କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ
ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ ଆତଙ୍କିତ ହୋଇ ଗୋପାଳପୁର ବନ୍ଦର କର୍ତ୍ତୃପକ୍ଷଙ୍କୁ ଏକାଧିକ ଥର ଏହି ବିଷୟରେ ଅବଗତ…
ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…
ରାଜନଗର,୨୦।୮(ଭାସ୍କର ରାଉତରାୟ ) : ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି । ପଟ୍ଟାମୁଣ୍ଡାଇ ବାଛରା, ମଣ୍ଡପଡାରେ ବୁଲିବା ସମୟରେ ଏହି ଅଘଟଣ…
ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…
ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ ଆସିଛି। ବରିଷ୍ଠ ଆଇନଜୀବୀ ବିଜୟ ହଂସାରିଆ କହିଛନ୍ତି ଯେ, ୨୮ଟି ରାଜ୍ୟରୁ ୧୪ଟି…
ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…
ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ ଗ୍ରାମର ଜଣେ ୩୫ ବର୍ଷୀୟ ଯୁବକ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି। ନିଖୋଜ ଯୁବକ…
୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…
୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ ଗୁରୁବାର ସକାଳେ ଏକ ଆଦେଶ ଜାରି କରି ଜଣାଇଛି ଯେ, ୨୦ ଅଗଷ୍ଟ…
ଶନିଙ୍କ ଚଳନରେ ମାଲାମାଲ ହେବେ ୪ ରାଶି: ଅଚାନକ ବଦଳିଯିବ ଭାଗ୍ୟ, ହେବ ଧନବର୍ଷା
ବୈଦିକ ଜ୍ୟୋତିଷରେ ଶନିଦେବଙ୍କ ଚଳନ ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ମହତ୍ତ୍ୱ ଦିଆଯାଏ। ଶନି ରାଶି କିମ୍ବା ନକ୍ଷତ୍ର ପରିବର୍ତ୍ତନ କଲେ ଏହାର ପ୍ରଭାବ ସମସ୍ତ ୧୨ଟି ରାଶିର ଜୀବନର ବିଭିନ୍ନ କ୍ଷେତ୍ରରେ ପଡ଼ିଥାଏ ବୋଲି ଜ୍ୟୋତିଷୀୟ ମାନ୍ୟତା ରହିଛି। ୨୦…
ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ
ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର ହୋଇଛି । ପୋଖରୀ ପାଣିରେ କେବଳ ଶରୀର…
୨୦୨୬ ଶେଷ ପୂର୍ବରୁ ବଡ଼ ସଫଳତା! ଆଗାମୀ ୪ ମାସ ଏହି ରାଶିଙ୍କ ସହ ହେବ ଚମତ୍କାର, ବଢିବ…
୨୦୨୬ ବର୍ଷ ଶେଷ ହେବାକୁ ଆଉ ମାତ୍ର ୪ ମାସ ବାକି ରହିଛି। ଏହାପରେ ଆରମ୍ଭ ହେବ ନୂଆ ବର୍ଷ ୨୦୨୭। ତେବେ ନୂଆ ବର୍ଷ ଆସିବା ପୂର୍ବରୁ ଅନେକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଗୋଚର ହେବାକୁ ଯାଉଛି, ଯାହାର ପ୍ରଭାବ ସମସ୍ତ…
କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…
ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ ପ୍ରଶ୍ନ ପରେ ପ୍ରଶ୍ନ କରିଚାଲିଥିଲେ। ବିଧାୟକ ନିର୍ବାଚନ ପ୍ରଚାର ସମୟରେ ଦୁର୍ଗମ କାଟିଙ୍ଗିଆ…
ମେଣ୍ଢା ଫାର୍ମଠାରେ ୩୦ ଟିକିଆ ହାତୀପଲ: ଲୋକେ ଆତଙ୍କିତ
ବଲାଙ୍ଗିର,୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ସଇଁତଳା ରେଞ୍ଜ ଅନ୍ତର୍ଗତ ଦେଓଗାଁ ବଙ୍ଗଳା ମେଣ୍ଢା ଫାର୍ମଠାରେ ଗତରାତିରୁ ୩୦ ଟିକିଆ ହାତୀପଲ ଆସି ଅଛନ୍ତି। ଦେଓଗାଁ ଅଞ୍ଚଳର ଆଖପାଖ ଗ୍ରାମରେ ଲୋକେ ଭୟରେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଗତ ତିନିଦିନ ହେଲା…
ପଞ୍ଚାୟତିରାଜ ବ୍ୟବସ୍ଥାକୁ ଶକ୍ତିଶାଳୀ କରିବାରେ ରାଜୀବଙ୍କ ଅବଦାନ ଅତୁଳନୀୟ
ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ଥାନୀୟ ଯୁବ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୮୨ତମ ଜୟନ୍ତୀ ଅବସରରେ ଜାତୀୟ ସଦଭାବନା ଦିବସ ପାଳିତ ହୋଇଯାଇଛି। ନଗର…
ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ
ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ ଜର୍ସିରେ ପୁଣି ନଜର ଆସିପାରନ୍ତି। ତେବେ ଏହା ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀ ଘରୋଇ…

