ଆମେରିକାରେ ଲାରାଙ୍କ ନାଁରେ ଭିତ୍ତିହୀନ ଅଭିଯୋଗ
ଓ୍ବାଶିଂଟନ, ୧୯।୬: ଗ୍ଲୋବାଲ ପପ୍ ମ୍ୟୁଜିକ୍ ଗ୍ରୁପ୍ କେଟ୍ସଆଇ ସଦସ୍ୟା ତଥା ଭାରତୀୟ-ଆମେରିକୀୟ ଲାରା ରାଜଗୋପାଲନ୍ଙ୍କ ବିରୋଧରେ ୟୁଏସ୍ ଇମିଗ୍ରେଶନ୍ ଆଣ୍ଡ୍ କଷ୍ଟମ୍ସ ଏନ୍ଫୋର୍ସମେଣ୍ଟ (ଆଇସିଇ)ରେ ମିଥ୍ୟ ଅଭିଯୋଗ କରାଯାଇଛି। ଆମେରିକାରେ ରହିବା ଓ କାର୍ଯ୍ୟ କରିବା ପାଇଁ ଆବଶ୍ୟକ ଦସ୍ତାବିଜ…
ଏକସଙ୍ଗେ ପୋଲିସରେ ଭର୍ତ୍ତିହେଲେ ବାପପୁଅ
ଲକ୍ଷ୍ନୌ, ୧୯।୬: ଉତ୍ତର ପ୍ରଦେଶର ହାପୁର ଜିଲା ଉଦୟରାମପୁର ନଙ୍ଗଲା ଗ୍ରାମର ବାପପୁଅଙ୍କ ଯୋଡ଼ି ଏକସଙ୍ଗେ ରାଜ୍ୟ ପୋଲିସରେ କନ୍ଷ୍ଟେବଲ ଭାବେ ଭର୍ତ୍ତି ହୋଇଛନ୍ତି। ମଙ୍ଗଳବାର ଲକ୍ଷ୍ନୌସ୍ଥିତ ଡିଫେନ୍ସ ଏକ୍ସପୋ ଭେନ୍ୟୁରେ ପହଞ୍ଚି ଅବସରପ୍ରାପ୍ତ ସେନା ହାବିଲଦାର ୟଶପାଲ ସିଂ ନାଗର…
ଆସନ୍ତା ୫ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର,୧୮ା୬(ଅନୁରାଧା ମହାରଣା) – ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଥିବାବେଳେ ସାରା ଓଡ଼ିଶାରେ ବର୍ଷା ଜାରି ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ୫ଦିନ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିବ। ତେବେ ୨ ଦିନ ଧରି କେତେକ…
ଲାଞ୍ଚ ନେଲା ବେଳେ ASI ଙ୍କୁ ମାଡିବସିଲା ଭିଜିଲାନ୍ସ, ଜମି ବିବାଦ ପାଇଁ…
ପୁରୀ,୧୮।୬: ବୁଧବାର ପୁରୀ ଜିଲା ଚନ୍ଦନପୁର ଥାନାର ସହକାରୀ ଉପ-ନିରୀକ୍ଷକ (ଏଏସଆଇ) ପ୍ରଭାତ କୁମାର ପ୍ରଧାନଙ୍କୁ ଭିଜିଲାନ୍ସ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି। ଏକ ଜମି ବିବାଦ ମାମଲାରେ ଅଭିଯୋଗକାରୀ ଓ ତାଙ୍କ ଭାଇଙ୍କୁ ସାହାଯ୍ୟ କରିବା ପାଇଁ ଏଏସଆଇ…
ମୁଖ୍ୟମନ୍ତ୍ରୀଙ୍କ ଆପତ୍ତିଜନକ AI ଭିଡିଓ ପୋଷ୍ଟ କରି ଯୁବକ ଗିରଫ
ଭୁବନେଶ୍ୱର,୧୮।୬: ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଆପତ୍ତିଜନକ AI ତିଆରି ଭିଡିଓ ସୋସିଆଲ୍ ମିଡିଆରେ ପୋଷ୍ଟ କରିବା ଅଭିଯୋଗରେ ରାୟଗଡ଼ା ଜିଲାର ଜଣେ ଯୁବକଙ୍କୁ କ୍ରାଇମ ବ୍ରାଞ୍ଚ ଗିରଫ କରିଛି। ଗିରଫ ହୋଇଥିବା ବ୍ୟକ୍ତିଙ୍କ ନାମ କିଶୋର କୌଶଲ୍ୟା ଭାବେ ଜଣାପଡ଼ିଛି। ଅଭିଯୁକ୍ତ କିଶୋର…
ନବୀନ ପଟ୍ଟନାୟକଙ୍କୁ ହୋଇଥିବା ସର୍ଭାଇକାଲ ଆର୍ଥ୍ରାଇଟିସ୍ ରୋଗ କ’ଣ, ଏହାର ଚିକିତ୍ସା କିପରି ହୁଏ ?
ଭୁବନେଶ୍ୱର,୧୮।୬: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଚାଲିଥିବା ଚର୍ଚ୍ଚା ମଧ୍ୟରେ ସର୍ଭାଇକାଲ ଆର୍ଥ୍ରାଇଟିସ୍ (Cervical Arthritis) ଚିକିତ୍ସା ପାଇଁ ସେ ମୁମ୍ବାଇ ଯିବେ ବୋଲି ଘୋଷଣା କରିଛନ୍ତି। ନବୀନ ୨୨ ଜୁନରେ ମୁମ୍ବାଇର କୋକିଲା ବେନ୍ ଧୀରୁଭାଇ…
ଚିକିତ୍ସା ପାଇଁ ଯିବା ପୂର୍ବରୁ ଏହି ନେତାମାନଙ୍କୁ ବିଜେଡି ଦାୟିତ୍ୱ ଦେଲେ ନବୀନ, ସମ୍ଭାଳିବେ ସବୁକିଛି
ଭୁବନେଶ୍ୱର,୧୮।୬: ବିଜୁ ଜନତା ଦଳ (ବିଜେଡି) ସଭାପତି ଓ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ଭାଇକାଲ ଆର୍ଥ୍ରାଇଟିସ୍ର ଚିକିତ୍ସା ପାଇଁ ମୁମ୍ବାଇ ଯାତ୍ରା କରିବା ପୂର୍ବରୁ ଦଳର ଦୈନନ୍ଦିନ କାର୍ଯ୍ୟ ପରିଚାଳନା ପାଇଁ ୧୦ ଜଣିଆ ରାଜନୈତିକ କମିଟି (ପିଏସି)କୁ…
IAS ଧୀମାନ ଚକମାଙ୍କ ତ୍ରିପୁରାସ୍ଥିତ ଜନ୍ମସ୍ଥାନରେ ତଦନ୍ତ କଲା ଓଡ଼ିଶା ଭିଜିଲାନ୍ସ
ଭୁବନେଶ୍ୱର,୧୮।୬: ଲାଞ୍ଚ ନେବା ମାମଲାରେ ଗିରଫ ହୋଇଥିବା ଆଇଏଏସ ଅଧିକାରୀ ଧୀମାନ ଚକମାଙ୍କ ସହ ଜଡ଼ିତ ସ୍ଥାନଗୁଡ଼ିକରେ ତଦନ୍ତ ପାଇଁ ତ୍ରିପୁରା ଓ ହିମାଚଳ ପ୍ରଦେଶରେ ଓଡିଶା ଭିଜିଲାନ୍ସର ତିନିଟି ଦଳ ଚଢ଼ାଉ କରିଛି। ଭିଜିଲାନ୍ସ ଏକ ବିବୃତିରେ କହିଛି ଯେ…
ନିର୍ବାଚନ ଆୟୋଗର ନୂଆ ବ୍ୟବସ୍ଥା: ମାତ୍ର ୧୫ ଦିନ ମଧ୍ୟରେ ପହଞ୍ଚାଇବ ଭୋଟର ପରିଚୟ
ନୂଆଦିଲ୍ଲୀ,୧୮।୬: ନିର୍ବାଚନ ଆୟୋଗ (ଇସି) ବୁଧବାର ଘୋଷଣା କରିଛନ୍ତି ଯେ ଏଣିକି ଭୋଟର ପରିଚୟ ପତ୍ର (ଇପିଆଇସି) ୧୫ ଦିନ ମଧ୍ୟରେ ଭୋଟରଙ୍କୁ ପହଞ୍ଚାଇ ଦିଆଯିବ, ଯାହା ପୂର୍ବରୁ ଲାଗୁଥିବା ସମୟକୁ ପ୍ରାୟ ଅଧା କରିଦେଇଛି। ଅଧିକାରୀମାନେ ଜଣାଇଛନ୍ତି ଯେ ଏହା…
ସରକାରଙ୍କ ବର୍ଷ ପୂର୍ତ୍ତି ଉପଲକ୍ଷେ ଆସିବେ ପ୍ରଧାନମନ୍ତ୍ରୀ, ଏହିସବୁ ଅଞ୍ଚଳରେ ସ୍କୁଲ ବନ୍ଦ
ଭୁବନେଶ୍ୱର, ୧୮।୬: ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆସନ୍ତା ୨୦ ଜୁନ (ଶୁକ୍ରବାର) ଭୁବନେଶ୍ୱରରେ ଏକ ରାଜ୍ୟସ୍ତରୀୟ ସମାବେଶ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି…
ଅହମଦାବାଦ ବିମାନ ଦୁର୍ଘଟଣାରେ କେମିତି ବଞ୍ଚି ଯାଇଥିଲେ ବିଶ୍ୱାସ, ଆଉ ଏକ ଆଶ୍ଚର୍ଯ୍ୟକର କାରଣ ଆସିଲା ସାମ୍ନାକୁ , ଭାଇଙ୍କୁ ବିଦାୟ ଦେଇ…
ନୂଆଦିଲ୍ଲୀ,୧୮।୬: ଅହମଦାବାଦ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାର ଏକମାତ୍ର ବଞ୍ଚିଥିବା ବ୍ୟକ୍ତି ବିଶ୍ୱାସ କୁମାର ରମେଶଙ୍କୁ ଦୁର୍ଘଟଣାର ଗୋଟିଏ ସପ୍ତାହ ପରେ ସହରର ସିଭିଲ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା, ଯେଉଁଥିରେ ୨୭୦ ଜଣ ଲୋକ ମୃତ୍ୟୁବରଣ କରିଥିଲେ। ତାଙ୍କୁ ଡିସଚାର୍ଜ କରାଯିବା…
ବିସିସିଆଇକୁ ବଡ଼ ଝଟକା: ଏହି IPL ଦଳକୁ ୫୩୮ କୋଟି ଟଙ୍କା ଦେବାକୁ ନିର୍ଦ୍ଦେଶ ଦେଲେ କୋର୍ଟ
ନୂଆଦିଲ୍ଲୀ,୧୮।୬: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ପାଇଁ ଏକ ବଡ଼ ଝଟକା ଭାବେ ବମ୍ବେ ହାଇକୋର୍ଟ ନିଷ୍କ୍ରିୟ ଆଇପିଏଲ ଦଳ କୋଚି ଟସ୍କର୍ସ କେରଳକୁ ୫୩୮ କୋଟି ଟଙ୍କାର ବିପୁଳ ଅର୍ଥ ପରିଶୋଧ କରିବାକୁ ନିର୍ଦ୍ଦେଶ ଦେଇଛି। ବୁଧବାର ବମ୍ବେ…
Archives


