ପରିବାର ଲୋକ ଓ ବନ୍ଧୁଙ୍କ ପାଇଁ ଉପହାର କିଣିଥିଲି
ଲେଖକ ତଥା ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦରେ ସଂଯୁକ୍ତ ସଚିବ ଭାବେ କାର୍ଯ୍ୟରତ ଓଡ଼ିଆ ଅଧିକାରୀ ଡ. କମଳା କାନ୍ତ ତ୍ରିପାଠୀ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି … ‘କଟକ ଜିଲା କଲ୍ୟାଣୀନଗର ଅନ୍ଦରପୁରର ଏକ ସାଧାରଣ ବ୍ୟବସାୟୀ…
ନାବାଳିକାଙ୍କୁ ଗଣବଳାତ୍କାର: ରକ୍ତାକ୍ତ ଅବସ୍ଥାରେ ଫିଙ୍ଗି ଦେଇ ଫେରାର ହୋଇଗଲେ ନରରୂପୀ ୩ ରାକ୍ଷସ
ଢେଙ୍କାନାଳ,୨୦ା୪(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ସରସିଙ୍ଗି ଗ୍ରାମରେ ଜଣେ ୭ ବର୍ଷର ଶିଶୁକନ୍ୟାକୁ ୩ ଜଣ ଗଣବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘଟଣା ପରେ ଏହି ନରରୂପୀ ରାକ୍ଷସମାନେ ଶିଶୁକନ୍ୟାଟିକୁ ରକ୍ତାକ୍ତ ଅବସ୍ଥାରେ ବରଡ଼ା ଘୋଡ଼ାଇ ଫିଙ୍ଗି ଦେଇ…
କ’ଣ ସତରେ ମଣିଷର ପ୍ରାଇଭେଟ ପାର୍ଟ ହୋଇଯାଏ ହାଡ? ଏହି ଘଟଣା ଜାଣିଲେ ସହଜରେ ବିଶ୍ୱାସ କରିବେନି
ଆପଣ ଚିକିତ୍ସା ବିଜ୍ଞାନରେ ଅନେକ ଅଜବ ଘଟଣା ଶୁଣିଥିବେ। କିଛି ଲୋକଙ୍କର ଏପରି ବିରଳ ରୋଗ ଅଛି ଯେ ଡାକ୍ତର ମଧ୍ୟ ସେଗୁଡ଼ିକ ବିଷୟରେ ଜାଣି ନାହାଁନ୍ତି। ତଥାପି, ଆମେ ଆପଣଙ୍କୁ ଯେଉଁ ମାମଲା ବିଷୟରେ କହିବାକୁ ଯାଉଛୁ ତାହା ଏତେ…
ଝାଳ ବାହାରୁଥିଲେ…
ଖରାଦିନେ ଝାଳ ବୋହିବା ସ୍ବାଭାବିକ କଥା। ବିଶେଷଜ୍ଞଙ୍କ ମତରେ, ଶରୀରରୁ ଝାଳ ବୋହିବା ପଛରେ ଅନେକ କାରଣ ରହିଥାଏ। ପ୍ରଥମତଃ, ଯଦି କୌଣସି ବ୍ୟକ୍ତି ଅତ୍ୟଧିକ ଶାରୀରିକ ପରିଶ୍ରମ କରିଥାନ୍ତି, ତା’ହେଲେ ତାଙ୍କ ଦେହରୁ ଝାଳ ବୋହିଥାଏ। ଦ୍ୱୀତିୟରେ ମୋଟାପଣର ଶିକାର…
Oldest Penguin: ସବୁଠୁ ବୟସ୍କ ପେଙ୍ଗୁଇନ୍
ଲଣ୍ଡନ: ବେଳେବେଳେ ଅନେକ ପ୍ରାଣୀ ସେମାନଙ୍କର ସାଧାରଣ ଜୀବନକାଳଠାରୁ ଅଧିକ ସମୟ ପର୍ଯ୍ୟନ୍ତ ବଞ୍ଚତ୍ରହି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥାନ୍ତି। ଏହିପରି ଏକ ପ୍ରାଣୀ ନିକଟରେ ଚର୍ଚ୍ଚାରେ ରହିଛି, ଯାହା ନିଜ ପ୍ରଜାତିର ଅନ୍ୟ ପ୍ରାଣୀଙ୍କ ଅପେକ୍ଷା କେବଳ ବର୍ଷେ କିମ୍ବା ୨…
ବାରାହା ମାଂସ ଜବତ: ୩ ଗିରଫ
ନୂଆପଡ଼ା, ୨୦।୪ (ମକାରୁ ବେମାଲ): ଖଡ଼ିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାନଙ୍କ ନିର୍ଦ୍ଦେଶ କ୍ରମେ କୋମନା ବନାଞ୍ଚଳ ଅଧିକାରୀ ଚଢ଼ଉ କରି ବାରହା ଶିକାର ଅଭିଯୋଗରେ ଜଣେ ଓ ମାଂସ କିଣି ତରକାରୀ ରାନ୍ଧି ଖାଇବା ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ…
ଅଛନ୍ତି ଏଲିୟନ୍! ମିଳିଲା ସଙ୍କେତ
ଲଣ୍ଡନ, ୨୦।୪: ଭାରତୀୟ-ବ୍ରିଟିଶ ଜ୍ୟୋତିର୍ବିଜ୍ଞାନୀ ଡକ୍ଟର ନିକ୍କୁ ମଧୁସୂଦନ ଏବଂ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟରେ ତାଙ୍କ ଟିମ୍ ପକ୍ଷରୁ କେ୨-୧୮ବି ନାମକ ଏକ ଦୂରବର୍ତ୍ତୀ ଗ୍ରହରେ ଏଲିୟନ୍ ଜୀବନର ସମ୍ଭାବ୍ୟ ସଙ୍କେତକୁ ଚିହ୍ନଟ କରାଯାଇଛି। ଆମେରିକୀୟ ମହାକାଶ ସଂସ୍ଥା (ନାସା)ର ଜେମସ୍ ଓ୍ବେବ୍…
କିନ୍ନର ବେଶରେ କରିଥିଲେ ପିଲାଚୋରି, ଚୋରଙ୍କୁ ଏମିତି ଧରିଲେ ଆଉ ଜଣେ କିନ୍ନର
ଯାଜପୁର,୨୦ା୪: କିନ୍ନର ବେଶରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡାରୁ ଏକ ଶିଶୁକନ୍ୟା ଚୋରି ହୋଇଥିଲା। ତେବେ ଏହି ଶିଶୁକନ୍ୟାକୁ କିନ୍ନର ବେଶରେ ଜଣେ ଚୋରି କରିଆଣିଥିଲେ। ଶେଷରେ ଏହି ପିଲା ଚୋରଙ୍କୁ ଆଉ ଜଣେ କିନ୍ନର ଧରିଥିବା ଜଣାପଡ଼ିଛି। ଯାଜପୁର ରୋଡ୍ ଅଞ୍ଚଳରେ…
ହିନ୍ଦୁ ନେତାଙ୍କୁ ହତ୍ୟାରୁ ବଢ଼ୁଛି ଅଶାନ୍ତି
ନୂଆଦିଲ୍ଲୀ,୨୦।୪: ବାଂଲାଦେଶର ପ୍ରମୁଖ ହିନ୍ଦୁ ନେତା ଭବେଶ ଚନ୍ଦ୍ର ରୟଙ୍କୁ ହତ୍ୟା ଘଟଣାରେ ଭାରତ ଶନିବାର ମହମ୍ମଦ ୟୁନୁସ୍ ସରକାରଙ୍କୁ ନିନ୍ଦା କରିଛି। ଅନ୍ତରୀଣ ସରକାରଙ୍କ ଶାସନରେ ପଡ଼ୋଶୀ ଦେଶର ସଂଖ୍ୟାଲଘୁଙ୍କ ପ୍ରତି ବ୍ୟବସ୍ଥିତ ଉତ୍ପୀଡ଼ନ ଢାଞ୍ଚାର ଏକା ଏକ ଅଂଶବିଶେଷ…
Mobile Recharge: ପୁଣି ଏତେ ଟଙ୍କା ବଢିଯିବ ରିଚାର୍ଜ ପ୍ଲାନ! ଗ୍ରାହକଙ୍କୁ ଝଟ୍କା
ନୂଆଦିଲ୍ଲୀ,୨୦।୪: ଭାରତରେ ପ୍ରାୟ ଅଧିକାଂଶ ଲୋକ ସ୍ମାର୍ଟଫୋନ ବ୍ୟବହାର କରନ୍ତି। ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର। ପୁଣିଥରେ ଟେଲିକମ କମ୍ପାନୀଗୁଡିକ ସେମାନଙ୍କର ରିଚାର୍ଜ ପ୍ଲାନ ବଢାଇବାକୁ ଯାଛନ୍ତି। ଗତ ବର୍ଷ ହିଁ, କମ୍ପାନୀଗୁଡ଼ିକ ରିଚାର୍ଜ ପ୍ଲାନର ମୂଲ୍ୟ ବୃଦ୍ଧି…
ଜମ୍ମୁରେ ଭୟଙ୍କର ଭୂସ୍ଖଳନ: ଚାପି ହୋଇଗଲେ ୩
ଶ୍ରୀନଗର,୨୦ା୪: ଲଗାଣ ବର୍ଷା ଯୋଗୁ ଜମ୍ମୁରେ ରବିବାର ଏକ ବଡ଼ ଧରଣର ଭୂସ୍ଖଳନ ଘଟିଛି। ଫଳରେ ୩ ଜଣଙ୍କ ଜୀବନ ଚାଲିଯାଇଛି। ରାମବନ ଜିଲାର ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥର ଏକ ଅଂଶୁ ଗୁରୁତର ଭାବରେ ପ୍ରଭାବିତ ହୋଇଛି। ଯାହା ଫଳରେ ଯାତାୟାତ…
ଖରାଦିନେ ଫିଟ୍ ରଖିବ ଏସବୁ ଡ୍ରିଙ୍କ୍ସ
ଖରାଦିନେ ବାହାରୁ ଟିକେ ବୁଲିଆସିଲେ ଶୋଷ ମେଣ୍ଟାଇବାକୁ ଅନେକେ କୋଲ୍ଡ ଡ୍ରିଙ୍କ୍ସ ଅଥବା ସୋଢା ପିଇବାକୁ ଭଲ ପାଇଥାନ୍ତି। ହେଲେ ଏହା ଶରୀର ପାଇଁ ଆଦୌ ହିତକର ହୋଇ ନଥାଏ। ଖରାଦିନେ କେଉଁ ପାନୀୟ ପିଇଲେ ଶୋଷ ମେଣ୍ଟିବା ସହ ଶରୀରକୁ…
Archives


