Home Left

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ମନ୍ଦାର ପୁଟେଲ l ସ୍ବାମୀ, ଶ୍ୱଶୁର ଓ ତିନି ଛୋଟ ଛୁଆଙ୍କ ସହ…

କଂଗ୍ରେସ ଛାଡି ନୂଆ ଦଳ ଗଠନ କରିବେ ମୋକିମ! ମୁହଁ ଖୋଲିଲେ ସୁର, କହିଲେ…

ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ ନଷ୍ଟ କରୁଛନ୍ତି। ସେ ତାଙ୍କର ବେପାର କରନ୍ତୁ କି ନୂଆ ଦଳ କରିବାର ଥିଲେ…

ଖୁବଶୀଘ୍ର ଆସିବ EV ପଲିସି 2.0, ଏତିକି ଟଙ୍କା ଶସ୍ତା ହେବ ଗାଡ଼ି ଦାମ୍

ନୂଆଦିଲ୍ଲୀ,୧୧ା୧୨: ଦିଲ୍ଲୀରେ ଇଲେକ୍ଟ୍ରିକ ମୋବିଲିଟିକୁ ତ୍ୱରାନ୍ୱିତ କରିବା ପାଇଁ, ସରକାର ଏକ ବୈଦ୍ୟୁତିକ ଯାନ (EV) ନୀତି 2.0 ର ଏକ ଡ୍ରାଫ୍ଟ ପ୍ରସ୍ତୁତ କରିଛନ୍ତି । ଏହି ଡ୍ରାଫ୍ଟ ଉପରେ ଆଲୋଚନା କରିବା ପାଇଁ ଗୁରୁବାର ଦିନ ମୁଖ୍ୟମନ୍ତ୍ରୀ ରେଖା…

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ ସଡ଼କ ଦୁର୍ଘଟଣାରେ ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଲାଞ୍ଜିଗଡ଼ରୁ ବ୍ରହ୍ମପୁରକୁ ଯାଉଥିବା ଏକ ଘରୋଇ…

ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ ସରିବା ପରେ କେଭି ସିଂଦେଓ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଦୁଇ ଗୋଷ୍ଠୀ ଦାବିପତ୍ର…

ଐଶ୍ୱର୍ଯ୍ୟା-ଅଭିଷେକ ଛାଡପତ୍ର ଗୁଜବ ବିଷୟରେ ଜାଣିଛନ୍ତି କି ଝିଅ ଆରାଧ୍ୟା, ବାପା କହିଲେ…

ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରାୟତଃ ଛାଡପତ୍ର ବିଷୟରେ ଆଲୋଚନା ହୁଏ। ଏହା ସିଧାସଳଖ ସେମାନଙ୍କ ପରିବାର ଏବଂ ପିଲାମାନଙ୍କୁ ପ୍ରଭାବିତ କରେ। ନିକଟରେ ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟା ରାୟଙ୍କ ମଧ୍ୟରେ ଫାଟ ବିଷୟରେ ଚର୍ଚ୍ଚା ହୋଇଥିଲା। ଏହି ଚର୍ଚ୍ଚାଗୁଡ଼ିକ ଉଭୟଙ୍କ ପରିବାର…

କିଏ ଅଧିକ ପଢିଛନ୍ତି ରାହୁଲ ନା ପ୍ରିୟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୧୨: ଗାନ୍ଧୀ ପରିବାର ଭାରତୀୟ ରାଜନୀତିରେ ସବୁଠାରୁ ଚର୍ଚ୍ଚିତ ପରିବାର ମଧ୍ୟରୁ ଗୋଟିଏ। ବର୍ତ୍ତମାନ ଏହି ପରିବାରର ଦୁଇ ପ୍ରମୁଖ ବ୍ୟକ୍ତି, ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରାୟତଃ ଚର୍ଚ୍ଚାରେ ସ୍ଥାନ ପାଆନ୍ତି। ରାହୁଲ ଏବଂ ପ୍ରିୟଙ୍କା ସେମାନଙ୍କ…

ଟିମ ଇଣ୍ଡିଆ ଖେଳାଳିଙ୍କ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ଜାଡେଜାଙ୍କ ସ୍ତ୍ରୀ: କହିଦେଲେ ଏମିତି, କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କ ପତ୍ନୀ ଏବଂ ଗୁଜରାଟ ସରକାରଙ୍କ ମନ୍ତ୍ରୀ ରିଭାବା ଜାଡେଜା ପୁଣିଥରେ ତାଙ୍କ ମନ୍ତବ୍ୟ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏକ କାର୍ଯ୍ୟକ୍ରମରେ ରିଭାବା ଟିମ ଇଣ୍ଡିଆର ଖେଳାଳିମାନଙ୍କ ବିରୁଦ୍ଧରେ ଏପରି ଅଭିଯୋଗ…

୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…

ପୋଷ୍ଟ ଅଫିସ୍ ଆରଡି ଯୋଜନା ଏକ ସୁରକ୍ଷିତ ଏବଂ ଆକର୍ଷଣୀୟ ନିବେଶ ବିକଳ୍ପ ଯେଉଁଥିରେ ଆପଣ ୬.୭% ସୁଧ ହାରରେ ଅଳ୍ପ ପରିମାଣରେ ନିବେଶ କରି ଭଲ ରିଟର୍ଣ୍ଣ ପାଇପାରିବେ। ଏହି ଯୋଜନା ନିବେଶ କରି ଆପଣ କିପରି ଲାଭ ପାଇପାରିବେ…

ରାଜ୍ୟରେ ହାଡଭଙ୍ଗା ଶୀତ: ୧୦ ଡିଗ୍ରୀ ତଳେ ୧୬ ସହର, ସେମିଳିଗୁଡ଼ାରେ ସର୍ବନିମ୍ନ…

ଭୁବନେଶ୍ୱର,୧୧।୧୨: ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ ରହିଛି। ବିଗତ ଦୁଇ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ତେବେ ୧୦ ଡିଗ୍ରୀ ତଳେ…

ଅସହ୍ୟ ଶୀତ: ପଡୁଛି ବରଫ..

ଫୁଲବାଣୀ,୧୧।୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଏବେ ଶୀତର ଲହରୀ ଜାରି ରହିଛି। ପର୍ଯ୍ୟଟକଙ୍କ ଆଗମନ ଧୀରେଧୀରେ ବଢୁଛି। ଗୁରୁବାର ଭୋର ସମୟରେ ଫୁଲବାଣୀରେ ବରଫର ଆସ୍ତରଣ ଦେଖିବାକୁ ମିଳିଛି। ସହର ଠାରୁ ଅଳ୍ପଦୂର ସାର୍ତ୍ତାଗୁଡାଠାରେ ଏହା ଦେଖିବାକୁ ମିଳିଛି। ସକାଳେ…

ଆମେରିକା ପରେ ଏବେ ଏହି ଦେଶ ଭାରତ ଉପରେ ଲଗାଇଲା ୫୦% ଟାରିଫ୍‌, ଜାଣନ୍ତୁ କେବେଠୁ ହେବ ଲାଗୁ…

ନୂଆଦିଲ୍ଲୀ,୧୧।୧୨: ଡିସେମ୍ବର ୧୦ ତାରିଖରେ, ମେକ୍ସିକୋ ସିନେଟ ଏକ ବଡ଼ ବିଲ ପାସ କରିଛି। ଯାହା ଚାଇନା ଭାରତ, ଦକ୍ଷିଣ କୋରିଆ, ଥାଇଲ୍ୟାଣ୍ଡ ଏବଂ ଇଣ୍ଡୋନେସିଆ ଭଳି ଏସୀୟ ଦେଶଗୁଡ଼ିକ ଉପରେ ୫୦% ପର୍ଯ୍ୟନ୍ତ ଟାରିଫ୍‌ ଲାଗୁ କରିବ। ଏହା ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?