Home Left

ନିଖୋଜ ଆଶୀର୍ବାଦଙ୍କ ମୃତଦେହ ମିଳିଲା: ମାରି ଫିଙ୍ଗିଥିଲେ ଦାଦା!

ଡେଲାଙ୍ଗ,୨୧ା୪: ପୁରୀ ଜିଲା ଡେଲାଙ୍ଗର ନିଖୋଜ ନାବାଳକ ଆଶୀର୍ବାଦ ସାହୁଙ୍କ ମୃତଦେହ ସୋମବାର ମିଳିଛି। ୭ ଦିନ ପରେ ଘର ପାଖ ପାଇଖାନା ଟାଙ୍କିରୁ ମୃତଦେହ ଉଦ୍ଧାର କରାଯାଇଛି। ତେବେ ହତ୍ୟା ସନ୍ଦେହରେ ଅଭିଯୁକ୍ତ ଦାଦା ପ୍ରଭାକର ସାହୁଙ୍କୁ ପୋଲିସ ଅଟକ…

ହସ୍ପିଟାଲରେ ବରିଷ୍ଠ ନାଗରିକଙ୍କୁ ଘୋଷାରିନେଲେ

ଛତରପୁର, ୨୧।୪: ମଧ୍ୟପ୍ରଦେଶର ଛତରପୁର ଜିଲା ଚିକିତ୍ସାଳୟରେ ଜଣେ ୭୦ ବର୍ଷୀୟ ବରିଷ୍ଠ ନାଗରିକ ଉଦ୍ଧବ ସିଂଙ୍କୁ ୨ ଜଣ ବ୍ୟକ୍ତି ଘୋଷାରି ନେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ନୌଗାଓଁ ନିବାସୀ ଉଦ୍ଧବ ଗତ ୧୭ରେ ସ୍ତ୍ରୀଙ୍କ ମେଡିକାଲ…

ଆଜି ମୋଦି-ଭାନ୍ସ ଆଲୋଚନା

ନୂଆଦିଲ୍ଲୀ,୨୧।୪(ପି.ଟି.): ଭାରତ ଗସ୍ତରେ ଆସୁଥିବା ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଓ ତାଙ୍କ ସ୍ତ୍ରୀ ତଥା ଭାରତୀୟ ବଂଶୋଦ୍ଭବ ସେକେଣ୍ଡ ଲେଡି ଉଷା ଭାନ୍ସଙ୍କ ସମ୍ମାନାର୍ଥେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସନ୍ଧ୍ୟାରେ ୭ ଲୋକକଲ୍ୟାଣ ମାର୍ଗ ବାସଭବନରେ ନୈଶଭୋଜିର ଆୟୋଜନ…

ମୋହନାରେ କାଳବୈଶାଖୀର ତାଣ୍ଡବ: ଉଡିଲା ଛପର, ଉପୁଡ଼ିଲା ବିଶାଳ ଗଛ

ମୋହନା,୨୦।୪: ଗଜପତି ଜିଲା ମୋହନା ବ୍ଲକରେ କାଳବୈଶାଖୀର ତାଣ୍ଡବ। ରବିବାର ଅପରାହ୍ନ ୪ଟାରେ ପବନ ସାଙ୍ଗକୁ ଘଡ଼ଘଡ଼ି ସହ ବର୍ଷା ଏବଂ କୁଆ ପଥର ପଡ଼ିବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ସୂଚନାନୁଯାୟୀ, ବ୍ଲକର ଢେପାଗୁଡ଼ା ଗ୍ରାମ ପଞ୍ଚାୟତର ଗୋଠକେଳି ଗାଁର…

ଆଇପିଏଲରେ ଅଭୂତପୂର୍ବ କୃତିତ୍ୱ ହାସଲ କଲେ ବିରାଟ କୋହଲି, ପଛରେ ପଡିଲେ ଡେଭିଡ ଓ୍ୱାର୍ଣ୍ଣର

ନୂଆଦିଲ୍ଲୀ, ୨୦।୪: ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ରବିବାର ପଞ୍ଜାବ କିଙ୍ଗସ ବିପକ୍ଷ ଆଇପିଏଲ ୨୦୨୫ ମ୍ୟାଚରେ ନିଜ ନାମରେ ଏକ ଚମତ୍କାର ରେକର୍ଡ ଯୋଡ଼ିଛନ୍ତି। କୋହଲି ଏହି ମ୍ୟାଚରେ ୫୪ ବଲରୁ ଅପରାଜିତ ୭୩ ରନ…

ବିବାହ ଭୋଜିରେ ଦେଲେନି ମାଂସ, ରାଗରେ ନିଆଁବାଣ ହୋଇ ଗାଡ଼ି ଜାଳିଦେଲେ ୨ ଯୁବକ

ବଲାଙ୍ଗୀର, ୨୦।୪(ସୁନୀଲ କୁମାର ମହାନ୍ତି): ବିବାହ ଭୋଜିରେ ମାଂସ ଦେଲେ ନାହିଁ ବୋଲି ଏକ ଚାରିଚକିଆ ଗାଡକୁ ନିଆଁ ଲଗାଇ ପୋଡ଼ି ଦେଲେ କିଛି ଯୁବକ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା ବେଲପଡା ଥାନା ଖଲିପଥର…

ଇତିହାସ ରଚିଲେ Virat Kohli

ନୂଆଦିଲ୍ଲୀ,୨୦।୪: ବିରାଟ କୋହଲି ଏବେ ଇଣ୍ଡିଆନ ପ୍ରିମିୟର ଲିଗ ଇତିହାସରେ ସର୍ବାଧିକ ଅର୍ଦ୍ଧଶତକ ହାସଲ କରିଥିବା ବ୍ୟାଟସମ୍ୟାନ ହୋଇଯାଇଛନ୍ତି। ସେ ଏହି ମାମଲାରେ ଡେଭିଡ ୱାର୍ଣ୍ଣରଙ୍କୁ ପଛରେ ପକାଇ ଦେଇଛନ୍ତି। ପଞ୍ଜାବ ବନାମ ବାଙ୍ଗାଲୋର ମ୍ୟାଚ ପୂର୍ବରୁ, Virat Kohli ଏବଂ…

Video: ପଞ୍ଜାବ ବିପକ୍ଷରେ ବିଜୟ ପରେ ଶ୍ରେୟସ ଆୟାରଙ୍କୁ ଉପହାସ କଲେ ବିରାଟ କୋହଲି

ନୂଆଦିଲ୍ଲୀ, ୨୦।୪: ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ମୁଲ୍ଲାନପୁରରେ ପଞ୍ଜାବ କିଙ୍ଗସ (ପିବିକେଏସ)କୁ ୭ ୱିକେଟରେ ପରାସ୍ତ କରିଛି। ଜିତେଶ ଶର୍ମାଙ୍କର ମ୍ୟାଚ୍ ବିଜୟୀ ଛକା ପରେ, ବିରାଟ କୋହଲିଙ୍କର ପିବିକେଏସ ଅଧିନାୟକ ଶ୍ରେୟସ ଆୟାରଙ୍କ ପ୍ରତି ଉତ୍ସାହପୂର୍ଣ୍ଣ ପ୍ରତିକ୍ରିୟା ତୁରନ୍ତ…

JDU ନେତାଙ୍କ ଦାଦାଗିରି, ଡାକ୍ତରଙ୍କ ଚାମ୍ବରରେ ପଶି କଲେ ମାଡପିଟ

ପାଟନା,୨୦।୪: ପୁଣି ଥରେ ବିହାରରେ ଜଣେ ନେତାଙ୍କ ଦବଦବା ଚେହେରା ସାମ୍ନାକୁ ଆସିଛି। ଘଟଣାଟି ଆରା ଜିଲାର, ଯେଉଁଠାରେ JDUର ଶକ୍ତିଶାଳୀ ନେତା ପ୍ରିନ୍ସ ସିଂହ ଓରଫ ପ୍ରିନ୍ସ ବଜରଙ୍ଗୀଙ୍କ ଏକ ସିସିଟିଭି ଫୁଟେଜ ଭାଇରାଲ ହେଉଛି। ଏହି ଭିଡିଓରେ, ପ୍ରିନ୍ସ…

ନୂତନ ରାଶନ କାର୍ଡ ପ୍ରସ୍ତୁତି ନିମନ୍ତେ ଇ-କେୱାଇସି ଯାଞ୍ଚ ଜରୁରୀ

କେନ୍ଦୁଝର, ୨୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ନୂତନ ରାସନ କାର୍ଡ ପାଇଁ ଆବେଦନ କରିଥିବା ସମସ୍ତ ଆବେଦନକାରୀଙ୍କ ଯାଞ୍ଚ ତଥା କ୍ଷେତ୍ର ତର୍ଜମା ପରେ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ବର୍ତ୍ତମାନ ନୂତନ ରାଶନ କାର୍ଡ ପ୍ରସ୍ତୁତି କରାଯାଉଛି।…

Top 5 Magnificent handloom sarees of Odisa: ରାଜ୍ୟ ସହ ରାଜ୍ୟ ବାହାରେ ବେଶ ଆଦୃତ ଓଡ଼ିଶାର ଏହି ହସ୍ତତନ୍ତ ଶାଢୀ

ଓଡ଼ିଶା ଏହାର ସମୃଦ୍ଧ ଏବଂ ବିବିଧ ସଂସ୍କୃତି, ଐତିହ୍ୟ ଏବଂ କଳା ପାଇଁ ବେଶ ଜଣାଶୁଣା। ଓଡ଼ିଶାର ସଂସ୍କୃତିର ସବୁଠାରୁ ପ୍ରମୁଖ ଦିଗ ହେଉଛି ଏହାର ହସ୍ତତନ୍ତ ଶିଳ୍ପ, ଯାହା ଦେଶର କିଛି ସର୍ବୋତ୍ତମ ଏବଂ ଉତ୍କୃଷ୍ଟ ଶାଢ଼ୀ ଉତ୍ପାଦନ କରେ।…

ଅସୁସ୍ଥ ହୋଇପଡ଼ିଛନ୍ତି ପଞ୍ଜାବ କିଙ୍ଗସର ମାଲିକାଣୀ Preity Zinta, IPL 2025ରେ ଲଗାତାର ଟ୍ରାଭେଲିଂ ପାଇଁ…

ନୂଆଦିଲ୍ଲୀ,୨୦।୪: ରବିବାର IPL 2025ରେ, ଡବଲ ହେଡରର ପ୍ରଥମ ମ୍ୟାଚ ମୁଲାନପୁର କ୍ରିକେଟ ଷ୍ଟାଡିୟମରେ ପଞ୍ଜାବ କିଙ୍ଗସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯାଉଛି। ଚଳିତ ସିଜିନରେ ଏହି ଗ୍ରାଉଣ୍ଡରେ ଖେଳାଯିବାକୁ ଏହା ଶେଷ ମ୍ୟାଚ, ଏହା ପରେ ପଞ୍ଜାବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri