Home Left

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। ପ୍ରକାଶ ଯେ, ବ୍ଲକ ମୁଖ୍ୟାଳୟଠାରୁ ମାତ୍ର ଗୋଟିଏ…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟି ଜଣେ ୧୯ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ…

ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ ଦାଦନ ଖଟିବାକୁ ଯାଉଛନ୍ତି। ହେଲେ ସେମାନଙ୍କ ପ୍ରତି ନିର୍ଯାତନା ଥମୁ ନାହିଁ। ଅଧିକ…

ସୂର୍ଯ୍ୟ-ଶନିଙ୍କ ମୁହାଁମୁହିଁ ଦୃଷ୍ଟି: ସତର୍କ ରୁହନ୍ତୁ ୩ ରାଶି; ଚାଲିଯିବ ସବୁ ଟଙ୍କା, କ୍ୟାରିୟରରେ ବଡ଼ ସଙ୍କଟ!

ସୂର୍ଯ୍ୟ ଏବଂ ଶନିଙ୍କ ମଧ୍ୟରେ ପ୍ରତିଯୁତି ଦୃଷ୍ଟି ଯୋଗ ଗଠନ ଅନେକ ରାଶି ପାଇଁ ଅଶୁଭ ସାବ୍ୟସ୍ତ ହୋଇପାରେ। ସୂର୍ଯ୍ୟ ଏବଂ ଶନି ମୁହାଁମୁହିଁ ହେବା ଏକ ଚ୍ୟାଲେଞ୍ଜପୂର୍ଣ୍ଣ ଯୋଗ ଭାବେ ବିବେଚନା କରାଯାଏ। ଆଜି ସୂର୍ଯ୍ୟ ଏବଂ ଶନି ପରସ୍ପରଠାରୁ…

ଅଧରାତିରେ ଭାରତରେ ଭୂକମ୍ପ ଝଟ୍‌କା: ୨ ରାଜ୍ୟକୁ ଦୋହଲାଇଦେଲା…

ନୂଆଦିଲ୍‌ଲୀ,୪।୧୦: ଭାରତ, ଇଣ୍ଡୋନେସିଆ ଏବଂ ମିଆଁମାରର ଅନେକ ସହରରେ ଗତ ବିଳମ୍ୱିତ ରାତିରୁ ଆଜି ସକାଳ ପର୍ଯ୍ୟନ୍ତ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଭୂକମ୍ପ ହୋଇଥିବା ନିଶ୍ଚିତ କରି କହିଛି ଯେ, ଇଣ୍ଡୋନେସିଆରେ ଆଜି…

୧୦ରେ ସିଜେପିର ଦିଲ୍ଲୀ ବିକ୍ଷୋଭ

ନୂଆଦିଲ୍ଲୀ,୪ା୧୦(ପି.ଟି.): ମୁଖ୍ୟ ନିର୍ୱାଚନ କମିଶନର (ସିଇସି) ଜ୍ଞାନେଶ କୁମାର ଯଦି ଇସ୍ତଫା ନ ଦିଅନ୍ତି, କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ଅକ୍ଟୋବର ୧୦ରେ ନୂଆଦିଲ୍ଲୀରେ ଶାନ୍ତିପୂର୍ଣ୍ଣ ବିକ୍ଷୋଭ କରିବ। ମୁକ୍ତ ଓ ନ୍ୟାୟସଙ୍ଗତ ନିର୍ୱାଚନ ଚାହୁଁଥିବା ପ୍ରତ୍ୟେକ ନାଗରିକ ଏହି ଆନ୍ଦୋଳନରେ…

‘ସତ୍ୟାଗ୍ରହ’ ଆରମ୍ଭ କଲେ ରାହୁଲ!

ନୂଆଦିଲ୍ଲୀ, ୪।୧୦: କଂଗ୍ରେସ ନେତା ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସାରା ଦେଶର ବିକ୍ଷୋଭ ଏବଂ ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ଏକାଠି କରିବା ପାଇଁ ‘ସତ୍ୟାଗ୍ରହ’ ନାମକ ଏକ ଡିଜିଟାଲ ପ୍ଲାଟ୍‌ଫର୍ମ ଶୁଭାରମ୍ଭ କରିଛନ୍ତି। ‘X’ରେ ଏକ…

ଇଣ୍ଡି ମେଣ୍ଟରେ ସାମିଲ ହେଲା ଟିଭିକେ

ଚେନ୍ନାଇ, ୪।୧୦: ଅଭିନେତା-ରାଜନେତା ବିଜୟଙ୍କ ନେତୃତ୍ୱାଧୀନ ‘ତାମିଲଗା ଭେଟ୍ରି କାଜଗମ’ (ଟିଭିକେ) ଦଳ ଇଣ୍ଡି ମେଣ୍ଟରେ ସିଇସିଙ୍କ ଇସ୍ତଫା ଦାବି ଅଭିଯାନରେ ସାମିଲ ହୋଇଛି ବୋଲି ଶନିବାର ତାମିଲନାଡୁ କଂଗ୍ରେସ କମିଟି(ଟିଏନ୍‌ସିସି) ସଭାପତି ମାଣିକମ ଟାଗୋର୍‌ କହିଛନ୍ତି। ଚେନ୍ନାଇସ୍ଥିତ ଟିଏନ୍‌ସିସି କାର୍ଯ୍ୟାଳୟରେ…

ପୁଣି ମୁଣ୍ଡ ନୁଆଁଇବେ

ଗାନ୍ଧୀ ଜୟନ୍ତୀର ସ୍ମୃତି ମନରେ ସତେଜ ଥିବାବେଳେ ଏବଂ ଶାନ୍ତିପୂର୍ଣ୍ଣ ସମାବେଶର ଅଧିକାର ପୁନର୍ୱାର ଚର୍ଚ୍ଚାକୁ ଆସିଛି। ଏହି ସମୟରେ ଆସନ୍ତୁ କିଛି ପ୍ରସଙ୍ଗ ଉପରେ ଦୃଷ୍ଟି ପକାଇବା। ମୁଁ ଏହା ଲେଖୁଥିବା ସମୟରେ ମୋଦି ସରକାର ଆନ୍ଦୋଳନକାରୀଙ୍କୁ ସମାବେଶ କରିବାକୁ…

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି। ଭାରତରେ ସେ ନିଶାଦ୍ରବ୍ୟ ଚୋରା କାରବାର ଏବଂ ଅନ୍ୟାନ୍ୟ ଅପରାଧ ମାମଲାରେ ବିଚାରର…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି ସମୟରେ ଯାତାୟାତରେ ଅସୁବିଧା ହେଉଥିବାରୁ ବିଦ୍ୟୁତ୍‌ ବିଭାଗ ନିକଟରେ ଗ୍ରାମବାସୀ ଲିଖିତ ଅଭିଯୋଗ…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ଏକ ଦନ୍ତାହାତୀ ଗାଁ ଗାଁ ବୁଲୁଥିବା ବେଳେ ଲୋକଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?