Home Left

ଦଣ୍ଡନାଚ ପ୍ରସାଦ ସେବନ ବେଳେ ମାରପିଟ: ବାପ-ପୁଅ ଗୁରୁତର

ଧରାକୋଟ,୧୪ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଧରାକୋଟ ବ୍ଲକ ମାଣିକପୁର ପଞ୍ଚାୟତ ତଥା ବଡଗଡ ଥାନା ଅନ୍ତର୍ଗତ ଢ଼ଉପଦା ଗ୍ରାମରେ ଦଣ୍ଡନାଚ ପ୍ରସାଦ ସେବନ ସମୟରେ ସାମାନ୍ୟ ବଚସାକୁ ନେଇ ଗଣ୍ଡଗୋଳ ହୋଇଛି। ଏଥିରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ…

Video:ସିଂହ ସହ ଫଟୋ ଉଠାଇବାକୁ ଯାଇଥିଲେ ଏହି ବ୍ୟକ୍ତି, ତା’ପରେ ଘଟିଲା ଏମିତି, ଦେଖନ୍ତୁ ଲୋମଟାଙ୍କୁରା ଭିଡିଓ

ଆଜିକାଲି ସୋସିଆଲ ମିଡିଆରେ ଏକ ଲୋମଟାଙ୍କୁରା ଭିଡିଓ ଭାଇରାଲ ହେବାରେ ଲାଗିଛି। ସିଂହ ସହ ଫଟୋ ଉଠାଇବାକୁ ଯାଇଥିବା ଜଣେ ବ୍ୟକ୍ତିଙ୍କ ଜୀବନ କିପରି ବିପଦରେ ପଡ଼ିଯାଇଛି। ତାହା ଏହି ଭିଡିଓରେ ଦେଖିବାକୁ ମିଳିଛି। ଭିଡିଓରେ ବ୍ୟକ୍ତି ଜଣକ ଏକ ପୋଷା…

ଖାଇଫୋଡ ଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ: ୨୨ହାତ ଖାଇଦଣ୍ଡରୁ ଝୁଲିଲେ ପାଟୁଆ

ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭିଁପୁର ଓ ଦାଶବିଦ୍ୟାଧରପୁର ଗ୍ରାମରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ ପାଇଁ ପାଟୁଆ ୬ରୁ ୧୦ ଇଞ୍ଚ ଲମ୍ବା, ଦୁଇରୁ ଚାରୋଟି ଲେଖାଏଁ ଲୁହାବାଙ୍କି…

ଖଣିରେ ଏନ୍‌ଫୋର୍ସମେଣ୍ଟ ଟିମ୍‌ର ତନାଘନା

ଟେନସା,୧୪।୪(ସମୀର କୁମାର ପାଢୀ): ମାଙ୍ଗାନିଜ ଓ ଆଇରନ ଚୋରି ପାଇଁ ଗଠିତ ସ୍ପେଶାଲ ଏନଫୋର୍ସମେଣ୍ଟ ସ୍କାର୍ଡ ସୋମବାର କୋଇଡା ଖଣି ଅଞ୍ଚଳରେ ପହଞ୍ଚି ତନାଘନା ଆରମ୍ଭ କରିଛି। ବହୁମୂଲ୍ୟ ମାଙ୍ଗାନିଜ ଓ ଲୁହାପଥର ଚୋରା ଚାଲାଣର ତଦନ୍ତ କରିବ ଏଇ ଟିମ…

ନାସା ଆଣିଲା ଜବରଦସ୍ତ ଅଫର୍‌:ଟଏଲେଟ୍‌ ସଫା କଲେ ମିଳିବ ୨୫ କୋଟି ଟଙ୍କା

ଓ୍ବାଶିଂଟନ,୧୪।୪:ନାସା ସାରା ବିଶ୍ୱର ସୃଜନଶୀଳ ଲୋକଙ୍କ ପାଇଁ ଏକ ବିଶେଷ ଚ୍ୟାଲେଞ୍ଜ ଉପସ୍ଥାପନ କରିଛି। ଏହି ଚ୍ୟାଲେଞ୍ଜର ଲକ୍ଷ୍ୟ ହେଉଛି ଏପରି ପ୍ରଯୁକ୍ତିବିଦ୍ୟା ବିକଶିତ କରିବା ଯାହା ମହାକାଶରେ ମାନବ ମଳ ଏବଂ ମୂତ୍ରକୁ ରି-ସାଇକେଲ୍‌ ବା ପୁନଃଚକ୍ରିତ କରିବାରେ ସାହାଯ୍ୟ…

ସନ୍ତରଣରେ ବିଶ୍ୱ ରେକର୍ଡ ସୃଷ୍ଟି କଲେ ଜର୍ମାନୀର ଏହି ଅଲିମ୍ପିକ ଚାମ୍ପିୟନ

ଷ୍ଟକ୍‌ହାମ,୧୪ା୪: ଜର୍ମାନୀର ଅଲିମ୍ପିକ ଚାମ୍ପିୟନ ଲୁକାସ ମାର୍ଟେନ୍ସ ପୁରୁଷ ୪୦୦ ମିଟର ଫ୍ରିଷ୍ଟାଇଲ ରେକର୍ଡ ଭଙ୍ଗ କରିଛନ୍ତି। ସ୍ବିମ୍‌ ଓପନ୍‌ ଷ୍ଟକ୍‌ହାମରେ ସେ ଏହି ସଫଳତା ପାଇଛନ୍ତି। ସେ ପ୍ରଥମ ସନ୍ତରଣକାରୀ ଭାବେ ୩ ମିନିଟ୍‌ ୪୦ ସେକେଣ୍ଡର ବାଧାକୁ ଅତିକ୍ରମ…

ବ୍ଲକ ପ୍ରଶାସନର ନିର୍ଦ୍ଦେଶ ପରେ ମଧ୍ୟ ଡିଏସସି ଫେରସ୍ତ କରୁନାହାନ୍ତି ପଦଚ୍ୟୁତ ସରପଞ୍ଚ:ଉନ୍ନୟନ ମୂଳକ କାର୍ଯ୍ୟରେ ବାଧାସୃଷ୍ଟି

ଥୁଆମୂଳ ରାମପୁର,୧୪।୪-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଳକ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ସମ୍ବାରୀ ମାଝୀ ଅନାସ୍ଥା ଭୋଟରେ ହାରି ଯାଇଥିବା ଯୋଗୁ ତାଙ୍କୁ ଗାଦଚ୍ୟୁତ କରାଯାଇଥିଲେ ମଧ୍ୟ ସେ ଆସନ ଛାଡ଼ିବା ପାଇଁ ଇଚ୍ଛା ପ୍ରକାଶ…

ବାଇକ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ଼ ମୁଖ୍ୟ ରାସ୍ତାରେ ବାଇକ ଧକ୍କାରେ ଜଣେ ମହିଳା ମୃତ୍ୟୁବରଣ କରିଛନ୍ତି। ସେ ହେଲେ କୁଲାଡର ସୁଷମା ପାଣ୍ଡ (୫୪) । ପୋଲିସ ମରଶରୀରକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲ…

ଶେଷ ହେଲା ପ୍ରସିଦ୍ଧ ମା’ଦଣ୍ଡକାଳୀ ଯାତ୍ରା

ପୁରୁଷୋତ୍ତମପୁର,୧୪।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସୋମବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଯାଇଛି। ଏନେଇ ପୁରୁଷୋତ୍ତମପୁର ସହର ଏକ ଆଧାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଏହି ଅବସରରେ ତୋଲ, ଝାଞ୍ଜ ସାଙ୍ଗକୁ…

ମହୁମାଛି ଆକ୍ରମଣରେ ୩ ଶ୍ରଦ୍ଧାଳୁ ଗୁରୁତର, ୨୦ରୁ ଊର୍ଦ୍ଧ୍ୱ ଆହତ

ମୋହନା,୧୪।୪(ମନ୍ମଥ ମିଶ୍ର): ଆଜି ପବିତ୍ର ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀ। ଏହି ପବିତ୍ର ଦିନରେ ଉତ୍ସବ ମୁଖର ହୋଇ ଉଠିଛି ଶୈବପୀଠ। ଶ୍ରଦ୍ଧାଳୁ ଅନେକ ଆଶା ଓ ବିଶ୍ୱାସ ନେଇ ମନ୍ଦିରକୁ ଆସି ଠାକୁରଙ୍କ ଦର୍ଶନ…

ହାଇଦ୍ରାବାଦ: SRH ଖେଳାଳି ଥିବା ପଞ୍ଚ ତାରକା ହୋଟେଲରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧୪।୪: ସୋମବାର ହାଇଦ୍ରାବାଦର ୫-ତାରକା ହୋଟେଲରେ ଅଗ୍ନିକାଣ୍ଡ ପରେ SRH ଖେଳାଳିମାନଙ୍କୁ ପାର୍କ ହାୟାତରୁ ସ୍ଥାନାନ୍ତରିତ କରାଯାଇଛି। ଗୋଟିଏ ମହଲାରେ ନିଆଁ ଲାଗିବା ମାତ୍ରେ ଅଗ୍ନିଶମ ଅଧିକାରୀମାନଙ୍କୁ ସୂଚନା ଦିଆଯାଇଥିଲା, ଯାହା ପରେ ସେମାନେ ଘଟଣାସ୍ଥଳକୁ ଯାଇ ନିଆଁ ଲିଭାଇ ଦେଇଥିଲେ।…

ଶିମିଳିପାଳ ବଫର ଜୋନ୍‌ରେ ବୁଲୁଛି କଳା ମହାବଳ

ବାରିପଦା,୧୪।୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ବଫର ଜୋନ୍‌ରେ କଳା ମହାବଳ ବାଘ ବୁଲୁଛି। ଯାହାର ଭିଡିଓ ସୋସିଆଲ ମିଡିିଆରେ ଭାଇରାଲ ହେବାରେ ଲାଗିଛି। ଏହି ମହାବଳ ବାଘକୁ ନେଇ ଆଖପାଖ ଅଞ୍ଚଳର ଲୋକେ ଭୟଭୀତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri