ହସ୍ପିଟାଲରୁ ଡିସଚାର୍ଜ ହେଲେ ସ୍ମୃତି ମନ୍ଧାନାଙ୍କ ବାପା, ପଲାଶଙ୍କ ସହିତ ବିବାହକୁ ନେଇ ଆସିଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ,୨୬।୧୧: ମନ୍ଧାନା ପରିବାର ପାଇଁ ଏକ ବଡ଼ ଆଶ୍ୱସ୍ତି ଆସିଛି। ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପିତା ଶ୍ରୀନିବାସଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି। ସ୍ମୃତିଙ୍କ ପିତାଙ୍କୁ ହୃଦଘାତ ପରେ ରବିବାର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରିବାରର ଜରୁରୀକାଳୀନ…
ସୃଷ୍ଟି ହେଲା ବାତ୍ୟା ‘ସେନ୍ୟାର’: ଏଇଠି କରିବ ଲ୍ୟାଣ୍ଡଫଲ, ହଠାତ୍ ଓଡ଼ିଶାରେ…
ଭୁବନେଶ୍ୱର,୨୬।୧୧: ସୃଷ୍ଟି ହେଲା ବାତ୍ୟା ସେନ୍ୟାର। ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ୱବର୍ତ୍ତୀ ଉତ୍ତର ପୂର୍ବରେ ବାତ୍ୟା ସେନ୍ୟାର ସୃଷ୍ଟି ହୋଇଛି । ଆଜି ଇଣ୍ଡୋନେସିଆ ଉପକୂଳକୁ ପୂର୍ବାହ୍ନରେ ଅତିକ୍ରମ କରିବା ସମ୍ଭାବନା ରହିଛି। ଏହି ବାତ୍ୟା ଇଣ୍ଡୋନେସିଆର କୁତ୍ ମକମୁର ଠାରୁ…
ନୀରବ ଦ୍ରଷ୍ଟା ବ୍ଲକ ପ୍ରଶାସନ, ପାର୍କକୁ ନଷ୍ଟ କରି ଦେଲେଣି ଦୁର୍ବୃତ୍ତ
ରାଇକିଆ,୨୬।୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ତହସିଲ ଅଫିସ ନିକଟରେ ଥିବା ଚିଲ୍ଡରେନ୍ସ ପାର୍କର ଅବସ୍ଥା ଶୋଚନୀୟ ହୋଇ ପଡ଼ିଛି। ବର୍ଷ ତମାମ ଏହି ପାର୍କରେ ତାଲା ଝୁଲୁଛି । ଲକ୍ଷଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ଯେଉଁ ପାର୍କ ନିର୍ମାଣ କରାଯାଇଥିଲା…
ଯୋବ୍ରା ଆନିକଟରେ ଭାସୁଛି ଶିଶୁକନ୍ୟାଙ୍କ ମୃତଦେହ
କଟକ,୨୬।୧୧: କଟକ ମହାନଦୀର ଯୋବ୍ରା ଆନିକଟରୁ ଅଜଣା ଶିଶୁର ମୃତଦେହ ଉଦ୍ଧାର ହୋଇଛି। ଆଗ୍ନିଶମବାହିନୀ ଟିମ ପହଞ୍ଚି ଯୋବ୍ରା ଆନିକଟରେ ଭାସୁଥିବା ମୃତ ଦେହଞ୍କୁ ଉଦ୍ଧାର କରିଛି। ଉଦ୍ଧାର ପରେ ଏହା ଏକ ଶିଶୁ କନ୍ୟାର ମୃତ ଦେହ ବୋଲି ଜଣାପଡିଥିଲା।…
କାଲିଠୁ ଶୀତକାଳୀନ ଅଧିବେଶନ: ପ୍ରଥମ ଦିନରେ ଉଦ୍ବୋଧନ ଦେବେ ରାଷ୍ଟ୍ରପତି; କଡ଼ାକଡ଼ି ହେଲା…
ଭୁବନେଶ୍ୱର,୨୬ା୧୧(ତ୍ରିନାଥ ମହାନ୍ତି): ବିଧାନସଭାର ଶୀତକାଳୀନ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏଥର ବିଧାନସଭା ଅଧିବେଶନରେ ଉଦ୍ବୋଧନ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତେଣୁ ବ୍ଲୁ-ବୁକ୍ ଗାଇଡ୍ଲାଇନ୍ ମୁତାବକ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ମଙ୍ଗଳବାର ପୋଲିସ କମିଶନର ସୁରେଶ ଦେବଦତ୍ତ…
ସ୍କୁଟି ଚାଳକଙ୍କୁ ପ୍ରାୟ ଦେଢ଼ଶହ ମିଟର ଘୋଷାଡ଼ି ନେଲା ଟ୍ରକ: ପରେ…
ବୀରମହାରାଜପୁର,୨୬।୧୧(ପୀତାମ୍ବର ସାହୁ): ସୋନପୁର ରାସ୍ତାର ଭୁଦୋବର ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଘନ କୁହୁଡି ଯୋଗୁ ଦୁର୍ଘଟଣା ହୋଇଥିବା ଅନୁମାନ କରାଯାଉଛି। ଏକ ଟ୍ରକ ସ୍କୁଟିକୁ ଧକ୍କା ଦେବାରୁ ସ୍କୁଟି ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସ୍କୁଟି ଚାଳକଙ୍କୁ ପ୍ରାୟ ଦେଢ଼…
ଗେଟ୍ ଚାବି ପକାଇବାକୁ ଆସିଥିଲେ ଏଏନଏମ୍: ଜଗିରହିଥିଲେ ଦୁର୍ବୃତ୍ତ ଆଖିକୁ ମାରିଦେଲେ ବାଟଲିଖଡା, ପରେ…
ଦାରିଙ୍ଗବାଡି,୨୬।୧୧(ଅରୁଣ ସାହୁ): ଜଣେ କାର୍ଯ୍ୟରତ ଏଏନ୍ଏମଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଯୁବକ ବାଟଲିଖଡାରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଫଳରେ ଏଏନଏମଙ୍କ ଗୋଟିଏ ଆଖି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ଜଣାପଡିଛି। ଗୁରୁତର ଏଏନଏମ ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ…
ଅଞ୍ଚଳବାସୀଙ୍କ ନିଦ ହଜାଇଛନ୍ତି ଚୋର: ପୁଣି ଦେଓଡା ଅଞ୍ଚଳରୁ ସିରିଜ ଚୋରି…
ଧର୍ମଶାଳା,୨୬।୧୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଡା ଗାଁର ତିନି ସ୍ଥାନରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏହି ଗାଁର ଗୁରୁ ଚରଣ ମଳିକଙ୍କ ଘରେ ସମସ୍ତେ ଶୋଇ ଥିବା ବେଳେ ବିଳମ୍ବିତ ରାତିରେ ଯେଉଁ ରୁମ୍ରେ…
ପୁରୁଣା ଗାଡ଼ି କିଣୁଛନ୍ତି କିମ୍ବା ବିକୁଛନ୍ତି? RC ଟ୍ରାନ୍ସଫର ନକଲେ ପଡ଼ିପାରେ ବଡ଼ ଝଞ୍ଜାଟ – ଜାଣନ୍ତୁ
ନୂଆଦିଲ୍ଲୀ, ୨୬।୨୫: ଯେତେବେଳେ ଆମେ କୌଣସି ପୁରୁଣା ଗାଡ଼ି କିଣୁ କିମ୍ବା ବିକୁ, ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କାମ ହେଉଛି RC (ରେଜିଷ୍ଟ୍ରେସନ୍ ସାର୍ଟିଫିକେଟ୍) ଟ୍ରାନ୍ସଫର କରାଇବା। RC ଟ୍ରାନ୍ସଫର ହେଲେ ହିଁ ଗାଡ଼ିର ବର୍ତ୍ତମାନର ପ୍ରକୃତ ମାଲିକ କିଏ ତାହା ସ୍ପଷ୍ଟ…
ଏଇ ଭାରତରେ
ବୟସ ୧୪, ହେଲେ ସାପ ଧରି ସାହସର ପରିଚୟ ଦେଇଛନ୍ତି କେରଳର ଅନନ୍ୟା ବିଶ୍ୱେସ । ସ୍କଉଲରେ ପଢୁଥିବାରୁ ସପ୍ତାହନ୍ତରେ ସାପ ଧରିବାକୁ ବାହାରିଯାଉଛନ୍ତି ଏବଂ ଏବେ ସୁଦ୍ଧା ୭୫ରୁ ଊର୍ଦ୍ଧ୍ୱ ସାପ ଧରି ସାରିଲେଣି। ସେ କେରଳର ପାଲାକ୍କାଡ୍ ଜଙ୍ଗଲ…
ଦିନେ ଥିଲା ସତ୍ୟାଗ୍ରହୀଙ୍କ ଦେଶ
ଭାରତୀୟ ସ୍ବାଧୀନତା ସଂଗ୍ରାମରେ ଗାନ୍ଧିଜୀ ଅହିଂସା ଓ ‘ସତ୍ୟାଗ୍ରହ’କୁ ଅସ୍ତ୍ର ରୂପେ ବ୍ୟବହାର କରିଥିଲେ, ଯାହା ସମଗ୍ର ବିଶ୍ୱକୁ ଚକିତ କରିଥିଲା ଏବଂ ସେହି ପ୍ରେରଣାରୁ ଦେଶର କୋଣ ଅନୁକୋଣରେ ହଜାର ହଜାର ସତ୍ୟାଗ୍ରହୀ ସୃଷ୍ଟି ହୋଇଥିଲେ। ବିଦେଶରେ ମଧ୍ୟ ଅନେକ…
ସୁନ୍ଦର ବିଶ୍ୱ ଗଠନର ଅଙ୍ଗୀକାର
ଗ୍ଲୋବାଲ ଅର୍ଡର’ ବା ବିଶ୍ୱର ଶୃଙ୍ଖଳା ବଦଳିଯାଉଛି। ଶୀତଳ ଯୁଦ୍ଧ ପରବର୍ତ୍ତୀ ୯୦ ଦଶକରେ ଆରମ୍ଭ ହୋଇଥିବା ନବ୍ୟ ଉଦାରବାଦୀ ଆର୍ଥିକ କାର୍ଯ୍ୟକ୍ରମ ଯୁଗରେ ଦ୍ରୁତ ଆର୍ଥିକ ବୃଦ୍ଧି ସତ୍ତ୍ୱେ ଗୋଟିଏ ପରେ ଗୋଟିଏ ବିଶ୍ୱବ୍ୟାପୀ ଆର୍ଥିକ ବିପର୍ଯ୍ୟୟ, କ୍ରମ ବର୍ଦ୍ଧମାନ…

