Home Left

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ ଭିଜିଲାନ୍ସ ଟିମ୍‌ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ଟିମ୍‌ କାର୍‌ ସହ ତାଙ୍କଠାରୁ ନଗଦ…

ସ୍ବାସ୍ଥ୍ୟକେନ୍ଦ୍ରର ପାଚେରୀ ନିର୍ମାଣ କାର୍ଯ୍ୟରେ ଅନିୟମିତତା

କର୍ଲାମୁଣ୍ଡା;୨୦।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୧ କୋଟି ଅର୍ଥ ମଞ୍ଜୁରୀ ହୋଇ ବ୍ଲକ ସଦରର ଶାନ୍ତିନଗର ପଡାଠାରେ ୩୦ ଶଯ୍ୟା ବିଶିଷ୍ଠ ହସ୍ପିଟାଲ…

କଂଗ୍ରେସ ଉପରେ ବର୍ଷିଲେ ଧର୍ମେନ୍ଦ୍ର, ତୁଷ୍ଟୀକରଣ ରାଜନୀତିକୁ ନେଇ….

ନୂଆଦିଲ୍ଲୀ,୨୦ା୮: କଂଗ୍ରେସ ମୁଖ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ‘ବନ୍ଦେ ମାତରମ୍’ ଗାନକୁ ନେଇ ଦେଖାଦେଇଥିବା ବିବାଦ ଏବେ ତୀବ୍ର ହୋଇଛି । ଏହାକୁ ନେଇ କଂଗ୍ରେସକୁ ଘେରିଛି ଭାଜପା । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଂଗ୍ରେସର ଏହି ନିଷ୍ପତ୍ତିକୁ…

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ ଜଣେ ମହିଳା ଶ୍ରମିକଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଉର୍ଦ୍ଧ୍ବ ଶ୍ରମିକ ଗୁରୁତର…

ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍‌, ଜାଣନ୍ତୁ କାହାକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ କରିଥାନ୍ତି। ଏହି କ୍ରମରେ କର୍ଣ୍ଣାଟକ ରାଜ୍ୟରେ ମଧ୍ୟ ନିକଟରେ ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସଂଶୋଧନ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ କଂଗ୍ରେସ ଭବନରେ କେନ୍ଦୁଝର ଜିଲା ଯୁବ କଂଗ୍ରେସ ପକ୍ଷରୁ ପାଳିତ ହୋଇଯାଇଛି l…

ପୋଖରୀରେ ଗାଧୋଉଥିଲେ ଯୁବକ, ୨ ରାଉଣ୍ଡ ଗୁଳି ଚଳାଇ ଲୁଟିନେଲେ ବାଇକ

ନୟାଗଡ, ୨୦।୮(ଲୋକନାଥ ମିଶ୍ର): ନୟାଗଡ ଜିଲା ଚାନ୍ଦପୁର ଥାନା କୁସୂପଲାରେ ୨ରାଉଣ୍ଡ ଗୁଳି ଚାଳନା ହୋଇଛି । ପୋଖରୀରେ ଗାଧୋଉ ଥିବା ବେଳେ ଗୁରୁବାର ଅପରାହ୍ନ ପ୍ରାୟ ସାଢ଼େ ୪ଟାରେ ଗୁଳିମାଡ଼ କରି ବାଇକ୍ ଲୁଟିନେଲେ ଦୁର୍ବୃତ୍ତ । ତେବେ ବାଇକ…

କେସିଙ୍ଗାରେ ବିଜେଡି ଯୁବ ରାଜ୍ୟ ସଭାପତି, କହିଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ…

କେସିଙ୍ଗା,୨୦ା୮(ତୁମେଶ୍ୱର ସାହୁ): ରାଜ୍ୟ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁ ନବରଙ୍ଗପୁରରେ ହେବାକୁ ଥିବା ଛାତ୍ର ସମାବେଶରେ ଯୋଗ ଦେବାପାଇଁ ଗୁରୁବାର ଭୁବନେଶ୍ୱରରୁ ନବରଙ୍ଗପୁର ଯାଉଥିବାବେଳେ କଳାହାଣ୍ଡି ଜିଲା କେସିଙ୍ଗା ବିଜେଡି ପକ୍ଷରୁ ସାହୁଙ୍କୁ ସ୍ଥାନୀୟ…

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି । ମୃତ ଯୁବକ ଜଣକ ବଗଡା ଗାଁର ସନ୍ତୋଷ ଖର୍ସେଲ (୪୦) ହୋଇଥିବା ବେଳେ…

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ ପ୍ରବେଶ କରିବେ। ବୁଧ ଯେତେବେଳେ ସିଂହ ରାଶି ଅର୍ଥାତ୍ ସୂର୍ଯ୍ୟଙ୍କ ରାଶିରେ ରହିବେ,…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ ଗାଡ଼ି ପଛକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଧକ୍କା ଦେଇଛି। ସୂଚନା ମୁତାବକ,…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର ସଭାଗୃହରେ ପହଞ୍ଚିଥିଲେ। ତାଙ୍କୁ ଦେଖି ସେଠାରେ ଉପସ୍ଥିତ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?