Home Left

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ କେ. ନୂଆଗାଁ ଥାନା ପୋଲିସ ୨ ବର୍ଷ ପରେ ରବିବାର ଗିରଫ କରିଛି। ସେ…

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ ନେଇ ରାଷ୍ଟ୍ରୀୟ ସମ୍ପାଦକ ତଥା ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ଦାୟିତ୍ୱରେ ଥିବା ମହେଶ…

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ କହୁଥିଲା ମୋତେ ଯିଏ ତିଆରି କରିଛି ତାକୁ ଟିଟିଲାଗଡ଼ ଲୋକ ଦେଖିବା କଥା। କୌଣସି…

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି। ଅଧିକାଂଶ ଚାଷୀଙ୍କୁ ଏପର୍ଯ୍ୟନ୍ତ ଟୋକନ ମିଳିନାହିଁ। ମିଲ୍‌ ମାଲିକମାନେ ମଣ୍ଡିକୁ ଯାଉନାହାନ୍ତି। ଏହି ସମୟରେ…

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା ଯୁବ କଂଗ୍ରେସ କମିଟିର ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି l ଅଖିଳ ଭାରତ କଂଗ୍ରେସ…

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା ପକ୍ଷରୁ ବୈଠକ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଜବତ ହୋଇଛି। ମୃତଦେହଟି ପ୍ରାୟ ତିନି ଚାରି ଦିନ ତଳର ହୋଇଥିବା ପୋଲିସ…

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର ଖେଳାଳି ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି। ଇତିମଧ୍ୟରେ ଭାରତୀୟ ଦଳର ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପ୍ରାକ୍ଟିସ…

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଏବଂ ପୂର୍ବତନ ପଞ୍ଜାବ କଂଗ୍ରେସ ସଭାପତି ନବଜୋତ ସିଂହ ସିଦ୍ଧୁଙ୍କ ରାଜନୀତିକୁ ଫେରିବା…

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସଭା ରଖାଯାଇଛି। ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ହ୍ୟୁମାନଙ୍କ ସ୍ତ୍ରୀ…

ରାଜନୀତି ଭୁଲି ଗୋଟିଏ ମଞ୍ଚରେ ଏକାଠି ନାଚିଲେ କଙ୍ଗନା, ମହୁଆ, ସୁପ୍ରିୟା, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୭।୧୨: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛି। ବିଜେପି ସାଂସଦ ଏବଂ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ, ଟିଏମସି ସାଂସଦ ମହୁଆ ମୋଇତ୍ରା ଏବଂ ଏନସିପି (ସପା) ସାଂସଦ ସୁପ୍ରିୟା ସୁଲେଙ୍କୁ ମଞ୍ଚ ଉପରେ…

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ କରିଛନ୍ତି। ଏହା ପରେ ସେମାନେ ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନଫଲୋ ମଧ୍ୟ କରିଛନ୍ତି। ସ୍ମୃତି କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?