Home Left

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। ହେଲେ ଆସନ୍ତା ୨୨…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ ହୋଇଥିଲା। ଘଟଣାର ତଦନ୍ତ କରି ପୋଲିସ ନାବାଳିକାଙ୍କୁ ଉଦ୍ଧାର କରିବା ସହ ଅଭିଯୁକ୍ତଙ୍କୁ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ ଏହା ନିଶ୍ଚିତ କରିବାକୁ ପଡ଼ିବ ଯେ ସେମାନଙ୍କ ଗ୍ରାହକମାନେ ଯେପରି ନିଜ ନାମରେ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି ଚାଲିଥିବା ଏହି ଆକ୍ରମଣରେ ୧୬ଜଣଙ୍କ ମୃତ୍ୟୁ ଘଟିଥିବା ଅଧିକାରୀମାନେ ପ୍ରକାଶ କରିଛନ୍ତି। ଅନ୍ତର୍ଜାତୀୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ମୁତାବକ, ୩୭୮ ଅଧିକାରୀଙ୍କ ପୋଷାକ ଭତ୍ତା ୩୦୦୦ରୁ…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି। ଗୋବିନ୍ଦଙ୍କ ଅକାଳ ବିୟୋଗ ପରେ ପରିବାର ଉପରେ ଦୁଃଖର ପାହାଡ଼ ଭାଙ୍ଗିପଡ଼ିଛି। ଶୁଦ୍ଧିକ୍ରିୟା…

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଶିଶୁମାନଙ୍କ ସୁରକ୍ଷା ପାଇଁ ତିହିଡ଼ି, ଭଦ୍ରକ, ଚାନ୍ଦବାଲି…

ଭଷ୍ମାରେ ଭୟାବହ ସଡ଼କ ଦୁର୍ଘଟଣା: ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨ ଶିଶୁଙ୍କ ଜୀବନ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ୱେ’ର ସୁନ୍ଦରଗଡ଼ ଜିଲା ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କୋଇଲା ବୋଝେଇ ଟ୍ରଲର (OD-16 M-4742) ସ୍କୁଟିକୁ ଧକ୍କା…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ ହାସଲ କରିଛି। ଏହି ବିଜୟ ପରେ ଭାରତୀୟ ମିକ୍ସଡ୍‌ ଭିନ୍ନକ୍ଷମ ଦଳର ଖେଳାଳି…

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି। ଭାତ ଖାଇବା ସମୟରେ ସାମାନ୍ୟ ବଚସାକୁ ନେଇ ସାନ ଭାଇ ଧରମୁ ଶବର…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଥିଲେ। ୨ଜଣ ଯୁବକଙ୍କୁ ସୁରକ୍ଷିତ…

କେତୁଙ୍କ ଘରେ ବୁଧଙ୍କ ପ୍ରବେଶ, ୩ ରାଶିଙ୍କ ଘରେ ପଡିଯିବ ଅକାଳ! ଆଖି ପିଛୁଳାକେ ଚାଲିଯିବ ସବୁ ଟଙ୍କା…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରମାନଙ୍କର ଚାଲି ପରିବର୍ତ୍ତନ ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ବୁଧ ଏବଂ କେତୁଙ୍କ ସ୍ଥିତି ଓ ନକ୍ଷତ୍ର ଚଳନ ଯୋଗୁଁ କିଛି ରାଶିର ବ୍ୟକ୍ତିମାନଙ୍କ ପାଇଁ ଶୁଭ ଫଳ ମିଳୁଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?