Home Left

ଆତ୍ମଘାତୀ ଆକ୍ରମଣରେ ଥରି ଉଠିଲା ପାକିସ୍ତାନ, BLF ର ସାମରିକ ଘାଟିକୁ ଟାର୍ଗେଟ

ଇସଲାମାବାଦ,୧।୧୨: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶର ନୋକୁଣ୍ଡି ଅଞ୍ଚଳରେ ଫ୍ରଣ୍ଟିୟର୍‌ କର୍ପସ (FC) ମୁଖ୍ୟାଳୟ ନିକଟରେ ଏକ ଆତ୍ମଘାତୀ ଆକ୍ରମଣ ହୋଇଛି। ରେକୋ ଡିକ ଏବଂ ସନ୍ଦକ ଖଣି ପ୍ରକଳ୍ପ ସହିତ ଜଡିତ ବିଦେଶୀ ବିଶେଷଜ୍ଞ, ଇଞ୍ଜିନିୟର ଏବଂ କର୍ମଚାରୀଙ୍କ କାର୍ଯ୍ୟ ଏବଂ…

ଦାରିଙ୍ଗବାଡ଼ି ଅଞ୍ଚଳରେ ଝିପିଝିପି ବର୍ଷା: ଚିନ୍ତାରେ ଚାଷୀ

ଦାରିଙ୍ଗବାଡ଼ି,୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପାଣିପାଗରେ ପରିବର୍ତ୍ତନ ଆସିଛି। ସୋମବାର ଭୋର ସମୟରୁ ଝିପିଝିପି ବର୍ଷା ଲାଗିରହିଥିବା ସହ ପ୍ରବଳ ଶୀତ ଅନୁଭୂତ ହୋଇଛି। ରାତ୍ରକାଳୀନ ଥଣ୍ଡାରେ ହ୍ରାସ ପାଇଥିବା ବେଳେ ଦିନରେ କୋହଲା ପାଗ ଓ ମେଘୁଆ…

କମିଲା ଗ୍ୟାସ ଦର, ଜାଣନ୍ତୁ ଦିଲ୍ଲୀରୁ ଲକ୍ଷ୍ନୌ ପର୍ଯ୍ୟନ୍ତ କେତେ ହେଲା ସିଲିଣ୍ଡରର ଦାମ

ନୂଆଦିଲ୍ଲୀ,୧।୧୨: ଡିସେମ୍ବର ୧ରେ ଭାରତରେ ଅନେକ ପରିବର୍ତ୍ତନ ଆସିଥିଲା। ଏହି ପରିବର୍ତ୍ତନଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଏଲପିଜି ସିଲିଣ୍ଡରର ମୂଲ୍ୟ। ଘରୋଇ ସିଲିଣ୍ଡରର ମୂଲ୍ୟରେ କୌଣସି ହ୍ରାସ ହୋଇନଥିବା ରିପୋର୍ଟ କରାଯାଇଛି। ତଥାପି, ବାଣିଜି୍ୟକ ସିଲିଣ୍ଡରର ମୂଲ୍ୟ ୧୦ଟଙ୍କା ହ୍ରାସ କରାଯାଇଛି,…

ବେଦିରୁ ବର-କନ୍ୟାକୁ ଉଠାଇଦେଲେ ମଣ୍ଡପ କର୍ତ୍ତୃପକ୍ଷ, କାରଣ ଜାଣିଲେ…

ଭୁବନେଶ୍ୱର,୧ା୧୨(ତ୍ରିନାଥ ମହାନ୍ତି): ବିବାହ ବିଳମ୍ବ ହେବାକୁ ନେଇ ମଣ୍ଡପ କର୍ତ୍ତୃପକ୍ଷ ଏବଂ ବର ପକ୍ଷ ମଧ୍ୟରେ ଗଣ୍ଡଗୋଳ ହୋଇଛି। ହାତଗଣ୍ଠି ପଡି ସାରିଥିଲା। ହେଲେ ବର-କନ୍ୟା ସାତ ଘେରା ବୁଲିବା ପୂର୍ବରୁ ମଣ୍ଡପ କର୍ତ୍ତୃପକ୍ଷ ସେମାନଙ୍କୁ ବେଦିରୁ ଉଠାଇ ଦେଇଥିଲେ। ଏହାକୁ…

ଆଜିଠାରୁ ସଂସଦର ଶୀତକାଳିନ ଅଧିବେଶନ, ବିରୋଧିଙ୍କ ଟାର୍ଗେଟରେ SIR

ନୂଆଦିଲ୍ଲୀ,୧।୧୨(ପି.ଟି.): ପାର୍ଲାମେଣ୍ଟର ଶୀତ ଅଧିବେଶନ ସୋମବାରଠାରୁ ଆରମ୍ଭ ହେବାକୁ ଯାଉଥିବାବେଳେ ଏହାର ଦିନକ ପୂର୍ବରୁ କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ ଡାକିଥିଲେ। ଭୋଟର ତାଲିକାର ଏସ୍‌ଆଇଆର୍‌ ଉପରେ ଆଲୋଚନା ପାଇଁ ବିରୋଧୀ ଦଳଗୁଡ଼ିକ ଦାବି କରିଛନ୍ତି। ସର୍ବଦଳୀୟ ବୈଠକରେ ସଂସଦୀୟ ବ୍ୟାପାର…

ଚାଉଳ ଉଠିନି, ଧାନ କଥା ପଚାରେ କିଏ

ଭୁବନେଶ୍ୱର,୧ା୧୨ (ରବିନାରାୟଣ ଜେନା): ଚାଷୀଙ୍କ ଆର୍ଥିକ ମାନଦଣ୍ଡ ବୃଦ୍ଧି କରିବା ଲାଗି କେନ୍ଦ୍ରଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ବହୁବିଧ ଯୋଜନା କାର୍ଯ୍ୟକାରୀ ହେଉଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ପିଏମ୍‌କିଷାନ ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଧାନ କୁଇଣ୍ଟାଲ ପିଛା…

ଏଇ ଭାରତରେ

ଗର୍ଭଧାରଣ ସମୟରେ ପୁଷ୍ଟିକର ଖାଦ୍ୟ ଅଭାବରୁ ଭାରତର ବିଭିନ୍ନ ଅଞ୍ଚଳରେ ନବଜାତକଙ୍କ ଓଜନ କମ୍‌ ରହୁଥିବା ଦେଖାଯାଉଛି। ବିଶେଷକରି ଏହି ସମସ୍ୟା ଆଦିବାସୀ ଅଞ୍ଚଳରେ ଅଧିକ। ତେବେ ଏହାର ସମାଧାନ ପାଇଁ ଛତିଶଗଡ଼ କୋରେଆ ଜିଲାର ଜିଲାପାଳ ଚନ୍ଦନ ରଞ୍ଜନ ତ୍ରିପାଠୀ…

ହୁକପକା ପୁରସ୍କାର

ପୁରସ୍କାର ପୁଣି ହୁକପକା। ଏ ଶୀର୍ଷକ କାହାକୁ ଅଡୁଆ ଲାଗୁଥାଇ ପାରେ। ହେଲେ କଥାଟିରେ ମିଛ ନାହିଁ। ପୁରସ୍କାର କେଉଁଠି ଛିନ୍ଦି ବା ଛଡ଼େଇ ନିଆଗଲେ ହୁକପକା ପୁରସ୍କାର କଥା ମନକୁ ଢୁକିଥାଏ। ପୁରସ୍କାର ବିକଳିଆଙ୍କ ପାଇଁ ପୁରସ୍କାରର ମହତ୍ତ୍ୱ ତଥା…

ଶ୍ରମ ସଂହିତା: ଶ୍ରମିକଙ୍କ ପାଇଁ ମୃତ୍ୟୁଘଣ୍ଟି

ନଭେମ୍ବର ୨୧ ତାରିଖରେ କେନ୍ଦ୍ର ସରକାର ଦେଶରେ ଚାରୋଟି ନୂଆ ଶ୍ରମ ସଂହିତା (ଲେବର କୋଡ୍‌) ଲାଗୁ କରିଛନ୍ତି। କୋଭିଡ୍‌ ସମୟରେ ଯେତେବେଳେ ଦେଶରେ ସମସ୍ତ ପ୍ରକାର ରାଜନୈତିକ କାର୍ଯ୍ୟକଳାପ ବନ୍ଦ ଥିଲା ଏବଂ ସଂସଦରେ ବିରୋଧୀ ଦଳ ଅନୁପସ୍ଥିତ ଥିଲେ,…

ଟ୍ରେନ୍‌ରୁ ଠେଲିଦେବାରୁ ନୌସେନା ଅଫିସର ସ୍ତ୍ରୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧।୧୨: ନୌସେନାର ଜଣେ ଅଫିସରଙ୍କ ସ୍ତ୍ରୀ ଆରତୀ ଯାଦବଙ୍କୁ ଚଳନ୍ତା ଟ୍ରେନ୍‌ରୁ ଠେଲିଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ଗତ ୨୬ ତାରିଖରେ ଉତ୍ତରପ୍ରଦେଶର ସମ୍‌ହୋନ୍‌ ଏବଂ ଭର୍ଥନା ଷ୍ଟେଶନ ମଧ୍ୟବର୍ତ୍ତୀ ରେଳଲାଇନ୍‌ରୁ ୩୦ ବର୍ଷୀୟା ଆରତୀଙ୍କ ମୃତଦେହ ମିଳିଥିଲା। ସରକାରୀ ରେଲ୍‌ଓ୍ବେ…

୧୦ ବର୍ଷ ପରେ ରୋମାନ୍ସ କରିବେ ଦୀପିକା-ରଣବୀର

ମୁମ୍ବାଇ: ଦୀପିକା ପାଦୁକୋନ ଏବଂ ରଣବୀର କପୁର ବଲିଉଡ୍‌ର ସବୁଠାରୁ ଲୋକପ୍ରିୟ ଅନସ୍କ୍ରିନ୍‌ ଯୋଡ଼ି ମଧ୍ୟରୁ ଅନ୍ୟତମ। ଯଦିଓ ସେମାନେ ୧୦ ବର୍ଷରୁ ଅଧିକ ସମୟ ଧରି ଏକାଠି କାମ କରିନାହାନ୍ତି, କିନ୍ତୁ ଏବେ ସେମାନେ ଏକାଠି ହେବାକୁ ପ୍ରସ୍ତୁତ। କିଛି…

ମୁଖ୍ୟମନ୍ତ୍ରୀଙ୍କୁ ମିଳିଲା ବାରବାଟୀ T20 ମ୍ୟାଚ୍ ଟିକେଟ୍, ଡିସେମ୍ବର ୧ରୁ ବିକ୍ରି ଆରମ୍ଭ

ଭୁବନେଶ୍ୱର,୩୦।୧୧: ଆସନ୍ତା ଡିସେମ୍ବର ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା T20 ଆନ୍ତର୍ଜାତିକ ମ୍ୟାଚ୍ ପାଇଁ ଓଡ଼ିଶା କ୍ରିକେଟ୍ ଆସୋସିଏସନ (OCA) ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଟିକେଟ୍ ପ୍ରଦାନ କରାଯାଇଛି। OCA ସଭାପତି ପଙ୍କଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?