Home Left

ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ ପରମାଣୁ ଆକ୍ରମଣ କଥା ଉଠାଇଲେ ଟ୍ରମ୍ପ

ନୂଆଦିଲ୍ଲୀ/ଓ୍ବାଶିଂଟନ,୮।୭: ଚଳିତ ବର୍ଷ ମେ’ ମାସରେ ଲଗାତାର ତିନି ଦିନ ଧରି ଚାଲିଥିବା ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦ ଉପରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି। ଟ୍ରମ୍ପ ଏକ ବଡ଼ ଦାବି କରିଛନ୍ତି ଯେ…

୭ ଦିନ ପରେ ବି ରହସ୍ୟ ଘେରରେ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର ଘଟଣା: ଯୁବତୀଙ୍କ ପରିଚୟ ନପାଇ ମୃତଦେହ ପୋତିଲା ପୋଲିସ

ଦେବଗଡ,୮।୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଠିଆନାଳ ଗ୍ରାମର ଏକ ନାଳରୁ ଜଣେ ଅଚିହ୍ନା ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର ହେବାର ଇତି ମଧ୍ୟରେ ୭ ଦିନ ବିତିଯାଇଛି । ମାତ୍ର ମୃତା ଯୁବତୀଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନଥିବାରୁ…

ପୁରୀ ରଥଯାତ୍ରାରେ ୨୦ଲକ୍ଷ ଶ୍ରଦ୍ଧାଳୁଙ୍କୁ ଭୋଜନ ସେବା

ଭୁବନେଶ୍ୱର,୮।୭ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜିନ୍ଦଲ ଫାଉଣ୍ଡେଶନ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ସାମିଲ ହୋଇ ଦେୟ ମୁକ୍ତ ସେବା ଓ ସୁବିଧା ଭକ୍ତମାନଙ୍କୁ ଯୋଗାଇ ଦେଇଥିଲା। ବିଶେଷ କରି ନବଯୌବନ ଦର୍ଶନରୁ ସୁନାବେଶ…

କାଳିଆ କେଉଁଠି

ଈଶ୍ୱର ବିଶ୍ୱାସୀ ହେବା ଭଲ କଥା, ତେବେ ଈଶ୍ୱରଙ୍କ ବିଶ୍ୱାସରେ ବସି ରହିଲେ କି ହୁଏ? ଈଶ୍ୱର ଏକ ଆମେ ଅନେକ। ଅତଏବ ସିଏ ଏକା ଏକା ତ ସବୁ ସ୍ଥାନକୁ ଯାଇ ପାରିବେ ନାହିଁ, ତେଣୁ ଆମ ଭିତରେ ଈଶ୍ୱରୀୟ…

ଗୃହଶତ୍ରୁ ଓ ଆଭ୍ୟନ୍ତରଣ ସୁରକ୍ଷା

ରାଜତନ୍ତ୍ରର ଅସ୍ଥିରତା ସହ ନିଜ ନିଜ ମଧ୍ୟରେ ଷଡ଼ଯନ୍ତ୍ରରେ ଲିପ୍ତଥିବା ଭାରତୀୟଙ୍କୁ ଦିନେ ଘୋରୀ, ଖିଲିଜୀ, ମୋଗଲ ଓ ଇଂରେଜ ଇଷ୍ଟଇଣ୍ଡିଆ କମ୍ପାନୀ ଶାସନ କରିବ ସେ କଥା କେହି କେବେ ଭାବି ନ ଥିଲେ। ଯେଉଁ ମହମ୍ମଦ ଘୋରୀ ପୃଥ୍ବୀରାଜ…

ବିଗ୍‌ବସ୍‌ ୧୯: ସଲ୍‌ମାନଙ୍କୁ ମିଶାଇ ୪ ହୋଷ୍ଟ

ମୁମ୍ବାଇ: ଲୋକପ୍ରିୟ ରିୟଲିଟି ଶୋ’ ବିଗ୍‌ବସ୍‌ର ୧୯ତମ ସିଜନ୍‌କୁ ନେଇ ସୋମବାର ଏକ ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟ ଅନୁଯାୟୀ, ଅଗଷ୍ଟ ଶେଷ ସପ୍ତାହରେ ‘ବିଗ୍‌ବସ୍‌ ୧୯’ ଆରମ୍ଭ ହେବ, ଯାହା ୫ ମାସ ପର୍ଯ୍ୟନ୍ତ ଚାଲିବ। ଏହା…

ଅକ୍ସଫୋର୍ଡରୁ ଡିଗ୍ରୀ ଥାଇ ଡେଲିଭରି ବୟ

ବେଜିଂ: ଚାଇନାର ଫୁଡ୍‌ ଡେଲିଭରି ବୟ ଡିଙ୍ଗ୍‌ ୟୁଆନଝାଓ (୩୯) ସୋସିଆଲ ମିଡିଆରେ ଚର୍ଚ୍ଚାରେ ରହିଛନ୍ତି। ଅସାଧାରଣ ଶିକ୍ଷା ଲାଭ କରିଥିବା ସତ୍ତ୍ୱେ ସେ ଏକ ସାଧାରଣ ଫୁଡ୍‌ ଡେଲିଭରି ବୟ ଭାବେ ଜୀବିକା ନିର୍ବାହ କରୁଛନ୍ତି। ସୋସିଆଲ ମିଡିଆରେ ତାଙ୍କୁ…

୨ ଭିନ୍ନକ୍ଷମ ଝିଅଙ୍କ ପାଇଁ ଉପଯୁକ୍ତ ଘର ମିଳିବାରେ ସମସ୍ୟା ହେଉଛି: ଜଷ୍ଟିସ୍‌ ଚନ୍ଦ୍ରଚୂଡ଼

ନୂଆଦିଲ୍ଲୀ,୮ା୭: ବର୍ଷକ ପୂର୍ବେ ଦେଶର ପ୍ରଧାନ ବିଚାରପତି ଥିବାବେଳେ ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ ନିଜ ମନ୍ତବ୍ୟ ଏବଂ ରାୟ ପାଇଁ ଗଣମାଧ୍ୟମରେ ଚର୍ଚ୍ଚିତ ରହିଥିଲେ। ତାଙ୍କୁ ଦିଆଯାଇଥିବା ସରକାରୀ ଘର ଖାଲି କରାଇବାକୁ ସୁପ୍ରିମକୋର୍ଟ ରବିବାର କେନ୍ଦ୍ର ସରକାରଙ୍କୁ ଜଣାଇବା ପରେ ସେ…

ଟ୍ରେନ୍‌ ବଗିରେ ମହିଳାଙ୍କୁ ଗଣବଳାତ୍କାର

ପାନିପତ, ୮ା୭: ହରିୟାଣାର ପାନିପତ ରେଳ ଷ୍ଟେଶନରେ ଠିଆ ହୋଇଥିବା ଏକ ଟ୍ରେନ୍‌ର ଖାଲି ବଗିରେ ଜଣେ ୩୫ ବର୍ଷୀୟା ମହିଳାଙ୍କୁ ୩ ଜଣ ଅଭିଯୁକ୍ତ ଗଣବଳାତ୍କାର କରିଛନ୍ତି। ସେମାନେ ପୀଡ଼ିତାଙ୍କୁ ସୋନେପତ ନେଇ ରେଳ ଟ୍ରାକ୍‌ରେ ଫିଙ୍ଗି ଫେରାର ହୋଇଯାଇଥିଲେ।…

କେନ୍ଦ୍ର ସରକାର ଧନୀଙ୍କୁ ଅଧିକ ଧନୀ କରାଉଛନ୍ତି: ରାହୁଲ

ନୂଆଦିଲ୍ଲୀ,୮ା୭(ପି.ଟି.): କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଧନୀଙ୍କୁ ଅଧିକ ଧନୀ କରାଇବା ସହ ସାଧାରଣ ନିବେଶକମାନଙ୍କୁ ବରବାଦ ମଧ୍ୟକୁ ଠେଲିଦେଉଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ଅଭିଯୋଗ କରିଛନ୍ତି। ଫ୍ୟୁଚର୍ସ ଆଣ୍ଡ ଅପ୍ସନ୍‌ସ(ଏଫ୍‌ ଆଣ୍ଡ ଓ)…

୯ରେ ଇଣ୍ଡିଆ ବ୍ଲକ୍‌ର ବିହାର ବନ୍ଦ ଡାକରା

ପାଟନା,୮ା୭: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାରେ ସଂଶୋଧନ ପାଇଁ ନିର୍ବାଚନ କମିଶନଙ୍କ ସ୍ପେଶାଲ ଇଣ୍ଟେନ୍‌ସିଭ୍‌ ରିଭିଜନ (ଏସ୍‌ଆଇଆର୍‌)କୁ ବିରୋଧୀ ମେଣ୍ଟ ଇଣ୍ଡିଆ ବ୍ଲକ୍‌ ଦୃଢ଼ ବିରୋଧ କରିବା ସହ ଆସନ୍ତା ୯ ତାରିଖ ବୁଧବାର ରାଜ୍ୟରେ ବନ୍ଦ ପାଳନ ପାଇଁ…

ଗୁଳିମାଡ଼ରେ ରୁଷିଆର ବହିଷ୍କୃତ ମନ୍ତ୍ରୀଙ୍କ ମୃତ୍ୟୁ

ମସ୍କୋ,୮ା୭: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ତାଙ୍କ କ୍ୟାବିନେଟର ପରିବହନ ମନ୍ତ୍ରୀ ରୋମାନ ଷ୍ଟାରୋଭୋଏଟ୍‌ଙ୍କୁ ବହିଷ୍କାର କରିବାର କିଛି ଘଣ୍ଟା ପରେ କାର୍‌ ଭିତରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ଦେହରେ ଗୁଳିମାଡ଼ ସହ ପାଖରେ ତାଙ୍କ ବ୍ୟବହୃତ ବନ୍ଧୁକ ପଡ଼ିଥିବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri