Home Left

ଆଜି ଗ୍ରହ ସଂଯୋଗ ଆଣିବ ୫ ରାଶିଙ୍କ ପାଇଁ ବଡ଼ ପରିବର୍ତ୍ତନ, ଅଚାନକ ଘଟିବ ଏଭଳି, ଯାହା କେବେ…

ଜ୍ୟୋତିଷ ଦୃଷ୍ଟିରୁ ୨୧ ଅଗଷ୍ଟ ଦିନଟି ଅନେକ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ରହିପାରେ। ଗ୍ରହମାନଙ୍କର ସ୍ଥିତି ଅନୁଯାୟୀ ଏହି ଦିନ କ୍ୟାରିୟର, ବ୍ୟବସାୟ ଓ ଆୟ କ୍ଷେତ୍ରରେ କିଛି ରାଶିଙ୍କୁ ଭଲ ସୁଯୋଗ ମିଳିପାରେ। ଜ୍ୟୋତିଷୀୟ ମତାନୁସାରେ, ଚନ୍ଦ୍ରମା ବିଛା ରାଶିରେ…

ଭୁତକୋଠି ସାଜିଛି କଲ୍ୟାଣ ମଣ୍ଡପ: ୧୦ ବର୍ଷ ହେଲା ହୋଇପଡିଛି ଅକାମୀ

କେସିଙ୍ଗା,୨୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ପଞ୍ଚାୟତରୁ ପ୍ରାୟ ୫୦୦ ମିଟରରେ ଗ୍ରାମ ପଞ୍ଚାୟତ ପକ୍ଷରୁ ଗୋଦାମ ଗୃହ ଗତ ୨୦୧୬-୧୭ ମସିହାରେ ନିର୍ମାଣ କରାଯାଇଥିଲା। ଗ୍ରାମ ପଞ୍ଚାୟତର ଚାଉଳ, ଗହମ, ଭଳି ସମସ୍ତ ପିଡ଼ିଏସ…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ ମେକ୍ସ ପିକ୍ଅପ୍ । ଏହି ଦୁର୍ଘଟଣାରେ ୮ ଜଣ ଗୁରୁତର ହୋଇଛନ୍ତି ।…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ ଗତ ମେ’ ମାସ ୧୫ରେ ଜନ୍ମିତ ଗ୍ରାମର ଗୌତମ କିସାନଙ୍କ ତିନି…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ଜଣାପଡିଛି । ଆହତ ବ୍ୟକ୍ତି ଦ୍ୱୟ ଗୁରୁସଙ୍ଗ ଗ୍ରାମର ନନ୍ଦ ଧିବର ଓ…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି ବୋଲି ନୂତନ ଏବଂ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ (ଏମ୍‌ଏନ୍‌ଆର୍‌ଇ) ପୋର୍ଟାଲରେ ଉପଲବ୍ଧ ତଥ୍ୟରୁ…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ ଆମେରିକା ସରକାରଙ୍କୁ ଆର୍‌ଏସ୍‌ଏସ୍‌ ନେତାମାନଙ୍କୁ କୂଟନୈତିକ ସୌଜନ୍ୟ ନ ଦେଖାଇବାକୁ କିମ୍ବା ସେମାନଙ୍କ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ ରୋଷେଇ ତେଲ ଦର ଉପରେ କୌଣସି ନିୟନ୍ତ୍ରଣ ନ ଥିବାବେଳେ ଏବେ ଚିନି…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି। କିନ୍ତୁ ସେମାନେ ରାଜ ପରିବାରର କାର୍ଯ୍ୟରତ ସଦସ୍ୟ ଭାବେ ରହିବେ ନାହିଁ। କିଙ୍ଗ୍‌…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ ଏଣ୍ଡୋସ୍କୋପି ପଦ୍ଧତିରେ ପିନ୍‌ଟିକୁ ସଫଳତାର ସହ ବାହାର କରିିଛନ୍ତି। ଲଗାତର ବାନ୍ତିହେବା ପରେ…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା ଅଭିଯୋଗରେ କ୍ଲାସ୍ ଟିଚର ଶିଶୁଟିକୁ ଚାପୁଡ଼ା ମାରିବା ସହ ତା’ ଶାର୍ଟ ଟାଣିଥିଲେ,…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ ଅନ୍ୟ ୭ଜଣ ଆହତ ହୋଇଛନ୍ତି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?