Home Left

ତାତିଲେ ବାପି ପଣ୍ଡା, ଦେଲେ ଖୋଲା ଧମକ

ଭୁବନେଶ୍ୱର,୧୬।୪: ବ୍ୟାନ ନହଟିଲେ ଯାତ୍ରା ବନ୍ଦ । ଆଉ ହେବନି ଯାତ୍ରା । ମାଲିକ ସଂଘକୁ ଶକ୍ତ ଝଟ୍‌କା । ମାଲିକଙ୍କ ନିଷ୍ପତ୍ତିକୁ ରୋକଠୋକ ଚ୍ୟାଲେଞ୍ଜ କରିଛି କଳାକାର ସଂଘ । ମାଲିକ ସଂଘ ବୈଠକକୁ ଖୋଲାଖୋଲି ଭାବେ ଚ୍ୟାଲେଞ୍ଜ କରିଛନ୍ତି…

ବନ ବିହାରରେ ହେବ ଶହିଦ ସ୍ମୃତି ସ୍ତମ୍ଭ: ପ୍ରତିଶ୍ରୁତି ଦେଲେ ବିଧାୟକ

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ): ଓଡ଼ିଶା ଅଣ ଗେଜେଟେଡ ବନ ସେବା ବ୍ରହ୍ମପୁର ସର୍କଲ ସଭାପତି ଅନୁପ କୁମାର ବିଷୋୟୀଙ୍କ ନେତୃତ୍ୱରେ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର କର୍ମକର୍ତ୍ତାମାନେ ମଙ୍ଗଳବାର ରାତିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ଭେଟି ସଙ୍ଘର ବିଭିନ୍ନ ସମସ୍ୟା…

ଜଗଦ୍ଦେବଙ୍କ ବିସ୍ଫୋରକ ବୟାନ, ନବୀନଙ୍କୁ ହଟାଇବାକୁ…ରାଜନୀତିରେ ଚହଳ

ଭୁବନେଶ୍ୱର,୧୬।୪: ବିଜେଡିକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏପରିକି ଦଳକୁ ନେଇ ଖୋଦ୍‌ ବିଜେଡି ନେତା ମଧ୍ୟ ବିଭିନ୍ନ ବୟାନବାଜି କରୁଛନ୍ତି। ଏଥିସହ ଦଳ ଛାଡି ଭାଜପାରେ ମିଶିଥିବା ଅନେକ ବଡ଼ ବଡ଼ ନେତା ମଧ୍ୟ ମୁହଁ ଫିଟାଇଛନ୍ତି। ଏହାରି…

ଜାତୀୟ ରାଜପଥ କଡ଼ରେ ପଡ଼ିଛି ୨ ଅପରିଚିତ ଯୁବକଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସ

ବଲାଙ୍ଗୀର, ୧୬।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହର ମଠଖାଇ ଜଙ୍ଗଲ ସନ୍ନିକଟ ବଲାଙ୍ଗୀର-ଦେଓଗାଁ ୨୬ ନଂ ଜାତୀୟ ରାଜପଥ କଡ଼ରୁ ଦୁଇଜଣ ଅପରିଚିତ ଯୁବକଙ୍କ ମୃତଦେହକୁ ବୁଧବାର ସଦର ଥାନା ପୋଲିସ ଉଦ୍ଧାର କରିଛି। ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ…

ଛତିଶଗଡ଼ ଚାଲାଣ ହୋଇଛନ୍ତି ବଲାଙ୍ଗୀରର ନବଜାତ ଶିଶୁ

ବଲାଙ୍ଗୀର, ୧୬।୪(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ଜିଲା ମୁରିବାହାଲ ଥାନା କର୍ଲା ଗାଁରୁ ଏକ ନବଜାତ ଶିଶୁକନ୍ୟାକୁ ଚାଲାଣ କରାଯାଉଥିବା ଜଣାପଡ଼ିବା ପରେ ପୁଣିଥରେ ହଇଚଇ ସୃଷ୍ଟି ହୋଇଛି। ଏହି ଗାଁର ଜଣେ ମହିଳା କିଛି ଦିନ ତଳେ ବଲାଙ୍ଗୀର ଭୀମଭୋଇ…

ନିଜ ଛଳନା ଜାଲରେ ଫସିଗଲା ପାକିସ୍ତାନ: ଜୟଶଙ୍କର

ନୂଆଦିଲ୍ଲୀ,୧୬।୪: ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନକୁ ଘେରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ସେ କହିଛନ୍ତି, ପାକିସ୍ତାନ ନିଜ ଛଳନା ଜାଲରେ ଫସି ଯାଇଛି। ପାକିସ୍ତାନ ତାଲିବାନ ଏବଂ ଅନ୍ୟାନ୍ୟ ପକ୍ଷଗୁଡ଼ିକ ସହିତ ଦୋମୁହାଁ ମାନଦଣ୍ଡ ଗ୍ରହଣ କରିଛି। ଗୁଜରାଟର ଚାରୋତର ବିଜ୍ଞାନ…

ନାମାଙ୍କନ ଭରିବେ ନବୀନ: ପୁଣି ହେବେ ସଭାପତି

ଭୁବନେଶ୍ୱର,୧୬।୪: କାଲି ନାମାଙ୍କନ ଭରିବେ ନବୀନ। ବିଜେଡି ସଭାପତି ପଦ ପାଇଁ ପୁଣି ନାମାଙ୍କନ ଭରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୯ ତାରିଖରେ ଘୋଷଣା ହେବ ନୂଆ ସଭାପତିଙ୍କ ନାଁ। ଖୁବ୍‌ ଶୀଘ୍ର ଘୋଷଣା ହେବ ରାଜ୍ୟ ପରିଷଦ…

ଗର୍ଲଫ୍ରେଣ୍ଡଙ୍କ ସହ ବାଗେଶ୍ୱର ବାବାଙ୍କ ଶରଣ ପଶିଲେ ଶିଖର ଧାଓ୍ବନ

ମୁମ୍ବାଇ,୧୬।୪: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ବର୍ତ୍ତମାନ ତାଙ୍କ ନୂତନ ପ୍ରେମିକାଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଧାୱନ ସୋଫି ସାଇନଙ୍କୁ ଡେଟ କରୁଛନ୍ତି। ଉଭୟଙ୍କୁ ଆଜିକାଲି ପ୍ରାୟତଃ ଏକାଠି ଦେଖାଯାଉଛି। ଧାୱନ ଏବେ ସୋଫିଙ୍କ ସହିତ ଶ୍ରୀ ବାଗେଶ୍ୱର ବାଲାଜୀ…

ଭୁବନେଶ୍ବରରେ ଅଖିଳେଶ ଯାଦବ: ବଢ଼ୁଛି ରାଜନୈତିକ ଚର୍ଚ୍ଚା

ଭୁବନେଶ୍ୱର,୧୬।୪: ଭୁବନେଶ୍ବରରେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ପହଞ୍ଚିଛନ୍ତି। ତାଙ୍କ ସହ ସ୍ତ୍ରୀ ଏମ୍‌ପି ଡିମ୍ପଲ ଯାଦବ ମଧ୍ୟ ଅଛନ୍ତି। ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ମଧ୍ୟ ରହିଛି। ଅନ୍ୟପକ୍ଷେ ରାଜନୈତିକ କାର୍ଯ୍ୟକ୍ରମକୁ ନେଇ ଚର୍ଚ୍ଚା ହେଉଛି।…

ଭଉଣୀଙ୍କୁ ଛାଡ଼ି ଫେରୁଥିଲେ, ଅଧାବାଟରେ ଗଲା ଭାଇ ଜୀବନ

ମୋହନା,୧୬।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଛତାଭରି ଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌ ସହ ବାଇକ୍‌ ମୁହଁାମୁହିଁ ଧକ୍କା ହେବାଫଳରେ ଜଣଙ୍କ ମୁତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ସିଆଲିଲଟି ପଞ୍ଚାୟତ ମେଣ୍ଟିଆମ୍ବ ଗାଁର ନରେନ୍ଦ୍ର ମଣ୍ଡଳ।…

ସେବାଶ୍ରମରେ ଏବେ ବି ଘୁରିବୁଲୁଛି ମହୁମାଛି: ଆତଙ୍କିତ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ମଙ୍ଗଳବାର ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ କରିଥିଲେ। ବୁଧବାର ମଧ୍ୟ ସେଠାରେ ପ୍ରାୟ ପଚାଶରୁ ଷାଠିଏ ମହୁମାଛି ଘୁରି ବୁଲୁଛନ୍ତି। ଫଳରେ ଭୟ ଓ ଆତଙ୍କିତ ଅବସ୍ଥାରେ…

ଅତିରିକ୍ତ ଜିଲାପାଳଙ୍କ ଘରକୁ ପୁଣି ପସୁଥିଲେ ଚୋର, ପରେ ଯାହାହେଲା…

ରାୟଗଡା,୧୬।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଅତିରିକ୍ତ ଜିଲାପାଳ ନିହାର ରଞ୍ଜନ କହଁରଙ୍କ ସରକାରୀ ବାସଭବନରୁ ମଙ୍ଗଳବାର ଦିନ ଦ୍ବିପହରରେ ଦୁବୃର୍ତ୍ତ ମାନେ ଚୋରି ପାଇଁ ଉଦ୍ୟମ କରିଛନ୍ତି। ଅତିରିକ୍ତ ଜିଲାପାଳ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଯାଇଥିବା ବେଳେ ଏହି ଚୋରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri