‘ପ୍ରାଣୀଙ୍କ ସ୍ବାସ୍ଥ୍ୟ ପାଇଁ ମିଳିତ ଉଦ୍ୟମ ଆବଶ୍ୟକ’
୨୦୦୧ ମସିହାଠାରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ଏପ୍ରିଲ ମାସ ଶେଷ ଶନିବାର (୨୬ତାରିଖ)ପାଳିତ ହେଉଛି ‘ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ’। ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ – ସାରା ବିଶ୍ୱରେ ପ୍ରାଣୀ ଚିକିତ୍ସକଙ୍କ ଦ୍ୱାରା କରାଯାଉଥିବା ପ୍ରାଣୀ ସମ୍ପଦ…
ସ୍କୁଲ ଗେମ୍ସ ଫେଡେରେଶନ ଇଣ୍ଡିଆ ଇଭେଣ୍ଟ: ଚମକ ଦେଖାଇବେ ଗଜପତିର କାର୍ତ୍ତିକ
ପାରଳାଖେମୁଣ୍ଡି,୨୬ା୪(ଗିରିଧାରୀ ପରିଛା):ନୂଆଦିଲ୍ଲୀରେ ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଗଜପତିର ଯୁବ ସ୍କେଟର୍ ଓଡ଼ିଶାର ପ୍ରତିନିଧିତ୍ୱ କରିବେ। ଗଜପତି ଡିଷ୍ଟ୍ରିକ୍ଟ ରୋଲର ସ୍କେଟିଂ ଏକାଡେମୀରେ ସ୍କେଟିଂ ପ୍ରଶିକ୍ଷଣ ନେଉଥିବା ସିଧାମଡଙ୍ଗ ଜଗନ୍ନାଥ ଉଚ୍ଚ ବିଦ୍ୟାଳୟର ଛାତ୍ର ପାଲାକାଲା କାର୍ତ୍ତିକ ସ୍କୁଲ ଗେମ୍ସ ଫେଡେରେଶନ ଇଣ୍ଡିଆ (ଏସ୍ଜିଏଫ୍ଆଇ)…
ଜାଣନ୍ତୁ କାହିଁକି ପାଳନ କରାଯାଏ ବିଶ୍ୱ ବୌଦ୍ଧିକ ସମ୍ପତ୍ତି ଦିବସ, ଚଳିତ ବର୍ଷର ଥିମ୍ ରହିଛି…
ପ୍ରତିବର୍ଷ ଏପ୍ରିଲ ୨୬ରେ ପାଳନ କରାଯାଉଛି ବିଶ୍ୱ ବୌଦ୍ଧିକ ସମ୍ପତ୍ତି ଦିବସ(world intellectual property day)। ଏହା ୨୦୦୦ରେ ବିଶ୍ୱ ବୌଦ୍ଧିକ ସମ୍ପତ୍ତି ସଂଗଠନ (ଡବ୍ଲ୍ୟୁଆଇପିଓ) ଦ୍ୱାରା ପ୍ରତିଷ୍ଠିତ ହୋଇଥିଲା। ସୃଜନଶୀଳତା ଏବଂ ନୂଆ ଭାବର ପ୍ରବର୍ତ୍ତନ (ଅଭିନବତ୍ୱ) ଦ୍ୱାରା ବିଶ୍ୱର…
ମାଲକାନଗିରିର ତତ୍କାଳୀନ ଜିଲାପାଳଙ୍କ PA ଆତ୍ମହତ୍ୟା ମାମଲା: ଆଗୁଆ ଜାମିନ ଆବେଦନ ଖାରଜ
କଟକ,୨୫ା୪(କାର୍ତ୍ତିକ ସାହୁ/ପ୍ରଭୁ କଲ୍ୟାଣ ପାଲ୍): ମାଲକାନଗିରିର ତତ୍କାଳୀନ ଜିଲାପାଳ ମନିଷ ଅଗ୍ରୱାଲଙ୍କ ଅଡୁଆ ବଢ଼ିଛି। ବ୍ୟକ୍ତିଗତ ସହାୟକ ଆତ୍ମହତ୍ୟା ମାମଲାରେ ତାଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ଏଥିସହ ତାଙ୍କର ଦୁଇ ସହଯୋଗୀ ଭି. ବେଣୁଗୋପାଳ ଓ…
ଖରା, ଗୁଳୁଗୁଳି ପରେ କାଳବୈଶାଖୀ ଭୟ, ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୨୫ା୪(ଅନୁରାଧା ମହାରଣା)- ଆସନ୍ତା ୨ଦିନ ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ମାତ୍ର ୨୭ ତାରିଖରେ କାଳବୈଶାଖୀର ପ୍ରଭାବ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ…
ଆରଏମସିରେ ପଡିଛି ୨୦୨ କୋଟି, ବିକାଶ ହେଉନି ମଣ୍ଡି ଭିତ୍ତିଭୂମି ଗଛମୂଳେ ଧାନ ବିକ୍ରି କରୁଛନ୍ତି ଚାଷୀ
ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ହେଉଥିବା ପ୍ରତ୍ୟେକ ଧାନ ସଂଗ୍ରହ ପ୍ରକ୍ରିୟାରେ ଜିଲାର ଅତାବିରା, ବରଗଡ଼ ଏବଂ ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି (ଆରଏମସି) ସାମିଲ ହେଉଛନ୍ତି। ଧାନ ସଂଗ୍ରହ ବାବଦକୁ ପ୍ରତି ଆର୍ଏମ୍ସି କୋଟି କୋଟି ଟଙ୍କା ଫି ଆଦାୟ…
ବନ୍ଦଘରୁ ମିଳିଲା ଯୁବକଙ୍କ ମୃତଦେହ
ଦିଗପହଣ୍ଡି,୨୫।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହସପୁର ପଞ୍ଚାୟତ ହାଟପଦା ଗ୍ରାମର ବନ୍ଦଥିବା ଘରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଶୁକ୍ରବାର ଉଦ୍ଧାର ହୋଇଛି। ମୃତ ଯୁବକ ଜଣକ ହେଲେ ପାଟପୁର ପଞ୍ଚାୟତ ରାମକୃଷ୍ଣ ନଗର କବିରାଜ…
ଖଲ୍ଲିକୋଟ ସହରରେ ମାତିଛନ୍ତି ଚୋର: ୧୫ ଦିନରେ ୭ ଘରୁ ନେଇଗଲେଣି ଲକ୍ଷାଧିକ ଟଙ୍କା, ସୁନାଗହଣା
ଖଲ୍ଲିକୋଟ,୨୫ା୪ (ପ୍ରଶାନ୍ତ କୁମାର ମିଶ୍ର):ଖଲ୍ଲିକୋଟ ଥାନା ଅଞ୍ଚଳରେ ଦିନକୁ ଦିନ ବଢ଼ି ଚାଲିଛି ଚୋରି ଘଟଣା। ପ୍ରତି ରାତିରେ ଏବେ ଚୋରି ହେଉଛି। ବୁଧବାର ରାତିରେ ଚିକିଲି ଗ୍ରାମର ଜଣେ ବିଧବା ମହିଳା ମନୋରମା ମହାନ୍ତିଙ୍କ ଘରେ ପଶି ଦୁର୍ବୃତ୍ତମାନେ ଝିଅ…
ଚମକାଇଲା ନୂଆ ତଥ୍ୟ, ଯୁଦ୍ଧ କଲେ ପାକିସ୍ତାନର ହାରିବା ଥୟ
ନୂଆଦିଲ୍ଲୀ,୨୫।୪:ପହଲଗାମ ଆତଙ୍କବାଦୀ ଆକ୍ରମଣ, ଇଣ୍ଡସ ଜଳ ଚୁକ୍ତିର ସ୍ଥଗିତ ରଖାଯିବା ଏବଂ ଭାରତ ସହ ବୃଦ୍ଧି ପାଉଥିବା ଉତ୍ତେଜନା ସହ ଆଇଏମଏଫ (IMF) ଦ୍ୱାରା ପାକିସ୍ତାନର ଅର୍ଥନୈତିକ ବୃଦ୍ଧି ପୂର୍ବାନୁମାନକୁ ହ୍ରାସ କରାଯିବାକୁ ନେଇ ପାକ୍ ଏବେ ସଙ୍କଟାପନ୍ନ ସ୍ଥିତିରେ ଗତି…
କୋଶଲ ସଂଗ୍ରାମୀଙ୍କୁ ଉଠାଇ ନେଲା ପୋଲିସ୍: ଡାକ୍ତରଖାନାରେ ଅନଶନ ଜାରି
ବରଗଡ଼, ୨୫।୪(ପ୍ରେମାନନ୍ଦ ଖମାରୀ) – ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ସମେତ ବିଭିନ୍ନ ଦାବି ନେଇ ବରଗଡ଼ ସହର ଉପକଣ୍ଠ ବୀରଛକରେ ଅନଶନରେ ବସିଥିବା ୩ଜଣ କୋଶଲ ସଂଗ୍ରାମୀ ସୁଶାନ୍ତ ମିଶ୍ର, ଅଭିଷେକ ନାୟକ ଏବଂ ନାଗାର୍ଜୁନ କମ୍ପଙ୍କୁ ଗୁରୁବାର ରାତି…
ମୋଦିଙ୍କୁ ସିଧା ଟାର୍ଗେଟ କଲେ ଶଙ୍କରାଚାର୍ଯ୍ୟ, କହିଲେ ପାକିସ୍ତାନ ବର୍ଡରରେ…
ନୂଆଦିଲ୍ଲୀ,୨୫।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ଉତ୍ତରାଖଣ୍ଡର ଜୋଶୀମଠ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ପାହାଲଗାମ ପାକିସ୍ତାନ ସୀମାନ୍ତରୁ ବହୁ ଦୂରରେ ଅବସ୍ଥିତ। ତେଣୁ ଏହି ଆକ୍ରମଣରେ…
ଜବରଦସ୍ତ ସ୍ମାର୍ଟଫୋନ୍ ଲଞ୍ଚ କଲା Realme! ୬,୦୦୦mAh ବ୍ୟାଟେରୀ ସହ ମିଳିବ IP୬୯ ରେଟିଂ, ଜାଣନ୍ତୁ ମୂଲ୍ୟ
ନୂଆଦିଲ୍ଲୀ,୨୫।୪: Realme ଭାରତରେ ଏହାର ନୂତନ ମଧ୍ୟମ-ରେଞ୍ଜ ଫୋନ Realme ୧୪T ୫G ଲଞ୍ଚ କରିଛି। ଏହି ଫୋନଟି ୬,୦୦୦mAh ବ୍ୟାଟେରୀ ଏବଂ ୪୫W ଫାଷ୍ଟ ଚାର୍ଜିଂ ସହିତ ବଜାରକୁ ଆସିଛି। ଫୋନରେ ୫୦ ମେଗାପିକ୍ସେଲର ଡୁଆଲ ରିୟର କ୍ୟାମେରା ସେଟଅପ…
Archives


