କ ଲାଗି ବଡ଼ ବଜାର ଭାରତୀ ବିଦ୍ୟାପୀଠ ସମ୍ମୁଖ ଓ ସାନ ବଜାର ବ୍ଲକ ସମ୍ମୁଖରେ ଭେଣ୍ଡିଂ ଜୋନ ନିର୍ମାଣ କରିଛି ଏନ୍ଏସି ପ୍ରଶାସନ। କିନ୍ତୁ ସାନ ବଜାର ଭେଣ୍ଡିଂ ଜୋନ ଖାଲି ପଡୁଥିବା ବେଳେ…
ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା: ପଡ଼ିପାରେ କୁଆପଥର
ଭୁବନେଶ୍ୱର,୨୭ା୪: ରାଜ୍ୟର ବଦଳିବ ପାଗ। ମେ’ ୧ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କେତେକ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ଝଟ୍କା ପବନ…
ବର୍ଡରରୁ ମିଳିଲା ପାକିସ୍ତାନର ଖୁଫିଆ ବଙ୍କର୍, ଭିତରକଥା ଜାଣିଲେ…
ଇସଲାମବାଦ,୨୭।୪: ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ପରେ ସମଗ୍ର ଦେଶରେ ସତର୍କତା ଜାରି କରାଯାଇଛି। ବିଶେଷକରି ଜମ୍ମୁ-କଶ୍ମୀର ସୀମା ସଂଲଗ୍ନ ଅଞ୍ଚଳଗୁଡ଼ିକରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉଛି। ଏହି କ୍ରମରେ, ଲୋକମାନେ ପାକିସ୍ତାନ ସୀମା ସଂଲଗ୍ନ ଗାଁରେ ର୍ନିମିତ…
ଜଳପ୍ରପାତରେ ବୁଡ଼ି ଚାଲିଗଲା ୨ ଯୁବକଙ୍କ ଜୀବନ
କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଚନ୍ଦନଗିରି ନିକଟ ପାଟହରା ଜଳପ୍ରପାତରେ ବୁଡ଼ି ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ସଠିକ୍ କାରଣ ଜଣାପଡ଼ି ନ ଥିଲେ ହେଁ ଫଟୋ ଉଠାଉଥିବା ବେଳେ ଗୋଡ଼ ଖସିଯିବାରୁ ପାଣିରେ ଖସି…
ମୋଦିଙ୍କ ପ୍ଲାନ ଶୁଣି ବିଳିବିଳଉଛି ପାକିସ୍ତାନ, ସେପଟେ ହଜେଇ ଦେଲାଣି ୩୨ଟି ପରମାଣୁ ବୋମା
ଇସଲାମବାଦ,୨୭।୪: ଭାରତ ପାଇଁ ୧୩୦ଟି ପରମାଣୁ ବୋମା ଅଛି। କିଛି ଏମିତି କହି ଧମକ ଦେଇଛନ୍ତି ପାକିସ୍ତାନର ଜଣେ ମନ୍ତ୍ରୀ। ତେବେ ଜାଣି ତାଜୁବ ହେବେ ମାତ୍ର ଦୁଇ ବର୍ଷ ମଧ୍ୟରେ ପାକିସ୍ତାନରୁ 32ଟି ପରମାଣୁ ଅସ୍ତ୍ର କେଉଁଠାରେ ଗାଏବ ହୋଇଯାଇଛି!…
Archives


