IPL 2026 Auction: ଅକ୍ସନର ଫାଇନାଲ ଲିଷ୍ଟରେ ବାଜିଲା ମୋହର, ୧୦୦୦ ଖେଳାଳି ଆଉଟ, ଷ୍ଟାର ଖେଳାଳିଙ୍କ ସରପ୍ରାଇଜ ଏଣ୍ଟ୍ରି
ନୂଆଦିଲ୍ଲୀ,୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଡିସେମ୍ବର ୧୬ରେ ଆବୁଧାବିରେ ଏକ ମିନି-ନିଲାମ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଖେଳାଳିଙ୍କ ଚୂଡ଼ାନ୍ତ ତାଲିକା ଚୂଡ଼ାନ୍ତ ହୋଇଛି। ନିଲାମ ପାଇଁ ୧,୩୫୫ ଜଣ ଖେଳାଳି ସେମାନଙ୍କର…
ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ
ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ମୃତ ମହିଳାଙ୍କ ପୁଅ ସୋମବାର ବିଳମ୍ବିତ ରାତ୍ରରେ ଧର୍ମଶାଳା ଥାନାରେ ଅଭିଯୋଗ କରିଛନ୍ତି। ମିଳିଥିବା…
ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…
ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ ନିଯୁକ୍ତି ହେବା ସହ ଅନ୍ୟକୁ ରୋଜଗାର ଦେଉଛନ୍ତି। ଘାସ ଚାଷ ଯୋଗୁ ଅଜିତଙ୍କୁ ଗୋ…
ବିବାହ ଭାଙ୍ଗିବା ପରେ ସ୍ମୃତିଙ୍କ ନୂଆ ଇନଷ୍ଟାଗ୍ରାମ ପୋଷ୍ଟ ସୃଷ୍ଟି କଲା ହଇଚଇ, ଲେଖିଲେ ଏମିତି…
ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ ସରକାରୀ ବିବୃତ୍ତି ଜାରି କରି ତାଙ୍କ ବିବାହ ବାତିଲ ହୋଇଥିବା ନିଶ୍ଚିତ କରିଛନ୍ତି। ଏହାର…
ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ
ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ ବିଦ୍ୟାଳୟକୁ ଯାଇ ସେଠାରୁ ଫେରିଆସିଥିବା ଦେଖିବାକୁ ମିଳିଛି। ଦାବି ପୂରଣ ପାଇଁ ଚଳିତ ମାସ…
ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର
ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତିନାମା ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ନିଜେ ରୁଷିଆ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଥିଲେ।…
ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ
ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ ସ୍ଥାନୀୟ ଖମାର ନାଳରେ ଦୂଷିତ କେମିକାଲ ପାଣି ଛଡାଯାଉଛି। ଫଳରେ ଗନ୍ଧ ଯୋଗୁ ସ୍ଥାନୀୟ…
ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି
ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ ଓ ଗ୍ରାମବାସୀ ଏକତ୍ର ହୋଇ ସୋମବାର ଏକ ବୈଠକ କରିଛନ୍ତି। ଓଡ଼ିଶାର ସମସ୍ତ ସରକାରୀ…
ପୁଟିନଙ୍କ ଭାରତ ଗସ୍ତକୁ ନେଇ ଚାଇନା ଦେଲା ଏମିତି ପ୍ରତିକ୍ରିୟା ଆମେରିକାକୁ ଲାଗିବ ବଡ଼ ଝଟକା
ବେଜିଂ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସାମ୍ପ୍ରତିକ ଭାରତ ଗସ୍ତ ପ୍ରତି ଚାଇନା ଏକ ସକାରାତ୍ମକ ମନୋଭାବ ପ୍ରକାଶ କରିଛି, କହିଛି ଯେ ଭାରତ, ଚାଇନା ଏବଂ ରୁଷିଆ ମଧ୍ୟରେ ଦୃଢ଼ ତ୍ରିପାକ୍ଷିକ ସମ୍ପର୍କ କେବଳ ଆଞ୍ଚଳିକ ନୁହେଁ ବରଂ ବିଶ୍ୱ…
ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ ଶିଶୁପୁତ୍ର ଜିମା ନେବାରୁ ବଞ୍ଚିତ କରାଯାଇ ପାରିବ ନାହିଁ। ହାଇକୋର୍ଟର ବିଚାରପତି ସଞ୍ଜୟ କୁମାର…
୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ…
କୋରାପୁଟ,୯।୧୨(ଅମିତାଭ ବେହେରା ): କୋରାପୁଟ ଜିଲା ନାମ ସଂକୀର୍ତ୍ତନ ଭାଗବତ ସତସଙ୍ଗ ତରଫରୁ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା କମିଟିର କାର୍ଯ୍ୟକର୍ତ୍ତାମାନେ କୋରାପୁଟ ବିଧାୟକ ରଘୁରାମ ମାଛଙ୍କ ଉପସ୍ଥିତିରେ…
୪୨ବର୍ଷ ପରେ ମନ୍ଦିରକୁ ଫେରିବ ବିରଳ ପ୍ରାଚୀନ ମୂର୍ତ୍ତି: ଉଦ୍ଧାର ପରେ ସିବିଆଇ ମାଲଖାନାରେ…
ସୋନପୁର,୯ା୧୨(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ସହର ଗୋପାଳଜୀ ମନ୍ଦିରରୁ ଚୋରି ହୋଇ ଦୀର୍ଘ ୪୨ବର୍ଷ ସିବିଆଇ ମାଲଖାନାରେ ଥିବା ୧୨ ବିରଳ ପ୍ରାଚୀନ ମୂର୍ତ୍ତି ପୁଣି ମନ୍ଦିରକୁ ଫେରିବ। ସୋମବାର ଭୁବନେଶ୍ୱରସ୍ଥିତ ଖୋର୍ଦ୍ଧା ଏଡିଜେ-୩ କୋର୍ଟଙ୍କ ରାୟ ପରେ ମୂର୍ତ୍ତି ଫେରିବା ଆଶା ଉଜ୍ଜୀବିତ…

