ବନାଞ୍ଚଳରେ ବେଧଡ଼କ ଚାଲିଛି ଜଙ୍ଗଲ କଟା, ବନବିଭାଗ ଚୁପ୍
ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ବେଧଡ଼କ ଚାଲିଛି ଜଙ୍ଗଲ କଟା। ଏବେ ଚାରିଆଡ଼େ ଜଙ୍ଗଲ ଏକ ପ୍ରକାର ବିପଦରେ ପଡ଼ିଥିବାବେଳେ ବନାଞ୍ଚଳର କର୍ମଚାରୀ ନୀରବଦ୍ରଷ୍ଟା ସାଜିଛନ୍ତି। ଜଙ୍ଗଲ ଆଉ ପାହାଡ଼ ଲଣ୍ଡା ହେବାରେ ଲାଗିଛି। ବଡ଼ବଡ଼ ଶାଳ ଗଛ…
Dilip Ghosh: ୬୦ ବର୍ଷ ବୟସରେ ବିବାହ କରିବେ ଭାଜପା ନେତା, ଧରିବେ ଦଳୀୟ ସହଯୋଗୀଙ୍କ ହାତ
କୋଲକାତା,୧୮।୪: ପଶ୍ଚିମବଙ୍ଗର ପୂର୍ବତନ ଭାଜପା ସଭାପତି ଦିଲୀପ ଘୋଷ ୬୦ବର୍ଷ ବୟସରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସେ ତାଙ୍କର ଭାଜପା ସହଯୋଗୀ ରିଙ୍କୁ ମଜୁମଦାରଙ୍କୁ ବିବାହ କରିବାକୁ ଯାଉଛନ୍ତି। ବିବାହ ଆଜି ଅର୍ଥାତ ୧୮ ଏପ୍ରିଲରେ କୋଲକାତାସ୍ଥିତ ତାଙ୍କ…
Athiya Shetty Baby Girl Name: ଝିଅର ନାମକରଣ କଲେ ରାହୁଲ-ଆଥିୟା, ଶୁଣୁଶୁଣୁ ଅନୁଷ୍କା କଲେ କମେଣ୍ଟ
ମୁମ୍ବାଇ: ଆଥିୟା ଶେଟ୍ଟୀ ଏବଂ କେଏଲ ରାହୁଲଙ୍କ ଘରେ ଖୁସି ଆସିଛି। Athiya ୨୪ ମାର୍ଚ୍ଚରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ। ଝିଅର ଜନ୍ମ ପରଠାରୁ ସମସ୍ତେ Athiya ଏବଂ କେଏଲ ରାହୁଲଙ୍କୁ ଅଭିନନ୍ଦନ ଜଣାଉଛନ୍ତି। ସେମାନେ ମଧ୍ୟ ସେହି…
ବନ୍ଧୁକ ଛାଡ଼ିଲେ ୨୨ ମାଓବାଦୀ
ସୁକମା,୧୮।୪: ଦିନକୁ ଦିନ ଭୁଷୁଡୁଛି ମାଓବାଦୀଙ୍କ ଗଡ଼। ବନ୍ଧୁକ ଛାଡି ମୁଖ୍ୟସ୍ରୋତରେ ସାମିଲ ହେଉଛନ୍ତି ମାଓବାଦୀ। ଶୁକ୍ରବାର ଛତିଶଗଡ଼ ସୁକୁମା ପୋଲିସ ନିକଟରେ ୨୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରେ ୧୨ ହାର୍ଡକୋର୍ ମାଓବାଦୀ ରହିଥିବା ସୂଚନା ମିଳିଛି।…
ଘୋଷଣା ହେଲା ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପାର୍ଥିଙ୍କ ନାମ! RJD ଏମପି କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ,୧୮।୪: ଗୁରୁବାର ପାଟନାର ଆରଜେଡି କାର୍ଯ୍ୟାଳୟରେ ଅନୁଷ୍ଠିତ ମହାମେଣ୍ଟର ବୈଠକରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥିଙ୍କ ସମ୍ପର୍କରେ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇ ନାହିଁ। କିନ୍ତୁ, ବୈଠକରେ ଯୋଗ ଦେଇଥିବା RJD ନେତାମାନେ ତେଜସ୍ବୀ ଯାଦବଙ୍କୁ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ବୋଲି କହୁଛନ୍ତି। ପ୍ରକୃତରେ,…
ଟ୍ରମ୍ପ୍ଙ୍କୁ ‘ସୁପ୍ରିମ’ ଝଟ୍କା: ନିଷ୍ପତ୍ତି ଉପରେ ଲାଗିଲା ରୋକ
ଓ୍ବାଶିଂଟନ,୧୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟରୁ ଏକ ଝଟକା ଲାଗିଛି। ଜନ୍ମରୁ ନାଗରିକତା ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ଟ୍ରମ୍ପଙ୍କ ପ୍ରସ୍ତାବ ଉପରେ କୋର୍ଟ ସ୍ଥଗିତାଦେଶ ଜାରି କରିଛନ୍ତି। କୋର୍ଟ ଏହି ପ୍ରସଙ୍ଗରେ ଯୁକ୍ତି ଶୁଣିବାକୁ ରାଜି ହୋଇଛନ୍ତି ଏବଂ…
Top 5 Odishi Dancers in Odisha: ଓଡ଼ିଶୀ ନୃତ୍ୟକୁ ପ୍ରଚାର ପ୍ରସାର କରିବାରେ ୫ ନୃତ୍ୟଶିଳ୍ପୀଙ୍କ ମହତ୍ତ୍ୱପୂର୍ଣ୍ଣ ଭୂମିକା
ଓଡ଼ିଶୀ ନୃତ୍ୟକୁ ପ୍ରଚାର ପ୍ରସାର କରିବାରେ ଅନେକ ଓଡ଼ିଶୀ ନୃତ୍ୟଶିଳ୍ପୀଙ୍କ ଭୂମିକା ବେଶ୍ ଗୁରୁତ୍ୱପୂର୍ଣ୍ଣ। ମାତ୍ର ଏମାନଙ୍କ ମଧ୍ୟରୁ ୫ ଶ୍ରେଷ୍ଠ ଓଡ଼ିଶୀ ନୃତ୍ୟଶିଳ୍ପୀ (Top 5 Odishi Dancers in Odisha) ଦେଶ ବିଦେଶ ମଞ୍ଚରେ ଓଡ଼ିଶୀ ନୃତ୍ୟ ପ୍ରଦର୍ଶନ…
Top 5 Cyclone In Odisha: ଓଡ଼ିଶାବାସୀଙ୍କୁ ଥରାଇ ଦେଇଥିଲା ଏହି ୫ ବାତ୍ୟା,ଆଜି ବି ମନେପଡ଼େ ସେହି କରାଳ ରୂପ…
ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ। ଫଳରେ ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟାର ପ୍ରଭାବରେ ବାରମ୍ବାର କ୍ଷତିଗ୍ରସ୍ତ ହୋଇଛି। ଓଡ଼ିଶା ଇତିହାସରେ ଅନେକ ବାତ୍ୟା ଭୟଙ୍କର କ୍ଷୟକ୍ଷତି ଘଟାଇଛି। ଓଡ଼ିଶାକୁ ପ୍ରଭାବିତ କରିଥିବା ଟପ-୫ ବାତ୍ୟା ଆଜି ଆଲୋଚନା କରିବା। ୧. ୧୯୭୧…
ମାଲେସିଆ ବୁଲିବେ ଓଡ଼ିଶା ଚାଷୀ
ଭୁବନେଶ୍ୱର,୧୮।୪: ଓଡ଼ିଶା କୃଷି ବିଭାଗ ପକ୍ଷରୁ ଶୁକ୍ରବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଶୁକ୍ରବାରଠାରୁ ୭ ଦିନିଆ ମାଲେସିଆ ଗସ୍ତରେ ଯାଇ କୃଷି ଭିତ୍ତିକ ଶିଳ୍ପ ଏବଂ କୃଷି ଅନୁସନ୍ଧାନ କେନ୍ଦ୍ର ପରିଦର୍ଶନ କରିବେ ଚାଷୀ ଏବଂ କୃଷି ଅଧିକାରୀ ।…
‘ବିଶ୍ୱରେ ତାଙ୍କ ପରି କେହି ନାହିଁ, ୧୦୦ ପ୍ରତିଶତ ହେବ ଚୁକ୍ତି’, Giorgia Meloniଙ୍କୁ ଭେଟିବା ପରେ ଟ୍ରମ୍ପ କହିଲେ…
ଓ୍ବାଶିଂଟନ,୧୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ଭେଟିଥିଲେ, ଯିଏ ଗୁରୁବାର ଶୁଳ୍କ ଯୁଦ୍ଧ ମଧ୍ୟରେ ହ୍ବାଇଟ ହାଉସର ଏକ ସରକାରୀ ଗସ୍ତରେ ଆସିଥିଲେ। ଏହି ସମୟରେ, ଟ୍ରମ୍ପ କହିଥିଲେ ଯେ ୟୁରୋପୀୟ ସଂଘ (EU) ସହିତ…
ମୁର୍ଶିଦାବାଦ ହିଂସାକୁ ନେଇ ଜ୍ଞାନ ଦେଉଥିଲା Bangladesh ଭାରତ କହିଲା, ପ୍ରଥମେ ନିଜ ଘର ସମ୍ଭାଳ
ନୂଆଦିଲ୍ଲୀ,୧୮।୪: ପଶ୍ଚିମବଙ୍ଗରେ ୱକଫ ଆଇନକୁ ନେଇ ହିଂସା ଉପରେ Bangladeshର ମନ୍ତବ୍ୟକୁ ଭାରତ ଦୃଢ଼ ଭାବରେ ପ୍ରତ୍ୟାଖ୍ୟାନ କରିଛି। ଭାରତ କହିଛି ଯେ ଏହି ମନ୍ତବ୍ୟ ଭୁଲ ଏବଂ ଏହାର ଉଦ୍ଦେଶ୍ୟ ହେଉଛି ବାଂଲାଦେଶରେ ସଂଖ୍ୟାଲଘୁଙ୍କ ଉପରେ ହେଉଥିବା ଅତ୍ୟାଚାରରୁ ଧ୍ୟାନ…
Houthi ବିଦ୍ରୋହୀଙ୍କ ଉପରେ ପୁଣି ଆମେରିକା ସେନାର ଆକ୍ରମଣ, ବୋମା ମାଡରେ ୩୮ ମୃତ, ୧୦୨ ଆହତ
ଦୁବଇ,୧୮।୪: ୟେମେନର Houthi ବିଦ୍ରୋହୀମାନେ ଦାବି କରିଛନ୍ତି ଯେ ଆମେରିକା ରାସ ଇସା ତୈଳ ବନ୍ଦର ଉପରେ ବିମାନ ଆକ୍ରମଣ କରିଛି। ଏହି ଆକ୍ରମଣରେ ଅତି କମରେ ୩୮ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଆମେରିକା ସେନାର କେନ୍ଦ୍ରୀୟ କମାଣ୍ଡ ମଧ୍ୟ…
Archives


