Home Left

ମିଳୁନି ସୁରକ୍ଷା, ପୋଲିସ ଉପରେ ତୁଟୁଛି ଭରସା

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାରେ ବରଗଡ଼ ଏକ ପ୍ରମୁଖ ଜିଲା। ବରଗଡ଼ ସହର ମଧ୍ୟରେ ଜିଲାର ପ୍ରମୁଖ ମୁଖ୍ୟାଳୟ ରହିଛି। ଫଳରେ ସହରକୁ ଜିଲାର ସଦର ମହକୁମା କୁହାଯାଏ। ଏଠାରେ ଜିଲାର ସମସ୍ତ ବିଭାଗର ପ୍ରମୁଖ କାର୍ଯ୍ୟାଳୟ ରହିଛି। ସେଥିମଧ୍ୟରେ ଜିଲାପାଳ ଏବଂ…

ଲଗାତାର ୪ର୍ଥ ଥର ପାଇଁ ହାରିଲା ଚେନ୍ନାଇ, ପ୍ରିୟାଂଶ ସାଜିଲେ ପଞ୍ଜାବ ବିଜୟର ହିରୋ

ମୁଲାନପୁର,୮ା୪: ପ୍ରିୟାଂଶ ଆର୍ଯ୍ୟଙ୍କ ଧୂଆଁଦାର ଶତକ ବଳରେ ମଙ୍ଗଳବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ୧୮ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ପରାସ୍ତ କରିଛି। ପଞ୍ଜାବ ଦ୍ୱାରା ପ୍ରଦତ୍ତ ୨୨୦ ରନର ଟାଗେର୍ଟ ଆଗରେ ସିଏସ୍‌କେ ୨୦୧ ରନ…

ମୃତଦେହ ସହ ୧୦ ମିନିଟ ବିତାଇବାକୁ ୨୫ ହଜାର ଦରମା

ବେଜିଂ: ସୋସିଆଲ ମିଡିଆରେ ଏକ ନିଯୁକ୍ତି ବିଜ୍ଞାପନ ଭାଇରାଲ ହେବାରେ ଲାଗିଛି, ଯାହା ଅନେକଙ୍କୁ ଆଶ୍ଚର୍ଯ୍ୟ କରିଛି। ବିଶ୍ୱର ଦ୍ୱିତୀୟ ଜନବହୁଳ ଦେଶ ଚାଇନାର ଶାଣ୍ଡୋଙ୍ଗ ପ୍ରଦେଶ ଅନ୍ତର୍ଗତ ରୁଶାନ ସହରର ଏକ ଅନ୍ତିମ ସଂସ୍କାର ଗୃହ ପାଇଁ ଏହି ନିଯୁକ୍ତି ବିଜ୍ଞାପନ…

ଜାଣିଛନ୍ତି କି? ଘରେ କେଉଁଠି ରଖିବେ ଲାଫିଙ୍ଗ୍‌ ବୁଦ୍ଧ ମୂର୍ତ୍ତି…

ବାସ୍ତୁଶାସ୍ତ୍ର ଅନୁସାରେ ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ ହୋଇଥାଏ। କାରଣ ତାଙ୍କର ହସୁଥିବା ଭଙ୍ଗୀକୁ ଦେଖିଲେ ମନରେ ସକରାତ୍ମକ ଭାବନା ଜାଗ୍ରତ ହେବା ସହ ଘରେ ସୁଖଶାନ୍ତି ବୃଦ୍ଧି ପାଇଥାଏ ବୋଲି ବିଶ୍ୱାସ କରାଯାଏ। ତେବେ ଏହି…

ଘରୁ ବାହାରିବା ବେଳେ ଏସବୁ ଦେଖିବା ଶୁଭ; ଯେଉଁ କାମରେ ଯାଉଥିବ ତାହା…

ଯେତେବେଳେ ଆମେ କୌଣସି କାମ ଅଥବା ଯାତ୍ରା ପାଇଁ ଘରୁ ବାହାରୁ ସେତେବେଳେ ଭଗବାନଙ୍କ ସାମ୍ନାରେ ହାତ ଯୋଡ଼ି ବାହାରିବାକୁ ଘରର ବୟୋଜ୍ୟେଷ୍ଠମାନେ କହିଥାନ୍ତି। କୁହାଯାଏ ଭଗବାନଙ୍କୁ ହାତ ଯୋଡ଼ି ବାହାରିଲେ ସବୁ କାମ ଶୁଭ ହୋଇଥାଏ। ଏହାଛଡ଼ା ଜ୍ୟୋତିଷଶାସ୍ତ୍ରରେ ଏଭଳି…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା ମାଁ ଠାକୁରାଣୀଙ୍କ ଘଣ୍ଟଯାତ୍ର ସମ୍ପନ୍ନ, ଭକ୍ତଙ୍କ ପିଠିରେ ମାଁ ଆସ୍ଥାନକୁ ବିଜେ କଲେ

ଲାଞ୍ଜିଗଡ,୮/୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମାଁ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ମଙ୍ଗଳବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି I ଲାଞ୍ଜିଗଡ ଇଷ୍ଟଦେବୀ ମାଁ ଠାକୁରାଣୀ ଗତ ୯ ଦିନ ଧରି ଦ୍ବାର ଦ୍ବାର ବୁଲି ଭକ୍ତଙ୍କୁ…

Swiggyରୁ ଅର୍ଡର କଲେ ମିଳିବ ୫୦୦ ଟଙ୍କା ରିହାତି! ଜାଣନ୍ତୁ କିଭଳି…

ନୂଆଦିଲ୍ଲୀ,୮।୪: Swiggy Instamart ରେ ଶପିଂ କରିବା ସମୟରେ ଆପଣ ୫୦୦ ଟଙ୍କାର ରିହାତି ପାଇପାରିବେ। ଶପିଂ କରିବା ସମୟରେ ଆପ୍‌ରେ Maxxsaver ବୈଶିଷ୍ଟ୍ୟ ସ୍ବୟଂଚାଳିତ ଭାବରେ ସକ୍ରିୟ ହୋଇଯାଏ। ଏହି ଫିଚର୍‌ ମାଧ୍ୟମରେ, ଆପଣ ୯୯୯ ଟଙ୍କାରୁ ଅଧିକ ମୂଲ୍ୟର…

ଗୋଟିଏ ଡାଲାରେ ଆଳୁ-ପିଆଜକୁ ଏକାଠି ରଖୁଛନ୍ତି କି? ହୋଇପାରେ ଅଶୁଭ!

ଆପଣ ନିଜ ରୋଷେଇ ଘରେ ଆଳୁ ଓ ପିଆଜକୁ ଏକାଠି ଗୋଟିଏ ଝୁଡ଼ିରେ ରଖୁଛନ୍ତି କି? ଯଦି ହଁ, ତେବେ ଏହା ଏକ ବଡ଼ ଭୁଲ ହୋଇପାରେ। ବିଶେଷଜ୍ଞଙ୍କ ମତରେ, ଆଳୁ ଓ ପିଆଜକୁ ଏକାସଙ୍ଗରେ ରଖିବା ଦ୍ୱାରା ଉଭୟର ସତେଜତା…

ଭୟଙ୍କର ଆକଳନ : ମେ-ଜୁନରେ ଅନ୍ଧାର ହୋଇଯିବ ସାରା ଦେଶ! ବହିବ ଭୟଙ୍କର ଲୁ

ନୂଆଦିଲ୍ଲୀ,୮।୪: ଭାରତରେ ଆସନ୍ତା ଗ୍ରୀଷ୍ମ ଋତୁରେ ବିଦ୍ୟୁତ ସଙ୍କଟ ଦେଖାଦେଇପାରେ ବୋଲି ଏକ ରିପୋର୍ଟରେ ଆଶଙ୍କା ପ୍ରକାଶ କରାଯାଇଛି। ନ୍ୟାଶନାଲ ଲୋଡ ଡିସପାଚ ସେଣ୍ଟର (ଏନଏଲଡିସି) ର ସୂଚନା ଅନୁସାରେ, ମେ ଓ ଜୁନ ମାସରେ ଉଚ୍ଚ ତାପମାତ୍ରା ଯୋଗୁଁ ବିଦ୍ୟୁତର…

ପ୍ରଶଂସକଙ୍କ ସହ ସେଲ୍‌ଫି ନେବାକୁ ମନାକଲେ SRH ଷ୍ଟାର, ଭିଡିଓ ନେଇ ଚର୍ଚ୍ଚା ଆରମ୍ଭ

ନୂଆଦିଲ୍ଲୀ, ୮ା୪: ଅଷ୍ଟ୍ରେଲିଆ ତଥା ସନ୍‌ ରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ଷ୍ଟାର ଟ୍ରାଭିସ ହେଡ୍‌ ଜଣେ ପ୍ରଶଂସକଙ୍କ ସହ ସେଲ୍‌ଫି ନେବାକୁ ମନାକରୁଥିବା ଏକ ଭିଡିଓ ଭାଇରାଲ ହୋଇଛି। ଏହାକୁ ନେଇ ସେଲିବ୍ରିଟିଙ୍କ ବ୍ୟକ୍ତିଗତ ସ୍ଥାନ ଓ ଗୋପନୀୟତା ସମ୍ପର୍କରେ ଚର୍ଚ୍ଚା…

ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପଡେଟ୍‌, ପରବର୍ତ୍ତୀ କିସ୍ତିରେ ଏମାନଙ୍କୁ ମିଳିବନି ଟଙ୍କା!

ଭୁବନେଶ୍ୱର,୮।୪: ସୁଭଦ୍ରା ଯୋଜନାକୁ ନେଇ ଆସିଛି ବଡ଼ ଅପଡେଟ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଦେଇଛନ୍ତି ବଡ଼ ସୂଚନା । ପରବର୍ତ୍ତୀ କିସ୍ତି ଟଙ୍କା ପାଇଁ ହିତାଧିକାରୀମାନେ ଅପେକ୍ଷା କରିଥିବା ବେଳେ ଆସିିଛି ଜରୁରୀ ସୂଚନା । ଏଭଳି ଏକ ଘୋଷଣା ପରେ…

କେବେ ୫୬୦୦୦ ଖସିଯିବ ସୁନାଦର? ଜିଏସଟି ଓ ମେକିଂ ଚାର୍ଜ ମିଶିଲେ ଆସିବ ଏତିକି, ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୮।୪: ଭାରତ ସମେତ ସାରା ବିଶ୍ୱରେ ସୁନା ମୂଲ୍ୟ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ଏହି ସମୟରେ, ଏକ ଖୁସି ଖବର ମଧ୍ୟ ଆସିଛି ଯେ ଏବେ ସୁନା ମୂଲ୍ୟରେ ଏକ ତୀବ୍ର ହ୍ରାସ ଦେଖାଯାଇପାରେ। ଏପରିକି ସୁନାର ମୂଲ୍ୟ ୫୬୦୦୦ ଟଙ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri