Home Left

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ତେବେ ସେମାନେ ବିଜେଡି ଛାଡ଼ି ଭାଜପାକୁ ଯିବେ ବୋଲି ଚର୍ଚ୍ଚା ଜୋର୍…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ର ଏକ ରିପୋର୍ଟ ଅନୁଯାୟୀ, ୨୦୨୩ରେ ବିଶ୍ୱ ସାମରିକ ଖର୍ଚ୍ଚ ୨.୪୪ ଟ୍ରିଲିୟନରେ…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ ମା’ ଠାକୁରାଣୀ ଗତ ୯ ଦିନ ଧରି ଦ୍ବାର ଦ୍ବାର ବୁଲି ଭକ୍ତଙ୍କୁ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି । ରବିବାର ସକାଳେ ୨ ଟି ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀମାନେ…

ହୋଇପାରେ ଭୟଙ୍କର ଯୁଦ୍ଧ! ଇରାନ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛି ଆମେରିକା

ନୂଆଦିଲ୍ଲୀ,୨୯।୩:  ଇରାନ ସହିତ ମାସେ ଧରି ଚାଲିଥିବା ସଂଘର୍ଷର କୌଣସି ଠୋସ୍ ଫଳାଫଳ ମିଳି ନଥିବା ଲକ୍ଷ୍ୟ କରି, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନୂତନ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଆମେରିକାର ପ୍ରତିରକ୍ଷା ବିଭାଗ – ପେଣ୍ଟାଗନ୍ – ଇରାନରେ…

ଦୋକାନ-ରାଜପଥ ବନ୍ଦ, ବିବାହ ଉପରେ ପ୍ରତିବନ୍ଧକ… ଲାଗିଲା ‘ସ୍ମାର୍ଟ ଲକଡାଉନ’, କେମିତି ହେବ ଲାଗୁ ଜାଣନ୍ତୁ

ଇସଲାମାବାଦ,୨୯।୩: ଇରାନ ସହିତ ସଂଘର୍ଷ ପରେ, ଏକ ବିଶ୍ୱ ତୈଳ ସଙ୍କଟ ଦେଖାଦେଇଛି। ଏହି ତୈଳ ସଙ୍କଟ ଯୋଗୁ, ପାକିସ୍ତାନର ଆର୍ଥିକ ସ୍ଥିତି ବହୁତ ଖରାପ ହୋଇଛି। ଏହି ସଙ୍କଟର ମୁକାବିଲା ପାଇଁ, ଶେହବାଜ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି।…

ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୯।୩: ଭାରତର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ପୁଣିଥରେ ତାଙ୍କ ବ୍ୟାଟ ସହିତ ଧମାଲ କରିଛନ୍ତି। IPL 2026 ର ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଖେଳି ବିରାଟ ଏକ ଚମତ୍କାର ଇନିଂସ ଖେଳିଥିଲେ। କୋହଲିଙ୍କ ଏହି ପ୍ରଦର୍ଶନ…

ପଶ୍ଚିମବଙ୍ଗରେ ଗର୍ଜିଲେ ଦିଦି, ଭାଜପାକୁ ଟାର୍ଗେଟ କରି କହିଲେ ନନଭେଜ୍…..

ନୂଆଦିଲ୍ଲୀ,୨୯।୩:  ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତ ରାଜନୈତିକ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଶାସକ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜୋରଦାର ପ୍ରଚାର ଅଭିଯାନ ଜାରି ରଖିଛନ୍ତି । ଏହା ମଧ୍ୟରେ,…

ଯୁଦ୍ଧ ଭିତରେ ପାକିସ୍ତାନକୁ ଲାଗିଲା ଶକ୍ତ ଝଟକା!

ଇସଲାମାବାଦ,୨୯।୩: ପାକିସ୍ତାନ ସରକାର କ୍ରମାଗତ ପଞ୍ଚମ ଥର ପାଇଁ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିଛନ୍ତି। ଏହି ବୃଦ୍ଧି ଗତ ୨୮ ଦିନ ମଧ୍ୟରେ ଘଟିଛି ଏବଂ ପଶ୍ଚିମ ଏସିଆରେ ସଂଘର୍ଷରୁ ସୃଷ୍ଟି ହୋଇଥିବା ଜାରି ତୈଳ ସଙ୍କଟକୁ ଏହାର ମୁଖ୍ୟ…

ଜମି ବିବାଦ ତୁଟାଇବା ପାଇଁ RI ନେଉଥିଲେ ୩୦ ହଜାର ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ ଟିମ୍

କଟକ,୨୯।୩: ଭିଜିଲାନ୍ସ ଜାଲରେ କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ । ଆରଆଇ ଅଧିକାରୀ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ବିଭାଗ । ଜମିକୁ ଘରବାରୀ କରିବାକୁ ଜଣେ ବ୍ୟକ୍ତିଙ୍କ ଠାରୁ ତିରିଶି ହଜାର ଟଙ୍କା ଲାଞ୍ଚ…

ଆଇପିଏଲ୍‌ ଆରମ୍ଭରୁ ବଡ଼ ବିବାଦ: RCB vs SRH ମ୍ୟାଚ୍‌ରେ ଏମିତି କ’ଣ ହେଲା ଯାହାକୁ ନେଇ ଏବେ ବଢୁଛି ହଙ୍ଗାମା…

ନୂଆଦିଲ୍ଲୀ,୨୯।୩: ଶନିବାରଠାରୁ ଆରମ୍ଭ ହୋଇଥିବା IPL 2026ର ଉଦ୍‌ଘାଟନୀ ମ୍ୟାଚ୍‌ ଯେତିକି ରୋମାଞ୍ଚକର ଥିଲା, ସେତିକି ବିବାଦୀୟ ମଧ୍ୟ ହୋଇପଡ଼ିଛି। RCB ଏବଂ SRH ମଧ୍ୟରେ ଖେଳାଯାଇଥିବା ଏହି ହାଇ-ଭୋଲଟେଜ୍‌ ମ୍ୟାଚ୍‌ରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିକୁ ନେଇ ଏବେ ସୋସିଆଲ ମିଡିଆରେ…

‘ନୋ କିଙ୍ଗସ୍‌’ ଆନ୍ଦୋଳନରେ ଦୋହଲି ଗଲାଣି ଆମେରିକା, ଗାଦିଚ୍ୟୁତ ହେବେ ଟ୍ରମ୍ପ!

ଓ୍ବାଶିଂଟନ,୨୯।୩: ଆମେରିକା ବର୍ତ୍ତମାନ ଦୁଇଟି ପ୍ରମୁଖ ମୋର୍ଚ୍ଚା ସହିତ ସଂଘର୍ଷ କରୁଛି। ଗୋଟିଏ ପଟେ, ପଶ୍ଚିମ ଏସିଆରେ ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷରେ ହଜାର ହଜାର ଲୋକଙ୍କ ଜୀବନ ଯାଇଛି; ଅନ୍ୟପଟେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୀତି ବିରୁଦ୍ଧରେ ଦେଶ ଭିତରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri