Home Left

ଇସ୍ରାଏଲରେ ମୋଦି ପହଞ୍ଚିବା ପୂର୍ୱରୁ ଯୁଦ୍ଧ ବିମାନ ମୁତୟନ କଲା ଆମେରିକା, ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୨୫।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଇ ଦିନିଆ ଇସ୍ରାଏଲ ଗସ୍ତ ସମୟରେ, ଆମେରିକା ଏକ ଗୁରୁତ୍ୱପୂର୍ଣ୍ଣ ରଣନୈତିକ ପଦକ୍ଷେପ ନେଇ ପ୍ରଥମ ଥର ପାଇଁ ଇସ୍ରାଏଲରେ ଏହାର ଅତ୍ୟାଧୁନିକ F-22 ରାପ୍ଟର ଲଢ଼ୁଆ ବିମାନ ମୁତୟନ କରିଛି। ଇରାନକୁ ନେଇ ଏହି…

ମୂଷା ପାଇଁ ବସିଥିଲା ଯନ୍ତା, ପଡ଼ିଲା ବିରାଟ ନାଗ, ସୁ ସୁ ଗର୍ଜନ ଶୁଣି…

ଭୁବନେଶ୍ୱର,୨୫ା୨: ମୂଷା ଯନ୍ତାରେ ପଡ଼ିଛି ଏକ ବିରାଟ ନାଗ ସାପ। ଭୁବନେଶ୍ୱର ଶୈଳଶ୍ରୀ ବିହାର ଏଚ୍‌ଆଇଜି-୧୧୬ ଘରେ ରହୁଥିବା ସୋମ ପଟେଲଙ୍କ ଘରେ ମୂଷା ଧରିବା ପାଇଁ ଏକ ଯନ୍ତା ବସାଯାଇଥିଲା। ବୁଧବାର ସକାଳୁ ଯନ୍ତା ଭିତରେ ସୁ ସୁ ଗର୍ଜନ…

ଯୁବତୀଙ୍କୁ ବଳାତ୍କାର ପରେ ଛାତରୁ ଠେଲି ହତ୍ୟା, ଉଲଗ୍ନ ଅବସ୍ଥାରେ ମୃତଦେହ ଉଦ୍ଧାର, ପର୍ଦ୍ଦାଫାଶ କଲା ପୋଲିସ

ପାରାଦୀପ,୨୫।୨(ଶରତ ରାଉତ): ପାରାଦୀପ ତାରିଣୀଗଡା ଅଞ୍ଚଳର ବହୁଚର୍ଚ୍ଚିତ ମହିଳା ମୃତ୍ୟୁ ଘଟଣାରେ ପୋଲିସକୁ ଅନେକ ସୂଚନା ମିଳିଛି। ମୃତକାଙ୍କ ପରିଚୟ ମିଳିବା ସହ ବଳାତ୍କାର ପରେ ଛାତରୁ ଠେଲି ହତ୍ୟା କରାଯାଇଛି ବୋଲି ଜଣାପଡିଛି। ଘଟଣା ସମ୍ପର୍କରେ ପାରାଦୀପ ଆଦର୍ଶଥାନା ଅଧିକାରୀ…

ରାଜ୍ୟରେ ଆରମ୍ଭ ହେବ e-Bike ଦିଦି ଯୋଜନା, ମୋଟାଅଙ୍କର ଟଙ୍କା କମାଇବେ ମହିଳା

ନୂଆଦିଲ୍ଲୀ,୨୫।୨:ମହିଳାଙ୍କ ସୁରକ୍ଷା, ନିଯୁକ୍ତି ଏବଂ ପରିବେଶକୁ ଧ୍ୟାନରେ ରଖି, ସରକାର ଖୁବ ଶୀଘ୍ର ଇ-ବାଇକ ଦିଦି ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏହି ଯୋଜନାର ଲକ୍ଷ୍ୟ କେବଳ ଏକ ନୂତନ ରାଇଡ-ହେଲିଂ ସେବା ଆରମ୍ଭ କରିବା ନୁହେଁ, ବରଂ ମହିଳାମାନଙ୍କୁ ଆତ୍ମର୍ନିଭରଶୀଳତା…

ପୁଣି ଉଠିଲା ଆନନ୍ଦପୁରକୁ ସ୍ବତନ୍ତ୍ର ଜିଲା ଘୋଷଣା ଦାବି

ବଞ୍ଚୋ,୨୫ା୨(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ସ୍ବତନ୍ତ୍ର ଜିଲା ମାନ୍ୟତା ପାଇବା ପାଇଁ ସମସ୍ତ ସର୍ତ୍ତ ପୂରଣ କରୁଥିବା ସତ୍ତ୍ୱେ ଏହା ଅବହେଳିତ ହୋଇରହିଛି। ଦୁଇ ବର୍ଷ ଅନ୍ତରରେ ପୁଣି ଆନନ୍ଦପୁରକୁ ସ୍ବତନ୍ତ୍ର ଜିଲା ଦାବି ପ୍ରସଙ୍ଗ ଚର୍ଚ୍ଚାକୁ ଆସିଛି।…

ମା’-ବାପାଙ୍କୁ ଅବହେଳା କରିବା ପଡିବ ମହଙ୍ଗା, ପୋଲିସର ସୁରକ୍ଷା ବଳୟରେ ରହିବେ ସିନିୟର ସିଟିଜେନ

କଟକ,୨୫।୨: ଏଣିକି ଓ ପୋଲିସର ସୁରକ୍ଷା ବଳୟ ଭିତରେ ସୁରକ୍ଷିତ ରହିବେ ବୃଦ୍ଧ ପିତାମାତା। ସିନିୟର ସିଟିଜେନଙ୍କୁ ଓଡ଼ିଶା ପୋଲିସ ସୁରକ୍ଷା ଦେବ । ଏଥିପାଇଁ ହାଇକୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି । ବୟସ୍କ ବାପା-ମା’ଙ୍କ ସୁରକ୍ଷା ପାଇଁ ଲଢିବ ଓଡ଼ିଶା…

ଫାଇଲ ତଳେ ଚାପି ହୋଇଛି ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ, ପାଣି ମୁନ୍ଦେ ପାଇଁ…

ମହାକାଳପଡ଼ା,୨୫ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବରକନ୍ଧା ପଞ୍ଚାୟତ ସ୍ଥାନୀୟ ତେନ୍ତୁଲି କନ୍ଧା ଗାଁରେ ପାଣି ମୁନ୍ଦେ ପାଇଁ ଠାକୁରାଣୀଙ୍କ ଚନ୍ଦନ ପୋଖରୀ ଉପରେ ନିର୍ଭରକରନ୍ତି। ଗାଁରେ ଦୁଇଟି ୱାର୍ଡ଼ର ୧ ହଜାରରୁ ଅଧିକ ଜନସଂଖ୍ୟା…

ଜଣଙ୍କୁ ସାଇକେଲରୁ ଟାଣି ନେଇ ଦଳିଦେଲା ହାତୀ, ଆଉ ଜଣଙ୍କୁ ବାଡ଼ିପଟୁ ଭିଡ଼ିନେଇ…

ନୟାଗଡ଼/ରଣପୁର,୨୫ା୨(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ): ଖୋର୍ଦ୍ଧା ବନଖଣ୍ଡର ପୃଥକ୍‌ ପୃଥକ୍‌ ସ୍ଥାନରେ ଦୁଇଟି ଭିନ୍ନଭିନ୍ନ ହାତୀ ଆକ୍ରମଣରେ ବୁଧବାର ସକାଳେ ୨ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ନୟାଗଡ଼ ଜିଲା ରଣପୁର ରେଞ୍ଜ ମୟୂରଝଲିଆ ଗାଁର କାଳୁ ମହାରଣା (୫୮)…

ପ୍ରଥମଥର ଟି୨୦ ବିଶ୍ୱକପରେ ଘଟିଲା ଏମିତି: ବ୍ରୁକ ରଚିଲେ ଇତିହାସ

ନୂଆଦିଲ୍ଲୀ,୨୫।୨: ପାକିସ୍ତାନ ବିପକ୍ଷରେ ହ୍ୟାରି ବ୍ରୁକ ଏକ ଐତିହାସିକ ଶତକ ହାସଲ କରିଥିଲେ। ଫଳରେ ଇଂଲଣ୍ଡକୁ ବିଜୟ ହାସଲ କରିବାରେ ସାହାଯ୍ୟ କରିଥିଲା। ଏହି ବିଜୟ ସହିତ ଇଂଲଣ୍ଡ ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା ପ୍ରଥମ ଦଳ…

ଝାଡ଼ଖଣ୍ଡ ଏୟାର ଆମ୍ବୁଲାନ୍ସ କ୍ରାଶ୍‌କୁ ନେଇ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ: ବିମାନରେ ନ ଥିଲା…

ରାଞ୍ଚି,୨୫ା୨: ଝାଡ଼ଖଣ୍ଡ ଏୟାର ଆମ୍ବୁଲାନ୍ସ କ୍ରାଶ୍‌କୁ ନେଇ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ। ଦୁର୍ଘଟଣାଗ୍ରସ୍ତ ବିମାନରେ ବ୍ଲାକ୍‌ ବକ୍ସ ନ ଥିଲା। ବ୍ଲାକ ବକ୍ସ ନ ଥିବା ସ୍ପଷ୍ଟ କଲେ ଯାଞ୍ଚ କରୁଥିବା ଅଧିକାରୀ। ଏପରିକି କକ୍‌ପିଟ୍‌ ଭଏସ୍‌ ରେକର୍ଡର କିମ୍ବା ଫ୍ଲାଇଟ…

ପାକିସ୍ତାନ ପ୍ରଧାନମନ୍ତ୍ରୀ କାକୁତିମିନତି ପରେ… ଅପରେଶନ ସିନ୍ଦୂରକୁ ନେଇ ପ୍ରଥମଥର ଏମିତି କଥା କହିଦେଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ୍‌,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଅପରେଶନ ସିନ୍ଦୂରକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ବୟାନ ଦେଇ କହିଛନ୍ତି, ଭାରତ ସହ ଯୁଦ୍ଧ ରୋକିବାକୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଗୁହାରି କରିଥିଲେ। ଦୁଇ ଦେଶ…

NCERT ବହିକୁ ନେଇ ରାଗିଗଲେ CJI, କହିଲେ ଆମେ କାହାକୁ…

ନୂଆଦିଲ୍ଲୀ,୨୫ା୨: NCERT ଶ୍ରେଣୀ ୮ ପାଠ୍ୟପୁସ୍ତକରେ ‘ନ୍ୟାୟିକ ଦୁର୍ନୀତି’ ଉପରେ ଏକ ଅଧ୍ୟାୟ ଅନ୍ତର୍ଭୁକ୍ତ କରିବା ପ୍ରସଙ୍ଗରେ ସୁପ୍ରିମକୋର୍ଟ ଶୀଘ୍ର ଶୁଣାଣି କରିବାକୁ ଆଶ୍ୱାସନା ଦେଇଛନ୍ତି। ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ କହିଛନ୍ତି, ମୁଁ ଏହି ମାମଲାର ବିଚାର କରିଛି। ରାଗି ଯାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri