୩୦ହଜାର କୋଟିର ନିବେଶ, ୪୮ହଜାର ନିଯୁକ୍ତି ଆଶା, ୧୧ ଚୁକ୍ତି ଚୂଡ଼ାନ୍ତ
ଭୁବନେଶ୍ୱର,୮।୪(ଅନୁରାଧା ମହାରଣା): ରାଜ୍ୟରେ ପୁଞ୍ଜିନିବେଶ ପାଇଁ ନିବେଶକଙ୍କୁ ଆକୃଷ୍ଟ କରିବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଶିଳ୍ପମନ୍ତ୍ରୀ ସମ୍ପଦ ଚରଣ ସ୍ବାଇଁ ରବିବାର ଦିଲ୍ଲୀ ଗସ୍ତ କରିଛନ୍ତି। ସୋମବାର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ୧୪ କମ୍ପାନୀ ସହ ୩ହଜାର…
ବଙ୍ଗୋପସାଗରରେ ଲଘୁଚାପ: ଏହି ସବୁ ଜିଲାରେ ଘଡ଼ଘଡ଼ି ସହ ହୋଇପାରେ ବର୍ଷା
ଭୁବନେଶ୍ୱର,୮ା୪- ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ଦକ୍ଷିଣ ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ରର ରୂପ ନେଇଛି। ଏହା ୮ ତାରିଖ ଯାଏ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତ୍ତୀ ୪୮ ଘଣ୍ଟା ଯାଏ…
ଜୀରାନଦୀରେ ହେବ ଆନ୍ତଃନଦୀ ଜଳାଶୟ: ସର୍ବେକ୍ଷଣ ଆରମ୍ଭ
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀରେ ଆନିକଟ୍ ତଥା ଆନ୍ତଃନଦୀ ଜଳାଶୟ ହେବ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୋମବାର ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗର ଏକ ଟିମ୍ ବରଗଡ଼ ପହଞ୍ଚି ଥିଲେ। ଏହି ଟିମ୍ରେ ଜଳ ସମ୍ପଦ…
ଜୀରାନଦୀରେ ହେବ ଆନ୍ତଃନଦୀ ଜଳାଶୟ
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀରେ ଆନିକଟ୍ ତଥା ଆନ୍ତଃନଦୀ ଜଳାଶୟ ହେବ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୋମବାର ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗର ଏକ ଟିମ୍ ବରଗଡ଼ ପହଞ୍ଚି ଥିଲେ। ଏହି ଟିମ୍ରେ ଜଳ…
ଜିଲାସ୍ତରୀୟ ସ୍କାଉଟ୍ସ-ଗାଇଡସ କ୍ୟାମ୍ପୋରି ଉଦଘାଟିତ: ୧୨ଟି ବ୍ଲକର ୫୨୧ ଛାତ୍ରୀଛାତ୍ରଙ୍କ ଯୋଗଦାନ
ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାସ୍ତରୀୟ ସ୍କାଉଟ୍ସ ଏବଂ ଗାଇଡସ କ୍ୟାମ୍ପୋରିରି ସୋମବାର ଭଟଲି ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ଉଦଘାଟିତ ହୋଇଯାଇଛି । ବରଗଡ଼ ଜିଲା ଶିକ୍ଷା ବିଭାଗ ଏବଂ ସ୍ଥାନୀୟ ସତିହାରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ମିଳିତ ଆନୁକୁଲ୍ୟରେ…
ଜନ ଅଭିଯୋଗ ଶୁଣାଣି ଶିବିର: ୫୯ ଅଭିଯୋଗ ପଞ୍ଜୀକୃତ
ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଜିଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନା ଉପସ୍ଥିତ ରହି…
ସି.ଏମ୍ ଟ୍ରଫି ଫୁଟବଲ ପ୍ରତିଯୋଗିତା ଉଦ୍ଘାଟନୀ ମ୍ୟାଚରେ ୟୁନାଇଟେଡ ସ୍ପୋର୍ଟସ କ୍ଲବ ବିଜୟୀ
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ) – ଓଡ଼ିଶା ସରକାରଙ୍କ କ୍ରୀଡ଼ା, ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଆସୋସିଏଶନ ଅଫ୍ ଓଡ଼ିଶାର ମିଳିତ ଆନୁକୁଲ୍ୟରେ ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ହେଉଥିବା ୧୫ ବର୍ଷରୁ କମ ବୟସ ବର୍ଗର ସି.ଏମ ଟ୍ରଫି…
ବିଭିନ୍ନ ପ୍ରକଳ୍ପ ଉଦଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ଦେଖିବାକୁ ଲୋକଙ୍କ ଭିଡ଼
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ରାୟ ସରକାରଙ୍କ ପ୍ରଦତ୍ତ ଅନୁଦାନରେ ନିର୍ମିତ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିବା ସହ ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ଯୋଗଦାନ କରି ଫେରିଥିବା ଜଣାପଡିଛି । ବିଧାୟକ ପ୍ରଥମେ ଦିଗପହଣ୍ଡି ବ୍ଳକ ବାସୁଦେବପୁର…
ମାନବାଧିକାର, କଏଦୀଙ୍କ ସୁରକ୍ଷା ପାଇଁ ଓଡ଼ିଶାରେ କାର୍ଯ୍ୟ କରିବ ‘ଜେଲ୍ ପଞ୍ଚାୟତ’
ଭୁବନେଶ୍ୱର, ୭।୪: ‘ଜେଲ୍ ପଞ୍ଚାୟତ’ର ନବନିର୍ବାଚିତ ପ୍ରତିନିଧିମାନେ କଏଦୀଙ୍କ ସୁରକ୍ଷା ସହିତ ମାନବାଧିକାର ସୁରକ୍ଷା ପାଇଁ କାର୍ଯ୍ୟ କରିବେ। କିଛି ଦିନ ପୂର୍ବରୁ ରାଜ୍ୟର ବିଭିନ୍ନ ସଂଶୋଧନ କେନ୍ଦ୍ରରେ ସଂସ୍ଥା ପାଇଁ ମତଦାନ ଅନୁଷ୍ଠିତ ହୋଇଥିଲା। ଏକ ଅନନ୍ୟ ପଦକ୍ଷେପ ସ୍ୱରୂପ, ଓଡ଼ିଶାର…
ବାରାଣସୀରେ ୨୨ ଦିନ ଧରି ଅପହରଣ, ଗଣବଳାତ୍କାର, ୧୯ ବର୍ଷୀୟା ଯୁବତୀଙ୍କ ଦାବି
ନୂଆଦିଲ୍ଲୀ, ୭।୪: ଉତ୍ତର ପ୍ରଦେଶର ବାରାଣସୀରେ ଜଣେ ୧୯ ବର୍ଷୀୟା ମହିଳାଙ୍କୁ ୨୨ ଜଣ ଅପହରଣ କରି ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଆକ୍ରମଣକାରୀଙ୍କ ମଧ୍ୟରୁ ଛଅ ଜଣଙ୍କୁ ଗିରଫ କରାଯାଇଛି ଏବଂ ଅନ୍ୟମାନଙ୍କୁ ଖୋଜା ଚାଲିଥିବା ପୋଲିସ କହିଛି। ଉତ୍ତର ବାରାଣସୀର…
ଭକ୍ତମୟ ହେଉଛି ଚନ୍ଦନେଶ୍ୱର ଶୈବପୀଠ, ସମୀକ୍ଷାକଲେ ବିଧାୟକ
ଭୋଗରାଇ, ୭ା୪(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଶ୍ରୀ ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କମେଳା ମାର୍ଚ୍ଚ ୩୧ରୁ ଧ୍ୱଜ ପୋଡାବାଉଁଶରୁ ଶୁଭାରମ୍ଭ ହୋଇଛି। ଏଥିନିମନ୍ତେ ଚନ୍ଦନେଶ୍ୱର ଶୈବପୀଠରେ ସୋମବାର ୭ ଅର୍ଘ୍ୟରୁ ଓଡ଼ିଶା ସମେତ…
ମଦ ମାଫିଆଙ୍କ ମାଡ଼ରେ ଏସ୍ଏଚ୍ଜି ମହିଳା ରକ୍ତାକ୍ତ: ଅଭିଯୁକ୍ତଙ୍କୁ ପୋଲିସ ଜାମିନରେ ଛାଡି ଦେବାରୁ ଗାଁରେ ଉତ୍ତେଜନା
ପାଟଣା ,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ ଅନ୍ତର୍ଗତ ସିଲିପଦା ଗ୍ରାମରେ ସରପଞ୍ଚ ଜୟନ୍ତୀ ମୁଣ୍ଡାଙ୍କ ନେତୃତ୍ୱରେ ରବିବାର ଶତାଧିକ ମହିଳା ଗ୍ରାମରୁ ମଦ ଉଚ୍ଛେଦ ପାଇଁ ଏକ ରାଲି କରିବା ସହିତ ମଦ ବେପାରୀଙ୍କ ଘରୁ ମଦ…
Archives


