ଧୋଇଗଲା ଡାଇଭର୍ସନ ରାସ୍ତା, ସ୍କୁଲରୁ ଘରକୁ ଫେରି ପାରିଲେନି ଛାତ୍ରୀ, କହିଲେ କେମିତି କଟାଇଲେ ରାତି…
ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତ ଗୁମାଡ଼ି ନଦୀରେ ଡାଇଭର୍ସନ ରାସ୍ତା ଧୋଇବା ଘଟଣାରେ ଅନେକ ଦୁର୍ଭାଗ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଏଭଳି ଏକ ଘଟଣା ଜଣେ ଛାତ୍ରୀ କେତେ ଭୟଭୀତରେ ଅଜଣା ଲୋକଙ୍କ ସହାୟତାରେ ରାତିଟି…
କରେଣ୍ଟ ଗଲେ ସିମନବାଡ଼ିରେ ଅଚଳ ହୋଇପଡୁଛି ମୋବାଇଲ ସେବା
ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ବର୍ଷା ହେଲେ କରେଣ୍ଟ ଯାଉଛି। ଫଳରେ ମୋବାଇଲ ସେବା ବନ୍ଦ ହୋଇଯାଉଛି। ଏହି ସମସ୍ୟା ପାଇଁ ଉକ୍ତ ଫିଡରରେ ୮ ପଞ୍ଚାୟତର ପ୍ରାୟ ହଜାର…
ପୁଣି ଲ୍ୟାଣ୍ଡ ମାଇନ ବିସ୍ଫୋରଣ: ଜଣେ ଯବାନ ଗୁରୁତର
ବଣାଇଁ,୩।୭(ପ୍ରଦୀପ ତ୍ରିପାଠୀ): ସମ୍ପ୍ରତ୍ତି କଡ଼ ଲେଉଟାଇଲାଣି ମାଓ ସଂଗଠନ। ଓଡିଶା – ଝାରଖଣ୍ଡ ସୀମା ସଂଲଗ୍ନ ଅଞ୍ଚଳରେ ଏବେ ପୁରା ସକ୍ରିୟ l ଏଥିନେଇ ଝାରଖଣ୍ଡରେ ମୁତୟନ ଅର୍ଦ୍ଧସାମରିକ ବାହିନୀ ଲଗାତାର ସର୍ଚ୍ଚ ବା କମ୍ବିଂ ଅପରେଶନ ଜାରି ରଖିଥିବାବେଳେ ଆଖିଦୃଶିଆ…
ଲଗାଣ ବର୍ଷାରେ ଘର ଉପରେ ପଡ଼ିଲା ଗଛ
ଥୁଆମୂଳ ରାମପୁର,୩ା୭(ଦୁର୍ଗା କୀର୍ତ୍ତି);କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ କାଳୀ ମନ୍ଦିର ପଡ଼ାର ପଦୁକିଶୋର ପୂଝାରୀଙ୍କ ଘର ଉପରେ ମଙ୍ଗଳବାର ଏକ ଆମ୍ବଗଛର ବିରାଟକାୟ ଶୁଖିଲା ଡାଳ ଭାଙ୍ଗିପଡ଼ିଛି। ରାତି ସାଢ଼େ ୮ଟାରେ ନିଜ ପରିବାର ସହ ସେ…
ଗୁମାଡ଼ି ଡାଇଭର୍ସନ ଧୋଇଯିବା ଘଟଣା: ଦୁଇଦିନ ବିତିଲା, ମରାମତି ନୋହିଲା
ଦାରିଙ୍ଗବାଡି, ୩।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତର ଗୁମାଡ଼ି ନଦୀର ଡାଇଭର୍ସନ ରାସ୍ତା ଧୋଇଯିବାର ଇତି ମଧ୍ୟରେ ୨ ଦିନ ବିତିଲା। କିନ୍ତୁ ମରାମତି କାର୍ଯ୍ୟ ନୋହିଲା। ଗୁରୁବାର ଉକ୍ତ ଭାସିଯାଇଥିବା ଡାଇଭର୍ସନରେ ୨ଟି ବଳଦ…
ବଡ଼ ପଥର-ମାଟି ଖସି ଜାମ ହେଲା ରାସ୍ତା, ସିର୍ଲାର୧୩ ଗାଁ, ପାରିଗଡ ପଞ୍ଚାୟତକୁ ଯାତାୟତ ଠପ୍
ତୁମୁଡିବନ୍ଧ,୩।୭ (ଦୀପକ କୁମାର ପରାସେଠ): ଲଘୁଚାପଜନିତ ବର୍ଷା ଲାଗି ରହିଛି। ଯାହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ । କେଉଁଠି ରାସ୍ତାଧୋଇ ହୋଇ ଯାଇଥିବାବେଳେ କେଉଁଠି ବଡ଼ ପଥର ଓ ମାଟି ଅତଡା ଖସି ରାସ୍ତା ଜାମ ହୋଇଛି। କନ୍ଧମାଳ ଜିଲା ତୁମୁଡିବନ୍ଧ…
କୋଲକାତା ଗଣବଳାତ୍କାର ମାମଲା: ମୋବାଇଲରୁ ମିଳିଲା ସାଂଘାତିକ ପ୍ରମାଣ, ଅଭିଯୁକ୍ତ କରିଥିଲେ…
କୋଲକାତା,୩।୭: କୋଲକାତାରେ ଛାତ୍ରୀଙ୍କୁ ବଳାତ୍କାର ମାମଲା ସାରା ଦେଶରେ ଚହଳ ସୃଷ୍ଟି କରିଛି। ଆରଜି କର ମେଡିକାଲ କଲେଜରେ ଡାକ୍ତରୀ ଛାତ୍ରୀ ବଳାତ୍କାର ମନରୁ ଲିଭିନି, ଏତିକି ବେଳେ ପଶ୍ଚିମବଙ୍ଗର ମମତା ସରକାରଙ୍କ ତଣ୍ଟିରେ କଣ୍ଟା ହୋଇ ଠାକିଛି କୋଲକାତା ଲ’…
୭ ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା, ୨୪ ଘଣ୍ଟାରେ…
ଭୁବନେଶ୍ୱର,୩।୭: ପାଣିପାଗ ବିଭାଗ ପକ୍ଷରୁ ଓଡ଼ିଶାର ୭ଟି ଜିଲାକୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଏହି ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗକୁ ନେଇ ବଡ଼…
ଛାଡ଼ୁନି ପାଣି, ବଢୁଛି କଷ୍ଟ
ଭୋଗରାଇ, ୩ା୭ (ପ୍ରଦୀପ ଦାସ): ସୁବର୍ଣ୍ଣରେଖା ଉପରମୁଣ୍ଡରେ ବର୍ଷା କମିଥିବା ବେଳେ ଗାଲୁଡ଼ିହି ଜଳାଧାରରୁ ସମସ୍ତ ଗେଟ ବନ୍ଦ ହୋଇଥିବା ସିଡବ୍ଲ୍ୟୁସି ସୂଚନା ଦେଇଛନ୍ତି। ସୁବର୍ଣ୍ଣରେଖା ରାଜଘାଟ ଗେଜ୍ଠାରେ ବନ୍ୟାଜଳ ଧୀରେ ଧୀରେ ହ୍ରାସ ପାଇ ସତର୍କ ସୂଚନା ୯.୪୫ମିଟର ତଳେ…
ଧାନ ବିକ୍ରି ନେଇ ଏବେ ବି ଅନିଶ୍ଚିତତାରେ ଚାଷୀ
ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ): ଜୁନ୍ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏବେ ମଧ୍ୟ ବରଗଡ଼ ଜିଲାର ଅନେକ ଧାନକ୍ରୟ କେନ୍ଦ୍ର ତଥା ମଣ୍ଡିରେ ବହୁସଂଖ୍ୟକ ଚାଷୀଙ୍କ ଧାନ ପଡ଼ି ରହିଛି। ସମ୍ପୃକ୍ତ ଚାଷୀମାନଙ୍କ ଚକ୍ଷୁସ୍କାନ୍ ସରିଛି। ହେଲେ ସେମାନଙ୍କ ଧାନ…
ଅନ୍ତ୍ୟୋଦୟର ସଂକଳ୍ପକୁ ସାକାର କରୁଛି ଡିଜିଟାଲ ଇଣ୍ଡିଆ
କିଛି ମାସ ପୂର୍ବରୁ ମୁଁ ଦିଲ୍ଲୀରେ ଜଣେ ବରିଷ୍ଠ ୟୁରୋପୀୟ ମନ୍ତ୍ରୀଙ୍କୁ ଭେଟିଥିଲି। ଭାରତର ଡିଜିଟାଲ ଅର୍ଥପଇଠ ବିପ୍ଳବକୁ ଦେଖି ସେ ଆଚମ୍ବିତ ହୋଇଥିଲେ। ସାରା ଭାରତରେ ଲୋକମାନେ ଯେପରି ଭାବେ ମୋବାଇଲ ଫୋନ୍ ବ୍ୟବହାର କରି ଅର୍ଥପଇଠ କରୁଛନ୍ତି, ତାହା…
RCBର ବଢ଼ିଲା ଅଡୁଆ! ବିସିସିଆଇ ନେଲା ବଡ଼ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୨।୭: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ର ଅନ୍ୟତମ ଫ୍ରାଞ୍ଚାଇଜ୍ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍ସିବି) ପାଇଁ ଅଡ଼ୁଆ ବଢ଼ିଛି। ୨୦୨୫ ଜୁନ ୪ରେ ବେଙ୍ଗାଲୁରୁର ଏମ. ଚିନ୍ନାସୱାମୀ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (RCB) ବିଜୟର ଉତ୍ସବ ସମୟରେ ହୋଇଥିବା ଦଳାଚକଟାରେ ୧୧ ଜଣଙ୍କ…
Archives


