ବ୍ୟାଡ୍ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ
ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି। ଭାରତୀୟ ଅଣସିଡ୍ ଯୋଡ଼ି କ୍ୱାର୍ଟର ଫାଇନାଲରେ ଚାଇନାର ଜିଆ ୟି ଫାନ୍ ଓ…
କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ
ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା ପାର ହେଉଥିବା ଦେଖିବାକୁ ମିଳିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର…
ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ ତାଙ୍କ ପରିବାର ଉପରେ ଦୁଃଖର ପାହାଡ଼ ମାଡ଼ିବସିଥିଲା। ତାଙ୍କ ଦଶାହ ଶୁଦ୍ଧିକ୍ରିୟା ପାଇଁ…
ଟୁରିଷ୍ଟ ବସ୍ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା
କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍ବ ଟୁରିଷ୍ଟ ବସ୍ ବେଆଇନ ଭାବେ ଯାତ୍ରୀବାହୀ ବସ୍ ଭଲି ଟିକଟ କାଟି ରାଜ୍ୟ ବାହାରକୁ ଗଡୁଛି। ତେବେ…
ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ
ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର ସୁକାନ୍ତ ମିଶ୍ରଙ୍କୁ ଭେଟି ଘରପଟ୍ଟା ପାଇଁ ନିବେଦନ କରିଛନ୍ତି। ଛତ୍ରପୁର ବିଧାୟକ କୃଷ୍ଣ…
ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ
ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ ନ ଥିବା ଅଭିଭାବକ ଅଭିଯୋଗ କରିଛନ୍ତି। ଦୁଇ ଦିନ ଧରି କୁନି କୁନି…
ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ
ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ ଡିଜାଇନର୍ ଗାବ୍ରିଏଲା ଡେମେଟ୍ରିଆଡେସଙ୍କ ହାତ ଧରିଛନ୍ତି ସେ। ୨୦୧୮ରୁ ଦୁହେଁ ଲିଭ୍-ଇନ୍ରେ ରହିଆସୁଥିଲେ।…
ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ
କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା ନିକଟରୁ ବାହାରି କୁମଝରିଆ, ଖୁଖୁଣ୍ଡୁବହାଲ, ପଦମପୁର ଆଦି ପଞ୍ଚାୟତ ଦେଇ ୧୫ କିଲୋମିଟର…
ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…
ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି। ମୃତ ପୋଲିସ କର୍ମଚାରୀଙ୍କ ନାମ ରାଜିନ୍ଦ୍ର ଦଣ୍ଡସେନା (୨୮) ହୋଇଥିବାବେଳେ…
ହୀରାକୁଦରେ ବନ୍ଦ ହେଲା ୮ ଗେଟ୍, ୭ ଗେଟ୍ରେ ହେଉଛି ବନ୍ୟାଜଳ ନିଷ୍କାସନ
ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍ ଗେଟ୍କୁ ବନ୍ଦ କରାଯାଇଛି। ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ୭ ସ୍ଲୁଇସ୍ ଗେଟ୍…
ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର
ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ କରୁଥିବା ବେଳେ ବଜ୍ରପାତ ଘଟି ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। ସେହିପରି ବଜ୍ରପାତରେ…
ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ ମରାମତି କରାଯିବା ଦାବିରେ ଶୁକ୍ରବାର ଛତ୍ରପୁର ସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଗଞ୍ଜାମ ଜିଲାପାଳ…

