ଅନିରୁଦ୍ଧାଚାର୍ଯ୍ୟଙ୍କୁ ହୃଦୟର କଥା କହିବା ପଡ଼ିଲା ମହଙ୍ଗା: ଚତୁର୍ଥୀ ରାତିରେ ଗଲା ଶିକ୍ଷକଙ୍କ ଜୀବନ
ଜବଲପୁର,୧।୭: ମଧ୍ୟପ୍ରଦେଶର ଜବଲପୁରର ଜଣେ ଅତିଥି ଶିକ୍ଷକଙ୍କୁ ପ୍ରସିଦ୍ଧ କଥାକାର ଅନିରୁଦ୍ଧାଚାର୍ଯ୍ୟଙ୍କ ମଞ୍ଚରେ ନିଜ ହୃଦୟର କଥା କହିବାର ମୂଲ୍ୟ ଦେବାକୁ ପଡ଼ଛି। ୪୯ ବର୍ଷ ବୟସରେ ବିବାହ ନ କରିବାର ଖବର ଚତୁର ଗୁଣ୍ଡାମାନଙ୍କ ପାଖରେ ପହଞ୍ଚିଲା ଏବଂ ସେମାନେ…
ବିଏମ୍ସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ: ସାମୂହିକ ଛୁଟିରେ ରହିବା ନିଷ୍ପତ୍ତିକୁ ସ୍ଥଗିତ କଲା OAS ସଂଘ
ଭୁବନେଶ୍ୱର,୧ା୭: ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ କାର୍ଯ୍ୟାଳୟ ପରିସରରେ ଆକ୍ରମଣ ପ୍ରସଙ୍ଗକୁ ନେଇ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଫିସର ସଂଘ କଡ଼ା ନିନ୍ଦା କରିଛି। ସଂଘର ରାଜ୍ୟ ସଭାପତି ଜ୍ୟୋତିରଞ୍ଜନ ମିଶ୍ର କହିଛନ୍ତି, ଏଭଳି ବର୍ବରୋଚିତ…
ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ଏବେ ପର୍ଯ୍ୟନ୍ତ ୩୪ ମୃତ, ଉଦ୍ଧାର କାର୍ଯ୍ୟ ଜାରି
ହାଇଦ୍ରାବାଦ,୧।୭: ତେଲଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ପଶାମୟାଲାରାମରେ ଥିବା ସିଗାଚି ଇଣ୍ଡଷ୍ଟ୍ରିଜ ଔଷଧ କାରଖାନାରେ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪ କୁ ବୃଦ୍ଧି ପାଇଛି। ଜଣେ ବରିଷ୍ଠ ପୋଲିସ ଅଧିକାରୀ ମଙ୍ଗଳବାର (୧ ଜୁଲାଇ, ୨୦୨୫)ରେ ଏହି ସୂଚନା ଦେଇଛନ୍ତି। ଜିଲା ପୋଲିସ…
କମିଲା ଗ୍ୟାସ ଦର
ନୂଆଦିଲ୍ଲୀ,୧।୭: ପ୍ରତି ମାସରେ କିଛି ନା କିଛି ନୂଆ ପରିବର୍ତ୍ତନ ଆସୁଛି। ଏହି କ୍ରମରେ, ଆଜି ଅର୍ଥାତ ୧ ଜୁଲାଇ ଠାରୁ, ଏପରି କିଛି ନିୟମ ପରିବର୍ତ୍ତନ କରାଯାଉଛି ଯାହା ଆପଣଙ୍କ ଉପରେ ସିଧାସଳଖ ପ୍ରଭାବ ପକାଇପାରେ। ଏହି ପରିବର୍ତ୍ତନଗୁଡ଼ିକ ମଧ୍ୟରେ…
ସପ୍ତାହେ ପରେ ସୁବର୍ଣ୍ଣରେଖାରେ ପୁଣି ବନ୍ୟା
ଭୋଗରାଇ,୧ା୭(ପ୍ରଦୀପ ଦାସ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ସୁବର୍ଣ୍ଣରେଖା ଉପରମୁଣ୍ଡ ଓ ନିମ୍ନ ଅବବାହିକାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି। ଏଭଳି ସ୍ଥିତିରେ ଝାଡ଼ଖଣ୍ଡରେ ଥିବା ଚାନ୍ଦଲି ଡ୍ୟାମ ସହିତ ଗାଲୁଡ଼ିହି ଓ ଖରଖାଇ ବ୍ୟାରେଜରୁ ଉଦ୍ବୃତ୍ତ ବର୍ଷାଜଳ…
ହିମାଚଳରେ ବାଦଲ ଫଟା ବର୍ଷା, ୩ ମୃତ ୩୦ ନିଖୋଜ
ମଣ୍ଡି,୧।୭: ହିମାଚଳ ପ୍ରଦେଶର ମଣ୍ଡି ଜିଲାରେ ସୋମବାର ରାତିରେ ଏବଂ ମଙ୍ଗଳବାର ସକାଳେ ବାଦଲ ଫଟା ବର୍ଷା ଯୋଗୁ ବହୁ କ୍ଷୟକ୍ଷତି ଘଟିଛି। କାରସୋଗ, ସେରାଜ ଏବଂ ଧରମପୁର ଉପଖଣ୍ଡରେ ଏହି ବାଦଲ ଫଟା ବର୍ଷା ଯୋଗୁ ଜୀବନଯାତ୍ରା ବ୍ୟାହତ ହୋଇଛି।…
ଏଇ ଭାରତରେ
ଚେନ୍ନାଇର ୩୬ ବର୍ଷୀୟା ଡି. ଉମାରାନୀ ଅସହାୟ ଲୋକଙ୍କୁ ମାଗଣାରେ ଖାଇବାକୁ ଦେଉଛନ୍ତି। ବିଶେଷକରି ଅନ୍ୟମାନଙ୍କ ଘରେ କାମ କରୁଥିବା ଗରିବ ମହିଳା, ଶ୍ରମିକ ଶ୍ରେଣୀର ଲୋକ କିମ୍ବା ପରିବାର ଛାଡ଼ି ଅସହାୟ ଅବସ୍ଥାରେ ରହୁଥିବା ୮୦୦ ଲୋକଙ୍କୁ ପ୍ରତିଦିନ ଦୁଇବେଳା…
ଶହେବର୍ଷର ଆହ୍ବାନ
ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶକୁ ଶହେ ବର୍ଷ ପୂର୍ତ୍ତି ହେବାକୁ ଆଉ ଏଗାର ବର୍ଷ ବାକି ଅଛି। ଗୋଟିଏ ପ୍ରଦେଶକୁ ଶହେ ବର୍ଷ ପୂରଣ ହେବା ନିଶ୍ଚିତ ଭାବେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲ୍ଖୁଣ୍ଟ। ଏହି ଅବସରରେ ରାଜ୍ୟ ସରକାର, ରାଜନୈତିକ ଦଳ ଓ…
ଆମ ସମବେଦନା କେତେ ନିରପେକ୍ଷ
ପର ଦୁଃଖରେ ଦୁଃଖୀ ହେବା ତଥା ସମବେଦନା ପରିପ୍ରକାଶ କରିବା ଏକ ସ୍ବୟଂକ୍ରୀୟ ପ୍ରବୃତ୍ତି। ସେଥିପାଇଁ ଗୁଜରାଟୀ କବି ନରସିଂହ ମେହଟ୍ଟାଙ୍କ ଭାଷାରେ ”ବୈଷ୍ଣବ ଜନତୋ ତେନେ କହିଏ ଯୋପୀଡ଼ ପରାଇ ଜାନେରେ।“ କିନ୍ତୁ ଏହି ସହାନୁଭୂତିକୁ ଜାତି, ଧର୍ମ, ବର୍ଣ୍ଣ,…
ବଙ୍କର-ବଷ୍ଟର ମିଶାଇଲ ବିକଶିତ କରୁଛି ଭାରତ
ନୂଆଦିଲ୍ଲୀ,୧।୭: ଇରାନର ୩ଟି ନ୍ୟୁକ୍ଲିୟର ଫାସିଲିଟିକୁ ଧ୍ୱଂସ କରିବା ଲାଗି ଆମେରିକା ଗତ ୨୨ ତାରିଖରେ ଜିବିୟୁ-୫୭/ଏ ବଙ୍କର-ବଷ୍ଟରକୁ ନିୟୋଜିତ କରିଥିଲା। ଏହି ଅତ୍ୟାଧୁନିକ ସାମର୍ଥ୍ୟ ହାସଲ କରିବା ଲାଗି ଭାରତ ଜୋର୍ଦାର ଉଦ୍ୟମ ଚଳାଇଛି। ନୂଆ ତଥା ଶକ୍ତିଶାଳୀ ମିଶାଇଲ୍ ସିଷ୍ଟମ୍…
ଟ୍ରମ୍ପ୍ଙ୍କ ନୂଆ ବିଲ୍ରେ ରିମିଟାନ୍ସ ଟ୍ୟାକ୍ସ ୧%କୁ ହ୍ରାସ
ନୂଆଦିଲ୍ଲୀ,୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ବିଗ୍ ବିଉଟିଫୁଲ୍ ବିଲ୍ରେ ପ୍ରସ୍ତାବିିତ ୫ ପ୍ରତିଶତ ରିମିଟାନ୍ସ ଟ୍ୟାକ୍ସକୁ ୧ ପ୍ରତିଶତକୁ ହ୍ରାସ କରାଯାଇଛି। ଏହି ବିଲ୍ ସିନେଟ୍ର ଏକ ପ୍ରମୁଖ ପ୍ରତିବନ୍ଧକକୁ ଅତିକ୍ରମ କରିଛି। ସଂଶୋଧିତ ବିଲ୍ରେ ଟିକସ ହ୍ରାସ କରାଯାଇଥିବାରୁ ଆମେରିକାରେ…
ସାର୍କର ବିକଳ୍ପ ଗଢ଼ୁଛନ୍ତି ଚାଇନା, ପାକିସ୍ତାନ
ନୂଆଦିଲ୍ଲୀ,୧।୭: ଦକ୍ଷିଣ ଏସୀୟ ଆଞ୍ଚଳିକ ସହଯୋଗ ସଂଗଠନ (ସାର୍କ)ରେ ଭାରତ ପ୍ରମୁଖ ସଦସ୍ୟ ରହିଛି। ଏଥିରେ ଭାରତର ପ୍ରାଧାନ୍ୟ ରହିଥିବାରୁ ଏହାକୁ ଟକ୍କର ଦେବା ପାଇଁ ଏକ ବିକଳ୍ପ ସଂଗଠନ ଗଢ଼ିବା ପାଇଁ ଚାଇନା ଏବଂ ପାକିସ୍ତାନ ଯୋଜନା ଚଳାଇଛନ୍ତି। ବାଂଲାଦେଶ ସେମାନଙ୍କ…
Archives


