Home Left

୪୯ ଦିନ ପରେ ଶନିଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ; ଦଶହରା ପୂର୍ବରୁ ୬ ରାଶି ହେବେ ମାଲାମାଲ୍‌!

୯ ଅକ୍ଟୋବର ୨୦୨୬ରେ ଶନି ନକ୍ଷତ୍ର ପରିବର୍ତ୍ତନ କରିବେ। ଦଶହରା ପୂର୍ବରୁ ଶନିଙ୍କର ଏହି ଚାଲ୍ ୬ଟି ରାଶି ପାଇଁ ଶୁଭ ବୋଲି ଧରାଯାଉଛି। ଜାଣନ୍ତୁ କେଉଁ କେଉଁ ରାଶିକୁ ଚାକିରି, ବ୍ୟବସାୟ ଏବଂ ଧନ ଲାଭ ମିଳିବ। ଜ୍ୟୋତିଷ ଶାସ୍ତ୍ରରେ…

ଜଣେ ଯୁବତୀଙ୍କୁ ପ୍ରେମ କରି ବସିଲେ ୨ ଘନିଷ୍ଠ ବନ୍ଧୁ: ଶେଷରେ ଘଟିଲା…

ନାଗପୁର,୨୧।୮: ରଣବୀର ସିଂହ ଓ ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଣ୍ଡେ’ ଦେଖିଛନ୍ତି? ଫିଲ୍ମରେ ଦୁଇ ଘନିଷ୍ଠ ବନ୍ଧୁ ଗୋଟିଏ ଯୁବତୀଙ୍କୁ ଭଲ ପାଇବା ପରେ ପରସ୍ପରଙ୍କ ଶତ୍ରୁ ପାଲଟି ଯାଆନ୍ତି। ଏବେ ନାଗପୁରରେ ମଧ୍ୟ ଏହିଭଳି ଏକ ଘଟଣା ଘଟିଥିବା…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ ଗାଁର ପୂର୍ଣ୍ଣବାସୀ ମଲ୍ଲିକ। ପରିବାର ଆଣିଲେ ହତ୍ୟା ଅଭିଯୋଗ। ସୂଚନା ମୁତାବକ, ପୂର୍ଣ୍ଣବାସୀ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ ଶଙ୍ଖଭବନରୁ ଡାକରା ଆସିବା ପରେ ଶୁକ୍ରବାର ଶଙ୍ଖ ଭବନରେ ପହଞ୍ଚିଛନ୍ତି ଗଞ୍ଜାମ ବିଜେଡି…

ଶିକ୍ଷା ବିଭାଗରେ ଚହଳ! ନାବାଳିକାଙ୍କୁ ଗର୍ଭବତୀ କଲେ ଶିକ୍ଷକ, ଗର୍ଭପାତ ପାଇଁ ଯାଉଥିବାବେଳେ ବାଟରେ…

କିଶ୍ତୱାଡ,୨୧।୮: ଜମ୍ମୁ-କଶ୍ମୀରର କିଶ୍ତୱାଡରେ ୧୪ ବର୍ଷୀୟା ଜଣେ ନାବାଳିକାଙ୍କ ସହ ବଳାତ୍କାର ଅଭିଯୋଗକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଅଭିଯୋଗ ଅନୁସାରେ, ବଳାତ୍କାର ଯୋଗୁ ନାବାଳିକା ଗର୍ଭବତୀ ହୋଇଥିଲେ। ଗର୍ଭପାତ ପାଇଁ ତାଙ୍କୁ ଜରୁରୀକାଳୀନ ଭାବେ ଡୋଡା ନିଆଯାଉଥିବା ବେଳେ ରାସ୍ତାରେ…

‘ଏବେ ଆପଣ ମୁଖ୍ୟମନ୍ତ୍ରୀ, ଫିଲ୍ମ ଭଳି ଡାଏଲଗ କୁହନ୍ତୁ ନାହିଁ’: ବିଧାନସଭାରେ CM ବିଜୟଙ୍କୁ ଏମିତି କହିଦେଲେ ଉଦୟନିଧି ଷ୍ଟାଲିନ

ଚେନ୍ନାଇ,୨୧।୮: ତାମିଲନାଡୁରେ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି। ପୂର୍ବତନ DMK ସରକାର ସମୟର କଥିତ ଭ୍ରଷ୍ଟାଚାର ସମ୍ପର୍କିତ ଫାଇଲଗୁଡ଼ିକୁ ସାର୍ବଜନୀନ କରିବା ସହ ଯଦି ଅନିୟମିତତାର ପ୍ରମାଣ ମିଳେ,…

ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଛୁରି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ ବାପାଙ୍କ ମୃତ୍ୟୁ ଘଟିଥିବାବେଳେ ପୁଅ ଗୁରୁତର ଆହତ ଅଛନ୍ତି। ସାମାନ୍ୟ ବଚସାକୁ କେନ୍ଦ୍ର…

କିନ୍ନର ବେଶ ଯାଇ ପ୍ରଥମେ ପାଣି ଛିଞ୍ଚିଲେ, ଏୟାର ହୋଷ୍ଟେସଙ୍କୁ ଏକା ଦେଖି ଯାହା କଲେ…

ମୁମ୍ବାଇ,୨୧।୮: ମୁମ୍ବାଇର ପୱାଇ ଅଞ୍ଚଳରେ ବଳାତ୍କାର ମାମଲା ସାମ୍ନାକୁ ଆସିଛି। ଟ୍ରାନ୍ସଜେଣ୍ଡର ବେଶ ଧାରଣ କରି ଜଣେ ଏୟାର ହୋଷ୍ଟେସଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଆଶୀର୍ବାଦ ଦେବା ଏବଂ ନଜର ଉତାରିବାର ବାହାନା କରି ମହିଳାଙ୍କୁ ବଳାତ୍କାର କରାଯାଇଛି। ଘଟଣାର…

ଥାନା ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ, ସାଥିରେ ଅଛନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୨୧ା୮: ପେଲେଟ୍ ଗନ୍‌ ବ୍ୟବହାରକୁ ନେଇ ପୁଣିଥରେ ସ୍ୱର ଉଠାଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ସେ ଦିଲ୍ଲୀର ସଂସଦ ମାର୍ଗ ଥାନାରେ ପହଞ୍ଚିବା ସହ DCP ଅଫିସ୍ ସାମ୍ନାରେ ଧାରଣାରେ ବସିଛନ୍ତି । ତାଙ୍କ ସହ କଂଗ୍ରେସ ନେତ୍ରୀ…

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି ମିଶି ସମୁଦାୟ ୬ଟି ସ୍ଲୁଇସ ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ହୀରାକୁଦ…

ପ୍ରଶାନ୍ତ କିଶୋରଙ୍କ ବଡ଼ ପ୍ରସ୍ତୁତି: ନୀତୀଶ କୁମାରଙ୍କ ପୂର୍ବରୁ ନିଜେ କରିବେ ଏମିତି କାମ, ଦେଶରେ ଚହଳ

ପାଟନା,୨୧।୮: ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ତଥା ବିଧାୟକ ପ୍ରଶାନ୍ତ କିଶୋର ଏବେ ବିହାରରେ ନିଜ ରାଜନୈତିକ ପ୍ରଭାବ ଆହୁରି ମଜବୁତ କରିବାକୁ ବଡ଼ ପ୍ରସ୍ତୁତି କରୁଛନ୍ତି। ନିର୍ବାଚନ ଜିତିବା ପରେ ସେ ‘ଆଭାର ବାଙ୍କିପୁର’ କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ୱାର୍ଡକୁ…

୨୮ ଅଗଷ୍ଟରେ ଲାଗୁଛି ଗ୍ରହଣ: ୬ ରାଶି ହୋଇଯାଆନ୍ତୁ ସତର୍କ, ଖର୍ଚ୍ଚ ହୋଇଯିବ ସବୁ ଟଙ୍କା…

୨୮ ଅଗଷ୍ଟ ୨୦୨୬ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବ। ଜ୍ୟୋତିଷ ଶାସ୍ତ୍ରର ମାନ୍ୟତା ଅନୁଯାୟୀ ଏହାର ପ୍ରଭାବ ୬ଟି ରାଶି ଉପରେ ପଡ଼ିପାରେ। ଜାଣନ୍ତୁ କେଉଁ କେଉଁ ରାଶିକୁ ସତର୍କ ରହିବାକୁ ପଡ଼ିବ ଏବଂ କେଉଁ କେଉଁ ବିଷୟରେ ସାବଧାନତା ଅବଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?