Home Left

ଜଣାପଡିଲା କୁଆଡେ ଗଲା ହ୍ୟୁମାନଙ୍କ ସବୁ ଟଙ୍କା? ମିଳିଲା ବଡ଼ ପ୍ରମାଣ…

ଭୁବନେଶ୍ୱର,୨୧।୧୧: ହ୍ୟୁମାନ ସାଗରଙ୍କ ମୃତ୍ୟୁ ପରେ ଏବେ ନୂଆ ନୂଆ ତଥ୍ୟ ପ୍ରମାଣ ସାମ୍ନାକୁ ଆସିବାରେ ଲାଗିଛି । ଓଡ଼ିଶାର ଚର୍ଚ୍ଚିତ ତଥା ସବୁଠାରୁ ଲୋକପ୍ରିୟ ଗାୟକ ହ୍ୟୁମାନ ସାଗର ଆଉ ଏ ଦୁନିଆରେ ନାହାନ୍ତି । ନଭେମ୍ବର ୧୭...

ଧାନ ଅମଳ ପୂର୍ବରୁ ସକ୍ରିୟ ଦଲାଲ: ଗାଁରେ ମାରୁଛନ୍ତି ଚକର

ବେହେରା,୨୧ା୧୧(ଭୂପେଶ ତିୱାରୀ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଞ୍ଚଳରେ ମଣ୍ଡି ଆରମ୍ଭ ପୂର୍ବରୁ ଛତିଶଗଡ଼କୁ ଧାନ ଚୋରାଚାଲାଣ ହେଉଥିବା ଅଭିଯୋଗ ହୋଇଛି। ବର୍ତ୍ତମାନ ଅଞ୍ଚଳରେ ଧାନ ଅମଳ ପ୍ରକ୍ରିୟା ଆରମ୍ଭ ହୋଇଛି। ଜମିରେ ପ୍ରାୟ ୫୦ ପ୍ରତିଶତ ଧାନ...

ମୋଦି ସରକାରଙ୍କୁ ବଡ଼ ଝଟ୍‌କା, ତେଜସ୍‌ କ୍ରାଶ୍‌ରୁ କ୍ଷତି ହେଲା ଏତେଟଙ୍କା!

ନୂଆଦିଲ୍ଲୀ,୨୧।୧୧: ଦୁବାଇ ଏୟାର ଶୋ’ରେ, ଭାରତର ଗର୍ବ, ତେଜସ ଲଢ଼ୁଆ ବିମାନ ଏକ ଭୟଙ୍କର ଦୁର୍ଘଟଣାର ସମ୍ମୁଖୀନ ହୋଇଛି। କିଛି ମୁହୂର୍ତ୍ତ ପୂର୍ବରୁ ଗର୍ଜନ କରି ଆକାଶକୁ ଚିରି ଦେଉଥିବା ବିମାନଟି ଆଖି ପିଛୁଳାକେ ଭୂମିରେ ଖସି ପଡ଼ିଲା, ଏବଂ...

ପଞ୍ଚାୟତ କାମ ସାରି ଫେରୁଥିଲେ, ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌; ଉନ୍ନୟନ ଅଧିକାରୀ… 

ଦିଗପହଣ୍ଡି, ୨୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ନିକଟରେ ଏକ ପିକଅପ ଭ୍ୟାନ ଧକ୍କାରେ ଜଣେ ବାଇକ୍‌ ଆରୋହୀ ଗୁରୁତର ହୋଇଛନ୍ତି। ଆହତ ଜଣକ ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟ ନୀଳକଣ୍ଠ ନଗରରେ...

ଫଳକରେ ନାଁ ନ ଥିବାରୁ ତେଜିଲା ଅସନ୍ତୋଷ

କେସିଙ୍ଗା,୨୧ା୧୧ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା କେନ୍ଦ୍ରୀୟ କେନ୍ଦୁପତ୍ର କାର୍ଯ୍ୟାଳୟ ନିକଟରେ ଆଦିବାସୀ କନ୍ଧ ସମାଜ ଭବନକୁ ଶୁକ୍ରବାର ଜିଲାପାଳ ପାୱାର ସଚିନ ପ୍ରକାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ଏହାସହ ତିନିକୋଣିଆ...

ଭିଜିଲାନ୍ସ ଜାଲରେ କାଦୋପଡା ପେକ୍ସ ସମ୍ପାଦକ: ୪୦.୭୧ ଲକ୍ଷ ଟଙ୍କା ହେରଫେର …

ଦେବଗଡ,୨୧|୧୧(ଶଶାଙ୍କ ଶେଖର ଝାଙ୍କର) ଦେବଗଡ ଜିଲା କାଦୋପଡା ପେକ୍ସ ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ । ୪୦.୭୧ ଲକ୍ଷ ଟଙ୍କା ହେରଫେର ମାମଲାରେ ପେକ୍ସ ସମ୍ପାଦକ ସୁରେଶ ଚନ୍ଦ୍ର ସାହୁ ଗିରଫ କରାଯାଇଛି। ଚାଷୀ ଫେରସ୍ତ କରୁଥିବା ଋଣ ଟଙ୍କା...

ରେଳ ବିଭାଗର ବଡ ନିଷ୍ପତ୍ତି; ୩ ମାସ ପାଇଁ ବାତିଲ ହେଲା ୨୪ ଟ୍ରେନ, ଏବେ ଆଉ ମିଳିବନି……

ନୂଆଦିଲ୍ଲୀ,୨୧।୧୧: ସମଗ୍ର ଦେଶରେ ଶୀତ ଲହରୀ ଖେଳିଯାଇଛି । ଏଥିଯୋଗୁଁ ରାତିରେ ତାପମାତ୍ରା ଅସ୍ୱାଭାବିକ ଭାବେ ତଳକୁ ଖସିଆସିବା ସହ ଦେଶର ସମଗ୍ର ପ୍ରାନ୍ତରେ ଘନ କୁହୁଡି ଦେଖାଯାଇଛି । କୁହୁଡି ପ୍ରଭାବରେ ପ୍ରାୟ ସମସ୍ତ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ...

ଭୋଜିକୁ ଯାଇଥିଲେ ମା’ ବାପା: ନାବାଳିକଙ୍କୁ ଭୟଭୀତ କରି କରିଥିଲେ ବଳତ୍କାର: ରାୟ ପ୍ରକାଶ

ବ୍ରହ୍ମପୁର,୨୧ା୧୧(ସୁବାସ ଚନ୍ଦ୍ର ପାଢ଼ୀ):ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ କରିଛନ୍ତି। ସାକ୍ଷ୍ୟ ପ୍ରମାଣ ଆଧାରରେ ସେ ଆସିକା ଥାନା ଅଞ୍ଚଳର କ୍ରିଷ୍ଣା ନାଇକ (୨୭)ଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦...

ଶିଶୁ ବୈଜ୍ଞାନିକଙ୍କୁ ଲୋକ ଲୋଚନକୁ ଆଣିବା ଲକ୍ଷ୍ୟରେ

ଭଞ୍ଜନଗର,୨୧।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ କାହ୍ନୁ ରାଉତ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ଭଞ୍ଜନଗର ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି । ମେଳାକୁ ଭଞ୍ଜନଗର ଉପ ଜିଲାପାଳ ଉମା...

ବିହାର ମନ୍ତ୍ରିମଣ୍ଡଳ ବିଭାଗ ବଣ୍ଟନ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ପାଟନା,୨୧ା୧୧: ଜେଡିୟୁ ନେତା ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର ଗୋଟିଏ ଦିନ ପରେ ଶୁକ୍ରବାର ମନ୍ତ୍ରିମଣ୍ଡଳ ବିଭାଗ ବଣ୍ଟନ କରାଯାଇଛି। ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଗୃହ ବିଭାଗ ଦାୟିତ୍ୱ ଦିଆଯାଇଛି। ପ୍ରଥମ ଥର ପାଇଁ ବିହାରରେ...

ଭବାନୀପାଟଣା ବିଧାୟକ ସାଗର ଦାସଙ୍କୁ ହତ୍ୟା ଧମକ, ଟୁଇଟ୍‌ କରି ବିଧାୟକ କହିଲେ…

ଭବାନୀପାଟଣା,୨୧।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା କଂଗ୍ରେସ ବିଧାୟକ ସାଗର ଚରଣ ଦାସଙ୍କୁ ହତ୍ୟା ଧମକ ମିଳିଛି। ଏ ନେଇ ବିଧାୟକ ସାଗର ନିଜ ଏକ୍ସରେ ଟୁଇଟ କରି ସୂଚନା ଦେଇଛନ୍ତି। ଭବାନୀପାଟଣା ଦେପୁର ଯୋନ ସଭାପତି ଉଦେପୂର୍‌...

ରେଙ୍ଗାଲି, ଘଣ୍ଟୁପଡ଼ା ବିଦ୍ୟାଳୟରେ ସ୍ବତନ୍ତ୍ର ଗ୍ରାମ ସଭା ବିଦ୍ୟାଳୟକୁ ସ୍ଥାୟୀ …

କର୍ଲାମୁଣ୍ଡା,୨୧ା୧୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଅନେକ ବିଦ୍ୟାଳୟରେ ସ୍ଥାୟୀ ଜମି ପଟ୍ଟା ନାହିଁ। ଶୀଘ୍ର ସ୍ଥାୟୀ ପଟ୍ଟା ପ୍ରଦାନ କରିବା ଉଦ୍ଦେଶ୍ୟରେ ଶୁକ୍ରବାର ବ୍ଲକ ରାଜସ୍ବ ବିଭାଗ ପକ୍ଷରୁ ବିଭିନ୍ନ ବିଦ୍ୟାଳୟରେ ସ୍ବତନ୍ତ୍ର ଗ୍ରାମସଭା ଶୁକ୍ରବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri