Home Left

ଏଇ ଭାରତରେ

ଉତ୍ତରପ୍ରଦେଶର ଧୀରଜ ବର୍ମା ଟିଭି ଶୋ’ ଦେଖି ଷ୍ଟ୍ରବେରି ଚାଷ ଆରମ୍ଭକରି ଜଣେ ସଫଳ ଚାଷୀ ହୋଇପାରିଛନ୍ତି। ସେ ବିନା ମାଟି ଅର୍ଥାତ୍‌ କେବଳ ପାଣି (ହାଇଡ୍ରୋପୋନିକ୍ସ ପଦ୍ଧତି)ରେ ଚାଷକରି ପ୍ରଥମ ପର୍ଯ୍ୟାୟରେ ୫ ଟନ୍‌ ଷ୍ଟ୍ରବେରି ଉତ୍ପାଦନ କରିବା ସହ…

ଜୀବନ୍ତ ଗ୍ରହର ଜୀବନ ରହସ୍ୟ

ପୃଥିବୀକୁ ମିଶେଇ ଆଠଟା ଗ୍ରହ, ପ୍ଲୁଟୋକୁ ମିଶେଇ ୫ଟା ବାମନଗ୍ରହ, ଚନ୍ଦ୍ରକୁ ମିଶେଇ ଶହ ଶହ ଉପଗ୍ରହ, ଗ୍ରହାଣୁପୁଞ୍ଜ, ଅଗଣିତ ଛୋଟବଡ଼ ପିଣ୍ଡ ଏବଂ ବିଶାଳକାୟ ସୂର୍ଯ୍ୟକୁ ନେଇ ଆମର ସୌରଜଗତ ତିଆରି ହୋଇଛି। ସମସ୍ତେ ସୂର୍ଯ୍ୟ ଚାରିପଟେ ବୁଲନ୍ତି। ସମସ୍ତଙ୍କ…

ଶୁଭାଙ୍ଗୀ ଦତ୍ତଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ଅଭିନେତ୍ରୀ ଶୁଭାଙ୍ଗୀ ଦତ୍ତଙ୍କୁ ସର୍ବଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଛି। ସେ ଅନୁପମ ଖେର୍‌ଙ୍କ ନିର୍ଦ୍ଦେଶିତ ‘ତନଭି ଦି ଗ୍ରେଟ୍‌’ ଚଳଚ୍ଚିତ୍ରରେ ପ୍ରଥମେ ଅଭିନୟ କରିଥିଲେ। ଉକ୍ତ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ସ୍କ୍ରିନ୍‌ପ୍ଲେ ପୁରସ୍କାର ମିଳିଛି।…

ଶିଶୁ ଅନୁକୂଳ ପାଠାଗାର

ଜାତୀୟ ଶିକ୍ଷାନୀତିି ୨୦୨୦ରେ ଏବଂ ଜାତୀୟ ପାଠ୍ୟ ଖସଡ଼ା ୨୦୨୨ରେ ପ୍ରାକ୍‌-ପ୍ରାଥମିକ ଶିକ୍ଷାରେ ଇମରଜେଣ୍ଟ ଲିଟେରାସି ବା ଅଙ୍କୁରିତ ସାକ୍ଷରତା, ଇମରଜେଣ୍ଟ ରିଡିଂ ବା ଅଙ୍କୁରିତ ପଠନ ବା ପ୍ରାକ୍‌-ପଠନ, ପ୍ରାକ୍‌-ଲିଖନ ଆଦି ସମ୍ପର୍କରେ ବର୍ଣ୍ଣନା କରାଯାଇଛି। ଜାତୀୟ ଶିକ୍ଷାନୀତିରେ ଶିଶୁଟି…

ଟୋକନ ସମସ୍ୟା: ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଲେ ଚାଷୀ

ପଦ୍ମପୁର,୯ା୧୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ୧୧ ଦିନରେ ପହଞ୍ଚିଛି। ହେଲେ ବର୍ତ୍ତମାନ ସୁଦ୍ଧା ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇପାରିନାହିଁ। ଏହାକୁ ନେଇ ଚାଷୀ ଅସନ୍ତୋଷ…

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ମୀରଟର ଲୋହିୟାନଗର ଅଞ୍ଚଳରେ ଶୁକ୍ରବାର ସକାଳେ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ପଡ଼ିଥିବା…

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି। ଉକ୍ତ ରାୟ ବିରୋଧରେ ଅପିଲ କରିବାକୁ କେରଳ ସରକାର ସୋମବାର ଘୋଷଣା କରିଛନ୍ତି।…

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ ଉପରେ ନୂତନ ଟାରିଫ୍‌ ଲାଗୁ କରିବା ବିଷୟରେ ବିଚାର କରିପାରେ। ଟ୍ରମ୍ପ ହ୍ବାଇଟ ହାଉସରେ…

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ କରି ପିଚ୍‌, ସୁରକ୍ଷା ବ୍ୟବସ୍ଥା ସମେତ ସବୁ ପ୍ରକାର ପ୍ରସ୍ତୁତି ଶେଷ। ଏବେ କେବଳ…

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ ଜଳିଯାଇଛି ଫଳ ଦୋକାନ। ପ୍ରାୟ ୫୦ରୁ ଅଧିକ ଦୋକାନ ଜାଳିପୋଡି ଛାରଖାର ହୋଇଯାଉଛି ।…

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ମଧ୍ୟ ରାଜ୍ୟର ଅନ୍ୟ ଜିଲାଠାରୁ ଅଧିକ। କେତେବେଳେ…

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ସୋମବାର ସନ୍ଧ୍ୟାରେ ଯାଜପୁର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ବିଭାଗ ଲାଞ୍ଚ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?