ଯେତେ ରୋଜଗାର କଲେ ଅଣ୍ଟୁ ନାହିଁ କି? ଜାଣନ୍ତୁ କ’ଣ …
ଯେତେ ରୋଜଗାର କଲେ ଅଣ୍ଟୁ ନାହିଁ କି ? ଘରେ ସବୁ ବେଳେ ଦେଖାଯାଉଛି କି ଅଭାବ ତେବେ ନିଶ୍ଚୟ ଜାଣନ୍ତୁ ଏ ବିଷୟରେ। ଆର୍ଥିକ ସମସ୍ୟା ଦୂର କରିବାକୁ ଚାହୁଁଥିଲେ ଜାଣନ୍ତୁ କ’ଣ କୁହେ ବାସ୍ତୁ ଶାସ୍ତ୍ର। ଉତ୍ତର ଦିଗକୁ…
ଏନଏସି ହେବ ଜଗନ୍ନାଥପ୍ରସାଦ ପଞ୍ଚାୟତ: ଘୋଷଣା କଲେ ବିଧାୟକ
ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ପଂଚାୟତ (ବ୍ଲକ ମୁଖ୍ୟ କାର୍ଯ୍ୟାଳୟ)କୁ ଏନଏସିରେ ପରିଣତ କରାଯିବ। ଏନେଇ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଖୁବଶୀଘ୍ର ରାଜ୍ୟ ସରକାର ତାହା ଘୋଷଣା କରିବାକୁ ଯାଉଛନ୍ତି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ସ୍ଥାନୀୟ ଟାଉନ…
EDର ସମନ ପାଇ ହାଜର ହେବାକୁ ଚାଲି ଚାଲି ପଳାଇ ଆସିଲେ ରବର୍ଟ ଭଦ୍ରା!
ନୂଆଦିଲ୍ଲୀ,୧୫।୪: ଜମି କାରବାର ମାମଲାରେ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସ୍ବାମୀ ଏବଂ ବ୍ୟବସାୟୀ ରବର୍ଟ ଭଦ୍ରାଙ୍କୁ ଦ୍ୱିତୀୟ ଥର ପାଇଁ ପଚରାଉଚରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ସମନ କରିଛି। ତାଙ୍କୁ ମଙ୍ଗଳବାର ଇଡି ନିକଟରେ ହାଜର ହେବାକୁ କୁହାଯାଇଛି।…
ଖାଲି ପେଟରେ ଏମିତି ଖାଆନ୍ତୁ ଭୃଶଙ୍ଗ ପତ୍ର:୫ ରୋଗରୁ ମିଳିବ ମୁକ୍ତି
ଅଧିକାଂଶ ଲୋକ ଖାଦ୍ୟକୁ ସ୍ବାଦିଷ୍ଟ କରିବା ପାଇଁ ଭୃଶଙ୍ଗ ପତ୍ର ବ୍ୟବହାର କରନ୍ତି। କିନ୍ତୁ ଆୟୁର୍ବେଦିକ ଦୃଷ୍ଟିକୋଣରୁ ଏହାର ଅନେକ ସ୍ବାସ୍ଥ୍ୟ ଲାଭ ଅଛି। ଏହାକୁ ସେବନ କରିବା ଦ୍ୱାରା ଶରୀରକୁ ଅନେକ ଲାଭ ମିଳିଥାଏ। ସକାଳେ ଖାଲି ପେଟରେ ନିୟମିତ…
ଅଙ୍ଗ ତସ୍କରୀ ପାଇଁ ପିଲା ଚୋରି: ମହିଳାଙ୍କ ସହ ଅପହରଣ କରିଥିବା ଯୁବକ ଗିରଫ
ଭୁବନେଶ୍ୱର,୧୫।୪: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଛି। ପୋଲିସର ଏକ ସ୍ବତନ୍ତ୍ର ଟିମ୍ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି। ଅନ୍ୟପକ୍ଷେ ଏହି ଘଟଣାରେ ଏକ ବଡ଼ ରାକେଟ୍ କାମ କରୁଥିବା ସନ୍ଦେହ କରାଯାଉଛି। ଏପରି…
ଯୁବକଙ୍କ ଉନ୍ମତ୍ତକାଣ୍ଡ: ଧରି ନିର୍ଧୁମ ଛେଚିଲେ ଲୋକେ
ବଲାଙ୍ଗୀର,୧୫ା୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରୁ ପୁଣି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସହରରେ ଜଣେ ନିଶାସକ୍ତ ଯୁବକ ଉନ୍ମତ୍ତକାଣ୍ଡ ଭିଆଇଛନ୍ତି। ଯୁବକ ଜଣକ ନିଶାସକ୍ତ ଅବସ୍ଥାରେ ନିଜ ହିତାହିତ ଜ୍ଞାନ ହରାଇ ବାଛୁରୀ ଆଖିକୁ ଫୋଡ଼ିଦେଇଥିବା ଅଭିଯୋଗ ହୋଇଛି।…
LSG vs CSK: ପ୍ଲେୟାର ଅଫ ଦି ମ୍ୟାଚ ପୁରସ୍କାର ଜିତିବା ପରେ ଧୋନୀ ଆଶ୍ଚର୍ଯ୍ୟ ହୋଇ କହିଦେଲେ ଏମିତି କଥା
ଲକ୍ଷ୍ନୌ,୧୫।୪: ଲକ୍ଷ୍ନୌର ଏକାନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍ରେ ଏମଏସ ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସ ଲକ୍ଷ୍ନୌ ସୁପର ଜଏଣ୍ଟସକୁ ୫ ଉଇକେଟ୍ରେ ପରାସ୍ତ କରିଛି। ୧୬୭ ରନର ଟାର୍ଗେଟକୁ ପିଛା କରି ସିଏସକେ ୧୯.୩ ଓଭରରେ ବିଜୟୀ ହୋଇଥିଲା।…
‘ଯୁବତୀ ଜାଣିଶୁଣି ଘରୁ ଚାଲିଯାଇଥିଲେ ଆଉ ରଖିଥିଲେ ଶାରିରୀକ ସମ୍ପର୍କ’, POCSO ମାମଲାରେ ଜେଲରେ ଥିବା ଯୁବକଙ୍କୁ ମୁକ୍ତ କଲେ କୋର୍ଟ
ମୁମ୍ବାଇ,୧୫।୪: ବମ୍ବେ ହାଇକୋର୍ଟ POCSO ମାମଲାରେ ତିନି ବର୍ଷ ଜେଲରେ ଥିବା ଜଣେ ୨୨ ବର୍ଷୀୟ ଯୁବକଙ୍କୁ ମୁକ୍ତ କରିଛନ୍ତି। ଯୁବକଙ୍କୁ ମୁକ୍ତ କରିବା ସମୟରେ କୋର୍ଟ କହିଥିଲେ ଯେ ୧୫ ବର୍ଷୀୟା ଯୁବତୀ ଜଣଙ୍କ ତାଙ୍କ କାର୍ଯ୍ୟର ପରିଣାମ ବୁଝିବା…
ବଡ଼ ରେକର୍ଡ କଲେ ଧୋନୀ: ବିଶ୍ୱର ପ୍ରଥମ ଖେଳାଳି ଭାବେ IPLରେ କଲେ ଏମିତି କାରନାମା
ନୂଆଦିଲ୍ଲୀ,୧୫।୪: ଆଇପିଏଲ୍ ୨୦୨୫ LSG ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ଖେଳାଯାଇଥିବା ଏକ ମ୍ୟାଚରେ ଅଧିନାୟକ ମହେନ୍ଦ ସିଂ ଧୋନୀ ଏକ ବଡ଼ ରେକର୍ଡ କରିଛନ୍ତି। କେବଳ ଏତିକି ନୁହେଁ, ଧୋନୀ ଯେଉଁ ସଫଳତା ହାସଲ କରିଛନ୍ତି, ତାହା ବିଶ୍ୱର…
ଶେୟାର ବଜାରରେ ଜବରଦସ୍ତ ଉତ୍ସାହ: ୧୭୫୦ ପଏଣ୍ଟ ଉପରକୁ ଉଠିଲା ସେନସେକ୍ସ, ଏସବୁ ଷ୍ଟକ୍ରେ ବଡ଼ ବୃଦ୍ଧି
ମୁମ୍ବାଇ,୧୫।୪: ଆରବିଆଇ ରେପୋ ହାର ହ୍ରାସ ଠାରୁ ଆରମ୍ଭ କରି ଟ୍ରମ୍ପଙ୍କ ଇଲେକ୍ଟ୍ରୋନିକ୍ସ ଉପରେ ଶୁଳ୍କରୁ ମୁକ୍ତି ଦେବା ପର୍ଯ୍ୟନ୍ତ, ଏସୀୟ ବଜାରରୁ ଭାରତୀୟ ବଜାର ପର୍ଯ୍ୟନ୍ତ ସବୁକିଛି ଏକ ବୁଷ୍ଟର ଡୋଜ୍ ଭାବରେ କାମ କରିଛି। ଗୋଟିଏ ପଟେ ୱାଲ…
Odisha Fishing Ban: ଆଜିଠାରୁ ଓଡ଼ିଶା ଉପକୂଳରେ ମାଛ ଧରିଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୧୫।୪: ମାଛମାନଙ୍କ ଅଣ୍ଡାଦାନ ଋତୁରେ ସାମୁଦ୍ରିକ ଜୀବନକୁ ସୁରକ୍ଷା ଦେବା ପାଇଁ, ଓଡ଼ିଶା ଉପକୂଳରେ ଏପ୍ରିଲ ୧୫ ତାରିଖରୁ ଦୁଇ ମାସ ପାଇଁ ମାଛ ଧରିବା ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହି ନିଷେଧ ଅନୁଯାୟୀ, ସମସ୍ତ ଯାନ୍ତ୍ରିକ ଡଙ୍ଗା ଏବଂ ଟ୍ରଲରଗୁଡ଼ିକୁ…
ଜୟଶ୍ରୀରାମ, ଜୟ ହନୁମାନ ଧ୍ୱନିରେ କମ୍ପିଲା ସମ୍ବଲପୁର ସହର: ସାମିଲେ ହେଲେ ଧର୍ମେନ୍ଦ୍ର, ଜୟନାରାୟଣ
ସମ୍ବଲପୁର,୧୪ା୪(ବି.ଶଙ୍କର/ଭବାନୀଶଙ୍କର ଭୋଇ): ମହାବିଷୁବ ସଂକ୍ରାନ୍ତି ତିଥିରେ ସମ୍ବଲପୁରର ସହରର ବିଭିନ୍ନ ହନୁମାନ ମନ୍ଦିରଗୁଡିକରେ ସୋମବାର ଦିନବେଳ ପୂଜାର୍ଚ୍ଚନା କରାଯାଇଥିଲା। ହନୁମାନ ଜୟନ୍ତୀ ସମନ୍ବୟ ସମିତି ପକ୍ଷରୁ ରାତିରେ ବିଭିନ୍ନ ପଡାରୁ ଦିବ୍ୟ ଏବଂ ଭବ୍ୟ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା।…
Archives


