Home Left

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଶନିବାର ବନ ବିଭାଗକୁ ନାକେଦମ୍‌ ହେବାକୁ ପଡ଼ିଛି। ସୂଚନା ଅନୁଯାୟୀ, ଧାମରା ବନ୍ଦର…

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା ଆବଶ୍ୟକ। ଚାଳିଶ ବର୍ଷ ପୂର୍ୱେ ଭାଜପା ୧୯୮୪ରେ ୭% ଭୋଟ ପାଇ ଦୁଇଟି ଲୋକ…

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ ଚାଲିବ। ଏହି ଏହି ୧୧ଦିନ ଅବଧିରେ ବରଗଡ଼ ସହର ମଥୁରାନଗରୀ ଏବଂ ଅମ୍ୱାପାଲି ଗୋପପୁର…

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ ପ୍ରଦୂଷଣ ୨.୬୭ ଡଷ୍ଟ ପାର୍ଟିକିଲ ଧୂଳି କଣା ରହିଛି। ଏକ ଘରୋଇ କମ୍ପାନୀର ଡିସପ୍ଲେ…

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ ପଡୁଛି। ଏଥିସହ ଅସହ୍ୟ ଶୀତରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସନ୍ଧ୍ୟା ପୂର୍ବରୁ…

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର ଖେଳାଳି ଭୁବନେଶ୍ୱରରେ ପହଞ୍ଚିବା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ଭାରତୀୟ ଦଳର ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା…

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର କରି ଗର୍ଭବତୀଙ୍କୁ ବୁହା ହେଉଛି ତ କେଉଁଠି ଖଟିଆରେ ବୋହି ମେଡ଼ିକାଲ ନେଉଥିବାବେଳେ ଅଧା…

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ କହିଛନ୍ତି, ରାଜନୀତିରେ ପୁଅ-ବାପାର ସମ୍ପର୍କ ନାହିଁ। ଆଦର୍ଶର ସମ୍ପର୍କ। ଦଳର ସମ୍ମାନ କ୍ଷୁଣ୍ଣ ହେଲା…

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ ସ୍କୁଟି ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ସାନଖେମୁଣ୍ଡି ବ୍ଲକ ଗାଙ୍ଗପୁର ପଞ୍ଚାୟତ…

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ ଯବାନ ଶନିବାର ପ୍ରଥମଥର ପାଇଁ ଗାଁକୁ ଫେରିଛନ୍ତି। ଏହି ଅବସରରେ ୩ ଯବାନଙ୍କୁ ଗାଁରେ…

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଅପରାହ୍ନରେ ସେ ବ୍ରହ୍ମପୁରରୁ କାମସାରି ତାଙ୍କ ବାଇକ୍‌ରେ ଘରକୁ…

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ ଓ ଗଜେନ୍ଦ୍ର ସ୍ବାଇଁ। ଏହି ଖବର ଜଣାପଡ଼ିବା ପରେ ସେମାନଙ୍କୁ ବିଭିନ୍ନ ଆଡୁ ଶୁଭେଚ୍ଛାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?