ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…
ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା ଆଲୋଚନା ଓ ବିଚାରବିମର୍ଶ ଚାଲିଛି, ଠିକ ସମୟରେ ଘୋଷଣା ହେବ। ଡେଡ୍ଲାଇନ ଦେବିନି କିନ୍ତୁ…
ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…
ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ପ୍ରାକ୍ତନ କ୍ରୀଡ଼ା ପ୍ରଶିକ୍ଷକ ପି.ଆନନ୍ଦ…
ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ
ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା ଦ୍ୱାରା ବହୁ ବିମାନ ଯାତ୍ରୀ ପ୍ରଭାବିତ ହୋଇଛନ୍ତି। ଘଣ୍ଟା ଘଣ୍ଟା ଅପେକ୍ଷା କରିବା ପରେ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ
ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି ପାଣିଗ୍ରାହୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ଆଲୋଚନା କରିଛନ୍ତି। କ୍ୱାରୀ ନିଲାମ…
ମଝି ଆକାଶରେ ଫୁଟବଲ ଖେଳିଲେ ଦୁଇ ଖେଳାଳି, ଭୟଙ୍କର ଦୃଶ୍ୟ ଦେଖିଲେ…
କିଛି ଲୋକ ଅନେକ ଦୁଃସାହସିକ କାର୍ଯ୍ୟ କରିଥାନ୍ତି। ଯାହା ଦେଖି ଲୋକଙ୍କ ପ୍ରାଣବାୟୁ ଉଡ଼ିଯିବା ପରି ଲାଗେ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖି ଲୋକମାନେ ଭାବୁଛନ୍ତି ଖେଳ ନାମରେ କିଏ ଏପରି ବିପଦପୂର୍ଣ୍ଣ…
ଅସୀମ ମୁନିର ହେଲେ CDF, ପାକିସ୍ତାନର ୩ ସେନା ରହିବେ କଣ୍ଟ୍ରୋଲରେ, ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…
ଇସଲାମାବାଦ,୫।୧୨: ପାକିସ୍ତାନ ତା’ର ସାମରିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିଛି, ଜେନେରାଲ ଅସୀମ ମୁନିରଙ୍କୁ ଦେଶର ପ୍ରଥମ ପ୍ରତିରକ୍ଷା ବାହିନୀ (CDF) ମୁଖ୍ୟ ଭାବରେ ନିଯୁକ୍ତ କରିଛି। ରାଷ୍ଟ୍ରପତି ଭବନରୁ ଜାରି ହୋଇଥିବା ଏହି ନିର୍ଦ୍ଦେଶ ସହିତ, ମୁନିର ଏବେ…
ଟ୍ରମ୍ପଙ୍କୁ ଜୋରଦାର ଝଟ୍କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ
ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ ଡଲାର ତୁଳନାରେ ଟଙ୍କାରେ ଏକ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି। ଗୁରୁବାର ଭାରତୀୟ ଟଙ୍କା…
ପ୍ରଶଂସକଙ୍କ ପାଇଁ ଖୁସିଖବର: ଦକ୍ଷିଣ ଆଫ୍ରିକା ODI ସିରିଜ ପରେ ଟି-୨୦କୁ ଫେରିବେ ରୋହିତ!
ନୂଆଦିଲ୍ଲୀ,୫।୧୨: ରୋହିତ ଶର୍ମା ଭାରତୀୟ ଘରୋଇ କ୍ରିକେଟ ପ୍ରତି ଏତେ ପ୍ରତିବଦ୍ଧତା ଦେଖାଉଛନ୍ତି ଯେ ସେ କେବଳ ଲିଷ୍ଟ ଏ କ୍ରିକେଟ ନୁହେଁ ବରଂ ଟି-୨୦ କ୍ରିକେଟ ମଧ୍ୟ ଫେରିବାକୁ ଆଗ୍ରହୀ। ଏକ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ରୋହିତ ଶର୍ମା ୨୦୨୫ରେ…
ପ୍ରଶ୍ନପତ୍ର ଲିକ୍: ବାତିଲ ହେଲା ଏଏନ୍ଏମ୍ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ
ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍ଏମ୍ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ ଏକା ପ୍ରଶ୍ନ କରିଥିଲେ। ଆଜି ୨ଟା ବେଳେ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ…
ସାମ୍ନାକୁ ଆସିଲା ବିରାଟ-ରୋହିତଙ୍କ ସୁରକ୍ଷାରେ ବଡ଼ ତ୍ରୁଟି, ଟିମଙ୍କ ସହ ବୁଲିଲେ ଅପରାଧି!
ରାୟପୁର,୫।୧୨: ରାୟପୁରରେ ଖେଳାଯାଇଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ ସମୟରେ ଖେଳାଳିଙ୍କ ସୁରକ୍ଷାରେ ବଡ଼ ଅବହେଳାର ପର୍ଦ୍ଦାଫାସ ହୋଇଛି। ଏହି ମ୍ୟାଚ ସମୟରେ, ଖେଳାଳିଙ୍କ ସୁରକ୍ଷା ଦାୟିତ୍ୱ ଡଜନ ଡଜନ ମାମଲାରେ ଅଭିଯୁକ୍ତ ବ୍ୟକ୍ତିଙ୍କୁ ଦିଆଯାଇଥିଲା।…
ଓ୍ବାସିମ ଆକ୍ରମଙ୍କୁ ଟପିଲେ ଷ୍ଟାର୍କ
ବ୍ରିସବେନ,୫ା୧୨: ଅଷ୍ଟ୍ରେଲିଆ-ଇଂଲଣ୍ଡ ମଧ୍ୟରେ ଗୁରୁବାରଠାରୁ ଦ୍ୱିତୀୟ ଆଶେସ ଟେଷ୍ଟ ଆରମ୍ଭ ହୋଇଯାଇଛି। ଟେଷ୍ଟ କ୍ରିକେଟରେ ଅଷ୍ଟ୍ରେଲିଆର ଫାଷ୍ଟ ବୋଲର ମିଚେଲ ଷ୍ଟାର୍କ ସବୁଠୁ ସଫଳ ବାମହାତୀ ପେସର ହେବାର ରେକର୍ଡ କରିଛନ୍ତି। ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନରେ ୬…
ମହୁଲି ଭାଟି ଉପରେ ପୋଲିସର ଚଢ଼ାଉ, ମଦ ରନ୍ଧା ସାମଗ୍ରୀରେ ଲଗାଇଦେଲା ନିଆଁ
ପାଟଣା,୫ା୧୨(ବୀରକିଶୋର ଦାଶ): ବେଆଇନଦେଶୀ ମହୁଲି ଭାଟି ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମହୁଲି ମଦ ସହ ପୋଚ ନଷ୍ଟ କରିଛି। କେନ୍ଦୁଝର ଜିଲାତୁରୁମୁଙ୍ଗା ଥାନା ଦାଶରଥିପୁର ଗ୍ରାମର ପତଳା ସାହି ଜଙ୍ଗଲ ଭିତରେ ବେଆଇନ ଦେଶୀ ମହୁଲି ମଦ…

