ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି
ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ କ୍ଲବ, ପବ୍ରେ ଫାୟାର ସେଫ୍ଟି ସିକ୍ୟୁରିଟି ଯାଞ୍ଚ କରିବାକୁ ଅଗ୍ନିଶମ ଡିଜି ସୁଧାଂସୁ ଷଢ଼ଙ୍ଗୀ…
ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ ମ୍ୟାଚ ଫି’ର ୧୦ ପ୍ରତିଶତ ଜରିମାନା କରିଛି। ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ…
ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ
ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ ନଭେମ୍ବର ୧ତାରିଖରେ କାର୍ଯ୍ୟକାରୀ ହୋଇଥିବା ନିୟମ ପାଇଁ ପ୍ରସ୍ତୁତି କରିବା ପରିବର୍ତ୍ତେ ଏୟାରଲାଇନ୍ସ ଛାଡ…
ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ
ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ରାଜ୍ୟରେ କନ୍ଧମାଳ ଜିଲାର ସବୁଜ…
ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍
ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦ କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ ଏକ ଖବରଦାତା ସମ୍ମିଳନୀରେ ଏକ ବଡ଼ ସୂଚନା ଦେଇଛନ୍ତି। ଗିଲ୍…
କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍
ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ ସିରିଜ ଜିତିଥିବାବେଳେ, ଭାରତୀୟ ଦଳ ଦିନିକିଆ ସିରିଜ ଜିତିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା…
ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…
ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍ ତାପମାତ୍ରା ସହ ଶୀତଳତମ ସହର ଭାବେ ପରିଗଣିତ ହୋଇଛି। ରାଜ୍ୟ ପାଣିପାଗ ବିଭାଗର…
କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ
ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ ଯୋଡ଼ାଚୁଆ ବିଟ୍ ଅଞ୍ଚଳରେ ବନବିଭାଗ ଦ୍ୱାରା ଖଞ୍ଜା ଯାଇଥିବା ଏ.ଆଇ କ୍ୟାମେରାରେ କଏଦ ହୋଇଥିବା…
ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…
ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ ସହ ଦେଖାଯାଇଛନ୍ତି। ତଥାପି, କେହି ଏହି ମହିଳାଙ୍କୁ ଚିହ୍ନି ପାରିଲେ ନାହିଁ। ଯୁବରାଜ ସମୁଦ୍ର…
କୃତ୍ରିମ ଉପଗ୍ରହର ବହୁଳତା
ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ ୧୯୫୭ ମସିହାରେ ଭୂକକ୍ଷକୁ ପ୍ରଥମ କୃତ୍ରିମ ଉପଗ୍ରହ ସ୍ଫୁଟନିକ ପ୍ରେରଣ କରିବା ପରଠାରୁ ଏହାର…
‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ ବିଶେଷ ବିତର୍କ ଆରମ୍ଭ କରିଥିଲେ। ତାଙ୍କ ଅଭିଭାଷଣରେ, ପ୍ରଧାନମନ୍ତ୍ରୀ ମୋଦି କହିଥିଲେ, ‘ବନ୍ଦେ ମାତରମ,…
ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ
କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ ଟିମ୍ ଇଣ୍ଡିଆର ଖେଳାଳିମାନେ କଟକର ବାରବାଟୀ ଷ୍ଟାଡିୟମରେ ପହଞ୍ଚିଛନ୍ତି। ଟିମ ଇଣ୍ଡିଆ ଖେଳାଳି ସ୍ବତନ୍ତ୍ର…

