Home Left

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ ସ୍ଥାନରେ ରଖାଯାଉଥିବା ବେଳେ ଏହାକୁ ସ୍ଥାନୀୟ ଲୋକେ ବିରୋଧ କରି ରୋକିଛନ୍ତି। ମିଳିଥିବା ସୂଚନା…

ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…

ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା ଘଷିପୁରା ଥାନାରେ ହୋଇଥିବାବେଳେ ଅନ୍ୟଟିି ନନ୍ଦିପଦା ଥାନାରେ ହୋଇଛି । ଏନେଇ ଏକ ଖବରଦାତା…

ଗୋଆରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଗଜପତି,୯।୧୨(ଗିରିଧାରୀ ପରିଛା): କାମଧନ୍ଦା ନ ପାଇ ଗୋଆକୁ ଦାଦନ ଖଟିବାକୁ ଯାଇ ଜଣେ ଓଡ଼ିଆ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ମୃତକ ହେଲେ ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଡେଙ୍ଗାଆମ୍ବ ଗାଁର ସନ୍ୟା ମଲ୍ଲିକଙ୍କ ପୁଅ ଜୟ ମଲ୍ଲିକ।…

ବଡ଼ ବୟାନ ଦେଲେ ଗାଙ୍ଗୁଲି, କହିଲେ ସୂର୍ଯ୍ୟକୁମାର ଯାଦବ ନୁହେଁ ଏହି ଖେଳାଳିଙ୍କୁ ଦିଆଯାଉ ଟିମ ଇଣ୍ଡିଆର ଟି-୨୦ କ୍ୟାପଟେନଶିପ

ନୂଆଦିଲ୍ଲୀ,୯।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଆଜି, ଡିସେମ୍ବର ୯,୨୦୨୫ରେ ଆରମ୍ଭ ହେବାକୁ ଯାଉଛି। ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହି ସମୟରେ, ପୂର୍ବତନ ଭାରତୀୟ ଅଧିନାୟକ ଏବଂ…

ପୋଡ଼ାଜଳା ପରେ ଏମ୍‌ଭି-୨୬ ଗାଁ ଛାଡୁଛନ୍ତି ଲୋକେ

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି -୨୬ ଗ୍ରାମ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ରାଖେଲଗୁଡ଼ା ଗ୍ରାମବାସୀଙ୍କ ସମେତ ଆଦିବାସୀ ସମ୍ପ୍ରଦାୟର…

ମୋର୍ଚ୍ଚା ସଭାପତି ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୯।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ମଙ୍ଗଳବାର ବିଭିନ୍ନ ଜିଲା ପାଇଁ ମୋର୍ଚ୍ଚା ସଭାପତି, ଜିଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ନାମ ଘୋଷଣା କରାଯାଇଛି। ଅଭିଳାଷ ପଣ୍ଡାଙ୍କୁ ଭାରତୀୟ ଯୁବ ମୋର୍ଚ୍ଚା ସଭାପତି ଏବଂ ଡ. ଐଶ୍ବର୍ଯ୍ୟା ବିଶ୍ବାଳ ମହିଳା ମୋର୍ଚ୍ଚା…

ସୋନିଆଙ୍କୁ ନୋଟିସ ଜାରି, ନାଗରିକତା ବିନା ଭୋଟର ତାଲିକାରେ ନାମ ଉପରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ ପାଇ ଭୋଟର ତାଲିକାରେ ତାଙ୍କ ନାମ ଅନ୍ତର୍ଭୁକ୍ତ କରିବା ଅଭିଯୋଗରେ କୋର୍ଟ ପୂର୍ବତନ କଂଗ୍ରେସ…

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ ହେବ ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି। ସୋମବାର ୪.୩ ଡିଗ୍ରୀ ସେଲ୍ସିଏସ ରହିଥିବା…

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ ବାଘ। ଏହି ବାଘ ଶିକାରୀ ଫାଶରେ ପଡ଼ିଥିବା ଖବର ପାଇ ଘଟଣାସ୍ଥଳରେ ବନ କର୍ମଚାରୀ…

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କରାଯାଇଛି। ଗୁରୁତର ଯୁବକ ଜଣଙ୍କ ଜୟପୁରାକାଟେଣୀ ପଞ୍ଚାୟତ…

ଧାନ କିଣାବିକାରେ ଅଚଳାବସ୍ଥା: ଧାନବସ୍ତା ସହିତ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅତାବିରା/ଗୋଡ଼ଭଗା,୯।୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ)- ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ୧୨ଦିନରେ ପହଞ୍ଚିଛି। ହେଲେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇପାରିନାହିଁ। ଜିଲାର ଗୋଡଭଗା, ଅତାବିରା ସମେତ ବିଭିନ୍ନ ମଣ୍ଡିରେ…

ଇଣ୍ଡିଗୋ ପାଇଲଟଙ୍କ ଇମୋଶନାଲ ମେସେଜ ଭାଇରାଲ, ଏମିତି କ’ଣ କହିଲେ ଯେ ଘଣ୍ଟା ଘଣ୍ଟା ଧରି ଫସିଥିବା ଯାତ୍ରୀ ବି କଲେ ପ୍ରଶଂସା

ନୂଆଦିଲ୍ଲୀ,୯।୧୨: ଇଣ୍ଡିଗୋ ବିମାନର ନିରନ୍ତର ବିଳମ୍ବ ଏବଂ ବାତିଲ ମଧ୍ୟରେ, ଏକ ଭିଡିଓ ସାମ୍ନାକୁ ଆସିଛି ଯାହା ଯାତ୍ରୀମାନଙ୍କ ହୃଦୟକୁ ସ୍ପର୍ଶ କରିଛି। ଭିଡିଓରେ ଇଣ୍ଡିଗୋ ପାଇଲଟ କ୍ୟାପ୍ଟେନ ପ୍ରଦୀପ କୃଷ୍ଣନ ବିମାନରେ ଠିଆ ହୋଇ ଯାତ୍ରୀମାନଙ୍କୁ ବିନମ୍ରତାର ସହିତ କ୍ଷମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?