ଆଉ ଜଣେ ‘ସୀମା ହାଇଦର’ ଆସିଲେ ଭାରତ, ଇନଷ୍ଟାଗ୍ରାମରେ ହୋଇଥିଲା ପ୍ରେମ
ଅମରାବତୀ,୯।୪: ଆଜିର ଡିଜିଟାଲ ଯୁଗରେ, ପ୍ରେମ କାହାଣୀ କେବଳ ଫିଲ୍ମ ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ଫେସବୁକ, ଇନଷ୍ଟାଗ୍ରାମ ଭଳି ସୋସିଆଲ ମିଡିଆ ପ୍ଲାଟଫର୍ମ ଅନେକ ହୃଦୟକୁ ଯୋଡ଼ିବାରେ କାମ କରିଛି। ଜ୍ୟାକଲିନ ଫୋରେରୋ ଏବଂ ଚନ୍ଦନଙ୍କ ସହିତ ମଧ୍ୟ ସମାନ…
ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନାକଲେ ଅଧ୍ୟକ୍ଷ: ଆଗକୁ ବଢ଼ିବାକୁ…
ଭଞ୍ଜନଗର,୯।୪(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରସାୟନ ବିଜ୍ଞାନ ବିଭାଗ ଯୁକ୍ତ ୩ ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଏ ନେଇ କଲେଜରେ ଆୟୋଜିତ ସଭାରେ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷତା…
ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ୨୦ ମୃତ, ଜୀବନ ବଞ୍ଚାଇବାକୁ ଡେଇଁ ପଡିଲେ ଲୋକେ
ବେଜିଂ,୯।୪: ଉତ୍ତର ଚାଇନାର ହେବେଇ ପ୍ରଦେଶରୁ ଏକ ଦୁଃଖଦ ଦୁର୍ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ନର୍ସିଂ ହୋମରେ ଅଗ୍ନିକାଣ୍ଡ ଘଟି ୨୦ ଜଣଙ୍କର ମୃତ୍ୟୁ ହୋଇଛି। ମଙ୍ଗଳବାର ରାତି ପ୍ରାୟ ୯ଟାରେ ଚେଙ୍ଗଡେ ସହରର ଲୋଙ୍ଗହୁଆ କାଉଣ୍ଟିରେ ଅଗ୍ନିକାଣ୍ଡ ଘଟିଥିଲା।…
କେବେ ଖାଇଛନ୍ତି ସୁନାର ଆଇସ୍କ୍ରିମ୍, ଏହାର ଦାମ୍ ଜାଣିଲେ ଉଡ଼ିଯିବ ହୋସ୍
ଆଜିକାଲି ସୁନାର ଦାମ୍ ୯୦୦୦୦ ଉପରେ ଥିବାବେଳେ ସୋସିଆଲ ମିଡିଆରେ ଏକ ସୁନା ଆଇସ୍କ୍ରିମ୍କୁ ନେଇ ଖୁବ୍ ଚର୍ଚ୍ଚା ହେଉଛି। ଏହାକୁ ହାଇଦ୍ରାବାଦର ‘ହୁବର ଆଣ୍ଡ ହଲି’ ନାମକ ଏକ ରେଷ୍ଟୁରାଣ୍ଟ ଦ୍ୱାରା ତିଆରି କରାଯାଇଛି, ଯାହାକୁ ଲୋକେ ସୋସିଆଲ ମିଡିଆରେ…
ନାବାଳିକାଙ୍କୁ ବଳାତ୍କାର: ଆସିଲା ବଡ଼ ରାୟ
ଫୁଲବାଣୀ,୯।୪(ରାକେଶ କୁମାର ରାଉତ): ଜଣେ ନାବାଳିକା ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରା ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୨୦ ହଜାର ଟଙ୍କା…
ସୋଫାରେ ବସିଲେ ସୋନିଆ-ରାହୁଲ, ହେଲେ ଖାର୍ଗେଙ୍କୁ ମିଳିଲାନି ସ୍ଥାନ, ଭାଜପା କହିଲା…
ଅହମଦାବାଦ,୯।୪: ଭାଜପା ପୁଣି ଥରେ କଂଗ୍ରେସ ଏବଂ ଏହାର ହାଇକମାଣ୍ଡଙ୍କ ଉପରେ ଦଳିତ ବିରୋଧୀ ରାଜନୀତି କରିବାର ଅଭିଯୋଗ ଆଣିଛି। ପ୍ରକୃତରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି ବୈଠକ ଅହମଦାବାଦରେ ଚାଲିଛି। ଏ ସମ୍ପର୍କିତ ଏକ ଭିଡିଓ ଭାଜପା ନେତା ଅମିତ ମାଲବିୟ…
ତାତିଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ: ଦାୟିତ୍ୱ ନେଇଥିବା ସଂସ୍ଥାକୁ କତାଲିକାଭୁକ୍ତ କରିବାକୁ…
ଫୁଲବାଣୀ ଅଫିସ, ୯ା୪(ରାକେଶ କୁମାର ରାଉତ): ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଦିନିକିଆ କନ୍ଧମାଳ ଜିଲା ଗସ୍ତରେ ଆସି ଜିଲାସ୍ତରୀୟ ସମୀକ୍ଷା କରିଛନ୍ତି। ଜିଲା ପରିଷଦ ସଭାଗୃହରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲାସ୍ତରୀୟ ଅଧିକାରୀମାନଙ୍କୁ ସେ…
ଗୋଳାବାରୁଦ କାରଖାନାରେ ବିସ୍ଫୋରଣ: ଜଣେ କର୍ମଚାରୀ ଗୁରୁତର
ବଲାଙ୍ଗୀର,୯ା୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ବଡ଼ମାଳ ଗୋଳାବାରୁଦ କାରଖାନାରେ ବୁଧବାର ରାସାୟନିକ ଦ୍ରବ୍ୟ ମିଶ୍ରଣ ବେଳେ ବିସ୍ଫୋରଣ ଘଟି ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଗୁରୁତର ହୋଇଥିବା ଜଣାପଡ଼ିଛି। ଗୁରୁତର କର୍ମଚାରୀ ଶିବ ପ୍ରସାଦ ଭୋଇଙ୍କୁ ରାଉରକେଲା…
ଟେନସା ଫାଣ୍ଡିର ଦୁଇ କନଷ୍ଟେବଳଙ୍କୁ ଆକ୍ରମଣ: ଫେରାର ହେଲେ…
ଟେନସା,୯।୪:(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ବ୍ଲକ ଟେନସା ଫାଣ୍ଡି ଅନ୍ତର୍ଗତ ଟେନସା ସି ବ୍ଲକଠାରେ ଦୁଇ ପରିବାର ମଧ୍ୟରେ ଝଗଡା ହେବାର ଖବରପାଇ ଟେନସା ଫାଣ୍ଡିରୁ ଦୁଇ କନଷ୍ଟେବଳ ପୃଥ୍ବୀରାଜ ପରିଡା, ଜିତେନ୍ଦ୍ର ରାଉତରାୟ ସ୍ଥିତି ସମାଧାନ ପାଇଁ…
ନିର୍ଦ୍ଦେଶକୁ ବାଏଁ ବାଏଁ ଉଡ଼ାଇଦେଲେ: ପୁଣି ଏକାଠି ହେଲେ ପୂର୍ବତନ ବିଧାୟକଙ୍କ ପୁଅ, ଆଜି ନବୀନଙ୍କୁ ଦେବେ ଦାବିପତ୍ର
ଭୁବନେଶ୍ୱର, ୯ା୪(ସୁନିତ୍ ମିଶ୍ର):ଓ୍ବକ୍ଫ ବିଲ୍ ପ୍ରସଙ୍ଗରେ ବିଜେଡି ଭାଗ ହୋଇଯାଉଥିବା ଦେଖିବାକୁ ମିଳୁଛି। ପାଣ୍ଡିଆନ୍ଙ୍କୁ ସୁରକ୍ଷା ଦେବାକୁ ଗୋଟିଏ ଗୋଷ୍ଠୀ ଲାଗିପଡ଼ିଛନ୍ତି। ଅନ୍ୟପଟେ ପାଣ୍ଡିଆନ୍ଙ୍କ ହାତରୁ ବିଜେଡି ସାଙ୍ଗଠନିକ ଦାୟିତ୍ୱ ରଖେଇ ନ ଦେବା ଲାଗି ତୃଣମୂଳସ୍ତରରୁ ଆରମ୍ଭକରି ରାଜ୍ୟସ୍ତର ପର୍ଯ୍ୟନ୍ତ…
ପାରୋଲ ମିଳିବା ପରେ ସିଧା ଡେରା ପହଞ୍ଚିଲେ ରାମ ରହିମ, ମହିଳା ଭକ୍ତ କହିଲେ ବାପା ଆସିଲେ
ସିରସା,୯।୪: ହରିୟାଣା ସିରସାର ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମୀତ ରାମ ରହିମ ୧୩ତମ ଥର ପାଇଁ ପାରୋଲ ପାଇ ଜେଲରୁ ବାହାରି ଆସିଛନ୍ତି। ବାବାଙ୍କୁ ୨୧ ଦିନର ଛୁଟି ଦିଆଯାଇଛି। ପାରୋଲରେ ଆସିବା ପରେ ରାମ ରହିମ ସିରସା ଡେରାରେ…
କୁପୋଷଣ ଚିହ୍ନଟରେ ଏଆଇ ବ୍ୟବହାର: ଓଡ଼ିଶା ଦେଶରେ ପ୍ରଥମ
ଭୁବନେଶ୍ୱର,୯।୪(ରବିନାରାୟଣ ଜେନା):କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ଆଧାରିତ ଟେକ୍ନୋଲୋଜିକୁ ବ୍ୟବହାର କରି ଏବେ ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁଙ୍କ ଆନ୍ଥ୍ରୋପୋମେଟ୍ରି ତଥା ଓଜନ ଏବଂ ଉଚ୍ଚତା ମାପ କରାଯିବା ସହ କୁପୋଷଣକୁ ପ୍ରାରମ୍ଭିକ ଅବସ୍ଥାରେ ହିଁ ଚିହ୍ନଟ କରାଯାଇପାରିବ। ଯଦ୍ଦ୍ବାରା ଶିଶୁଙ୍କ ଓଜନ ଏବଂ ଉଚ୍ଚତା…
Archives


