ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ
ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ ଅନ୍ୟଥର ଭଳି ଏଥର ମଧ୍ୟ ପଞ୍ଜୀକରଣରେ ନୂଆ କଟକଣା ଚାଷୀଙ୍କୁ ଅଡ଼ୁଆ ସାଜିଥିଲା…
ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ
ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା ଦେଇଛି। ପାଟଦରା(କୁଇମୁଣ୍ଡା) ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଅବ୍ୟବସ୍ଥା ମଧ୍ୟରେ ଚାଲିଛି।…
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସିଜେପି ମୁଖପାତ୍ର
ନୂଆଦିଲ୍ଲୀ, ୨୨।୮: ନିଜର ବାସଭୂମି ଠିକଣା ଏବଂ ବ୍ୟକ୍ତିଗତ ଗୋପନୀୟତାକୁ ଜନସାଧାରଣଙ୍କ ସାମ୍ନାରେ ପ୍ରକାଶ କରାଯିବା ପ୍ରସଙ୍ଗରେ ଡାହାଣପନ୍ଥୀ ମନ୍ତବ୍ୟକାରୀ ଅଭିଜିତ ଆୟର ମିତ୍ର ଏବଂ ଅନେକ ଗଣମାଧ୍ୟମ ପ୍ଲାଟଫର୍ମ ବିରୋଧରେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି କକ୍ରୋଚ ଜନତା ପାର୍ଟି…
ସ୍ବାସ୍ଥ୍ୟ ସମସ୍ୟା ଥିଲେ ଗର୍ଭପାତ ଆଶଙ୍କା ୨୦% ଅଧିକ
ନୂଆଦିଲ୍ଲୀ, ୨୨।୮: ଏକାଧିକ ଦୀର୍ଘକାଳୀନ ଶାରୀରିକ ବା ମାନସିକ ସ୍ବାସ୍ଥ୍ୟ ସମସ୍ୟା ନେଇ ଗର୍ଭଧାରଣ ଆରମ୍ଭ କରିବା ଦ୍ୱାରା ଗର୍ଭପାତ ହୋବର ଆଶଙ୍କା ୨୦ପ୍ରତିଶତ ଏବଂ ପ୍ରବଳ ବାନ୍ତି ତଥା ଅଇ ଲାଗିବା ସମସ୍ୟା ୬୯ପ୍ରତିଶତ ଅଧିକ ହୋଇପାରେ ବୋଲି ଏକ…
କଡ଼ା ଜବାବ ଦେବୁ: ଇରାନ
ତେହେରାନ, ୨୨।୮: ଇରାନର ନେତୃତ୍ୱକୁ କ୍ଷତବିକ୍ଷତ କରିବା ପାଇଁ ଆମେରିକା ଇତିହାସର ସବୁଠାରୁ କଠୋର ଆର୍ଥିକ କଟକଣା ଲଗାଇବାକୁ ଘୋଷଣା କରିବା ପରେ, ଇରାନ ଏହାର ଏକ ଦୃଢ଼ ଓ କଡ଼ା ଜବାବ ଦେବାକୁ ଚେତାବନୀ ଦେଇଛି। ଆମେରିକାର ଏହି ନୂତନ…
ବଲାଙ୍ଗୀରରେ ଚାଞ୍ଚଲ୍ୟ: ସ୍ତ୍ରୀ ଫେରି ଆସିବ ବୋଲି ଦେଇଥିଲେ ନରବଳି
ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର): ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ ସମ୍ମୁଖରେ ସ୍ବୀକାର କରିଛନ୍ତି ଅଭିଯୁକ୍ତ। ବଲାଙ୍ଗୀର ଏସ୍ପି ଅଭିଳାଷ ଜି. ଶୁକ୍ରବାର ଏନେଇ…
ହଷ୍ଟେଲରେ ଭୂତ, ଘରକୁ ଫେରିଗଲେ ଛାତ୍ରୀ
ଯୋଡ଼ା,୨୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍ ଭୂୟଁା ରୋଇଡା ପଞ୍ଚାୟତରେ ଥିବା ଭୂୟଁା ରୋଇଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଭୂତ ଭୟ ଦେଖାଯାଇଛି। ଅନେକ ଅନ୍ତେବାସୀ ନାନା ରୋଗରେ ପୀଡ଼ିତ ହେବା ପରେ ଭୟର ବାତାବରଣ…
ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା
ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଗ ଅନୁକୂଳ ହେଉଥିବାବେଳେ ୨୧ ଜିଲାକୁ…
ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ
ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ ରାସ୍ତାରେ ଚାଲିଚାଲି ଯିବାକୁ ପଡୁଛି। ମଙ୍ଗଳବାର ଏହି ରାସ୍ତାରେ ସାଇକେଲରେ ବିଦ୍ୟାଳୟକୁ ଯାଉଥିବା…
ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ
ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା ଗଣେଶ ପୂଜା ପାଇଁ ଶୁଭସ୍ଥମ୍ଭ ସ୍ଥାପନ ଉତ୍ସବ ଶୁକ୍ରବାର ଆଡ଼ମ୍ବରପୂର୍ଣ୍ଣ ଓ ଆଧ୍ୟାତ୍ମିକ…
ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ
ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି ଶୁକ୍ରବାର ପାରଳାଖେମୁଣ୍ଡି ଆଣିଛି। ସେମାନେ ହେଲେ ଅଭିଳାଷ ଦଳବେହେରା (୨୧), ନିଥନିଏଲ ରଇତ…
ହକି ବିଶ୍ୱକପ୍ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍ ମ୍ୟାଚ୍, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍
ଆମଷ୍ଟେଲଭିନ୍,୨୧ା: ଚଳିତ ଏଫ୍ଆଇଏଚ୍ ପୁରୁଷ ହକି ବିଶ୍ୱକପ୍ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି ମ୍ୟାଚ୍ ଭାରତ ଲାଗି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିଚାର କରାଯାଉଛି। ଭାରତ ପାଇଁ…

