ଜବରଦସ୍ତ ସ୍କୁଟର ଲଞ୍ଜ କଲା Honda,ମନ ଜିଣିବ ଆଡଭାନ୍ସ ଫିଚର୍
ନୂଆଦିଲ୍ଲୀ,୧୭।୪: ହୋଣ୍ଡା ମୋଟରସାଇକେଲ ଏବଂ ସ୍କୁଟର ଇଣ୍ଡିଆ (HMSI) ଭାରତୀୟ ବଜାରରେ ୨୦୨୫ Dio ଲଞ୍ଚ କରିଛି। ଅପଡେଟ୍ ହୋଇଥିବା ସ୍କୁଟରଟି କସମେଟିକ୍ ପରିବର୍ତ୍ତନ, OBD୨ ଅନୁପାଳନ ଇଞ୍ଜିନ ଏବଂ କିଛି ନୂତନ ବୈଶିଷ୍ଟ୍ୟ ସହିତ ଆସିଛି। ୨୦୨୫ ହୋଣ୍ଡା ଡିଓ…
UGC NET June 2025 ପାଇଁ ଆବେଦନ ଆରମ୍ଭ, ଜାଣନ୍ତୁ କେବେ ହେବ ପରୀକ୍ଷା, ଶେଷ ତାରିଖ…
ନୂଆଦିଲ୍ଲୀ,୧୭।୪: ଏନ୍ଟିଏ ଜୁନ ୨୦୨୫ ରେ UGC NET ର ବିଜ୍ଞପ୍ତି ପ୍ରକାଶ କରିଛି। ଏହା ସହିତ ଆବେଦନ ପୋର୍ଟାଲ ମଧ୍ୟ ଖୋଲିଛି। ପ୍ରାର୍ଥୀମାନେ ୧୬ ଏପ୍ରିଲରୁ ପରୀକ୍ଷାରେ ଲାଗି ଆବେଦନ କରିପାରିବେ। ଆବେଦନର ଶେଷ ତାରିଖ ମେ’ ୭ ରହିଛି।…
ବଡ଼ ନିଷ୍ପତ୍ତି: ପ୍ରଥମରୁ ୫ମ ଶ୍ରେଣୀ ଯାଏ ହିନ୍ଦୀ ଭାଷା ବାଧ୍ୟତାମୂଳକ; ଜାତୀୟ ଶିକ୍ଷା ନୀତି ଲାଗୁ
ମୁମ୍ବାଇ,୧୭।୪: ମହାରାଷ୍ଟ୍ର ସରକାର ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି (NEP) ୨୦୨୦ କାର୍ଯ୍ୟକାରୀ କରିବା ପାଇଁ ଏକ ବିସ୍ତୃତ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହି ଯୋଜନାରେ ମରାଠୀ ଏବଂ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ହିନ୍ଦୀକୁ…
ସ୍ବାସ୍ଥ୍ୟମନ୍ତ୍ରୀ ବାଣ୍ଟିଲେ ଆୟୁଷ୍ମାନ କାର୍ଡ: ହିତାଧିକାରୀଙ୍କ ଘରେ ଚା ପିଇଲେ
ଅତାବିରା, ୧୭।୪(ଯୁଧିଷ୍ଠିର ମହାପାତ୍ର): ବରଗଡ ଜିଲା ଅତାବିରାକୁ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପହଞ୍ଚି ଆଜି ପୂର୍ବାହ୍ନରେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ ସହିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଅନ୍ତର୍ଗତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ କାର୍ଡ ବଣ୍ଟନ…
ଭଡ଼ାରେ ରହୁଥିବା ଯୁବତୀଙ୍କ ପ୍ରେମରେ ପଡ଼ିଥିଲେ ଏହି ଭାରତୀୟ ଷ୍ଟାର କ୍ରିକେଟର; ମାତ୍ର ୧୩ ବର୍ଷ ବୟସରୁ ଦୌଡ଼ିଥିଲା ପ୍ରେମର ଗାଡ଼ି…
ନୂଆଦିଲ୍ଲୀ,୧୭।୪: ଜଣଙ୍କୁ ୧୧ ବର୍ଷ ତ ଆର ଜଣଙ୍କୁ ୧୩। ହଁ, ଏହି ବୟସରେ ଉଭୟ ପରସ୍ପରକୁ ଜାଣିଥିଲେ, ପ୍ରଥମ ଥର ପାଇଁ ପରସ୍ପରକୁ ଦେଖିଲେ। କାହାଣୀ ବନ୍ଧୁତାରୁ ଆରମ୍ଭ ହୋଇଥିଲା ସତ ହେଲେ ପିଲାଦିନର ସେହି ବନ୍ଧୁତା କେତେବେଳେ ପ୍ରେମରେ…
‘ଆମେ ହିନ୍ଦୁମାନଙ୍କଠାରୁ ଭିନ୍ନ’: ସୈନିକମାନଙ୍କୁ ଏପରି ଆହ୍ୱାନ ଦେଲେ ପାକିସ୍ତାନ ସେନା ମୁଖ୍ୟ
ନୂଆଦିଲ୍ଲୀ,୧୭।୫: ପାକିସ୍ତାନର ସେନା ମୁଖ୍ୟ ଜେନେରାଲ ଆସିମ ମୁନିର, ସେନା ପ୍ରତିଷ୍ଠାନର ପୁରୁଣା ଭାବନାକୁ ପୁନରାବୃତ୍ତି କରି, ପାକିସ୍ତାନୀମାନଙ୍କୁ ସେମାନଙ୍କ ପିଲାମାନଙ୍କୁ “ହିନ୍ଦୁ ଓ ମୁସଲମାନମାନଙ୍କ ମଧ୍ୟରେ ଥିବା ସ୍ପଷ୍ଟ ଭିନ୍ନତା” ବିଷୟରେ କହିବାକୁ କହିଛନ୍ତି। ଯାହା ଇସଲାମିକ ରିପବ୍ଲିକର ସୃଷ୍ଟିର…
ବ୍ୟାଙ୍କକୁ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ, କ୍ୟାଶିୟର ଭାବେ କାମ କରୁଥିବା ଚପରାସୀଙ୍କୁ ମିଳିବ ଅଧିକ ଦରମା
ଭୁବନେଶ୍ୱର,୧୭।୫: ଓଡ଼ିଶା ହାଇକୋର୍ଟ ପୁରୀ-ନିମାପଡ଼ା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଲିମିଟେଡକୁ ଜଣେ ୫୪ ବର୍ଷୀୟ ମହିଳାଙ୍କୁ ଉଚ୍ଚ ଦରମା ସୁବିଧା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯିଏକି ୨୩ ବର୍ଷରୁ ଅଧିକ ସମୟ ଧରି କ୍ୟାଶିୟର ଭାବେ କାର୍ଯ୍ୟ କରିଥିଲେ କିନ୍ତୁ…
Naveen Patnaik: ନାମାଙ୍କର ଭରିଲେ ନବୀନ, ପାଖରେ ଥିଲେ ବବି
ଭୁବନେଶ୍ୱେର,୧୭।୪: ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଶଙ୍ଖ ଭବନକୁ ଆସି ନବୀନ ପଟ୍ଟନାୟକ ନାମାଙ୍କନ ଭରିଛନ୍ତି। ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି ନବୀନ। ଅନ୍ୟ କେହି ନାମାଙ୍କନ…
“ଟଙ୍କା ନଷ୍ଟ କରିବାକୁ ଚାହୁଁନାହିଁ”: କ୍ୟାନସରେ ପୀଡିତ ବ୍ୟକ୍ତି ସ୍ତ୍ରୀ’ଙ୍କୁ ହତ୍ୟା କରି ନିଜେ କଲେ ଆତ୍ମହତ୍ୟା
ଗାଜିଆବାଦ, ୧୭ା୪: ଦିଲ୍ଲୀ ନିକଟସ୍ଥ ଗାଜିଆବାଦରେ ଜଣେ ରିଅଲ୍ ଇଷ୍ଟେଟ୍ ଡିଲର ବୁଧବାର ତାଙ୍କ ପତ୍ନୀଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଛନ୍ତି। କୁଲଦୀପ ତ୍ୟାଗୀ (୪୬) ଏକ ଆତ୍ମହତ୍ୟା ନୋଟ୍ ଛାଡ଼ିଥିଲେ, ଯେଉଁଥିରେ ସେ ଲେଖିଥିଲେ…
ପିସିସିଏଫ୍ଙ୍କ ଉପସ୍ଥିତିରେ ସାତକୋଶିଆ ଗଣ୍ଡରେ ଛଡ଼ାଗଲା ୭ ଘଡ଼ିଆଳ କୁମ୍ଭୀର
ଅନୁଗୋଳ ଅଫିସ,୧୭।୪(ମାନସ ବିଶ୍ୱାଳ)- ଅନୁଗୋଳ ଜିଲା ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡର ସୁନାଖଣିଆ ଘାଟଠାରେ ନନ୍ଦନକାନନରୁ ଅଣାଯାଇଥିବା ୫ ଘଡ଼ିଆଳ ଓ ସାତକୋଶିଆ ଟିକରପଡ଼ା ଚିଡ଼ିଆଖାନାରୁ ଆସିଥିବା ୨କୁ ମିଶାଇ ମୋଟ ୭ କୁମ୍ଭୀରକୁ ମୁକ୍ତ କରାଯାଇଛି। ଏହି ଅବସରରେ ରାଜ୍ୟ ମୁଖ୍ୟ…
ପୈତୃକ ଗ୍ରାମରେ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ
ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ନୂଆଗାଁ ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପୈତୃକ ଗ୍ରାମ। ତେଣୁ ଗୁରୁବାର ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ତାଙ୍କ ପୈତୃକ ବାସଭବନରେ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ବିଜୁ ବାବୁଙ୍କ…
ତଳକାଁପଡ଼ା ଗ୍ରାମରେ ରାଜନୈତିକ ଶତ୍ରୁତାରୁ ବୋମାମାଡ଼; ୯ ଗୁରୁତର, ଲାଗି ରହିଛି ଉତ୍ତେଜନା
ତିହିଡି଼,୧୭।୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡି଼ ଥାନା କାଁପଡ଼ା ପଞ୍ଚାୟତ ଅଧୀନ ତଳକାଁପଡ଼ା ଗ୍ରାମରେ ବୁଧବାର ରାତି ୧୦ଟା ସମୟରେ ବୋମାମାଡ଼ ହୋଇଛି । ରାଜନୈତିକ ଶତ୍ରୁତାରୁ ଏହି ବୋମାମାଡ଼ ହୋଇଥିବା ଜଣାଯାଇଛି। ଯାହାଫଳରେ ଉଭୟ ଭାଜପା ଏବଂ ବିଜେଡି ଦଳର…
Archives


