Home Left

‘୧୨ କୋଟି ୫୦ ଲକ୍ଷ ଲୋକ…’ ‘ଭାରତ’ ଲେଖି ବଡ଼ ଭୁଲ କଲେ ଟ୍ରମ୍ପ

ଓ୍ବାଶିଂଟନ,୫।୧୦: ବ୍ରାଜିଲରେ ରାଷ୍ଟ୍ରପତି ନିର୍ବାଚନ ଚାଲିଛି। ଏହାକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଥିଲେ, ଯେଉଁଥିପାଇଁ ତାଙ୍କୁ ଉପହାସର ଶିକାର ହେବାକୁ ପଡ଼ିଥିଲା; ସେ ଭୁଲବଶତଃ ପୋଷ୍ଟରେ ‘ବ୍ରାଜିଲ’ ବଦଳରେ ‘ଭାରତ’ (India) ଲେଖିଦେଇଥିଲେ।…

୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନର ବାଜିଲା ବିଗୁଲ, ତାରିଖ ଘୋଷଣା କଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର,୫ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବଡ଼ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ପରେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି…

ଖସିଲା ଜଳସ୍ତର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର,୫ା୧୦(ପ୍ରମୋଦ ବହିଦାର): ତିନିଦିନ ଧରି ହୀରାକୁଦ ଜଳଭଣ୍ଡାର ପୂଣ୍ଣଗର୍ଭା ରହିବା ପରେ ସୋମବାର ଜଳସ୍ତର ସାମାନ୍ୟ ହ୍ରାସ ପାଇଛି। ତେଣୁ ଆଜି ଜଳଭଣ୍ଡାରର ଖୋଲାଥିବା ଏକମାତ୍ର ସ୍ଲୁଇସ୍‌ ଗେଟ୍‌କୁ ବନ୍ଦ କରିଦିଆଯାଇଛି। ସୋମବାର ପୂର୍ବାହ୍ନ ସାଢ଼େ ୧୧ଟାରେ ପ୍ରାପ୍ତ ସୂଚନା ଅନୁସାରେ,…

ସଞ୍ଜୁ ସାମସନଙ୍କ ଟାର୍ଗେଟରେ ସୁରେଶ ରାଇନା,ଏମ.ଏସ. ଧୋନି, କିନ୍ତୁ କାହିଁକି? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୧୦: ୱେଷ୍ଟଇଣ୍ଡିଜ ବିପକ୍ଷରେ ଇତିହାସ ସୃଷ୍ଟି କରିବାର ସୁଯୋଗ ରହିଛି ଭାରତର ୱିକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କ ନିକଟରେ। ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -20 ସିରିଜରେ ସଞ୍ଜୁ ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଏମଏସ ଧୋନି ଏବଂ…

ଜୈବବିବିଧତାର ସୁରକ୍ଷିତ ଠିକଣା: ନୀଳରକ୍ତ କଙ୍କଡ଼ାଙ୍କ ମିଳନସ୍ଥଳ ପାଲଟିଛି ଗହୀରମଥା

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଭିତରକନିକା ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବିଭିନ୍ନ ବିରଳ ପ୍ରଜାତିର ସାମୁଦ୍ରିକ ଜୀବଜନ୍ତୁ ଦେଖିବାକୁ ମିଳନ୍ତି। ବିଶେଷ କରି ମହାନଦୀ ତ୍ରିକୋଣ ଭୂମି ଅବବାହିକା ହୁକିଟୋଲା, ଲଞ୍ଚଘୋଲା, ଷୋଳମୁହାଣ, ମାଦଳୀ, ବାବୁବାଲୀ, ଏକକୁଳାନାସି ଓ…

ଟାଇପ ୧ ଡାଇବେଟିସ କ’ଣ? ଏହା ପଛରେ କ’ଣ ରହିଛି କାରଣ ଜାଣନ୍ତୁ…

ନୀରବ ଘାତକ ଭାବରେ ଗଣନା କରାଯାଉଥିବା ଅନ୍ୟତମ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ହେଉଛି ଡାଇବେଟିସ୍‌ ବା ମଧୁମେହ। ଏହା ପଛରେ ଅନେକ କାରଣ ରହିଛି। ତେବେ ଟାଇପ ୧ ଡାଇବେଟିସ ପାଇଁ ରୋଟୋଭାଇରସ ଇନ୍‌ଫେକଶନ କେତେକାଂଶରେ ଦାୟୀ ବୋଲି ଏକ ସର୍ଭେରୁ…

‘ବିରାଟଙ୍କ ନମ୍ବର ତାଙ୍କୁ ମିଳିବା ଉଚିତ’, କୋହଲିଙ୍କ ପାଇଁ କିଏ ହେବେ ପରଫେକ୍ଟ ରିପ୍ଲେସମେଣ୍ଟ ପ୍ରକାଶ କଲେ ୱାସିମ ଜାଫର୍‌, ଚମକି ପଡ଼ିବେ…

ନୂଆଦିଲ୍ଲୀ,୫।୧୦: ପ୍ରାୟ ୧୫ ବର୍ଷ ଧରି, ଭାରତୀୟ ଦଳକୁ ODI କ୍ରିକେଟରେ ୩ ନମ୍ବର ସ୍ଥାନ ପାଇଁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିନାହିଁ; ଏହାର ମୁଖ୍ୟ ଶ୍ରେୟ ବିରାଟ କୋହଲିଙ୍କୁ ଯାଏ, ଯାହାଙ୍କ ଚମତ୍କାର ପ୍ରଦର୍ଶନ ଏହି ସ୍ଥାନରେ ସ୍ଥିରତା…

ଭିଜିଲାନ୍ସ ପଞ୍ଝାରେ ବେତନଟୀ ସବଡିଭିଜନ AEE, ଏକକାଳୀନ ୧୦ ସ୍ଥାନରେ ଚଢାଉ

ବାରିପଦା/ବେତନଟୀ, ୫।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ବେତନଟୀ ଆର୍‌ଆଣ୍ଡବି ସବ୍‌ଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (ଏଇଇ) ଅରବିନ୍ଦ ମହାନ୍ତିଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି ।ଜଣାଶୁଣା ଆୟ ଉତ୍ସଠାରୁ…

ସୃଷ୍ଟି ହେବ ବିରଳ ତ୍ରିଗ୍ରହୀ ଯୋଗ; ବଦଳିଯିବ ୩ ରାଶିର ଭାଗ୍ୟ, ପ୍ରଚୁର ଧନ ଲାଭ

ଅକ୍ଟୋବର ମାସରେ ତୁଳା ରାଶିରେ ସୂର୍ଯ୍ୟ, ବୁଧ ଓ ଶୁକ୍ରଙ୍କ ଯୁତି ହେବାକୁ ଯାଉଛି । ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ତିନି ଗ୍ରହ ଗୋଟିଏ ରାଶିରେ ରହିବା ଦ୍ୱାରା ତ୍ରିଗ୍ରହୀ ଯୋଗ ଗଠନ ହେବ। ଏହାର ପ୍ରଭାବରେ କିଛି ରାଶିର ଲୋକଙ୍କୁ…

ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବଡ଼ ଅପିଲ୍, ମହିଳାମାନେ ବାଗେଶ୍ବର ଆଶ୍ରମକୁ ଏକୁଟିଆ…

ଭୋପାଳ,୫ା୧୦: ମଧ୍ୟପ୍ରଦେଶର ଛତରପୁର ଜିଲା ଗଢ଼ାସ୍ଥିତ ପ୍ରସିଦ୍ଧ ବାଗେଶ୍ୱର ଧାମରେ ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନେଇ ପୀଠାଧୀଶ୍ୱର ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ଅପିଲ୍ କରିଛନ୍ତି । ଶନିବାର ରାତିରେ ଦିବ୍ୟ ଦରବାର ସମୟରେ ସେ ବିଶେଷ କରି ମାଆ-ଭଉଣୀମାନଙ୍କୁ ଏକୁଟିଆ…

ସିଜେପି (CJP) ର ଆଶୁତୋଷ ରଙ୍କା କହିଲେ,‘ରକ୍ତର ପ୍ରତ୍ୟେକ ବୁନ୍ଦା…’, ହେଲେ ସେ କାହାକୁ ଦେଲେ ଏମିତି ଚ୍ୟାଲେଞ୍ଜ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ କରୁଛି। SIR ବିବାଦକୁ ନେଇ ସେମାନେ ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରୁଛନ୍ତି। CJP ଆସନ୍ତା ଅକ୍ଟୋବର ୧୦ ରେ ଦିଲ୍ଲୀରେ ଜ୍ଞାନେଶ କୁମାରଙ୍କ…

୫୦୦ ୱିକେଟ ନେଇଥିବା ୩୨ ବର୍ଷୀୟ କ୍ରିକେଟର ଅବସର ଘୋଷଣା କରି ଚମକାଇ ଦେଲେ, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୫।୧୦: ଜଣେ ଇଂଲଣ୍ଡ କ୍ରିକେଟର ଏକ ଅସାଧାରଣ କାରଣ ପାଇଁ ଅବସର ଗ୍ରହଣ କରିଛନ୍ତି। ନିଜ କ୍ୟାରିୟରରେ ୫୦୦ରୁ ଅଧିକ ୱିକେଟ ନେଇଥିବା କ୍ରେଗ ମାଇଲ୍ସ ମାତ୍ର ୩୨ ବର୍ଷ ବୟସରେ ଅବସର ନେଇ ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ଯଦିଓ ଅତୀତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?