Home Left

କ୍ରିଷ୍ଟାଲ୍‌ ଲୋଟସ୍‌ ରଖି ବି ଘରର ପରିସ୍ଥିତିକୁ ବଦଳାଇପାରିବେ: ଜାଣନ୍ତୁ କିପରି

ହିନ୍ଦୁ ଧର୍ମରେ ପଦ୍ମ ଫୁଲର ବିଶେଷ ମହତ୍ତ୍ୱ ରହିଛି। ଏହାକୁ ଦିବ୍ୟ ପୂର୍ଣ୍ଣତାର ପ୍ରତୀକ ବୋଲି କୁହାଯାଇଥାଏ। ମାତା ଲକ୍ଷ୍ମୀଙ୍କର ମଧ୍ୟ ଏହି ଫୁଲ ଖୁବ୍‌ ପସନ୍ଦ। ବିଶ୍ୱାସ ରହିଛି ଯେ, ମାତା ଲକ୍ଷ୍ମୀଙ୍କ ଚରଣରେ ସତେଜ ପଦ୍ମ ଫୁଲ ଅର୍ପଣ…

ଗଛରେ ପିଟିଲା ସ୍କର୍ପିଓ, ଚାଲିଗଲା ୩ ଜୀବନ

କୁଆଁରମୁଣ୍ଡା,୨୬ା୪(ମହେନ୍ଦ୍ର କୁମାର ସାହୁ): ଝାଡ଼ଖଣ୍ଡ ରାଜ୍ୟ ଚତରାରେ ଶନିବାର ଏକ ସ୍କର୍ପିଓ ରାସ୍ତା ପାଶର୍‌ବରେ ଥିବା ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ସୁନ୍ଦରଗଡ଼ ଜିଲା ରାଏବୋଗା ଥାନାର ହୋମ୍‌ଗାର୍ଡ ରଶ୍ମିରଞ୍ଜନ ସାହୁ ଗୁରୁତର ଆହତ ହୋଇ ରାଞ୍ଚତ୍ ଡାକ୍ତରଖାନାରେ…

କାଳବୈଶାଖୀ ତାଣ୍ଡବ: ଉପୁଡ଼ିଲା ଗଛ, ଅନ୍ଧାରରେ ଗାଁ

ନନ୍ଦପୁର,୨୫।୪(ତୁଷାରକାନ୍ତ ମହାନ୍ତି): ନବରଙ୍ଗପୁର ଜିଲା ନନ୍ଦପୁରରେ ଶନିବାର କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇ ଏକାଧିକ ଗଛ ଉପୁଡ଼ି ରାସ୍ତା ଅବରୋଧ ହୋଇଛି। ଗଛ ପଡ଼ି ତାର ଛିଣ୍ଡିଯିବାରୁ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି। ନନ୍ଦପୁର-ସେମିଳିଗୁଡା ସଂଯୋଗୀ…

ନାବାଳିକାଙ୍କୁ ବଳାତ୍କାର: ଫେରାର ଅଭିଯୁକ୍ତ ଗିରଫ

ଜୟପୁର,୨୬ା୪(ପବନ ପାଣିଗ୍ରାହୀ)- ନାବାଳିକା ବଳାତ୍କାର ମାମଲାର ଫେରାର ଅଭିଯୁକ୍ତଙ୍କୁ ଶନିବାର ଜୟପୁର ମହିଳା ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ଘେନୁ ହନ୍ତାଳ। ମିଳିଥିବା ସୂଚନା ମୁତାବକ, ୨୦୨୩ରେ ଜଣେ ନାବାଳିକାଙ୍କୁ ବଳାତ୍କାର କରି ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ଏ ନେଇ…

ମୌଳିକ ସେବା ଅପହଞ୍ଚ: ଚଟାଣରେ ଚିକିତ୍ସା, ହାତରେ ସାଲାଇନ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ମୌଳିକା ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଏଠାରେ ଡାକ୍ତର ଅଭାବ ନିତିଦିନିଆ ଘଟଣା ହୋଇପଡ଼ିଛି। ସେହିପରି ଶଯ୍ୟା ଅଭାବ, ରୋଗୀଙ୍କୁ ସାଲାଇନ ଦେବାରେ ଅବ୍ୟବସ୍ଥା ମଧ୍ୟ ସାମ୍ନାକୁ…

ମନ୍ଦାକିନୀଙ୍କ ଉପରେ ପୁଣି ଭରଷା କଲା କଂଗ୍ରେସ

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସାମାଜିକ କର୍ମୀ ମନ୍ଦାକିନୀ ବାଣୁଆ ପୁଣି ଥରେ ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦିକା ଭାବେ ମନୋନୀତ ହୋଇଛନ୍ତି। ପୂର୍ବରୁ ସେ ରାଜ୍ୟ ସାଧାରଣ ସମ୍ପାଦିକା ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ।…

ବାହାଘର ଭୋଜିରେ ଅଘଟଣ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର

ଫୁଲବାଣୀ,୨୬।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଟିକାବାଲି ଥାନା ଅଧୀନ କଇଁଝର ପଞ୍ଚାୟତ କୁଟିଗଡ଼ ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ କଷ୍ଟ ମାଝୀ(୪୫)। ଗୁରୁତର ଜଣକ ରବି ଖମାରୀ(୫୦)।…

ଚେନ୍ନାଇର ପ୍ରଦର୍ଶନକୁ ନେଇ ମୁହଁ ଖୋଲିଲେ ଧୋନୀ

ଚେନ୍ନାଇ,୨୬ା୪: ଚଳିତ ଆଇପିଏଲ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଦଳର ନୈରାଶ୍ୟଜନକ ପ୍ରଦର୍ଶନ ଲାଗି ଅସହାୟତା ପ୍ରକାଶ କରିବା ସହ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କହିଛନ୍ତି ଯେ, ଏକା ସମୟରେ ଦଳର ୪ରୁ ୫ ଖେଳାଳି ଫର୍ମ ହରାଇଲେ ଆଶାନୁଯାୟୀ ଫଳାଫଳ…

ଅଡୁଆରେ ରେହମାନ, ନୋଟିସ ପରେ ୨ କୋଟି ଟଙ୍କାର ଜରିମାନା ଲଗାଇଲେ ହାଇକୋର୍ଟ

ମୁମ୍ବାଇ: ନୂଆ ଅଡ଼ୁଆରେ ଫସିଛନ୍ତି ଖ୍ୟାତନାମା ସଂଗୀତକାର ଏ ଆର୍‌ ରେହମାନ। ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ଦୁଇ ବର୍ଷ ପୁରୁଣା ଫିଲ୍ମ ‘ପୋନ୍ନିୟିନ ସେଲଭନ ୨’ରେ କପିରାଇଟ୍‌ ମାମଲାରେ ସେ ଛନ୍ଦି ହୋଇଛନ୍ତି। ରେହମାନ ଏବଂ ଫିଲ୍ମର ପ୍ରଯୋଜନା ସଂସ୍ଥା ଉପରେ…

MEAର ସ୍ପଷ୍ଟିକରଣ, ବୈଧ ରହିବ ଦୀର୍ଘକାଳିନ ଭିଜା

ନୂଆଦିଲ୍ଲୀ,୨୬।୪: ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ (MEA) ଗୁରୁବାର ସ୍ପଷ୍ଟ କରିଛି ଯେ ପାକିସ୍ତାନୀ ନାଗରିକଙ୍କ ପାଇଁ ସମ୍ପ୍ରତି ଭିଜା ସେବା ସ୍ଥଗିତ କରାଯିବା ସତ୍ତ୍ୱେ ହିନ୍ଦୁ ପାକିସ୍ତାନୀ ନାଗରିକଙ୍କୁ ପୂର୍ବରୁ ପ୍ରଦାନ କରାଯାଇଥିବା ଦୀର୍ଘକାଳୀନ ଭିଜା (LTV) ବୈଧ ରହିବ। ଏକ…

ପାଣିରେ ବୁଡ଼ି ଚାଲିଗଲା ଭଉଣୀ, ଭାଇଙ୍କ ଜୀବନ

ସାଲେପୁର,୨୬।୪: କଟକ ଜିଲା ନିଶ୍ଚିନ୍ତକୋଇଲି ରାମକୃଷ୍ଣପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ପୋଖରୀରେ ବୁଡ଼ି ୨ ଭଉଣୀ ଭାଇଙ୍କ ମୃତ୍ୟୁ ଘଟିଛି। ଦୁଇ ପିଲାଙ୍କ ବୟସ ୨ ଏବଂ ୪ ବର୍ଷ ହେବ ବୋଲି ସୂଚନା ମିଳିଛି।…

Passport Apply: ଅନ୍‌ଲାଇନ୍‌ରେ ପାସପୋର୍ଟ ପାଇଁ କିଭଳି କରିବେ ଆବେଦନ? କେଉଁ ଡକ୍ୟୁମେଣ୍ଟ ଆବଶ୍ୟକ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିର ଡିଜିଟାଲ ଯୁଗରେ, ପାସପୋର୍ଟ କରିବା ବହୁତ ସହଜ ହୋଇଯାଇଛି। କାରଣ ଜଣେ ଘରେ ବସି ଅନଲାଇନ୍‌ରେ ପାସପୋର୍ଟ ପାଇଁ ଆବେଦନ କରିପାରିବେ। ଏଠାରେ ଆମେ ଆପଣଙ୍କୁ କହିବୁ ଯେ ଅନଲାଇନରେ ପାସପୋର୍ଟ ଆବେଦନ କରିବାର ସମ୍ପୂର୍ଣ୍ଣ ପ୍ରକ୍ରିୟା କ’ଣ?…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri