ଠିକାଦାର ପ୍ରୀତି: ୮୪.୪୨ କୋଟି କ୍ଷତି, ୩୫୨.୭୩ କୋଟି ରାସ୍ତା କାମର ନାହିଁ ଦ୍ରବ୍ୟ ରସିଦ୍
ଭୁବନେଶ୍ୱର,୫ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟରେ କିଭଳି ଅପମିଶ୍ରିତ ଆଲକାତରା ବ୍ୟବହାର ନ ହେବ ସେଥିପାଇଁ ଅର୍ଥ ବିଭାଗ ପକ୍ଷରୁ ସ୍ବତନ୍ତ୍ର ନିର୍ଦ୍ଦେଶନାମା ରହିଛି। ମାତ୍ର ଠିକାଦାରମାନେ ଏହି ନିୟମକୁ ଭ୍ରୂକ୍ଷେପ କରୁନାହାନ୍ତି। କେଉଁଠି ବିପୁଳ…
ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…
ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ, ‘ସବୁଜ ଜର୍ସି (ପାକିସ୍ତାନ ଦଳର ଜର୍ସି ରଙ୍ଗ) ପିନ୍ଧି ୧୩ ବର୍ଷ ବିତାଇବା…
ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା
ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ ତୁମୁଳକାଣ୍ଡ ଘଟିଛି। ଅନ୍ୟପକ୍ଷରେ ଡିଜେ ଶବ୍ଦରେ ୨ଟି ଘରର ଛାତରୁ କିଛି ଅଂଶ…
ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍ , ସିସିଟିଭିରେ…
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍ ହେଉଛି। ପୋଲିସ ମଧ୍ୟ ଲୁଟେରାଙ୍କୁ ଧରିବା ପାଇଁ ଅପରେଶନ ଜୋରଦାର କରିଛି l ଏଭଳିସ୍ଥିତିରେ ଛେନାପଦି…
ବାଇକ୍କୁ ଧକ୍କା ଦେଲା ଟ୍ରକ୍: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ
ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ ନେଇ ଘଟଣାସ୍ଥଳରେ ତୁମୁଳକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକ ଟ୍ରକ ଡ୍ରାଇଭରଙ୍କୁ ମରଣାନ୍ତକ ଆକ୍ରମଣ…
୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍ରେ….
ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍ । ୱାର୍ଲ୍ଡ ଚାମ୍ପିୟନଶିପ୍ ଅଫ୍ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ ଆଫ୍ରିକା ଚାମ୍ପିୟନ୍ସର ପ୍ରଥମ ମ୍ୟାଚ୍ରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏବି ଡିଭିଲିୟର୍ସ ମାତ୍ର ୩୯…
ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା
ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ। ମହିଳାମାନେ ଅଞ୍ଚଳରେ ଦେଶୀ ମଦ ବିକ୍ରିକୁ ସମ୍ପୂର୍ଣ୍ଣ ବନ୍ଦ କରିବା ନେଇ…
ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…
ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି ଡା. ରାଧା ମୋହନ ଦାସ ଅଗ୍ରୱାଲଙ୍କ ଘରେ ଚୋରି ହୋଇଛି । ଦିଲ୍ଲୀର…
ଦୀପ ଜାଳି କ୍ୟାପ୍ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର
ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ରବିବାର ବିଦ୍ୟାଳୟର ଛାତ୍ରୀଛାତ୍ର, ପରିଚାଳନା କମିଟି ସଦସ୍ୟ, ଅତିଥି ଏବଂ…
ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍ ମିସ୍ତ୍ରୀ
ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା ପୋଲିସ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପରେ ପୋଲିସ ଗିରଫ ଦୁଇ ଅଭିଯୁକ୍ତଙ୍କୁ…
କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି କରି ପୋଲିସ ସାଇଁକୁଳ ଗ୍ରାମର ଅଭିଯୁକ୍ତ ପଙ୍କଜ ପଣ୍ଡା(୨୧ ବର୍ଷ)କୁ ରବିବାର ଗିରଫ…
ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ
ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ ଅର୍ଥନୈତିକ ସଶକ୍ତୀକରଣ ପାଇଁ ଆମ୍ବେଦକର ସେବା ସଂଘ ପକ୍ଷରୁ ରବିବାର ସଭା ଏବଂ…

