Home Left

ରାଜ୍ୟ ରାଜପଥରେ ହାତୀ ଉପଦ୍ରବ

ଜି.ଉଦୟଗିରି,୧୦।୪,(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଠାରୁ କଳିଙ୍ଗା ଯିବା ରାଜ୍ୟ ରାଜପଥ ନିକଟ ରାଇପଦାଠାରେ ଗୁରୁବାର ସା ୮ ଘଣ୍ଟିକା ଠାରୁ ହାତୀପଲ ଉପଦ୍ରବ କରୁଥିବା ସୂଚନା ମିଳିଛି। ସୂଚନା ଅନୁସାରେ କିଛି ଦିନ ହେବ ୨୮ ଟିକିଆ…

ପ୍ରତ୍ୟର୍ପଣ ପରେ ଆତଙ୍କବାଦୀ ରାଣାଙ୍କ ପ୍ରଥମ ଫଟୋ ଆସିଲା ସାମ୍ନାକୁ, NIA କୋର୍ଟରେ ହେବେ ହାଜର

ନୂଆଦିଲ୍ଲୀ,୧୦।୪: ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ରାଣାକୁ ଗୁରୁବାର (୧୦ ଏପ୍ରିଲ, ୨୦୨୫) ଭାରତ ଅଣାଯାଇଛି। ଏନଆଇଏ ଟିମ ଏକ ସ୍ବତନ୍ତ୍ର ବିମାନ ଯୋଗେ ତହୱୁରଙ୍କୁ ଆମେରିକାରୁ ଦିଲ୍ଲୀ ଆଣିଥିଲା। ଏହି ସମୟରେ, NIA ତାଙ୍କୁ ଗିରଫ କରିବା ସମୟରେ…

ବ୍ୟାଙ୍କ କର୍ମଚାରୀ ନିଯୁକ୍ତିରେ ଏକ ବଡ଼ଧରଣର ଜାଲିଆତି: ଜଣେ କର୍ମଚାରୀ ନିଲମ୍ବିତ

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ସମ୍ବଲପୁର ଜିଲା ସମବାୟ କେନ୍ଦ୍ର (ଏସ୍‌ଡ଼ିସିସି) ବ୍ୟାଙ୍କ କର୍ମଚାରୀ ନିଯୁକ୍ତିରେ ଏକ ବଡ଼ଧରଣର ଜାଲିଆତି ଅଭିଯୋଗ ହୋଇଛି। ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ ଏହି ପ୍ରସଙ୍ଗ ବିଧାନସଭାରେ ଉପସ୍ଥାପନ କରିବା ପରେ ଏହାର ଖୋଳତାଡ଼ ଆରମ୍ଭ…

ପାଲଟା ଟାରିଫ୍‌କୁ ୯୦ ଦିନ ଅଟକାଇଲା ୟୁରୋପୀୟ ସଂଘ

ବ୍ରସେଲ୍ସ,୧୦।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରେସିପ୍ରୋକାଲ ଟାରିଫ୍‌ କାର୍ଯ୍ୟକାରିତାକୁ ୯୦ ଦିନ ସ୍ଥଗିତ ରଖିବା ପରେ ୟୁରୋପୀୟ ସଂଘ (ଇୟୁ) ମଧ୍ୟ ଆମେରିକା ସାମଗ୍ରୀ ଉପରେ ଲଗାଇବାକୁ ଥିବା ପାଲଟା ଶୁଳ୍କକୁ ୯୦ ଦିନ ଅଟକାଇବାକୁ ନିଷ୍ପତ୍ତି ନେଇଛି। ବୁଝାମଣା…

ମମତା ସରକାରଙ୍କୁ ହଟାଇବାକୁ ଏମିତି ଅପିଲ କଲେ ଅଭିନେତା ମିଥୁନ ଚକ୍ରବର୍ତ୍ତି

କୋଲକାତା,୧୦।୪: ବଲିଉଡ ଅଭିନେତା ଏବଂ ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀ ଗୁରୁବାର କହିଛନ୍ତି ଯେ ଯଦି ମମତା ବାନାର୍ଜୀଙ୍କୁ ପଶ୍ଚିମବଙ୍ଗରୁ ବିତାଡ଼ିତ କରିବାକୁ ପଡ଼େ, ତେବେ ୯ ପ୍ରତିଶତ ହିନ୍ଦୁଙ୍କୁ ବାହାରକୁ ଆସି ଭୋଟ ଦେବାକୁ ପଡିବ। ସେ କୁହନ୍ତି ଯେ…

ଅନ୍ଧାରରେ ଗଞ୍ଜାମ ସହର

ଗଞ୍ଜାମ,୧୦।୪,(ବିଦ୍ୟାଧର ସାହୁ ): ଦୀର୍ଘ ବର୍ଷ ହେବ ବିଭିନ୍ନ ସମସ୍ୟାରେ ଜର୍ଜରିତ ଗଞ୍ଜାମ ସହର l ବିଭିନ୍ନ ସମସ୍ୟାଠାରୁ ବଳିଯାଇଛି ସହରର ଆଲୋକିକରଣ l ଅଧିକାଂଶ ବିଦ୍ୟୁତ ଖୁଣ୍ଟରେ ଲାଇଟ ନାହିଁ l ବିଶେଷ କରି ବଡ଼ବଜାର ଜନସେବା କେନ୍ଦ୍ରଠାରୁ ଜୟଶ୍ରୀ…

ସାନଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ଚନ୍ଦ୍ରଧ୍ୱଜ-ସଭାପତି, କିଶୋର-ସମ୍ପାଦକ ମନୋନୀତ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ଆଇନଜୀବୀ ଚନ୍ଦ୍ରଧ୍ୱଜ ସିଂହଙ୍କୁ ସଂଘର ସଭାପତି ଭାବେ ମନୋନୀତ କରାଯାଇଥିବାବେଳେ ମନୋଜ କୁମାର ମହାପାତ୍ରଙ୍କୁ ଉପସଭାପତି, କିଶୋର ଚନ୍ଦ୍ର ଗୌଡ଼ଙ୍କୁ…

ବଡ଼ ଧରଣର ଅବକାରୀ ଚଢାଉ, ଦେଶୀ ମଦ ଭାଟି ଭାଙ୍ଗିଲେ ଅଧିକାରୀ

ଜୟପୁର,୧୦ା୪(ପବନ ପାଣିଗ୍ରାହୀ): ଜୟପୁର ସଦର ଥାନା ଅନ୍ତର୍ଗତ ଗଡପଦର ଜଙ୍ଗଲରେ ଦେଶୀ ବିଷାକ୍ତ ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ଅବକାରୀ ନିରୀକ୍ଷକ କାର୍ଯ୍ୟାଳୟ ପକ୍ଷରୁ ଚଢାଉ କରାଯାଇଛି। ମାଫିଆମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଅବକାରୀ ବିଭାଗ…

ଦିଲ୍ଲୀ ପହଞ୍ଚିଲେ ତହୱୁର ରାଣା, ଗିରଫ କଲା NIA

ନୂଆଦିଲ୍ଲୀ,୧୦।୪: ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ରାଣାକୁ ଭାରତ ଅଣାଯାଇଛି। ଆମେରିକାରୁ ତାଙ୍କୁ ଆଣୁଥିବା ସ୍ବତନ୍ତ୍ର ବିମାନଟି ପାଲମ ବିମାନବନ୍ଦରରେ ଅବତରଣ କରିଥିଲା। ଏଠାରୁ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ NIA କାର୍ଯ୍ୟାଳୟକୁ ନିଆଯିବ। ପାଲମ ବିମାନବନ୍ଦର ବାହାରେ ପୋଲିସ…

ଗହଣା ଦୋକାନରୁ ୧୨ ସୁନା ଚେନ ଲୁଟିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଡେଙ୍ଗାଓସ୍ତା ଗ୍ରାମ ମୁଖ୍ୟ ରାସ୍ତାକଡ଼ରେ ଥିବା ପବିତ୍ର କୁମାର ବିଷୋୟୀଙ୍କ ଗହଣା ଦୋକାନରୁ ୧୨୦ ଗ୍ରାମ ଓଜନର ୧୨ଟି ସୁନା ଚେନକୁ ୨ ଦୁର୍ବୃତ୍ତ କୌଶଳକ୍ରମେ ଲୁଟି ନେଇଛନ୍ତି। ପୁର୍ବାହ୍ନ ପ୍ରାୟ…

ହ୍ୱାଟ୍ସଆପ୍ ଚାଟିଂ ଖୋଲିବ କନଷ୍ଟେବଳ ଯଶୋଦା ଦାସଙ୍କ ମୃତ୍ୟୁର ରହସ୍ୟ

ବାଲେଶ୍ୱର,୧୦।୪: ମୃତ ମହିଳା କନଷ୍ଟେବଳ ଯଶୋଦା ଦାସଙ୍କ ମୃତ୍ୟୁର ରହସ୍ୟ ଖୋଲିବ ତାଙ୍କ ହ୍ୱାଟ୍ସଆପ୍ ଚାଟିଂ। ଏହି ରହସ୍ୟମୟ ମୃତ୍ୟୁକୁ ଭେଦ କରିବାରେ ପୋଲିସକୁ ତାଙ୍କ ମୋବାଇଲ ସାହାଯ୍ୟ କରିବ ବୋଲି ଆଶା କରାଯାଉଛି। ରିପୋର୍ଟ ଅନୁଯାୟୀ, ମୃତ କନଷ୍ଟେବଳ ମାର୍ଚ୍ଚ…

IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୦।୪: ଗୁରୁବାର ଓଡ଼ିଶା ସରକାର ଭାରତୀୟ ପ୍ରଶାସନିକ ସେବା (IAS) କ୍ୟାଡରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ତଦନୁସାରେ, ବର୍ତ୍ତମାନ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆରାଧନା ଦାସଙ୍କୁ ବିଭାଗର ଯୁଗ୍ମ ସଚିବ ଭାବରେ ନିଯୁକ୍ତ କରାଯାଇଛି।ଧରମ ହାଂସଦା ଜଙ୍ଗଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri