ଜୁନ ୨୭ରେ ରିଲିଜ୍ ହେବ ‘କନ୍ନାପା’: ମହାଦେବଙ୍କ ଭୂମିକାରେ ଅକ୍ଷୟ
ହାଇଦ୍ରାବାଦ,୧୫।୬: ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ସାଉଥ୍ ସିନେମା ତଥା ମଲ୍ଟିଷ୍ଟାରର୍ ମୁଭି ‘କନ୍ନାପା’ ଆସନ୍ତା ଜୁନ ୨୭ରେ ରିଲିଜ୍ ହେବାକୁ ଯାଉଛି। ରବିବାର ଏହାର ଟ୍ରେଲର ଜାରି କରାଯାଇଛି। ଟ୍ରେଲରରେ ଅଭିନେତା ପ୍ରଭାସ୍, ମୋହନଲାଲ, ବିଷ୍ଣୁ ମଞ୍ଚୁ, ଅକ୍ଷୟ କୁମାରଙ୍କ…
ବର୍ଷା ହେବାରୁ ବରଗଛ ମୂଳେ ନେଇଥିଲେ ଆଶ୍ରୟ, ଖୁବ୍ ଜୋର୍ରେ ବଜ୍ରପାତ ହେବାରୁ…
ପାଇକମାଳ,୧୫ା୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଳକ ଛିନ୍ଦେଇକେଲା ପଞ୍ଚାୟତ ବାରପଲିଆରେ ବ୍ରଜପାତରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ରବିବାର ଅପରାହ୍ନରେ ବର୍ଷା ହେଉଥିବା ସମୟରେ ଗୋଟିଏ ବରଗଛ ମୂଳରେ ବଳଦେବ ମାଝୀ (୪୩), ଧନସିଂ…
କେରଳରେ ଲଗାଣ ବର୍ଷା: ତଳିଆ ଅଞ୍ଚଳ ଜଳମଗ୍ନ
ଥିରୁଭାନ୍ତପୁରମ,୧୫।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରବିବାର କେରଳର ବିଭିନ୍ନ ସ୍ଥାନରେ ନିରନ୍ତର ଏବଂ ପ୍ରବଳ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା, ପବନ ଯୋଗୁ ବିଭିନ୍ନ ସ୍ଥାନରେ ଗଛଗୁଡିକ ଉପୁଡ଼ି ପଡ଼ିଥିବା ବେଳେ ଉଚ୍ଚ…
୧୩ ଜଣଙ୍କୁ ମିଳିଲା ବର୍ଦ୍ଧିତ ଭତ୍ତା, ରାଜିଆମ୍ମାଙ୍କ ଖୁସି କହିଲେ ନ ସରେ…
ଗଞ୍ଜାମ,୧୫ା୬(ବିଦ୍ୟାଧର ସାହୁ): ମଲାଡ଼ ପଞ୍ଚାୟତର ପ୍ରାୟ ୧୦ଟି ଗ୍ରାମରେ ସରପଞ୍ଚ ମମତା ବେହେରା ରାଜ୍ୟ ସରକାରଙ୍କ ୮୦ ବର୍ଷରୁ ଅଧିକ ୧୩ ଜଣଙ୍କୁ ବର୍ଦ୍ଧିତ ଭତ୍ତା ପ୍ରଦାନ କରିଛନ୍ତି l ଚଳିତ ରଜ ପର୍ବକୁ ଦୃଷ୍ଟିରେ ରଖି ସରପଞ୍ଚଙ୍କ ଆଗୁଆ ପଦକ୍ଷେପକୁ…
କଳାବ୍ୟାଜ୍ ପିନ୍ଧି ଆନ୍ଦୋଳନକୁ ଓହ୍ଲାଇଲେ ବନ କର୍ମଚାରୀ
ଭଞ୍ଜନଗର,୧୫ା୬(ବାବୁଲା ପ୍ରଧାନ): ଓଡ଼ିଶା ଅଣ ଗେଜେଟେଡ୍ ବନ ସେବା ସଂଘ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଶାଖା ପକ୍ଷରୁ ୩ ଦଫା ଦାବି ପୂରଣ ନେଇ ରବିବାର ସମସ୍ତ ରେଞ୍ଜ କାର୍ଯ୍ୟାଳୟ ସମ୍ମୁଖରେ ସଙ୍ଘର ସମସ୍ତ ସଭ୍ୟାସଭ୍ୟ କଳାବ୍ୟାଜ୍ ପରିଧାନ କରି…
ଶିବାଙ୍ଗୀ-କୁଶାଲଙ୍କ ବ୍ରେକଅପ୍, ୫ ମାସ ହେଲାଣି…
ବମ୍ବେ: ଅଲଗା ହେଲେ ଟେଲି ପରଦାର ଆଉ ଏକ ହିଟ୍ ଯୋଡ଼ି। ସୋନି ଚ୍ୟାନେଲରେ ପ୍ରସାରିତ ଧାରାବାହିକ ‘ବରସାତେ’ଜରିଆରେ ଦର୍ଶକଙ୍କ ମନରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିବା କପଲ ଶିବାଙ୍ଗୀ ଜୋଶୀ ଏବଂ କୁଶାଲ ଟଣ୍ଡନ ବାଟ ଅଲଗା କରିଛନ୍ତି। ଉଭୟ…
ବଲାଙ୍ଗୀର ଆସିବେ ମୁଖ୍ୟମନ୍ତ୍ରୀ, ସ୍ବତନ୍ତ୍ର ପ୍ୟାକେଜ ଦାବି ନେଇ ଉନ୍ନୟନ ପରିଷଦର ପ୍ରସ୍ତୁତି
ବଲାଙ୍ଗୀର,୧୫ା୬(ସୁନୀଲ କୁମାର ମହାନ୍ତି): ଆସନ୍ତା ୧୭ ତାରିଖରେ ବଲାଙ୍ଗୀର ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବଲାଙ୍ଗୀର ପଥରଚେପାଠାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ଯୋଗଦେବେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ଗସ୍ତରେ ଆସି ଜିଲା ପାଇଁ…
ରାଜ୍ୟ ସରକାରଙ୍କୁ କଡ଼ା ଟାର୍ଗେଟ୍ କଲେ ନବୀନ, କହିଲେ ଯାହା ୨୪ ବର୍ଷରେ ଦେଖିବାକୁ ମିଳି ନ ଥିଲା ତାହା…
ଭୁବନେଶ୍ୱର,୧୫ା୬: ହଇଜାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଦୀର୍ଘ ବର୍ଷ ଧରି ଯାହା ଦେଖିବାକୁ ମିଳି ନ ଥିଲା ତାହା ଏବେ ଅସ୍ତବ୍ୟସ୍ତ କଲାଣି। ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ପୁରୀ, କଟକରେ…
ନଦୀ-ନାଳର ଠିକଣା ଖୋଜୁଛନ୍ତି ଭଞ୍ଜନଗର ଚାଷୀ: ମୌସୁମୀ ଆସିଲାଣି ହେଲେ ମରାମତି ହୋଇନି ଆଡ଼ିବନ୍ଧ
ଭଞ୍ଜନଗର,୧୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସେଚନ ବିଭାଗ ଅଧିକ୍ଷଣଯନ୍ତ୍ରୀ କାର୍ଯ୍ୟାଳୟ ଅଧୀନରେ ଥିବା ଅନେକ ନଦୀ, କେନାଲ ଲଟା ବୁଦାରେ ଭରି ରହିଛି। ଆଉ କେତକ ସ୍ଥାନରେ ମାଟିରେ ମଧ୍ୟ ନଦୀ, ନାଳ ପୋତି ହୋଇଗଲାଣି। ଚଳିତ ବର୍ଷ ମୌସୁମୀ…
AI-୧୭୧କୁ ଅବସର ଦେବ ଏୟାର ଇଣ୍ଡିଆ, ବଦଳରେ ଲଣ୍ଡନ ଯିବ AI-୧୫୯!
ନୂଆଦିଲ୍ଲୀ,୧୫।୬: ଅହମ୍ମଦାବାଦରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା AI-୧୭୧ ବିମାନକୁ ଆଉ ଏୟାର ଇଣ୍ଡିଆ ବ୍ୟବହାର କରିବ ନାହିଁ। ଏୟାର ଇଣ୍ଡିଆ ଏହି ଫ୍ଲାଇଟ ନମ୍ବରକୁ ଅବସର ଦେବାକୁ ଯାଉଛି। ଏହା ବଦଳରେ ଆଉ ଏକ ଫ୍ଲାଇଟ ନମ୍ବର ବ୍ୟବହାର କରାଯିବ। ଜୁନ ୧୨…
ଗାଧୋଇବାକୁ ଯାଇ ବୁଡ଼ିଗଲେ ଦୁଇ, ଜଣେ ନିଖୋଜ
ବାରିପଦା,୧୫ା୬(ନିଳାଦ୍ରୀ ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶ ଲୁଲୁଙ୍ଗ ଅଞ୍ଚଳରେ ଗାଧୋଇବାକୁ ଯାଇ ତିନିଜଣ ବଡ଼ିଯିବା ଭଳି ଦୁଃଖଦ ଘଟଣା ଘଟିଛି। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ୨ଜଣଙ୍କ ମୃତ ଦେହକୁ ଉଦ୍ଧାର କରିଥିବା ବେଳେ ଜଣେ ନିଖୋଜ ରହିଛନ୍ତି।…
ରାଜପଥରେ ଓଲଟିଲା ଯାତ୍ରୀବାହୀ ବସ୍
ଖୋର୍ଦ୍ଧା,୧୫ା୬(ପ୍ରଭାତ ପାଣିଗ୍ରାହୀ): ୧୬ନଂ ଜାତୀୟ ରାଜପଥରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଛି। ଡ୍ରାଇଭର ଭାରସାମ୍ୟ ହରାଇ ବସ୍ଟିକୁ ଡିଭାଇଡରରେ ପିଟି ଦେବାରୁ ଏହା ଓଲଟି ପଡ଼ିଥିଲା। ଫଳରେ ୭ ଜଣ ଗୁରୁତର ହୋଇଛନ୍ତି। ୧୫ରୁ ଊଦ୍ଧର୍ବ ଆହତ ହୋଇଛନ୍ତି। ଶିଳ୍ପାଞ୍ଚଳ…
Archives


