କ୍ଷମତା ଯିବା ପରେ କାମୁଛି ଦବଦବା: ପୌରାଧ୍ୟକ୍ଷାଙ୍କ ବ୍ୟାନରରେ ରହିଲାନି ନବୀନଙ୍କ ଫଟୋ
ଭଦ୍ରକ,୮।୪(ସନାତନ ରାଉତ): ୱକ୍ଫ ବିଲ୍ରେ ବିଜେଡିର ରାଜ୍ୟ ସଭା ସଦସ୍ୟଙ୍କ ଭୋଟିଂକୁ ନେଇ ସାରା ରାଜ୍ୟରେ ରାଜନୀତି ହଲ୍ଚଲ୍ ହୋଇଥିବା ବେଳେ ଭଦ୍ରକରେ ମଧ୍ୟ ଏହାର ପ୍ରତିଫଳନ ଦେଖିବାକୁ ମିଳିଛି। ରବିବାର ଶ୍ରୀରାମ ନବମୀ ନଗର ସଂକୀର୍ତ୍ତନ ଶୋଭାଯାତ୍ରା ପାଇଁ ବିଭିନ୍ନ…
ପୁରୁଣା ବ୍ୟାରିକେଡ୍ରେ ଅଗ୍ନିକାଣ୍ଡ, ନିଆଁ ଲଗାଇ ଦେଇଥିବା ସନ୍ଦେହ
ପୁରୀ,୮।୪: ପୁରୀ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପଛପଟେ ଥିବା ପୂରୁଣା ବ୍ୟାରିକେଡ୍ରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ମହଜୁଦ ଥିବା ପୁରୁଣା ବ୍ୟାରିକେଡ୍ରେ ନିଆଁ ଲାଗି ପରିବେଶ ଧୂଆଁମୟ ହୋଇଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ…
ଟାରିଫ ଓ୍ବାର ଭିତରେ ଆମେରିକା ବୈଦେଶିକ ମନ୍ତ୍ରୀଙ୍କ ସହ ଫୋନରେ କଥା ହେଲେ ଏସ ଜୟଶଙ୍କର
ନୂଆଦିଲ୍ଲୀ,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସମେତ ପ୍ରାୟ ୫୦ଟି ଦେଶ ଉପରେ ଶୁଳ୍କ ଘୋଷଣା କରିବାର କିଛି ଦିନ ପରେ, ଏପ୍ରିଲ ୭, ସୋମବାର ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଏବଂ ଆମେରିକାର ବୈଦେଶିକ ସଚିବ ମାର୍କୋ…
ପୋଲରେ ପିଟି ହୋଇ ଜଳିଗଲା କାର୍
ଅନୁଗୋଳ,୮।୪: ଅନୁଗୋଳ ଜିଲା ସଦର ଥାନା କୁଇଓ ନିକଟରେ ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇ ଜଳି ଯାଇଛି। ହେଲେ କାର୍ ଡ୍ରାଇଭର ସୁରକ୍ଷିତ ରହିଥିବା ସୂଚନା ମିଳିଛି। ମିଳିଥିବା ସୂଚନା ମୁତାବକ, କାର୍ଟି ରାସ୍ତାରେ ଯାଉଥିବା ବେଳେ ଭାରସାମ୍ୟ ହରାଇ କୁଇଓ…
ଭାଜପା ନେତାଙ୍କ ଘର ବାହାରେ ଫୁଟିଲା ବୋମା
ଜଳନ୍ଧର,୮।୪: ପଞ୍ଜାବର ଜଳନ୍ଧରରେ ଭାଜପା ନେତା ମନୋରଞ୍ଜନ କାଳିଆଙ୍କ ଘର ବାହାରେ ଏକ ବିସ୍ଫୋରଣ ହୋଇଛ। ବିସ୍ଫୋରଣର ସୂଚନା ପାଇ ପୋଲିସ ସେଠାରେ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି। ଫୋରେନସିକ ଦଳ ସେହି ସ୍ଥାନରେ ପହଞ୍ଚିଛ। ପୂର୍ବତନ ମନ୍ତ୍ରୀ ମନେରଞ୍ଜନ କାଲିଆ…
୩୦ହଜାର କୋଟିର ନିବେଶ, ୪୮ହଜାର ନିଯୁକ୍ତି ଆଶା, ୧୧ ଚୁକ୍ତି ଚୂଡ଼ାନ୍ତ
ଭୁବନେଶ୍ୱର,୮।୪(ଅନୁରାଧା ମହାରଣା): ରାଜ୍ୟରେ ପୁଞ୍ଜିନିବେଶ ପାଇଁ ନିବେଶକଙ୍କୁ ଆକୃଷ୍ଟ କରିବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଶିଳ୍ପମନ୍ତ୍ରୀ ସମ୍ପଦ ଚରଣ ସ୍ବାଇଁ ରବିବାର ଦିଲ୍ଲୀ ଗସ୍ତ କରିଛନ୍ତି। ସୋମବାର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ୧୪ କମ୍ପାନୀ ସହ ୩ହଜାର…
ବଙ୍ଗୋପସାଗରରେ ଲଘୁଚାପ: ଏହି ସବୁ ଜିଲାରେ ଘଡ଼ଘଡ଼ି ସହ ହୋଇପାରେ ବର୍ଷା
ଭୁବନେଶ୍ୱର,୮ା୪- ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ଦକ୍ଷିଣ ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ରର ରୂପ ନେଇଛି। ଏହା ୮ ତାରିଖ ଯାଏ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତ୍ତୀ ୪୮ ଘଣ୍ଟା ଯାଏ…
ଜୀରାନଦୀରେ ହେବ ଆନ୍ତଃନଦୀ ଜଳାଶୟ: ସର୍ବେକ୍ଷଣ ଆରମ୍ଭ
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀରେ ଆନିକଟ୍ ତଥା ଆନ୍ତଃନଦୀ ଜଳାଶୟ ହେବ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୋମବାର ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗର ଏକ ଟିମ୍ ବରଗଡ଼ ପହଞ୍ଚି ଥିଲେ। ଏହି ଟିମ୍ରେ ଜଳ ସମ୍ପଦ…
ଜୀରାନଦୀରେ ହେବ ଆନ୍ତଃନଦୀ ଜଳାଶୟ
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀରେ ଆନିକଟ୍ ତଥା ଆନ୍ତଃନଦୀ ଜଳାଶୟ ହେବ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୋମବାର ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗର ଏକ ଟିମ୍ ବରଗଡ଼ ପହଞ୍ଚି ଥିଲେ। ଏହି ଟିମ୍ରେ ଜଳ…
ଜିଲାସ୍ତରୀୟ ସ୍କାଉଟ୍ସ-ଗାଇଡସ କ୍ୟାମ୍ପୋରି ଉଦଘାଟିତ: ୧୨ଟି ବ୍ଲକର ୫୨୧ ଛାତ୍ରୀଛାତ୍ରଙ୍କ ଯୋଗଦାନ
ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାସ୍ତରୀୟ ସ୍କାଉଟ୍ସ ଏବଂ ଗାଇଡସ କ୍ୟାମ୍ପୋରିରି ସୋମବାର ଭଟଲି ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ଉଦଘାଟିତ ହୋଇଯାଇଛି । ବରଗଡ଼ ଜିଲା ଶିକ୍ଷା ବିଭାଗ ଏବଂ ସ୍ଥାନୀୟ ସତିହାରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ମିଳିତ ଆନୁକୁଲ୍ୟରେ…
ଜନ ଅଭିଯୋଗ ଶୁଣାଣି ଶିବିର: ୫୯ ଅଭିଯୋଗ ପଞ୍ଜୀକୃତ
ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଜିଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନା ଉପସ୍ଥିତ ରହି…
ସି.ଏମ୍ ଟ୍ରଫି ଫୁଟବଲ ପ୍ରତିଯୋଗିତା ଉଦ୍ଘାଟନୀ ମ୍ୟାଚରେ ୟୁନାଇଟେଡ ସ୍ପୋର୍ଟସ କ୍ଲବ ବିଜୟୀ
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ) – ଓଡ଼ିଶା ସରକାରଙ୍କ କ୍ରୀଡ଼ା, ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଆସୋସିଏଶନ ଅଫ୍ ଓଡ଼ିଶାର ମିଳିତ ଆନୁକୁଲ୍ୟରେ ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ହେଉଥିବା ୧୫ ବର୍ଷରୁ କମ ବୟସ ବର୍ଗର ସି.ଏମ ଟ୍ରଫି…
Archives


