୬ ବର୍ଷ ପରେ Indian Idol ଛାଡ଼ିଲେ ବିଶାଲ ଦଦଲାନୀ, ଏହି କାରଣ ପାଇଁ…
ମୁମ୍ବାଇ: ସୋନି ଟିଭିର ଲୋକପ୍ରିୟ ରିଆଲିଟି ଶୋ’ ମଧ୍ୟରୁ ‘ଇଣ୍ଡିଆନ ଆଇଡଲ’ ଅନ୍ୟତମ। ନିକଟରେ ଏହାର ଗ୍ରାଣ୍ଡ ଫାଇନାଲ ହୋଇଥିଲା। କୋଲକାତାର ୨୪ ବର୍ଷୀୟ ମାନସୀ ଘୋଷ ଏହାର ଟ୍ରଫି ଜିତିଥିଲେ। ଚଳିତ ସିଜନକୁ ରାପର ବାଦ୍ଶାହା, ଶ୍ରେୟା ଘୋଷାଲ ଏବଂ…
ମୁଁ ଖୁବଶୀଘ୍ର ଫେରୁଛି…ଶେଖ ହସିନାଙ୍କ ବଡ଼ ଘୋଷଣା
ଢାକା,୮।୪: ପ୍ରଥମ ଥର ପାଇଁ, ବାଂଲାଦେଶର ନିର୍ବାସିତ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ମହମ୍ମଦ ୟୁନୁସ ଏବଂ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ବିରୋଧରେ ଏକ ମୋର୍ଚ୍ଚା ଖୋଲିଛନ୍ତି। ହସିନା ୟୁନୁସଙ୍କୁ ଚୋର ଏବଂ ବାଂଲାଦେଶ ସରକାରଙ୍କୁ ଆତଙ୍କବାଦୀଙ୍କ ସରକାର ବୋଲି କହିଛନ୍ତି। ହସିନା…
କିଏ ହେବେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉତ୍ତରାଧିକାରୀ, ଫଡନଭିସଙ୍କ ବଡ଼ ଘୋଷଣା
ନୂଆଦିଲ୍ଲୀ,୮।୪: ଆଗକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉତ୍ତରାଧିକାରୀ କିଏ ହେବ ଏନେଇ ପୁଣି ଚର୍ଚ୍ଚା ଆରମ୍ଭ ହୋଇଯାଇଛଇ। ମୁମ୍ବାଇରେ ଅନୁଷ୍ଠିତ ଗ୍ଲୋବାଲ ଫୋରମରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉତ୍ତରାଧିକାରୀ ବିଷୟରେ ଉତ୍ତର ଦେଇଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ। ଏହା ସହିତ, ସେ ବିରୋଧୀ…
ନବୀନଙ୍କୁ ଟାର୍ଗେଟ କଲେ ବାବୁ: କହିଲେ ନାୟକ ନବୀନ, ଖଳନାୟକ ବି ନବୀନ
ଭୁବନେଶ୍ୱର,୮।୪: ୱକ୍ ବିଲ ଭୋଟିଂକୁ ନେଇ ରାଜନୀତି ସରଗରମ ହୋଇଛି। ତେବେ ଏହି ଘଟଣାକୁ ନେଇ ଭାଜପା ବିଧାୟକ ବାବୁ ସିଂ ନବୀନଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଓଡ଼ିଶାବାସୀଙ୍କ ସହ ଡ୍ରାମା କରୁଛନ୍ତି ନବୀନ ବାବୁ। ସମସ୍ତ ଏପିସୋଡର ନାୟକ…
ଏବେ ଚାଇନା-ଆମେରିକା ଭିତରେ ସିଧା ଯୁଦ୍ଧ ହେଲେ, କିଏ ଜିତିବ…
ନୂଆଦିଲ୍ଲୀ,୮।୪: ବିଶ୍ୱର ଦୁଇ ବୃହତ ଅର୍ଥନୈତିକ ଶକ୍ତି ଆମେରିକା ଏବଂ ଚାଇନା ମଧ୍ୟରେ ବାଣିଜ୍ୟ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା ଚାଇନା ଉପରେ ୫୦ ପ୍ରତିଶତ ଅତିରିକ୍ତ ଶୁଳ୍କ ଲଗାଇବାକୁ ଧମକ ଦେଇଛି, ଏହାର ଜବାବରେ ଚାଇନା ମଧ୍ୟ ଚେତାବନୀ ଦେଇଛି…
ସିମନବାଡିରେ ପଞ୍ଚୁଦଣ୍ଡ ମିଳନ: ଦେଖିବାକୁ ମିଳିଲା ବନ୍ୟଜନ୍ତୁଙ୍କ ସୁରକ୍ଷାର ଦୃଶ୍ୟ
ଦାରିଙ୍ଗବାଡି,୭।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିଠାରେ ମଙ୍ଗଳବାର ପଞ୍ଚୁଦଣ୍ଡ ମିଳନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଦ୍ବିପ୍ରହରରେ ଧୂଳି ଦଣ୍ଡ ଅନୁଷ୍ଠିତ ହୋଇଥିଲା। ଏଥିରେ ପାରମ୍ପରିକ କୃଷି, ଖାଦ୍ୟ, ବନ୍ୟଜନ୍ତୁଙ୍କ ସୁରକ୍ଷାର ଦୃଶ୍ୟ ଦେଖିବାକୁ ମିଳିଥିଲା। କାହିଁ କେଉଁ ଅମଳରୁ କନ୍ଧମାଳରେ…
ଏହି ଦିନଠୁ ପୁରୀରେ ଶ୍ରୀଜିଉଙ୍କ ଧାଡ଼ି ଦର୍ଶନ
ପୁରୀ,୮।୪: ଚଳିତ ମାସ ଶେଷ ସୁଦ୍ଧା ପୁରୀରେ ଶ୍ରୀଜିଉଙ୍କ ଧାଡ଼ି ଦର୍ଶନ ବ୍ୟବସ୍ଥା କରାଯିବ। ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ବ୍ରହ୍ମପୁରରେ ତାରାତାରିଣୀ ଦର୍ଶନ ବେଳେ ସେ ସୂଚନା ଦେଇଛନ୍ତି। ସପ୍ତାହେ ମଧ୍ୟରେ ଶ୍ରୀମନ୍ଦିର ପରିଚାଳନା…
ତାରାତାରିଣୀଙ୍କ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ୪ ମନ୍ତ୍ରୀ-ବିଧାୟକ: ରାଜ୍ୟବାସୀଙ୍କ ବିକାଶ ଲାଗି କଲେ ପ୍ରାର୍ଥନା
ପୁରୁଷୋତ୍ତମପୁର,୮।୪(ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ଘଟିଛି। ମା’ଙ୍କ ଚୈତ୍ରମାସର ଶେଷ ଦର୍ଶନ ଲାଗି ପ୍ରବଳ ଜନସମାଗମ ହୋଇଥିବାବେଳେ ଏଥିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ,…
୫୦୦,୧୦୦୦ କି ୧୨୦୦ ନୁହେଁ ୨୯୦୦ଟଙ୍କା ଶସ୍ତା ହେଲା ସୁନା, ଜାଣନ୍ତୁ ୧୦ଗ୍ରାମ ସୁନା ଦାମ୍ କେତେ ହେଲା…
ନୂଆଦିଲ୍ଲୀ,୮।୪:ସୁନା ଉପର ଲାଗିଛି ନଜର। ଯେବେଠାରୁ ଚାଇନା ଆମେରିକା ଉପରେ ଶୁଳ୍କ ଲାଗୁ କରିଛି। ସେବେଠାରୁ, ସୁନା ମୂଲ୍ୟ କ୍ରମାଗତ ଭାବରେ ହ୍ରାସ ପାଇବାରେ ଲାଗିଛି। ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ଦ୍ୱିତୀୟ ଦିନ ପାଇଁ ସୁନା ମୂଲ୍ୟରେ ବଡ଼ ହ୍ରାସ…
ପୁଣି ଟ୍ରେନ୍ ଦୁର୍ଘଟଣା: ଦୁଇ ଫାଳ ହୋଇଗଲା ଫାଲକନମା ଏକ୍ସପ୍ରେସ
ବିଶାଖାପାଟଣା,୮।୪: ପୁଣି ଏକ ଟ୍ରେନ୍ ଦୁର୍ଘଟଣା ମଙ୍ଗଳବାର ସାମ୍ନାକୁ ଆସିଛି। ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ପାଲାସା ସୁମାଦେବୀ ନିକଟରେ ବିଶାଖାପାଟଣା ଦେଇ ସାଲିମର ଯାଉଥିବା ଫାଲକନମା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରେନ୍ର ଦୁଇଟି ବଗି ଅଲଗା ହୋଇଯାଇଛି। ଫଳରେ ଯାତ୍ରୀମାନେ ଦୁଇ ଘଣ୍ଟାରୁ…
ବିଜେଡି ନେତା ସମ୍ବିତ ରାଉତରାୟଙ୍କ ବଡ଼ ବୟାନ: ପାଣ୍ଡିଆନଙ୍କୁ ଅତୀତ କହି…
ଭୁବନେଶ୍ୱର,୪।୮: ୱାକଫ୍ ବିଲ ଭୋଟିଂ ନେଇ ରାଜନୀତି ସରଗରମ ରହିଥିବା ବେଳେ ନବୀନ ନିବାସରେ ହେବିଓ୍ବେଟଙ୍କୁ ନେଇ ଚାଲିଛି ମାନସ ମନ୍ଥନ। ଏପଟେ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ ଦେବାଶିଷଙ୍କୁ ସପୋର୍ଟ କରି କହିଛନ୍ତି, ଦେବାଶିଷ…
ଚାଲିଛି ଓଡ଼ିଆ ପକ୍ଷ: ବିଶ୍ୱବିନାୟକ କଲେଜ ପକ୍ଷରୁ ୩୪ ୟୁନିଟ ରକ୍ତ ସଂଗ୍ରହ
ପାଟଣା,୮।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇ ଟାଙ୍ଗିରୀସ୍ଥିତ ବିଶ୍ୱବିନାୟକ ଡିଗ୍ରୀ କଲେଜ ଯୁବ ରେଡକ୍ରସ ଶାଖା ତରଫରୁ ଓଡ଼ିଆ ପକ୍ଷ ଉପଲକ୍ଷେ ମଙ୍ଗଳବାର ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଛି। ଏଥିରେ ମୋଟ ୩୪ ୟୁନିଟ ରକ୍ତ ସଂଗୃହୀତ…
Archives


