କାମ ନ କରି ମଜୁରୀ ହଡ଼ପ କରୁଛନ୍ତି ଶ୍ରମିକ: ଆସିଲା ସାଂଘାତିକ ଅଭିଯୋଗ
ଲୋଇସିଂହା,୨୬।୨(ସୁଶାନ୍ତ ବାରିକ): ଗାଁରେ ଶ୍ରମିକ ବର୍ଗର ଲୋକଙ୍କୁ କାମ ଯୋଗାଇବା ସହିତ ସେମାନଙ୍କ ଆର୍ଥିକ ମାନଦଣ୍ଡରେ ଉନ୍ନତି ଆଣିବା ପାଇଁ କେନ୍ଦ୍ର ସରକାର ଏମ୍ଜିଏନ୍ଆରଇଜିଏସ୍ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ଏହି ଯୋଜନାରେ ବ୍ୟାପକ ହରିଲୁଟ ହେଉଥିବା ଅଭିଯୋଗ ହେଉଛି। ଉଚ୍ଚସ୍ତରୀୟ…
ଲାଇସେନ୍ସ ଫି ୧୦% ବୃଦ୍ଧି, ମହଙ୍ଗା ହୋଇପାରେ ମଦ ଦର
ନୂଆଦିଲ୍ଲୀ,୨୭ା୨: ଦିଲ୍ଲୀରେ ମଦ ଏବେ ମହଙ୍ଗା ହୋଇପାରେ । ନୂତନ ଉତ୍ପାଦ ନୀତି ଏପର୍ଯ୍ୟନ୍ତ ଚୂଡ଼ାନ୍ତ ହୋଇନଥିବା ବେଳେ, ଦିଲ୍ଲୀ ସରକାର “ହୋଟେଲ, କ୍ଲବ ଏବଂ ରେଷ୍ଟୁରାଣ୍ଟ” ବର୍ଗରେ୨୦୨୬-୨୭ଆର୍ଥିକ ବର୍ଷର ଶେଷ ପର୍ଯ୍ୟନ୍ତ ବିଦ୍ୟମାନ ନୀତି ଅନୁଯାୟୀ ମଦ ଲାଇସେନ୍ସ ନବୀକରଣ କରିବାକୁ…
ବିଜୟ ସତ୍ତ୍ୱେ ଭାରତକୁ ମିଳିଲାନି ଫାଇଦା: ଏବେ ବି ଟେନ୍ସନ୍ରେ ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୨୭।୨: ଭାରତ ୨୦୨୬ ଟି-୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟରେ ଜିମ୍ବାୱେକୁ ପରାସ୍ତ କରି ସେମିଫାଇନାଲ ସ୍ଥାନ ପାଇଁ ଆଶା ଉଜ୍ଜୀବିତ ରଖିଛି। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ଟିମ ଇଣ୍ଡିଆ ଏକ ଚମତ୍କାର ପ୍ରଦର୍ଶନ…
ଅନ୍ଲାଇନ କଣ୍ଟେଣ୍ଟ ପାଇଁ ଉତ୍ତରଦାୟୀ ରୁହନ୍ତୁ ଡିଜିଟାଲ ପ୍ଲାଟ୍ଫର୍ମ: ଅଶ୍ୱିନୀ
ନୂଆଦିଲ୍ଲୀ,୨୭ା୨(ପି.ଟି.): ଡିଜିଟାଲ ପ୍ଲାଟ୍ଫର୍ମଗୁଡ଼ିକରେ ପ୍ରକାଶ ପାଉଥିବା ଅନ୍ଲାଇନ କଣ୍ଟେଣ୍ଟ ପାଇଁ ସେମାନଙ୍କୁ ଉତ୍ତରଦାୟିତ୍ୱ ନେବାକୁ ହେବ ବୋଲି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି। କଣ୍ଟେଣ୍ଟ ବା ବିଷୟବସ୍ତୁର ପ୍ରସ୍ତୁତକର୍ତ୍ତା ଏବଂ ଖବର ପ୍ରସ୍ତୁତକାରୀ ସଂଗଠନଗୁଡ଼ିକ ମଧ୍ୟରେ ଯେପରି ରାଜସ୍ବର ସୁଷମ ବଣ୍ଟନ…
୬,୬,୬,୬,୬….ମାତ୍ର ୧୪ ବଲ୍ରେ କମାଲ୍ କରିଦେଲେ ବୈଭବ ସୂର୍ଯ୍ୟବଂଶ: କ୍ରିକେଟ୍ ଜଗତରେ ପଡ଼ିଗଲା ଚହଳ
ନୂଆଦିଲ୍ଲୀ,୨୬।୨: IPL 2026 ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀ ପୁଣି ଥରେ ଚମତ୍କାର ଫର୍ମରେ ଅଛନ୍ତି। ସେ ଚଳିତ DY ପାଟିଲ T20 ଟୁର୍ନାମେଣ୍ଟରେ ଏହି ସଫଳତା ହାସଲ କରିଛନ୍ତି। ସେ ମାତ୍ର ୧୪ ବଲ୍ରେ ତାଙ୍କର ଅର୍ଦ୍ଧଶତକ ପୂରଣ କରିଥିଲେ। ଏହି…
କ୍ରିକେଟର ରିଙ୍କୁ ସିଂଙ୍କ ବାପାଙ୍କ ଦେହାନ୍ତ, ଲିଭର କ୍ୟାନସରରେ ପୀଡ଼ିତ….
ନୂଆଦିଲ୍ଲୀ,୨୭ା୨: ଭାରତୀୟ କ୍ରିକେଟର ରିଙ୍କୁ ସିଂଙ୍କ ପିତାଙ୍କ ଦେହାନ୍ତ ହୋଇଛି । ସେ ଗ୍ରେଟର ନୋଏଡାର ଯଥାର୍ଥ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ରିଙ୍କୁ ସିଂଙ୍କ ପିତା ଖାନଚନ୍ଦ୍ର ସିଂ ଷ୍ଟେଜ୍-୪ ଲିଭର କ୍ୟାନସର ସହିତ ଲଢ଼ୁଥିଲେ। ତାଙ୍କ…
‘ଦି କେରଳ ଷ୍ଟୋରି ୨’ ଉପରେ ହାଇକୋର୍ଟଙ୍କ ସ୍ଥଗିତାଦେଶ
କୋଚି,୨୭ା୨(ପି.ଟି.): ‘ଦି କେରଳ ଷ୍ଟୋରି ୨- ଗୋଜ୍ ବିୟଣ୍ଡ’ ଚଳଚ୍ଚିତ୍ରର ମୁକ୍ତିଲାଭ ଉପରେ କେରଳ ହାଇକୋର୍ଟ ଗୁରୁବାର ଅନ୍ତରୀଣ ସ୍ଥଗିତାଦେଶ ଲଗାଇଛନ୍ତି । ଉକ୍ତ ଚଳଚ୍ଚିତ୍ରକୁ ସେନ୍ସର ବୋର୍ଡ ସାର୍ଟିଫିକେଟ ଦେବାବେଳେ ଠିକ୍ଭାବେ ବିଚାର କରି ନ ଥିବା ଅନୁଧ୍ୟାନରୁ ଜଣାପଡ଼ିଥିବା…
୧୪ ମାସ ପରେ ପରିବାର ଲୋକଙ୍କୁ ଫେରିପାଇଲେ ସୋନମତୀ
ଝାରସୁଗୁଡ଼ା,୨୭ା୨(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ଉଦ୍ୟମରେ ପ୍ରଶାସନର ‘ସ୍ନେହ ସେତୁ’ ଅଭିଯାନ ମାଧ୍ୟମରେ ଗୁରୁବାର ଅପରାହ୍ନରେ ଜଣେ ଅସହାୟ ମହିଳା ତାଙ୍କ ପରିବାର ଲୋକଙ୍କୁ ଫେରିପାଇଛନ୍ତି। ସେ ହେଲେ ସୋନମତୀ ଓରଫ୍ ସାକେତ କୁମାରୀ। ସୂଚନା ଅନୁଯାୟୀ,…
ପୁରୁଷ ବନ୍ଧୁଙ୍କ ଆଗରେ ଯୁବତୀଙ୍କୁ ଉଲଗ୍ନ କରିଦେଲେ ୫ ଯୁବକ: ଲହୁଲୁହାଣ…
ଭୁବନେଶ୍ୱର,୨୭।୨(ତ୍ରିନାଥ ମହାନ୍ତି):ଧଉଳି ଘଟଣାଠୁ ବଳି ଗଲା ଶହୀଦନଗର ଥାନା ୟୁନିଟ୍-୯ ଆଦିବାସୀ ହଷ୍ଟେଲ ସମ୍ମୁଖ ଘଟଣା। ପୁରୁଷ ବନ୍ଧୁଙ୍କ ଆଗରେ ଯୁବତୀଙ୍କୁ ୫ଜଣ ଅଭିଯୁକ୍ତ ଅସଦାଚରଣ କରିବା ସହ କପଡ଼ା ଚିରି ଉଲ୍ଲଗ୍ନ କରିଥିଲେ। ସେତିକିରେ ଅଭିଯୁକ୍ତଙ୍କ ମନ ପୂରି ନ…
୧୦ଟିକିଆ ହାତୀପଲ ସହ ଯିବାବେଳେ କୂଅରେ ପଡ଼ିଗଲା ଛୁଆ ହାତୀ, ତାପରେ…
କେନ୍ଦୁଝର,୨୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ରେଞ୍ଜ କାଠବାଉଁଶୁଳି ଗାଁରେ ଅଘଟଣ । କୂଅରେ ପଡ଼ି ଚାଲିଗଲା ହାତୀ ଛୁଆର ଜୀବନ । ଗୁରୁବାର ବିଳମ୍ବିତ ରାତିରେ ସଦର ରେଞ୍ଜ ଅନ୍ତର୍ଗତ କାଠ ବାଉଁଶୁଳି ଗ୍ରାମରେ ଏକ ଖୋଲା କୂଅରେ ପଡ଼ି…
ବିବାହ ବାର୍ଷିକୀରେ ଦମ୍ପତି ନେଲେ ବଡ଼ ନିଷ୍ପତ୍ତି: ଅଞ୍ଚଳରେ ଚର୍ଚ୍ଚା
ଭବାନୀପାଟଣା, ୨୭ା୨(ଉତ୍ତମ କୁମାର ଦାଶ):ଜନ୍ମଦିନ, ବିବାହ ବାର୍ଷିକୀ ଭଳି ଜୀବନର ସ୍ବତନ୍ତ୍ର ଦିନକୁ ସ୍ମରଣୀୟ କରିବାକୁ ଲୋକେ ବିଭିନ୍ନ ପଦକ୍ଷେପ ନିଅନ୍ତି ଲୋକେ। ଏଭଳି ଏକ ଘଟଣାକ୍ରମେ ନିଜର ୧୫ତମ ବିବାହ ବାର୍ଷିକୀକୁ ସ୍ମରଣୀୟ କରିବାକୁ କଳାହାଣ୍ଡି ଜିଲା ଭବାନୀପାଟଣାର ଏକ…
ସାଇବର ଠକେଇ, ପୁଣି ଜଣେ ଅଭିଯୁକ୍ତ ଗିରଫ
ବରଗଡ଼,୨୭।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପୋଲିସ ସାଇବର ଠକେଇ ପାଇଁ ଚାଲିଥିବା ଅପରେଶନ କବଚକୁ ଜୋରଦାର କରିଛି। ବୁଧବାର ଜିଲା ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରଥିଲା। ଗୁରୁବାର ଜିଲାର ଭଟଲି ଥାନା ପୋଲିସ ଏଭଳି ଅଭିଯୋଗରେ ଆଉଜଣେ ଅଭିଯୁକ୍ତଙ୍କୁ ଗିରଫ କରି…
Archives


