Home Left

ମିଶନ ଶକ୍ତି ପୁନର୍ଗଠନ ନିଷ୍ପତ୍ତି ଉପରେ ଲାଗିଲା ଅଙ୍କୁଶ

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ମିଶନଶକ୍ତି ପୁନର୍ଗଠନ ନେଇ ନିଆଯାଇଥିବା ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ଅଙ୍କୁଶ ଲାଗିଛି। ଚଳିତମାସ ୧୭ରେ ଏ ସଂକ୍ରାନ୍ତୀୟ ଏକ ଆବେଦନର ବିଚାରକରି ହାଇକୋର୍ଟ ବିଚାରପତି ଶଶିକାନ୍ତ ମିଶ୍ର ରାଜ୍ୟ ସରକାରଙ୍କ ମିଶନ ଶକ୍ତି ପୁନର୍ଗଠନ…

Pop Francis Death: ଫ୍ରାନ୍ସିସଙ୍କ ପରଲୋକରେ ଭାରତରେ ୩ ଦିନିଆ ଶୋକ, ଅର୍ଦ୍ଧନମିତ ରହିବ ତ୍ରିରଙ୍ଗା

ନୂଆଦିଲ୍ଲୀ,୨୨।୪: ପୋପ ଫ୍ରାନ୍ସିସଙ୍କ ଦେହାନ୍ତରେ ଭାରତ ସରକାର ସୋମବାର ତିନି ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି। ସୋମବାର Pop Francisଙ୍କର ମୃତ୍ୟୁ ହୋଇଥିଲା। ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା। ଗୃହ ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି, ‘ପୋପ ଫ୍ରାନ୍ସିସଙ୍କର…

IPL 2025: ପ୍ରିତୀ ଜିଣ୍ଟାଙ୍କୁ ନିଜ ପୁଅର ଭିଡିଓ ଦେଖାଇଲେ ବିରାଟ କୋହଲି, ହସି ପକାଇଲେ ଅଭିନେତ୍ରୀ, ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୨୨।୪: ରବିବାର ଅନୁଷ୍ଠିତ IPL 2025 ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପଞ୍ଜାବ କିଙ୍ଗସକୁ ୭ ୱିକେଟରେ ପରାସ୍ତ କରି ପୂର୍ବ ପରାଜୟର ପ୍ରତିଶୋଧ ନେଇଛି। ମୁଲାନପୁରରେ ଅନୁଷ୍ଠିତ ଏହି ମ୍ୟାଚରେ ବିରାଟ କୋହଲି ୫୪ ବଲରେ ଅପରାଜିତ ୭୩ ରନ…

ପିଅନ ପଦବୀ ପାଇଁ ଆବେଦନ କରିଛନ୍ତି ପିଏଚ୍‌. ଡି., ଏମ୍‌ବିଏ, ଲ’ ଗ୍ରାଜୁଏଟ

ଜୟପୁର, ୨୨ା୪: ରାଜସ୍ଥାନ ସରକାରଙ୍କ ଅଧୀନ ରାଜସ୍ଥାନ ସବ୍‌ଅର୍ଡିନେଟ ଆଣ୍ଡ୍‌ ମିନିଷ୍ଟ୍ରିଆଲ ଷ୍ଟାଫ୍‌ ସିଲେକ୍ସନ ବୋର୍ଡ (ଆର୍‌ଏସ୍‌ଏମ୍‌ଏସ୍‌ଏସ୍‌ବି) ଦ୍ୱାରା ଜାରି ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ନିଯୁକ୍ତି ପାଇଁ ରେକର୍ଡ ସଂଖ୍ୟକ ଆବେଦନ ହୋଇଛି। ମୋଟ ୫୩,୭୪୯ ପଦବୀ ପାଇଁ ହେଉଥିବା ଏହି…

କାହିଁକି ନନ ଭେଜ ଛାଡିଛନ୍ତି JD Vance? ନାହିଁ ତ ଇଣ୍ଡିଆ କନେକ୍ସନ

ନୂଆଦିଲ୍ଲୀ,୨୨।୪: ସୋମବାର (୨୧ ଏପ୍ରିଲ, ୨୦୨୫) ସକାଳେ, ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ବିମାନ ଦିଲ୍ଲୀ ବିମାନବନ୍ଦରରେ ଅବତରଣ କରିଥିଲା, ଯେଉଁଠାରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ Vance ଏବଂ ତାଙ୍କ ପରିବାରକୁ ସ୍ବାଗତ କରିଥିଲେ। ଏହି ସମୟରେ, ଭାନ୍ସଙ୍କ ପିଲାମାନେ…

କାନାଡାର ହିନ୍ଦୁ ମନ୍ଦିର, ଗୁରୁଦ୍ୱାରାରେ ଖଲିସ୍ତାନୀଙ୍କ ଆକ୍ରମଣ

ଓଟ୍ଟାଓ୍ବା, ୨୨।୪:କାନାଡାର ଖଲିସ୍ତାନୀ ଉଗ୍ରବାଦୀମାନେ ରବିବାର ରାତିରେ ଭାଙ୍କୋଭରସ୍ଥିତ ଖାଲ୍‌ସା ଦ୍ୱିଓ୍ବାନ୍‌ ସୋସାଇଟି (କେଡିଏସ୍‌) ଗୁରୁଦ୍ୱାରାରେ ଭଙ୍ଗାରୁଜା କରିବା ସହ ଏହାର କାନ୍ଥରେ ବିଭିନ୍ନ ପ୍ରକାରର ଚିତ୍ର ଆଙ୍କିଛନ୍ତି। ଏନେଇ ଗୁରୁଦ୍ୱାରା ପ୍ରଶାସନ ପକ୍ଷରୁ ସୋମବାର ସୂଚନା ଦିଆଯିବା ସହ କିଛି…

ଉଦ୍‌ଘାଟନୀ ଉପକଥା

ଟିଏ ଘଟଣା ବିଷୟରେ ଚିନ୍ତା କରାଯାଉ। ପରିବେଶ ସୁରକ୍ଷା ଉପରେ ରାଜ୍ୟସ୍ତରୀୟ କର୍ମଶାଳା ହେଉଥିବ। ଆବଦ୍ଧ ସଭାଗୃହ ମଧ୍ୟରେ ଭରି ରହିଥିବେ ଦର୍ଶକ। ସାଜସଜ୍ଜା ବେଶ୍‌ ମନଲୋଭା ହୋଇଥିବ। ରଙ୍ଗବେରଙ୍ଗର ଫୁଲରେ ସଜେଇ ହୋଇଥିବ ସଭାମଞ୍ଚ। ସମ୍ମିଳନୀ କକ୍ଷର ପରିବେଶକୁ ଶୀତଳ…

୫୬ ଲକ୍ଷରେ ନିଲାମ ହେଲା ଭଙ୍ଗା ଫୁଲଦାନି

ଲଣ୍ଡନ: ବ୍ରିଟେନ୍‌ର ଏକ ଭଙ୍ଗା ଏବଂ ପୁରୁଣା ଫୁଲଦାନି ନିଲାମରେ ଏହା ୫୬ ଲକ୍ଷ ଟଙ୍କା (ପ୍ରାୟ ୬୬ ହଜାର ଡଲାର)ରେ ବିକ୍ରି ହୋଇ ଚର୍ଚ୍ଚାରେ ରହିଛି। ଏହି ଫୁଲଦାନିଟି ପ୍ରସିଦ୍ଧ ଜର୍ମାନ-ବ୍ରିଟିଶ ମୃତ୍ତିକା ଶିଳ୍ପୀ ହାନ୍ସ କୋପରଙ୍କ ଏକ ବିରଳ କଳାକୃତି…

ବିକଶିତ ରାଷ୍ଟ୍ର ହେବା ପାଇଁ ବର୍ଷକୁ ୮ ନିୟୁତ ନିଯୁକ୍ତି ସୃଷ୍ଟି ଆବଶ୍ୟକ: ସିଇଏ

ନୂଆଦିଲ୍ଲୀ,୨୨।୪: ୨୦୪୭ ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବାର ଲକ୍ଷ୍ୟ ହାସଲ କରିବାକୁ ହେଲେ ବର୍ଷକୁ ୮ ନିୟୁତ ହିସାବରେ ଅନୂ୍ୟନ ପରବର୍ତ୍ତୀ ୧୦ରୁ ୧୨ ବର୍ଷ ପର୍ଯ୍ୟନ୍ତ ନିଯୁକ୍ତି ସୃଷ୍ଟି କରିବାକୁ ହେବ। ଏଥିସହିତ ମୋଟ ଘରୋଇ ଉତ୍ପାଦ (ଜିଡିପି)ରେ…

ନିର୍ବାଚନ କମିଶନ ସାଲିସ୍‌ କରିଛନ୍ତି

ବାଷ୍ଟନ/ନୂଆଦିଲ୍ଲୀ,୨୨।୪: ଆମେରିକା ଗସ୍ତରେ ଯାଇଥିବା କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସେଠାର ଏକ କାର୍ଯ୍ୟକ୍ରମରେ ଭାରତର ନିର୍ବାଚନ କମିଶନଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ମହାରାଷ୍ଟ୍ର ନିର୍ବାଚନରେ ମତଦାନ ସଂଖ୍ୟାକୁ ନେଇ ସେ ପ୍ରଶ୍ନ…

କିପରି ହୁଏ ନୂଆ ପୋପ୍‌ ନିର୍ବାଚନ: ଜାଣନ୍ତୁ କ’ଣ ରହିଛି ପ୍ରକ୍ରିୟା

ନୂଆଦିଲ୍ଲୀ,୨୨।୪: ୧୪୦ କୋଟି କାଥୋଲିକ୍‌ଙ୍କର ଧର୍ମୀୟ ମୁଖ୍ୟ ଥିବା ପୋପ୍‌ ଫ୍ରାନ୍ସିସଙ୍କ ପରଲୋକ ପରେ ଭାଟିକାନ୍‌ ନେତୃତ୍ୱବିହୀନ ହୋଇଛି। ନୂଆ ନେତା ନିର୍ବାଚନ ହେବା ପର୍ଯ୍ୟନ୍ତ ଏକ ଏହା ଏକ ଅନ୍ତରାଳ ସମୟ ମଧ୍ୟରେ ଗତି କରିବ। କାମେରଲେଙ୍ଗୋ (ଭାଟିକାନ୍‌ର ସମ୍ପତ୍ତି…

ପିଅନ ନିଯୁକ୍ତି ପାଇଁ ଆବେଦନ କରିଛନ୍ତି ପିଏଚ୍‌.ଡି., ଏମ୍‌ବିଏ, ଲ’ ଗ୍ରାଜୁଏଟ

ଜୟପୁର, ୨୧।୪:ରାଜସ୍ଥାନ ସରକାରଙ୍କ ଅଧୀନ ରାଜସ୍ଥାନ ସବ୍‌ଅର୍ଡିନେଟ ଆଣ୍ଡ୍‌ ମିନିଷ୍ଟ୍ରିଆଲ ଷ୍ଟାଫ୍‌ ସିଲେକ୍ସନ ବୋର୍ଡ (ଆର୍‌ଏସ୍‌ଏମ୍‌ଏସ୍‌ଏସ୍‌ବି) ଦ୍ୱାରା ଜାରି ହୋଇଥିବା ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ନିଯୁକ୍ତି ପାଇଁ ରେକର୍ଡ ସଂଖ୍ୟକ ଆବେଦନ ହୋଇଛି। ମୋଟ ୫୩,୭୪୯ ପଦବୀ ପାଇଁ ହେଉଥିବା ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri