Home Left

“ବିଏସ୍ଏଫ୍ ପୋଷ୍ଟ୍ ନିକଟକୁ ଯାଆନ୍ତୁ ନାହିଁ”: ମମତା ବାନାର୍ଜୀଙ୍କ ଚେତାବନୀ ଶୁଣି ଚିନ୍ତାରେ ଲୋକେ

କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ଭୋଟର ସଂଶୋଧନ (SIR)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ କ୍ରିଷ୍ଣାନଗର ରାଲିରେ ଉତ୍ତେଜକ ବକ୍ତବ୍ୟ ଦେଇଛନ୍ତି। ସେ ରାଜ୍ୟର ମହିଳାମାନଙ୍କୁ ଚେତାବନୀ ଦେଇ…

ପାକିସ୍ତାନ ସହ ପ୍ରତିରକ୍ଷା ଚୁକ୍ତି ଭିତରେ ଭାରତକୁ କଡ଼ା ବାର୍ତ୍ତା ଦେଲେ ଟ୍ରମ୍ପ? F-16ର ଶକ୍ତି ବଢାଇବ ଆମେରିକା

ଓ୍ବାଶିଂଟନ,୧୧।୧୨: ଆମେରିକା ପାକିସ୍ତାନକୁ ଏହାର F-16 ଲଢ଼ୁଆ ବିମାନକୁ ଅପଗ୍ରେଡ କରିବା ପାଇଁ ୬୮୬ ଡଲାର ନିୟୁତ (ପ୍ରାୟ ୫,୮୦୦କୋଟି) ମୂଲ୍ୟର ଉନ୍ନତ ପ୍ରଯୁକ୍ତିବିଦ୍ୟା ଏବଂ ସମର୍ଥନ ବିକ୍ରୟକୁ ଅନୁମୋଦନ କରିଛି। ଆମେରିକା ପ୍ରତିରକ୍ଷା ସୁରକ୍ଷା ସହଯୋଗ ଏଜେନ୍ସି (DSCA) ଏ…

ସଂସଦରେ ସ୍ପିକର ହଲାଇଲେ ଟଙ୍କା! ଏକ ଡଜନରୁ ଅଧିକ ସାଂସଦ କହିଲେ …

ଇସଲାମାବାଦ,୧୧।୧୨: ପାକିସ୍ତାନରେ ରାଜନେତାମାନେ ପ୍ରାୟତଃ ନିଜ ଭାଷଣରେ ସଚ୍ଚୋଟତା ଏବଂ ନ୍ୟାୟର କଥା କୁହନ୍ତି, କିନ୍ତୁ ଯେତେବେଳେ ପ୍ରକୃତ ପରୀକ୍ଷାର କଥା ଆସେ, ସାଂସଦମାନଙ୍କ କାର୍ଯ୍ୟ ଭିନ୍ନ କାହାଣୀ କହିଥାଏ। ଜାତୀୟ ବିଧାନସଭା ଭିତରେ ଏକ ଛୋଟ ଘଟଣା ଏବେ ସୋସିଆଲ…

ଡାଇବେଟିସ ରୋଗୀଙ୍କ ପାଇଁ ଖୁସି ଖବର, ସର୍ଜରୀରେ ରୋଗ ଭଲ ହେବା ନେଇ ଏମ୍ସ ଡାକ୍ତରଙ୍କ ଘୋଷଣା

ନୂଆଦିଲ୍ଲୀ,୧୧।୧୨: ପୂର୍ବରୁ ଏକ କଥା ଥିଲା ଯେ, ଯେଉଁ ବ୍ୟକ୍ତିଙ୍କୁ ଥରେ ଡାଇବେଟିସ ହୁଏ ତାହା ଜୀବନସାରା ରହିଯାଇଥାଏ । ଆଜି ପର୍ଯ୍ୟନ୍ତ ଡାଇବେଟିସର କୌଣସି ଚିକିତ୍ସା ନାହିଁ । ଯଦି ଜଣେ ବ୍ୟକ୍ତିଙ୍କୁ ଥରେ ଡାଇବେଟିସ ହୁଏ ତାହେଲେ ଔଷଧ.…

IPL Auctionରେ ଏହି ୩ ଖେଳାଳିଙ୍କୁ କିଣିବା ପାଇଁ କୌଣସି ସୀମା ପର୍ଯ୍ୟନ୍ତ ଯାଇପାରେ CSK

ନୂଆଦିଲ୍ଲୀ,୧୧।୧୨: IPL ୨୦୨୬ ପାଇଁ ମିନି ନିଲାମ ଡିସେମ୍ବର ୧୬ରେ ଆବୁଧାବିରେ ଅନୁଷ୍ଠିତ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ନିଲାମରେ ୪୩.୪କୋଟି ଟଙ୍କା ଉପଲବ୍ଧ ଅଛି, ଯାହା ସେମାନଙ୍କୁ ସର୍ବାଧିକ ୯ ଜଣ ଖେଳାଳିଙ୍କୁ କିଣିବାକୁ ଅନୁମତି ଦେବ। CSK ବର୍ତ୍ତମାନ…

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚାଷୀଙ୍କଠାରୁ ମାର୍ଚ୍ଚ ୨୦୨୬ ଯାଏ ମଣ୍ଡିରୁ ଧାନ ସଂଗ୍ରହ ହେବ। ଚଳିତ ବର୍ଷ…

କିଏ ଜିତିବ ଦ୍ୱିତୀୟ ଟି-୨୦ ମ୍ୟାଚ? ଅଙ୍କରେ କିଏ ପଡ଼ିଲା ଭାରି ଭାରତ ନା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି, ଗୁରୁବାର, ଡିସେମ୍ବର ୧୧, ମୁଲାନପୁରର ନୂତନ ଚଣ୍ଡିଗଡ଼ସ୍ଥିତ ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଟସ ସା ୬ଟା ୩୦ ରେ ହେବ, ମ୍ୟାଚ…

ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ ଉଚ୍ଛେଦ ଖର୍ଚ୍ଚ ଟଙ୍କା ମଧ୍ୟ ଆଦାୟ କରାଯିବ। ଜବରଦଖଲକାରୀଙ୍କ ଡାଟାବେସ୍‌ ପ୍ରସ୍ତୁତ ପାଇଁ ତହସିଲଦାରଙ୍କୁ…

ନାସାକୁ ବଡ଼ ଝଟକା, ମଙ୍ଗଳ ଗ୍ରହରୁ ଗାୟବ ହେଲା MAVEN!

ନୂଆଦିଲ୍ଲୀ,୧୧ା୧୨: ଆମେରିକାର ଅନ୍ତରୀକ୍ଷ ସଂସ୍ଥା ନାସା ମଙ୍ଗଳ ଗ୍ରହରୁ କିଛି ବିଚଳିତକର ଖବର ସାମ୍ନାକୁ ଆସିଛି । ଗତ 11 ବର୍ଷ ଧରି ଲାଲ ଗ୍ରହ ଉପରେ ନଜର ରଖିଥିବା ନାସାର ଏକ ଗୁରୁତ୍ୱପୂର୍ଣ୍ଣ ମହାକାଶଯାନ ହଠାତ୍ ଗାୟବ ହୋଇଯାଇଛି ।…

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ ଦୋକାନର ଲାଇସେନ୍ସ ଅବଧି ସରିଯାଇଥିଲା । ଡାଟା ବେସ୍‌ ଯାଞ୍ଚ କରିବା ପରେ ଡ୍ରଗ୍ସ…

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଏଥିରେ କର୍ଲାମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ସୁଚରିତ୍ରା ମୁଗ୍ରୀ, ଆରଆଇ ଶାଶ୍ୱତ…

ଆଶ୍ଚର୍ଯ୍ୟ ଲାଗିଲେ ବି ସତ! ଏହି ସ୍ଥାନରେ 5 ଦିନ ପୋଷାକ ପିନ୍ଧନ୍ତିନି ମହିଳା

ନୂଆଦିଲ୍ଲୀ,୧୧|୧୨ : ଭାରତ ଅନନ୍ୟ ସଂସ୍କୃତି, ପରମ୍ପରା ଏବଂ ମାନ୍ୟତା ପାଇଁ ସାରା ବିଶ୍ବରେ ପରିଚିତ । ଦେଶର ଏକ ସ୍ଥାନରେ ଏପରି ଏକ ପରମ୍ପରା ରହିଛି, ଯାହାକୁ ଲୋକେ ଆସ୍ଥାର ସହିତ ପାଳନ କରିଥାନ୍ତି । ହିମାଚଳ ପ୍ରଦେଶର କୁଲୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?