ଟାରିଫ୍ ଝଡ଼
ଟାରିଫ୍ ଝଡ଼କୁ ନିୟନ୍ତ୍ରଣକରିବା ପାଇଁ ବାବୁମାନେ ନିଆରା ତରିକା ଆପଣାଇଛନ୍ତି ଏବଂ ନିକଟରେ ବିଜ୍ଞାନ ଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମ ଏହାର ଏକ ସ୍ପଷ୍ଟ ଦୃଷ୍ଟାନ୍ତ। ଟ୍ରମ୍ପ୍ ପ୍ରଶାସନର ଟାରିଫ୍ ଧମକ ଯୋଗୁ ବାଣିଜ୍ୟ ମନ୍ତ୍ରଣାଳୟ ଚଳଚଞ୍ଚଳ ହୋଇ ଉଠିଥିଲା। ପରେ ଔପଚାରିକ…
ରାଜପଥରେ କିଏ ଛାଡ଼ିଗଲା ବାଇକ୍, ଲୋକେ ଭୟଭୀତ
ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ୫୯ ନଂ ଜାତୀୟରାଜପଥର କାରିପାଙ୍ଗାଠାରେ ଏକ ଅଜଣା ଲୋକ ବାଇକ୍ ଛାଡ଼ି ପଲାଇଯାଇଥିବା ନେଇ ବିଭିନ୍ନ କଳ୍ପନାଜଳ୍ପନା କରାଯାଉଛି ଏହାକୁ ନେଇ ଲୋକମାନେ ଯେତିକି ଭୟଭୀତ ସେତିକି ଚର୍ଚ୍ଚା ମଧ୍ୟ…
ଭିଜିଲାନ୍ସ କୋର୍ଟରେ ପୂର୍ବତନ ସିଡିପିଓ ଦଣ୍ଡିତ
ଭବାନୀପାଟଣା,୧୨ା୪(ଉତ୍ତମ କୁମାର ଦାଶ): ନୂଆପଡ଼ା ଜିଲା ସିନାପାଲି ବ୍ଲକର ପୂର୍ବତନ ସିଡିପିଓ ବିଜୟା ଲକ୍ଷ୍ମୀ ମାରାଣ୍ଡି ଶୁକ୍ରବାର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଭବାନୀପାଟଣା ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ବଦ୍ରିନାରାୟଣ ନନ୍ଦ ଏହି ମାମଲାରେ ପୂର୍ବତନ ସିଡିପିଓ ମାରାଣ୍ଡିଙ୍କୁ ଦୋଷୀ ସାବ୍ୟସ୍ତ…
ମହାନଦୀକୁ ପ୍ରଦୂଷିତ କରୁଛି ଆଶ୍ପଣ୍ଡରୁ ନିର୍ଗତ ପାଉଁଶ ପାଣି
ଲଖନପୁର,୧୨।୪(ଗୌତମ ସାହୁ): ପଡ଼ୋଶୀ ଛତିଶଗଡ଼ରେ ସ୍ଥାପିତ ଅନେକ କଳକାରଖାନା ବିଭିନ୍ନ ଉପାୟରେ ମହାନଦୀକୁ ପ୍ରଦୂଷିତ କରୁଛି। ଏହି ପରିପ୍ରେକ୍ଷୀରେ ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ ଜିରୋ ପଏଣ୍ଟରେ ସ୍ଥାପିତ ହୋଇଛି ପଡ଼ୋଶୀ ଛତିଶଗଡ଼ ରାଇଗଡ଼ ଜିଲା ଏନ୍ଟିପିସି। ଏନ୍ଟିପିସି ଲରା…
ତେଜୁଛି ବିଜେଡି କଳି: ନବୀନଙ୍କୁ ବରିଷ୍ଠଙ୍କ ପାଲଟା ଚ୍ୟାଲେଞ୍ଜ
ଭୁବନେଶ୍ୱର, ୧୨ା୪(ସୁନିତ୍ ମିଶ୍ର):ଦିନ ଥିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଯାହା କହୁଥିଲେ ଏହା ଉପରେ କେହି ପଦାରେ ମଧ୍ୟ ଆଲୋଚନା କରିବାକୁ ସାହସ ଜୁଟାଇପାରୁ ନ ଥିଲେ। ଯଦି ଦଳର କୌଣସି ବିଷୟରେ କେହି ପଚାରୁଥିଲେ…
ନାତୁଣୀଙ୍କ ଅଶ୍ଳୀଳ ଫଟୋ ପ୍ରଘଟ କରି ବନ୍ଧାହେଲେ ଅଜା
ନୀଳଗିରି,୧୨।୪(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଜଣେ ୧୨ ବର୍ଷୀୟା ନାବାଳିକାଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଅଶ୍ଳୀଳ ଫଟୋ ପ୍ରଘଟ କରିବା ଅଭିଯୋଗରେ ସମ୍ପର୍କୀୟ ଅଜାଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଉକ୍ତ ବ୍ୟକ୍ତି ହେଲେ ଅଯୋଧ୍ୟା ଫାଣ୍ଡି ଅଞ୍ଚଳର…
ଜିଲାର ୧୪ଲକ୍ଷ ହିତାଧିକାରୀ ପାଇବେ କାର୍ଡ
ଭବାନୀପାଟଣା,୧୨ା୪(ଉତ୍ତମ କୁମାର ଦାଶ): ଶୁକ୍ରବାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଓ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା ଶୁଭାରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଭବାନୀପାଟଣା ବିଶ୍ୱ ବିଦ୍ୟାଳୟ ଛକସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ…
ଲୁକ୍କାୟିତ ପ୍ରତିଭାର ବିକାଶକୁ ଗୁରୁତ୍ୱ
ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ): ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ପିଲାଙ୍କ ଲୁକ୍କାୟିତ ପ୍ରତିଭାର ବିକାଶ କରିବ। ଏହା ମାଧ୍ୟମରେ ପିଲାଙ୍କୁ ସହ ଶୈକ୍ଷିକ କାର୍ଯ୍ୟକ୍ରମରେ ନିୟୋଜିତ କରାଯାଇ ପାରିଛି । ରାଜ୍ୟ ସରକାରଙ୍କ ଦ୍ୱାରା ନୂତନ ଭାବେ ଆରମ୍ଭ ହୋଇଥିବା କାର୍ଯ୍ୟକ୍ରମ…
ବଜ୍ରପାତ, କୁଆପଥର ବର୍ଷାରେ ୬୧ ମୃତ
ପାଟନା,୧୧।୪: ବିହାରର ବିଭିନ୍ନ ଜିଲାରେ ଗତ ୪୮ ଘଣ୍ଟା ମଧ୍ୟରେ ବଜ୍ରପାତ ଏବଂ କୁଆପଥର ବର୍ଷାରେ ଅନୂ୍ୟନ ୬୧ ଜଣଙ୍କ ମୃତ୍ୟୁ ଘଟିଛି। ନାଳନ୍ଦା ଜିଲାରେ ସର୍ବାଧିକ ଲୋକ ପ୍ରାଣ ହରାଇଛନ୍ତି। ଗୁରୁବାର ଏହି ଜିଲାରେ ୨୨ ଜଣଙ୍କ ମୃତ୍ୟୁ ଘଟିଥିବା…
ଶୁଦ୍ଧକ୍ରିୟାକୁ ବିତିଥିଲା ୩୭ ବର୍ଷ: ମା’ କୋଳକୁ ଫେରିଲା ହଜିଲା ପୁଅ, କୋଳେଇନେଇ…
ଦାରିଙ୍ଗବାଡ଼ି,୧୧।୪ (ଅରୁଣ ସାହୁ): ଶୁଦ୍ଧକ୍ରିୟାକୁ ୩୭ ବର୍ଷ ବିତିବା ପରେ ଜନ୍ମ ମାଟିକୁ ଫେରିଲେ ପୁଅ ଆଉ ପରିବାର ଗ୍ରାମବାସୀ ଦେଖି ହୋଇଗଲେ ଆଶ୍ଚର୍ଯ୍ୟ। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ କୁତୁବାଡ଼ି ଗ୍ରାମର…
ଘଣ୍ଟ ବାଡେଇ ନିଖୋଜ ଯୁବକଙ୍କୁ ଖୋଜା ଚାଲିଛି, ଏତଲା ପରେ ତଦନ୍ତ ଆରମ୍ଭ କଲା ଭଞ୍ଜନଗର ପୋଲିସ
ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡପଥରା ଗ୍ରାମର ପଠାଣି ନାଇକ ଗତ ବୁଧବାରଠାରୁ ନିଖୋଜ ହୋଇଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଅପରପକ୍ଷେ ଗ୍ରାମବାସୀ…
The Bird Suicide Valley: ଦୁଷ୍ଟ ଆତ୍ମା ନା ଅନ୍ୟକିଛି, ଏଇ ଗାଁରେ ପକ୍ଷୀମାନେ ଯାଇ କରନ୍ତି ଆତ୍ମହତ୍ୟା
ଆସାମର ଜାଟିଙ୍ଗା ନାମକ ଏକ ଛୋଟ ଗାଁରେ ପ୍ରତିବର୍ଷ ସେପ୍ଟେମ୍ବରରୁ ନଭେମ୍ବର ମାସ ମଧ୍ୟରେ ଏକ ଅଜଣା ଘଟଣା ଘଟିଥାଏ। ଏହି ସମୟରେ ବିଭିନ୍ନ ପ୍ରଜାତିର ପକ୍ଷୀମାନେ ରାତିରେ ଗାଁରେ ପହଞ୍ଚି ଗଛ, ଘର, ଓ ମାଟିରେ ଅଛାଡି ଭଳି ପଡ଼ି…
Archives


