ରୋଗପ୍ରତିଷେଧକ ଶକ୍ତି ବଢାଇବ ଯୋଗ: ଦାରିଙ୍ଗବାଡିରେ ଯୋଗାଭ୍ୟାସ
ଦାରିଙ୍ଗବାଡି, ୨୧।୬ (ଅରୁଣ ସାହୁ):ନିୟମିତ ଯୋଗାଭ୍ୟାସ ଦ୍ୱାରା ମାନବଜାତି ସୁସ୍ଥ ରହିବ ମାନସିକ, ଶାରୀରିକ ସ୍ତରରେ ଉର୍ନ୍ନତି ଘଟିବା ସହ ମନରେ ଶାନ୍ତି ଫେରିବ। ଆଉ ବିପଦ ପୂର୍ଣ୍ଣ ରୋଗବ୍ୟାଧିରୁ ଦୁରେଇ ରହିବ ଶରୀରର ରୋଗପ୍ରତିଷେଧକ ଶକ୍ତି ବୃଦ୍ଧି ପାଇବ ଏହାଦ୍ୱାରା…
ଯୋଗର ବିଶ୍ୱ ଭାଷା
କେତେକ ଭାବନ୍ତି ଯୋଗ କେବଳ ଏକ ପ୍ରକ୍ରିୟା, ଯାହା ସେମାନଙ୍କୁ ଶିଖିବାକୁ ପଡ଼ିବ। କିନ୍ତୁ ଜନ୍ମ ହେଉଥିବା ପ୍ରତ୍ୟେକ ନବଜାତକ ନିର୍ଦ୍ଧାରିତ ଭାବେ ଜଣେ ଜଣେ ଯୋଗୀ। ଲକ୍ଷ୍ୟ କଲେ ଅନୁଭବ କରିପାରିବେ, ଶିଶୁ ସ୍ବାଭାବିକ ଭାବେ ଶୋଇବା ବେଳେ ମୁଦ୍ରା…
‘ଏକକ ବିଶ୍ୱ, ଏକକ ସ୍ବାସ୍ଥ୍ୟ ପାଇଁ ଯୋଗ’
ଚଳିତ ବର୍ଷ ଅନ୍ତର୍ଜାତୀୟ ଯୋଗ ଦିବସ ଲାଗି ଥିମ୍ ରହିଛି ‘ଏକକ ବିଶ୍ୱ, ଏକକ ସ୍ବାସ୍ଥ୍ୟ ପାଇଁ ଯୋଗ’। ଯୋଗ ଦ୍ୱାରା ଆମ ଶରୀରର ଅଙ୍ଗପ୍ରତ୍ୟଙ୍ଗଗୁଡ଼ିକ ମଜଭୁତ ହୋଇଥାଏ। ଶରୀରରେ ରକ୍ତ ସଂଚାଳନ ମଧ୍ୟ ଠିକ୍ ଭାବେ ହୁଏ। ତେବେ ଯୋଗ…
ଦଦରା ଡଙ୍ଗାରେ ବିପଦପୂର୍ଣ୍ଣ ଯାତ୍ରୀ ପରିବହନ
ମହାକାଳପଡ଼ା, ୨୧ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳର ବହୁ ପୁରାତନ ଜମ୍ବୁ ଫେରିଘାଟରେ ବିପଦ ସଙ୍କୁଳ ଭାବେ ଦଦରା ଡଙ୍ଗାରେ ଯାତ୍ରୀ ପରିବହନ କରାଯାଉଛି। ଏହି ଘାଟ ଉପରେ ଜମ୍ବୁ ପଞ୍ଚାୟତର ୫ ହଜାର ଲୋକ…
ଆଜି ବିଶ୍ୱ ଯୋଗ ଦିବସ
କଟକ,୨୧।୬(ଶିଳ୍ପା ପ୍ରିୟଦର୍ଶିନୀ): ଜୀବନ ତମାମ୍ ସୁସ୍ଥ ଶରୀର ଗଠନ କରିବାରେ ଯୋଗ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରିଆସୁଛି। ଶନିବାର ବିଶ୍ୱ ଯୋଗ ଦିବସ ରହିଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ ସହରରେ ଥିବା ଯୋଗ କେନ୍ଦ୍ର ଓ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ…
ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଦର: ଏବେ…
ଭୁବନେଶ୍ୱର,୨୦ା୬(ସୁଚିସ୍ମିତା ସାହୁ): ଗ୍ରୀଷ୍ମ ଛୁଟି ସରିବା ପରେ ଶୁକ୍ରବାରଠାରୁ ସାରା ରାଜ୍ୟରେ ସ୍କୁଲ ଖୋଲିଛି। ପ୍ରଥମ ଦିନରୁ ହିଁ ସ୍କୁଲରେ ମଧ୍ୟାହ୍ନଭୋଜନ ମିଳିଛି। ଏପରିସ୍ଥିତିରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ…
ଈଶାନ କିଶାନଙ୍କ ଚମକାଇଲା ଭଳି ନିଷ୍ପତ୍ତି: ଟିମ୍ ଇଣ୍ଡିଆ ନୁହେଁ, ଏବେ ଏହି ବିଦେଶୀ ଟିମ୍ରୁ ଖେଳିବେ କ୍ରିକେଟ…
ନୂଆଦିଲ୍ଲୀ,୨୦।୬: ଭାରତର ଉଇକେଟକିପର ବ୍ୟାଟ୍ସମ୍ୟାନ ଈଶାନ କିଶାନଙ୍କୁ ଏବେ ଟିମ ଇଣ୍ଡିଆରେ ସୁଯୋଗ ମିଳୁନାହିଁ। ସେ ଭାରତ ପାଇଁ ଶେଷ ଅନ୍ତର୍ଜାତୀୟ ମ୍ୟାଚ ୨୦୨୩ରେ ଖେଳିଥିଲେ। ସେହି ସମୟରେ, ତାଙ୍କୁ ସମ୍ପ୍ରତି ଇଂଲଣ୍ଡ ଗସ୍ତ କରିଥିବା ଇଣ୍ଡିଆ ଏ ଦଳରେ ଚୟନ…
ଏମିତି ବି ଆସେ ମୃତ୍ୟୁ: ଚଣ୍ଡିଖୋଲରେ ଛାତିରେ ହେଲା ଯନ୍ତ୍ରଣା, ଜାରକାରେ…
ଧର୍ମଶାଳା, ୨୦। ୬ (ଶିବ ପ୍ରାସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଜାରକା ନିକଟରେ ଜଣେ ଟ୍ରକ ଡ୍ରାଇଭରଙ୍କ ହୃଦଘାତରେ ମତ୍ୟୁ ଘଟିଛି। ସୁଚନା ମୁତାବକ ଟିଏନ- ୨୪ଏଡି – ୭୫୭୯ ନଂ…
ସରପଞ୍ଚ, ଭାଜପା ନେତାଙ୍କୁ ଆକ୍ରମଣ ଘଟଣା, ୪ ଅଟକ
ହିଞ୍ଜିଳିକାଟୁ,୨୦।୬(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ପିତଳ ସରପଞ୍ଚ ରାମରାଘବ ପାତ୍ର ଓ ପିତଳ ଭାଜପା ମଣ୍ଡଳ ସଭାପତି ବିଜୟ ପ୍ରଧାନଙ୍କୁ ଗୁରୁବାର ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ ୪ ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ଅନ୍ୟପଟେ ଆକ୍ରମଣ ଘଟଣାକୁ ନେଇ…
ନଦୀ ପାର ହୋଇ ସ୍କୁଲଗଲେ ଛାତ୍ରୀଛାତ୍ର
ମୋହନା,୨୦ା୫(ମନ୍ମଥ ମିଶ୍ର): ଗ୍ରୀଷ୍ମ ଅବକାଶ ପରେ ସ୍କୁଲ ଖୋଲିବାର ପ୍ରଥମ ଦିନ ଶୁକ୍ରବାର ଛାତ୍ରୀଛାତ୍ରମାନେ ନଦୀ ପାର ହୋଇ ପାଠ ପଢ଼ିବାକୁ ଯାଇଛନ୍ତି। ଗଜପତି ଜିଲା ମୋହନା ବ୍ଲକ ଡେଙ୍ଗାଆମ୍ବ ଗାଁ ନିକଟରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ଡେଙ୍ଗାଆମ୍ବା, ଟିଟିମେରି…
ଅପେକ୍ଷାର ହେଲା ଅନ୍ତ: ବୌଦ୍ଧବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ରେଳ ଲାଇନରେ
ବୌଦ୍ଧ/ହରଭଙ୍ଗା,୨୦ା୬ (ଅଜିତ କୁମାର ବାରିକ/ ନରେନ୍ଦ୍ର କୁମାର ସାହୁ): ବୌଦ୍ଧବାସୀଙ୍କ ଦୀର୍ଘଦିନର ଅପେକ୍ଷା ଅନ୍ତ ହୋଇଛି। ଜିଲାବାସୀଙ୍କ ଦୀର୍ଘବର୍ଷର ଦାବି ପୂରଣ ହୋଇଛି। ଜିଲାବାସୀଙ୍କ ବହୁ ପ୍ରତୀକ୍ଷିତ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ବୌଦ୍ଧ ଓ ପୁରୁଣାକଟକରୁ ରେଳ ଶୁକ୍ରବାର ଗଡ଼ିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଟ୍ରାକ୍ଟର ଚକା ତଳେ ଗଲା ନାବାଳକଙ୍କ ଜୀବନ
ନୂଆପଡ଼ା,୨୦ା୬ (ମକାରୁ ବେମାଲ): ନୂଆପଡ଼ା ସଦର ଥାନା ସାରାବଙ୍ଗ ପଞ୍ଚାୟତ ଲାଞ୍ଜିମାର ଗାଁରେ ଶୁକ୍ରବାର ଟ୍ରାକ୍ଟର ଚକା ତଳେ ଚାପିହୋଇ ୯ ବର୍ଷର ବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ପୁରନ ସାହୁଙ୍କ ପୁଅ ବିକି ସାହୁ। ସୂଚନା…
Archives


